ବାଣିଜ୍ୟ

ସତ ହେଉଛି Black Monday ଭୟ! ଷ୍ଟକ ମାର୍କେଟରେ ମାନ୍ଦାବସ୍ଥା, ସେନସେକ୍ସ ୩୩୦୦ ପଏଣ୍ଟ ତଳେ, ଚିନ୍ତାରେ ନିବେଶକ

ନୂଆଦିଲ୍ଲୀ,୭।୪: ଟ୍ରମ୍ପଙ୍କ ଶୁଳ୍କ ଘୋଷଣା ପରେ, ଶେୟାର ବଜାରର ହ୍ରାସ ଥମିବାର ନାଁ ନେଉନାହିଁ। ସୋମବାର ସକାଳେ ବଜାର ଖୋଲିବା ମାତ୍ରେ ବିଶେଷଜ୍ଞଙ୍କ ଦ୍ୱାରା କଳା ସୋମବାର ବା Black Monday ହେବାର ଆଶଙ୍କା ମଧ୍ୟରେ ସେନସେକ୍ସ ପ୍ରାୟ ୩୦୦୦ ପଏଣ୍ଟ…

ଭାରତ ପାଇଁ ଲାଭବାନ ହେଲା ChatGPT, ରେକର୍ଡ କଲା Ghibli

ନୂଆଦିଲ୍ଲୀ,୬।୪: ChatGPTର ନୂତନ ଇମେଜ ଜେନେରେଶନ ଟୁଲ୍‌ ଗତ କିଛି ଦିନ ଧରି ଚର୍ଚ୍ଚାରେ ରହି ଆସୁଛି। ସମସ୍ତେ ଷ୍ଟୁଡିଓ ଘିବଲି ଆର୍ଟର ଫଟୋ ତିଆରି କରିବାରେ ବ୍ୟସ୍ତ। ଏହା ସମଗ୍ର ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ଷ୍ଟୁଡିଓ ଘିବଲି…

ଗୋଟିଏ କି ଦୁଇଟି ନୁହେଁ…ଓଲା ଆଣିବ ୧୨ ଇଲେକ୍ଟ୍ରିକ୍‌ ୨ ଚକିଆ ଯାନ; କମ୍ପାନୀର ବଡ଼ ଯୋଜନା…

ନୂଆଦିଲ୍ଲୀ,୬।୪: ଇଲେକ୍ଟ୍ରିକ ସ୍କୁଟର ଏବଂ ବାଇକ୍‌ ତିଆରି କରୁଥିବା କମ୍ପାନୀ Ola Electric ଏକ ଜବରଦସ୍ତ ପ୍ଲାନ ପ୍ରସ୍ତୁତ କରିଛି। ନିକଟରେ ଏହାର ନୂତନ ଇଲେକ୍ଟ୍ରିକ ବାଇକ ରୋଡଷ୍ଟର ଲଞ୍ଚ କରିଥିବା ଓଲା ଇଲେକ୍ଟ୍ରିକ ଏବେ ଗୋଟିଏ ପରେ ଗୋଟିଏ ୧୨ଟି…

ଥାର୍ଡ AC ଟିକେଟରେ ଫାଷ୍ଟ ACରେ କରନ୍ତୁ ଯାତ୍ରା! ରେଳବାଇର ଏହି ନିୟମ ଜାଣିନେଲେ ହେବେ ଉପକୃତ…

ନୂଆଦିଲ୍ଲୀ,୬।୪: ପ୍ରତିଦିନ ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ଅଧିକାଂଶ ଯାତ୍ରୀ ଏସି କିମ୍ବା ସ୍ଲିପର କୋଚରେ ଟିକେଟ ବୁକ୍‌ କରି ଯାତ୍ରା କରନ୍ତି। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ ଯଦି ଆପଣ ତୃତୀୟ ଏସିର…

8th Pay Commission: ୨୦୨୬ ଜାନୁଆରୀ ପହିଲାରୁ ଅବସର ନେଉଥିବା କର୍ମଚାରୀଙ୍କୁ ମିଳିବ କି ନାହିଁ ୮ମ ବେତନ କମିଶନର ଲାଭ? ଜାଣନ୍ତୁ…

ନୂଆଦିଲ୍ଲୀ,୬।୪: ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ଚାଲିଛି। ଏହା ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଚିନ୍ତା ବଢ଼ିପାରେ। କାରଣ କର୍ମଚାରୀମାନଙ୍କ ମନରେ ପ୍ରଶ୍ନ ହେବ ଯେ ଯଦି ସେମାନେ ୨୦୨୬ ଜାନୁଆରୀ ୧ ପୂର୍ବରୁ ଅବସର ନିଅନ୍ତି,…

ଟ୍ରମ୍ପଙ୍କ ଟାରିଫ୍‌, ମୋଦିଙ୍କ Make in Indiaକୁ ଜୋରଦାର୍‌ ଝଟ୍‌କା!

