ବନ୍ଦ ରହିବ ବ୍ୟବସାୟ ପ୍ରତିଷ୍ଠାନ
ନୂଆଦିଲ୍ଲୀ, ଭୁବନେଶ୍ୱର,୨୧-୩: କରୋନା ପ୍ରଭାବକୁ କମ୍ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାରା ଦେଶରେ ଜନତା କର୍ଫ୍ୟୁ ଲାଗି ଗୁରୁବାର ଦେଶବାସୀଙ୍କୁ ଆହ୍ବାନ ଜଣାଇଛନ୍ତି। ଏହାର ସମର୍ଥନରେ ସର୍ବଭାରତୀୟ ବ୍ୟବସାୟୀ ମହାସଂଘ(ସିଏଆଇଟି) ପକ୍ଷରୁ ରବିବାର ଦୋକାନ ବଜାର...
ଭାରତର ବିକାଶ ଅନୁମାନ କମାଇଲା ଫିଚ୍
ନୂଆଦିଲ୍ଲୀ,୨୧-୩: ଫିଚ୍ ରେଟିଂ ଶୁକ୍ରବାର ଭାରତର ବିକାଶ ଅନୁମାନକୁ କମାଇଛି। ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଭାରତର ବିକାଶ ହାର ୫.୧% ରହିବ ବୋଲି ଏହି ଏଜେନ୍ସି ଏହାର ରିପୋର୍ଟରେ ପ୍ରକାଶ କରିଛି। କରୋନା ଭାରତର ବାଣିଜ୍ୟ, ନିବେଶ ଏବଂ ରପ୍ତାନି...
ପ୍ରୋତ୍ସାହନ ଲୋଡିଲା ସିଆଇଆଇ
ନୂଆଦିଲ୍ଲୀ,୨୧-୩: ଦେଶର ଶିଳ୍ପ ଜଗତ ଉପରେ ପଡିଥିବା କରୋନା ପ୍ରଭାବକୁ ନଜରରେ ରଖି କନଫେଡେରେଶନ ଅଫ୍ ଇଣ୍ଡିଆନ ଇଣ୍ଡଷ୍ଟ୍ରିଜ (ସିଆଇଆଇ) ସରକାରଙ୍କଠରୁ ବିତ୍ତୀୟ ପ୍ୟାଜେକ ଲୋଡିଛି। ସରକାର ଶିଳ୍ପ ଜଗତ ଲାଗି ୨ ଲକ୍ଷ କୋଟି ଟଙ୍କାର ଏକ ବିତ୍ତିୟ...
କର୍ଫ୍ୟୁ ପାଇଁ ବନ୍ଦ ରହିବ ପାସେଞ୍ଜର ଟ୍ରେନ
ନୂଆଦିଲ୍ଲୀ,୨୧-୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନତ କର୍ଫ୍ୟୁ ଆହ୍ବାନରେ ରବିବାର ପାସେଞ୍ଜର ଟ୍ରେନ ସେବା ବନ୍ଦ ରହିବ। ଶନିବାର ମଧ୍ୟରାତ୍ରଠାରୁ ରବିବାର ରାତି ୧୦ଟା ଯାଏ ପାସେଞ୍ଜର ଟ୍ରେନଗୁଡିକ ସେମାନଙ୍କ ଯାତ୍ରା ଆରମ୍ଭ କରୁଥିବା ଷ୍ଟେଶନରୁ ଗଡିବ ନାହିଁ। ରବିବାର...
ସ୍ଥିତି ସମୀକ୍ଷା କଲେ ନିର୍ମଳା
ନୂଆଦିଲ୍ଲୀ,୨୧-୩: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶୁକ୍ରବାର କରୋନାକୁ ନେଇ ଦେଶରେ ଉପୁଜିଥିବା ସ୍ଥିତିକୁ ସମୀକ୍ଷା କରିଛନ୍ତି। ସେ ୪ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହାବାଦ ବେସାମରିକ ବିମାନ ଚଳାଚଳ ସଚିବ, ପଶୁ ସମ୍ପଦ, ପର୍ଯ୍ୟଟନ ଏବଂ ଏମ୍ଏସ୍ଏମ୍ଇ ସଚିବଙ୍କୁ ସେ ଭେଟି...
ଅଭିବୃଦ୍ଧିକୁ ଝଟକା ଦେବ କରୋନା
ନୂଆଦିଲ୍ଲୀ,୨୦-୩: କରୋନା ମହାମାରୀର ପ୍ରଭାବ ଦେଶର ଅଭିବୃଦ୍ଧିକୁ ଝଟକା ଦେବ। ବ୍ୟବସାୟ, ହୋଟେଲ ଶିଳ୍ପ, ପରିବହନ ଏବଂ ଯୋଗାଯୋଗ କ୍ଷେତ୍ର ଏହି ମହାମାରି ଦ୍ୱାରା ଗଭୀର ଭାବେ କ୍ଷତିଗ୍ରସ୍ତ ହେବ ବୋଲି ଏସ୍ବିଆଇ ରିସର୍ଚ୍ଚ ପକ୍ଷରୁ ପ୍ରକାଶିତ ଏସ୍ବିଆଇ ଇକୋରାପ...
ବିମାନ ଚଳାଚଳ କ୍ଷେତ୍ରକୁ ମିଳିପାରେ ୧୨ ହଜାର କୋଟି
ନୂଆଦିଲ୍ଲୀ,୨୦-୩: କରୋନା ପ୍ରଭାବକୁ କମ୍ କରିବା ଲାଗି ଦେଶର ବିମାନ ଚଳାଚଳ କ୍ଷେତ୍ରକୁ ୧୨ ହଜାର କୋଟି ଟଙ୍କାର ପ୍ୟାଜେକ ମିଳିପାରେ। ଏବେ ଅଧିକାଂଶ କମ୍ପାନୀ ସେମାନଙ୍କ ବିଦେଶୀ ଉଡାଣକୁ ଅସ୍ଥାୟୀ ସମୟ ଲାଗି ବନ୍ଦ କରି ଦେଇଛନ୍ତି। ବିମାନ...
୧୦ ଦିନ ବନ୍ଦ ହୋଇପାରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜ
ନୂଆଦିଲ୍ଲୀ,୨୦-୩: କରୋନା ପ୍ରଭାବ ଯୋଗୁ ଶେୟାର ବଜାରର ନିବେଶକ ଏବେ ଛାନିଆ ହୋଇ ରହିଛନ୍ତି। ଏହାକୁ ବିଚାର କରି ବମ୍ବେ ଷ୍ଟକ ଏକ୍ସଚେଞ୍ଜକୁ ୧୦ ଦିନ ଲାଗି ବନ୍ଦ ରଖାଯାଇପାରେ ବୋଲି ଏକ ଖବର ଗଣମାଧ୍ୟମରେ ପ୍ରକାଶ ପାଇଛି। ଷ୍ଟକ...
ନିବେଶକଙ୍କୁ ୧୯.୪୯ ଲକ୍ଷ କୋଟି କ୍ଷତି
ନୂଆଦିଲ୍ଲୀ,୨୦-୩: ଦେଶର ପୁଞ୍ଜି ବଜାରରେ ଲଗାତର ଭାବେ ଚତୁର୍ଥ ଦିନ ଲାଗି କାରବାର କ୍ଷତିରେ ଚାଲିଛି। ଏହି ସମୟ ମଧ୍ୟରେ ନିବେଶକଙ୍କୁ ୧୯.୪୯ ଲକ୍ଷ କୋଟି ଟଙ୍କାର କ୍ଷତି ସହିବାକୁ ପଡିଛି। କରୋନାର ପ୍ରଭାବ ଭାରତୀୟ ଅର୍ଥ ବ୍ୟବସ୍ଥା ଉପରେ...
ଘରୋଇ ସଂସ୍ଥାଙ୍କୁ ‘ଓ୍ବାର୍କ ଫ୍ରମ ହୋମ’ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୦-୩: ଏବେ ସାରା ଦେଶରେ କରୋନାରେ ୧୭୦ ଲୋକ ଆକ୍ରାନ୍ତ ହୋଇଛନ୍ତି। ଅନ୍ତର୍ଜାତୀୟ ଫ୍ଲାଇଟଗୁଡିକୁ ସରକାର ଆଗାମୀ କିଛି ଦିନ ବ୍ୟାନ କରି ଦେଇଛନ୍ତି। ଘରୋଇ କମ୍ପାନୀର କର୍ମଚାରୀମାନେ ଘରୁ କାମ କରିବା ଲାଗି ସରକାର ରାଜ୍ୟଗୁଡିକୁ କହିଛନ୍ତି। ରାଜ୍ୟଗୁଡିକ...
ଇଣ୍ଡିଗୋ କର୍ମଚାରୀଙ୍କ ବେତନ ୨୫% ହ୍ରାସ
ନୂଆଦିଲ୍ଲୀ,୨୦-୩: ଦେଶର ସବୁଠାରୁ ବଡ ବିମାନ ସେବା ପ୍ରଦାନକାରୀ କମ୍ପାନୀ ଇଣ୍ଡିଗୋ ଏହାର କର୍ମଚାରୀଙ୍କ ବେତନରେ ୨୫% ହ୍ରାସ କରିବା ପାଇଁ ଘୋଷଣା କରିଛି। କର୍ମଚାରୀମାନେ ୨୫% କମ୍ ବେତନ ନେବେ ବୋଲି ଏହାର ସିଇଓ ରାଣାଜୟ ଦତ୍ତ ସୂଚନା...
ପ୍ରଭାବିତ କ୍ଷେତ୍ର ଲାଗି ଆସିବ ଆର୍ଥତ୍କ ପ୍ୟାକେଜ
ନୂଆଦିଲ୍ଲୀ,୨୦-୩: କରୋନା ଦ୍ୱାରା କ୍ଷତିଗ୍ରସ୍ତ କ୍ଷେତ୍ରଗୁଡିକୁ ସରକାର ସହାୟତା ପ୍ୟାକେଜ ପ୍ରଦାନ କରିବେ। ଏଥିଲାଗି ଏକ ଟାସ୍କଫୋର୍ସ ଗଠନ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଘୋଷଣା କରିଛନ୍ତି। ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି ଯେ, କରୋନାର ପ୍ରଭାବରୁ...
Archives


