ବାଣିଜ୍ୟ

ଭାରତର ଅଭିବୃଦ୍ଧି କମାଇଲା ଏସ୍‌ ଆଣ୍ଡ ପି

ନୂଆଦିଲ୍ଲୀ,୧୯-୩: ଗ୍ଲୋବାଲ ରେଟିଂ ଏଜେନ୍ସି ଷ୍ଟାଣ୍ଡାର୍ଡ ଆଣ୍ଡ ପୁଅର୍ସ (ଏସ୍‌ ଆଣ୍ଡ ପି) ବୁଧବାର ଭାରତରେ ବିକାଶ ଅନୁମାନକୁ ୨୦୨୦ ଲାଗି ୫.୨%କୁ ଖସାଇ ଦେଇଛି। କରୋନା ପ୍ରଭାବ ଯୋଗୁ ବିଶ୍ୱ ଅର୍ଥନୀତି ବର୍ତ୍ତମାନ ମାନ୍ଦାବସ୍ଥା ଆଡକୁ ଯାଉଥିବାରୁ ଏସ୍‌...

ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ କର୍ମଚାରୀଙ୍କୁ ଓ୍ବାର୍କ ଫ୍ରମ ହୋମ ବିକଳ୍ପ

ନୂଆଦିଲ୍ଲୀ,୧୯-୩: ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ) ପକ୍ଷରୁ ଏହାର କର୍ମଚାରୀଙ୍କୁ ଘରୁ କାମ କରିବା ବିକଳ୍ପ ପ୍ରଦାନ କରାଯାଇଛି। କରୋନା ପ୍ରଭାବ ଯୋଗୁ ଏଭଳି ନିଷ୍ପତ୍ତି ହୋଇଥିବା ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଟ୍ରେଡିଂ ପ୍ଲାଟଫର୍ମରେ କାମ...

୬୦% ଟ୍ରେନ ଟିକେଟ ବାତିଲ

ନୂଆଦିଲ୍ଲୀ,୧୯-୩: କରୋନା ଯୋଗୁ ଚଳିତ ବର୍ଷ ମାର୍ଚ୍ଚ ମାସରେ ୬୦% ଟିକେଟ ବାତିଲ କରାଯାଇଥିବା ରେଲଓ୍ବେର ଜଣେ ବରିଷ୍ଠ ଅଧିକାରୀ ବୁଧବାର ସଂସଦୀୟ କମିଟିକୁ ସୂଚନା ଦେଇଛନ୍ତି। ଭାଇରସ ପ୍ରଭାବ ବଢୁଥିବାରୁ ଲୋକମାନେ ପୂର୍ବରୁ ବୁକିଂ କରିଥିବା ଟିକେଟ ପ୍ରବଳ...

୧୭୦୯ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୧୯-୩: କରୋନା ପ୍ରଭାବରେ ଭାରତୀୟ ଶେୟାର ବଜାର କାରବାର ଲଗାତର ଭାବେ ହ୍ରାସ ପାଇ ଚାଲିଛି। ବୁଧବାର ସେନ୍‌ସେକ୍ସରେ ସୂଚକାଙ୍କ ୧୭୦୯ ପଏଣ୍ଟ ଖସିଥିବା ବେଳେ ନିଫ୍ଟି ୮୫୦୦ ପଏଣ୍ଟ ତଳକୁ ଖସି ଆସିଛି। ବୁଧବାର ନିଫ୍ଟି କାରବାର ୫୦୦...

ଅନ୍ତର୍ଜାତୀୟ ଉଡାଣ ବାତିଲ କଲା ଭିସ୍ତାରା

ନୂଆଦିଲ୍ଲୀ,୧୯-୩: କରୋନା ପ୍ରଭାବକୁ ନଜରରେ ରଖି ବିମାନ କମ୍ପାନୀଗୁଡିକ ଅନ୍ତର୍ଜାତୀୟ ଉଡାଣକୁ ବାତିଲ କରୁଛନ୍ତି। ମଙ୍ଗଳବାର ଗୋଏୟାର ଏଭଳି ନିଷ୍ପତ୍ତି ନେଇଥିବା ବେଳେ ବୁଧବାର ଏହି ଧାରାରେ ଭିସ୍ତାରା ଯୋଡି ହୋଇଛି। ଚଳିତ ମାସ ୨୦ରୁ ମାର୍ଚ୍ଚ ୩୧ ଯାଏ...

ଏଡିବି ଘୋଷଣା କଲା ୬.୫ ବିଲିୟନ ଡଲାର ପ୍ୟାକେଜ

ନୂଆଦିଲ୍ଲୀ,୧୯-୩: ଅର୍ଥ ବ୍ୟବସ୍ଥା ତଥା ବାଣିଜ୍ୟ ଏବଂ କାରବାର ଉପରେ କରୋନା ପ୍ରଭାବକୁ କମ୍‌ କରିବା ଲାଗି ଏସିଆନ୍‌ ଡେଭଲପମେଣ୍ଟ ବ୍ୟାଙ୍କ ପକ୍ଷରୁ ୬.୫ ବିଲିୟନ ଡଲାରର ପ୍ୟାକେଜ ଘୋଷଣା କରାଯାଇଛି। ଏହା ପ୍ରାଥମିକ ପ୍ୟାକେଜ ବୋଲି ଜଣାପଡିଛି। ଏସିଆ...