ନୂଆଦିଲ୍ଲୀ,୬।୪:ଏପ୍ରିଲ ୨ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସମେତ ବିଶ୍ୱର ଅନେକ ଦେଶ ଉପରେ ପାରସ୍ପରିକ ଶୁଳ୍କ ଘୋଷଣା କରିଛନ୍ତି। ଯାହା ପରେ ସାରା ବିଶ୍ୱରେ ଷ୍ଟକ ମାର୍କେଟ ଏବଂ କମୋଡିଟି ବଜାରରେ ହଇଚଇ ସୃଷ୍ଟି ହୋଇଛି। ଏହାର ପ୍ରଭାବ…

ମିଳିତ ଉଦ୍ୟମ ହେଲେ ଆଗକୁ ଯାଇପାରିବା: କନକବର୍ଦ୍ଧନ

ଭୁବନେଶ୍ୱର,୬ା୪ (ଅନୁରାଧା ମହାରଣା):ରାଜ୍ୟରେ ଶିଳ୍ପ ତଥା ଔଦ୍ୟୋଗିକ ସମ୍ଭାବନାର ସୁଯୋଗ ରହିଛି। ମିଳିତ ଉଦ୍ୟମ ହେଲେ ଆମେ ଆଗକୁ ଯାଇପାରିବା ବୋଲି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ କହିଛନ୍ତି। ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ଆୟୋଜିତ ‘ବିଜ୍‌ନେସ ଏମିନେନ୍ସ ଆଓ୍ବାର୍ଡ’ର…

Business Eminence Awards-2025: କଠିନ ପରିଶ୍ରମୀ ଉଦ୍ୟୋଗୀ ହେଲେ ପୁରସ୍କୃତ

ଭୁବନେଶ୍ୱର,୫।୪: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟର ମିଳିତ ଆନୁକୂଲ୍ୟରେ ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ହୋଇଥିବା ବିଜ୍‌ନେସ ଏମିନେନ୍ସ ଆଓ୍ବାର୍ଡ-୨୦୨୫ ଉଦ୍‌ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ବିଗିଜ୍‌ ବର୍ଗରର…

କମିବ ପେଟ୍ରୋଲ, ଡିଜେଲ ଦର? କ୍ରୁଡ ଅଏଲ ଦାମ କମିବାରୁ ବଢୁଛି ଆଶା

ନୂଆଦିଲ୍ଲୀ,୫।୪: ଏହା ବହୁତ କମ ଘଟେ ଯେ ଗୋଟିଏ ପଟେ ମୁଦ୍ରା ବଜାରରେ ଡଲାର ତୁଳନାରେ ଟଙ୍କା ମଜବୁତ ହେଉଛି ଏବଂ ଅନ୍ୟପଟେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଉଛି। ଶୁକ୍ରବାର ଡଲାର ତୁଳନାରେ ଟଙ୍କା ପାଞ୍ଚ ପଇସା…

ଏତେ ଖସିଗଲା ସୁନାଦର, ଜାଣନ୍ତୁ ୧୦ଗ୍ରାମ ସୁନାଦାମ୍‌ କେତେ…

ନୂଆଦିଲ୍ଲୀ,୫।୪: ସୁନା ଓ ରୂପାର ମୂଲ୍ୟରେ ବଡ଼ ଧରଣର ହ୍ରାସ ଦେଖାଦେଇଛି। ଅର୍ଥନୈତିକ ମାନ୍ଦ୍ୟ ଭୟ ଏବଂ ବିଶ୍ୱବ୍ୟାପୀ ଶେୟାର ବଜାରରେ ହତାଶା ସତ୍ତ୍ୱେ ସୁନା, ଯାହାକୁ ସାଧାରଣତଃ ନିରାପଦ ବିନିଯୋଗ ଭାବେ ବିବେଚନା କରାଯାଏ, ଶୁକ୍ରବାର ସୁନା ପ୍ରାୟ ୧%…

ସରିଲା ବିଜ୍‌ନେସ୍‌ ଏମିନେନ୍ସ ଆଓ୍ବାର୍ଡ -୨୦୨୫

ଭୁବନେଶ୍ୱର,୫ା୪: ଓଡ଼ିଶାପୋଷ୍ଟ ଏବଂ ଧରିତ୍ରୀର ମିଳିତ ଆନୁକୂଲ୍ୟରେ ଶନିବାର ସ୍ବସ୍ତି ପ୍ରିମିୟମରେ ଆୟୋଜିତ ହୋଇଥିବା ବିଜ୍‌ନେସ୍‌ ଏମିନେନ୍ସ ଆଓ୍ବାର୍ଡ-୨୦୨୫ ଇତିମଧ୍ୟରେ ଉଦ୍‌ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମ ଶେଷରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଧନ୍ୟବାଦ ଦେଇଥିଲେ।  କାର୍ଯ୍ୟକ୍ରମରେ ଉପସ୍ଥିତ…

ସାମ୍ବାଦିକତା କ୍ଷେତ୍ରରେ ୫୦ବର୍ଷ ପୂରଣ ପାଇଁ ଧରିତ୍ରୀକୁ ପ୍ରଶଂସା: କେଭି ସିଂଦେଓ

ଭୁବନେଶ୍ୱର,୫।୪: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟର ମିଳିତ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜନେସ ଏମିନେନ୍ସ ଆଓ୍ବାର୍ଡସ ୨୦୨୫ ଆରମ୍ଭ ହୋଇଛି। ଉକ୍ତ କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉଦଘାଟନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri