ଯାତ୍ରୀଙ୍କୁ ଦିଆଯାଉଥିବା କମ୍ବଳକୁ ପ୍ରତିଦିନ ସାନିଟାଇଜ୍ କରିବ ରେଲଓ୍ବେ
ନୂଆଦିଲ୍ଲୀ,୧୪।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ରେଲଓ୍ବେ ପକ୍ଷରୁ ସୁରକ୍ଷା ପଦକ୍ଷେପ ଗ୍ରହଣ କରାଯାଇଛି। ଯାତ୍ରୀଙ୍କୁ ଦିଆଯାଉଥିବା କମ୍ବଳକୁ ପ୍ରତିଦିନ ସାନିଟାଇଜ୍ କରିବା ଲାଗି ରେଲଓ୍ବେ ନିଷ୍ପତ୍ତି ନେଇଛି। ପୂର୍ବରୁ ଏହାକୁ ମାସକୁ ଥରେ ଧୁଆ ଯାଉଥିଲା ଏବଂ...
ଶେୟାର ବଜାରରେ କରୋନା ପ୍ରଭାବ: ନିବେଶକଙ୍କ ୯ ଲକ୍ଷ କୋଟି ପାଣିରେ ପଡ଼ିଲା
ମୁମ୍ବାଇ,୧୨।୩: କରୋନା ସଂକ୍ରମଣର ପ୍ରଭାବ ଶେୟାର ବଜାର ଉପରେ ପଡ଼ିଛି। ଗୁରୁବାର ସେନସେକ୍ସ୍ ୩୧୬୪ ଅଙ୍କ ହ୍ରାସ ପାଇଥିବାବେଳେ ନିଫ୍ଟି ୯୨୪ ଅଙ୍କ ହ୍ରାସ ପାଇଛି। ଗୁରୁବାର ଅପରାହ୍ନ ୨ଟା ୪୫ ସୁଦ୍ଧା ସେନସେକ୍ସ୍ ୩୧୬୪.୯୯ ଅଙ୍କ ହ୍ରାସ ପାଇଥିଲା।...
ଘରେ ରହି କାମ କରିବାକୁ କର୍ମଚାରୀଙ୍କୁ ପରାମର୍ଶ ଦେଲା ଟୁଇଟର
ଓ୍ବାଶିଂଟନ,୧୨।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଟୁଇଟର ଏହାର କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦେଇଛି। ପୃଥିବୀ ସାରା କାମ କରୁଥିବା କର୍ମଚାରୀଙ୍କୁ ଏନେଇ ଟୁଇଟର ପକ୍ଷରୁ ନୋଟିସ୍ ଜାରି କରାଯାଇଛି। ସମ୍ପ୍ରତି ଟୁଇଟରରେ ପ୍ରାୟ ୫,୦୦୦...
ଏଜିଆର୍ ଦେୟ ବାବଦ ମିଳିଲା ୨୫,୯୦୦ କୋଟି
ନୂଆଦିଲ୍ଲୀ,୧୨ା୩: ଆଡ୍ଜଷ୍ଟେଟ ଗ୍ରସ ରେଭିନ୍ୟୁ(ଏଜିଆର୍) ଦେୟ ବାବଦ ସରକାର ଟେଲିକମ୍ କମ୍ପାନୀଙ୍କଠାରୁ ୨୫,୯୦୦ କୋଟି ଟଙ୍କା ଆଦାୟ କରିଛନ୍ତି। ଅନ୍ୟ ବକେୟା ଶୀଘ୍ର ପ୍ରଦାନ କରିବାକୁ କମ୍ପାନୀଗୁଡିକୁ କୁହାଯାଇଥିବା ସରକାର ସଂସଦକୁ ବୁଧବାର ସୂଚନା ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଅକ୍ଟୋବର ୨୪...
ମିନିମମ୍ ବାଲାନ୍ସ ନିୟମ ବାଦ୍ ଦେଲା ଏସ୍ବିଆଇ
ନୂଆଦିଲ୍ଲୀ,୧୨ା୩: ଦେଶର ପ୍ରମୁଖ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଏସ୍ବିଆଇ) ପକ୍ଷରୁ ଏହାର ମିନିମମ୍ ବାଲାନ୍ସ ନିୟମକୁ ବୁଧବାର ବାଦ ଦିଆଯାଇଛି। ଏହା ଫଳରେ ଏସ୍ବିଆଇରେ ଆକାଉଣ୍ଟ ଥିବା ଗ୍ରାହକଙ୍କ ଖାତାରେ ମିନିମମ୍ ଧାର୍ଯ୍ୟ ବାଲାନ୍ସ ନ ରଖିଲେ ମଧ୍ୟ କୌଣସି...
ସମବାୟ ବ୍ୟାଙ୍କ ଚେକ୍ କ୍ଲିୟରାନ୍ସରେ ସମସ୍ୟା
ନୂଆଦିଲ୍ଲୀ/ଭୁବନେଶ୍ୱର,୧୨ା୩: ୟେସ୍ ବ୍ୟାଙ୍କ ଉପରେ ରିଜର୍ଭ ବ୍ୟାଙ୍କର ଉଠାଣ କଟକଣା ଯୋଗୁ ଉକ୍ତ ବ୍ୟାଙ୍କର ବିଭିନ୍ନ ପେମେଣ୍ଟ ଏବଂ ଫଣ୍ଡ ଟ୍ରାନ୍ସଫର ସେବା ପ୍ରଭାବିତ ସ୍ଥିତିରେ ରହିଛି। ଏହା ଦ୍ୱାରା ପ୍ରାୟ ୫୦ କ୍ଷୁଦ୍ର ବ୍ୟାଙ୍କ ସମସ୍ୟା ସାମ୍ନା କରୁଛନ୍ତି। ଏହି...