ୟେସ୍‌ ବ୍ୟାଙ୍କରେ ପୁଣି ସେବା ଆରମ୍ଭ

ନୂଆଦିଲ୍ଲୀ,୧୯-୩: ସେବା ଯୋଗାଣକୁ ପୁଣି ଥରେ ଶୁଭାରମ୍ଭ କରାଯାଇଥିବା ୟେସ୍‌ ବ୍ୟାଙ୍କ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ଫଳରେ ଗ୍ରାହକମାନେ ବ୍ୟାଙ୍କର ବିଭିନ୍ନ ସେବା ପୂର୍ବବତ ଲାଭ କରିପାରିବେ। ଗ୍ରାହକଙ୍କୁ ସମ୍ପୂର୍ଣ୍ଣ ସେବା ଉପଲବ୍ଧ ହେବ ବୋଲି ବ୍ୟାଙ୍କ ପକ୍ଷରୁ...

ଟ୍ରମ୍ପଙ୍କ ୭୪ ଲକ୍ଷ କୋଟି ଟଙ୍କାର ପ୍ୟାକେଜ

ନୂଆଦିଲ୍ଲୀ,୧୯-୩: କରୋନା ପ୍ରଭାବକୁ କମ୍‌ କରିବା ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୭୪ ଲକ୍ଷ କୋଟି ଟଙ୍କାର ଏକ ପ୍ୟାକେଜ ଘୋଷଣା କରିଛନ୍ତି। ଏହା ମଧ୍ୟରୁ ୨୨.୨ ଲକ୍ଷ କୋଟି ଟଙ୍କା କେବଳ ଛୋଟଛୋଟ ଉଦ୍ୟୋଗଗୁଡିକୁ ପ୍ୟାକେଜ ଭାବେ...

କରୋନା ପାଇଁ ଚାକିରି ହରାଇବେ ୨୫ ନିୟୁତ

ନୂଆଦିଲ୍ଲୀ,୧୯-୩: କରୋନା ଯୋଗୁ ସାରା ବିଶ୍ୱରେ ୨୫ ନିୟୁତ ଲୋକ ଚାକିରି ହରାଇବାର ଆଶଙ୍କା ଉପୁଜିଥିବା ଜାତିସଂଘ ପକ୍ଷରୁ ବୁଧବାର କୁହାଯାଇଛି। ଏହା ଯୋଗୁ ଅନେକଙ୍କ ନିଯୁକ୍ତି ସଙ୍କଟରେ ରହିଛି। କରୋନା ପ୍ରଭାବକୁ କମ୍‌ କରିବା ଲାଗି ମିଳିତ ହୋଇ...

ଏଜିଆର୍‌ ମାମଲାରେ ପୁଣି ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯-୩: ଆଡଜଷ୍ଟେଡ୍‌ ଗ୍ରସ ରେଭିନ୍ୟୁ(ଏଜିଆର୍‌) ମାମଲାରେ ସୁପ୍ରିମକୋର୍ଟ ପୁଣି ଥରେ ଟେଲିକମ କମ୍ପାନୀଙ୍କ ଉପରେ ବର୍ଷିଛନ୍ତି। ଟେଲିକମ କମ୍ପାନୀଗୁଡିକ ନିର୍ଦ୍ଦେଶ ପାଳନ ନ ଲେ କମ୍ପାନୀଗୁଡିକର ଏମ୍‌ଡିଙ୍କୁ ଜେଲ ପଠାଇ ଦିଆଯିବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶରେ କହିଛନ୍ତି। ଟେଲିକମ କମ୍ପାନୀଗୁଡିକ...

କରୋନା ଆତଙ୍କରେ ବି ପ୍ରତି କର୍ମଚାରୀଙ୍କୁ ୭୪,୦୦୦ଟଙ୍କା ବୋନସ ଦେବ ଫେସବୁକ

ଓ୍ବାଶିଂଟନ,୧୮।୩: କରୋନା ସଂକ୍ରମଣ ଆତଙ୍କରେ ସାରା ପୃଥିବୀ ଭୟଭୀତ। ଫେସବୁକ୍‌ କର୍ମଚାରୀଙ୍କ ସୁରକ୍ଷା ଦୃଷ୍ଟିରୁ ସେମାନଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦେଇଛି। ଏହା ସହିତ କରୋନା ଆତଙ୍କରେ ବି ପ୍ରତି କର୍ମଚାରୀଙ୍କୁ ୭୪,୦୦୦ଟଙ୍କାର ବୋନସ ଦେବାକୁ ଫେସବୁକ...

ଟଙ୍କା ଦ୍ୱାରା ବି କରୋନା ସଂକ୍ରମଣ ଆଶଙ୍କା: ଡିଜିଟାଲ କାରବାର ପରାମର୍ଶ ଦେଲା ଆରବିଆଇ

ନୂଆଦିଲ୍ଲୀ,୧୮।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ପକ୍ଷରୁ ଡିଜିଟାଲ କାରବାର କରିବା ପାଇଁ ପରାମର୍ଶ ଦିଆଯାଇଛି। ଟଙ୍କା ଏବଂ କଏନ୍‌ ଦ୍ୱାରା କରୋନା ସଂକ୍ରମଣ ହେବାର ଆଶଙ୍କା ଯଥେଷ୍ଟ ରହିଛି। ତେବେ ଏହାକୁ ରୋକିବା ଲାଗି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri