ବିଭିନ୍ନ ସହରରେ ସ୍ପଟ୍ ଗୋଲ୍ଡ ମାର୍କେଟ ବନ୍ଦ
ନୂଆଦିଲ୍ଲୀ,୨୪-୩: ଦେଶର ପ୍ରମୁଖ ସହରଗୁଡିକରେ କରୋନା ଜନିତ ଲକ୍ଡାଉନ ଯୋଗୁ ସ୍ପଟ୍ ଗୋଲ୍ଡ ମାର୍କେଟ ସୋମବାର ବନ୍ଦ ରହିଛି ବୋଲି ଏଚ୍ଡିଏଫ୍ସି ସିକ୍ୟୁରିଟି ପକ୍ଷରୁ ସୂନଚା ଦିଆଯାଇଛି। ଏହି ସମୟରେ ସୁନା ଦର ପ୍ରାୟ ୪୦,୩୩୦ ଟଙ୍କା ରହିଛି। ଦିନ...
ଅଭିବୃଦ୍ଧି ପୂର୍ବାନୁମାନ କମାଇଲେ ୟୁବିଏସ୍, ଏସ୍ ଆଣ୍ଡ ପି
ନୂଆଦିଲ୍ଲୀ,୨୪-୩: କରୋନା ଯୋଗୁ ଦେଶ ମଧ୍ୟରେ ବର୍ତ୍ତମାନ ଜଟିଳ ସ୍ଥିତି ଉପୁଜିଥିବା ବେଳେ ଘରୋଇ ଅର୍ଥ ବ୍ୟବସ୍ଥା ଉପରେ ଏହାର ନକରାତ୍ମକ ପ୍ରଭାବ ପରିଲକ୍ଷିତ ହୋଇଛି। ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ଭାରତର ବିକାଶ ହାର ୪% ରହିବ ବୋଲି...
ସିଷ୍ଟମକୁ ୧ ଲକ୍ଷ କୋଟି ଛାଡିବ ଆର୍ବିଆଇ
ମୁମ୍ବାଇ,୨୪-୩: ଦେଶର ଫାଇନାନ୍ସିଆଲ ସିଷ୍ଟମକୁ ଅତିରିକ୍ତ ସହାୟତା କରିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ପକ୍ଷରୁ ଅତିରିକ୍ତ ୧ ଲକ୍ଷ କୋଟି ଟଙ୍କା ପ୍ରଦାନ କରାଯିବ। କରୋନା ଯୋଗୁ ବଜାରରେ ଉପୁଜିଥିବା ସ୍ଥିତିକୁ ଧ୍ୟାନରେ ରଖି ରିଜର୍ଭ ବ୍ୟାଙ୍କ...
ଖୋଲା ରହିବ ବଛା ବଛା ବ୍ୟାଙ୍କ ଶାଖା
ନୂଆଦିଲ୍ଲୀ,୨୪-୩: କରୋନା ଲାଗି ବର୍ତ୍ତମାନ ସାରା ଦେଶର ବିଭିନ୍ନ ସ୍ଥାନରେ ଲକ୍ଡାଉନ ଘୋଷଣା କରାଯାଇଛି। ଏହି ସ୍ଥାନଗୁଡିକରେ କେତେକ ବଛା ବଛା ଶାଖା ଖୋଲା ରଖିବାକୁ ଇଣ୍ଡିଆନ ବ୍ୟାଙ୍କ ଆସୋସିଏଶନ(ଆଇବିଏ) ବ୍ୟାଙ୍କଗୁଡିକୁ କହିଛି। ବ୍ୟାଙ୍କଗୁଡିକ ଏହି ସମୟରେ ଜରୁରୀ ସେବା...
ଅଟୋମୋବାଇଲ ଉତ୍ପାଦନ ୟୁନିଟରେ ତାଲା
ନୂଆଦିଲ୍ଲୀ,୨୪-୩: କରୋନା ବ୍ୟାପିବା ଯୋଗୁ ଦେଶର ବିଭିନ୍ନ ଅଟୋମୋବାଇଲ୍ ମାନୁଫାକଚରିଂ କମ୍ପାନୀଗୁଡିକ ସେମାନଙ୍କ ଉତ୍ପାଦନ ୟୁନିଟ ବନ୍ଦ ଘୋଷଣା କରିଛନ୍ତି। ଉତ୍ପାଦନ ବନ୍ଦ ରଖିବା ନେଇ ଅଟୋମୋବାଇଲ ମାନୁଫାକଚରିଂ ସଂଘ ସିଆମ୍ ପକ୍ଷରୁ ଏହାର ସଦସ୍ୟଙ୍କୁ ନିବେଦନ କରାଯାଇଛି। ମଙ୍ଗଳବାର...
୭୬.୨୨ ସ୍ତରରେ ଟଙ୍କା
ମୁମ୍ବାଇ,୨୪-୩: କରୋନା ପ୍ରଭାବରେ ଡଲାର ତୁଳନାରେ ଟଙ୍କା ମୂଲ୍ୟ ସର୍ବକାଳୀନ ନିମ୍ନ ସ୍ତରକୁ ଖସିଯାଇଛି। ଏହି ସମୟରେ ଟଙ୍କା ୧୦୨ ପଇସା ଖସିବା ଫଳରେ ଏହାର ମୂଲ୍ୟ ଡଲାର ତୁଳନାରେ ୭୬.୨୨ ସ୍ତର ଛୁଇଁଛି। ଭାରତରେ କରୋନା ମାମଲା ବଢି...
କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ: କମିଲା ଇଣ୍ଟରନେଟ୍ ସ୍ପିଡ୍
ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ଜାରି ହୋଇଛି। ବହୁ କାର୍ଯ୍ୟାଳୟ ସେମାନଙ୍କ କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ମଧ୍ୟ ଦେଇଛନ୍ତି। ଏହାଯୋଗୁ ଗୋଟିଏ ସମୟରେ ବହୁ ୟୁଜର ଇଣ୍ଟରନେଟ୍...
କରୋନା ସହ ଲଢ଼େଇ ପାଇଁ ସାମ୍ନାକୁ ଆସିଲେ ଉଦ୍ୟୋଗପତି
ନୂଆଦିଲ୍ଲୀ,୨୩।୩: ଦେଶରେ କରୋନାର ପ୍ରକୋପ ଜାରି ରହିଛି। କରୋନା ଭାଇରସ୍ ସଂକ୍ରମଣରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ୮କୁ ଟପିଛି। ତେବେ କରୋନା ସହ ମୁକାବିଲା ପାଇଁ ବ୍ୟବସାୟ ଓ ଉଦ୍ୟୋଗ ଜଗତ...
ଉତ୍ପାଦନ ବନ୍ଦ କଲେ ଅଟୋମୋବାଇଲ କମ୍ପାନୀ
କରୋନା ପ୍ରଭାବକୁ କମ୍ କରିବା ପଦକ୍ଷେପ ଅନ୍ତର୍ଗତ ଦେଶର ପ୍ରମୁଖ ଅଟୋମୋବାଇଲ ନିର୍ମାତା କମ୍ପାନୀଗୁଡିକ ରବିବାରଠାରୁ ଦେଶ ମଧ୍ୟରେ ଉତ୍ପାଦନ ବନ୍ଦ କରିଥିବା ଜଣାପଡିଛି। ପ୍ରମୁଖ ଯାନ ନିର୍ମାତା ମାରୁତି ସୁଜୁକି ଇଣ୍ଡିଆ ଏହାର ହରିୟାଣା ପ୍ଲାଣ୍ଟରୁ ଉତ୍ପାଦନ ତୁରନ୍ତ...
ପ୍ରୋତ୍ସାହନ ଲୋଡିଲା ଶିଳ୍ପ ଜଗତ
ମୁମ୍ବାଇ,୨୩-୩: ଅର୍ଥ ବ୍ୟବସ୍ଥା ଉପରେ କରୋନାର ପ୍ରଭାବକୁ କମ୍ କରିବା ଲାଗି ଭାରତୀୟ ଶିଳ୍ପ ଜଗତ ପକ୍ଷରୁ ସରକାରୀ ପ୍ରୋତ୍ସାହନ ଲୋଡାଯାଇଛି। ସେହିଭଳି ଋଣ ପ୍ରଦାନ କ୍ଷେତ୍ରରେ ମୋରାଟୋରିୟମ ବୃଦ୍ଧି ଉପରେ ମଧ୍ୟ ଶିଳ୍ପ ଜଗତ ଜୋର ଦେଇଛି। ଋଣ...
ଗୋଟିଏ ଦିନରେ ଓ୍ବାରରୁମ ସ୍ଥାପନ କଲା ଆର୍ବିଆଇ
କରୋନା ପାଇଁ ଦେଶର ଫାଇନାନ୍ସିଆଲ ସିଷ୍ଟମରେ ଯେଭଳି କୌଣସି ଅସୁବିଧା ନ ଉପୁଯେ ତାକୁ ଧ୍ୟାନରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ ତ୍ୱରୀତ ଭିତ୍ତିରେ ପଦକ୍ଷେପ ନେଇଛି। ରିଜର୍ଭ ବ୍ୟାଙ୍କ କରୋନା ସମସ୍ୟାକୁ ଧ୍ୟାନରେ ରଖି ଗୋଟିଏ ଦିନରେ ଓ୍ବାରରୁମ୍...
ବିଦେଶୀ ନିବେଶକ ଉଠାଇନେଲେଣି ୧ ଲକ୍ଷ କୋଟି
ମୁମ୍ବାଇ,୨୩-୩: ଫରେନ ପୋର୍ଟଫୋଲିଓ ନିବେଶକ (ଏଫ୍ପିଆଇ) ଦେଶର ପୁଞ୍ଜି ବଜାରରୁ ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ କୋଟି ଟଙ୍କା ଉଠାଇ ନେଇଛନ୍ତି। କରୋନା ଭାଇରସ ଯୋଗୁ ବିଶ୍ୱ ସ୍ତରରେ ମାନ୍ଦାବସ୍ଥା ଉପୁଜିବା ଆଶଙ୍କାରେ ନିବେଶକମାନେ ଭୟଭୀତ ଅଛନ୍ତି। ନିବେଶ ଏବେ...
Archives