ଭୂତ କମ୍ପାନୀ ସହ ରାଣାଙ୍କ ଲିଙ୍କ୍
ମୁମ୍ବାଇ,୯ା୩: ୟେସ୍ ବ୍ୟାଙ୍କର ପ୍ରତିଷ୍ଠାତା ରାଣା କପୁରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବେଆଇନ ଅର୍ଥ କାରବାର ନିରୋଧି ଆଇନ(ପିଏମ୍ଏଲ୍ଏ) ଅଧୀନରେ ରବିବାର ଗିରଫ କରିଛି। ୨୦ ଭୂତ କମ୍ପାନୀଙ୍କ ସହ ରାଣାଙ୍କ ଲିଙ୍କ ରହିଥିବା ଅଭିଯୋଗ ଆସିଛି। ଏହି କମ୍ପାନୀଗୁଡିକ ପ୍ରତିଷ୍ଠା ଦ୍ୱାରା...
ଗିରଫ ହେଲେ ୟସ୍ ବ୍ୟାଙ୍କର ଫାଉଣ୍ଡର ରାଣା
ମୁମ୍ବାଇ,୮।୩: ୟସ୍ ବ୍ୟାଙ୍କ ଫାଉଣ୍ଡର ରାଣା କପୁରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପାଖାପାଖି ୨୦ ଘଣ୍ଟା ଜେରା କରିବା ପରେ ରବିବାର ଗିରଫ କରିଛି। ଇଡି ରାଣାଙ୍କୁ ରବିବାର ମୁମ୍ବାଇର ପିଏମ୍ଏଲ୍ଏ କୋର୍ଟରେ ହାଜର କରାଇଥିଲା। ପଚରାଉଚରା ପାଇଁ କୋର୍ଟ ରାଣାଙ୍କୁ...
ୟସ୍ ବ୍ୟାଙ୍କରେ ସୁରକ୍ଷିତ ଅଛି ଜମାକାରୀଙ୍କ ଟଙ୍କା: ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ,୬।୩: ୟସ୍ ବ୍ୟାଙ୍କରେ ସୃଷ୍ଟି ହୋଇଥିବା ଆର୍ଥିକ ସଙ୍କଟକୁ ଦେଖି ଏବେ ଚିନ୍ତାରେ ଗ୍ରାହକ। ବ୍ୟାଙ୍କର ଆର୍ଥିକ ସ୍ଥିତି ବିଗିଡିବା ଯୋଗୁ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଆର୍ବିଆଇ) ୟେସ୍ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛନ୍ତି। ଏଠାରେ ଏବେ...
ପ୍ରଶାନ୍ତ କୁମାରଙ୍କ ଉପରେ ନ୍ୟସ୍ତ କରାଗଲା ୟସ୍ ବ୍ୟାଙ୍କର ଦାୟିତ୍ୱ
ନୂଆଦିଲ୍ଲୀ,୬।୩: ୟସ୍ ବ୍ୟାଙ୍କର ଆର୍ଥିକ ସ୍ଥିତି ବିଗିଡିବା ଯୋଗୁ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଆର୍ବିଆଇ) ୟେସ୍ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛନ୍ତି। ଫଳରେ ଗ୍ରାହକ ଏପ୍ରିଲ ୩ ତାରିଖ ପର୍ଯ୍ୟନ୍ତ ମାତ୍ର ୫୦ ହଜାର ଟଙ୍କା ଉଠାଇ...
ସୁଧ ହାର କମାଇଲା ଇପିଏଫ୍ଓ
ନୂଆଦିଲ୍ଲୀ,୬-୩: ଏମ୍ପ୍ଲଇଜ ପ୍ରୋଭିଡେଣ୍ଟ ଫଣ୍ଡ ଅର୍ଗାନାଇଜେଶନ(ଇପିଏଫ୍ଓ) ଗୁରୁବାର ଏହାର ସୁଧହାର ହ୍ରାସ କରିଛି। ଫଳରେ ଉପଭୋକ୍ତାମାନେ ଚଳିତ ଆର୍ଥତ୍କ ବର୍ଷ ଲାଗି ୮.୫% ହାରରେ ସୁଧ ପାଇ ପାରିବେ। ଏହାକୁ ୭ ବର୍ଷର ସର୍ବନିମ୍ନ ସ୍ତର ବୋଲି କୁହାଯାଉଛି। ୨୦୧୮-୧୯ରେ...
ୟେସ୍ ବ୍ୟାଙ୍କ ଉପରେ ଲାଗିଲା ଆର୍ବିଆଇ କଟକଣା
ନୂଆଦିଲ୍ଲୀ,୬-୩: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଆର୍ବିଆଇ) ୟେସ୍ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛି। ବ୍ୟାଙ୍କର ଆର୍ଥତ୍କ ସ୍ଥିତି ବିଗିଡି ଥିବା ଯୋଗୁ କେନ୍ଦ୍ରୀୟ ବ୍ୟାଙ୍କ ଏଭଳି ପନ୍ଥା ଗ୍ରହଣ କରିଛି। ବ୍ୟାଙ୍କ ବୋର୍ଡକୁ ଆର୍ବିଆଇ ବରଖାସ୍ତ କରିଛି।...
Archives


