ବାଣିଜ୍ୟ

୨୭ରେ ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ,୬-୩: ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି ଦେଶର ବ୍ୟାଙ୍କ ସଂଘଗୁଡିକ ଚଳିତ ମାସ ୨୭ରେ ଧର୍ମଘଟ ଡାକରା ଦେଇଛନ୍ତି। ଏହି ସଂଘଗୁଡିକ ମଧ୍ୟରେ ଅଲ ଇଣ୍ଡିଆ ବ୍ୟାଙ୍କ ଏମ୍ପ୍ଲଇଜ ଆସୋସିଏଶନ (ଏଆଇବିଇଏ) ଏବଂ ଅଲ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ ଆସୋସିଏଶନ...

ଏସ୍‌ୟୁଭି କାର୍‌ ଦେବ କରୋନା ସଂକ୍ରମଣରୁ ସୁରକ୍ଷା !

ଓ୍ବାଶିଂଟନ,୫।୩: କାର୍‌ କରୋନା ସଂକ୍ରମଣରୁ ସୁରକ୍ଷା ଦେବ। ଏହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ଭଲ୍‌ଭୋ ଏବଂ ଲୋଟସ୍‌ ବ୍ରାଣ୍ଡ୍‌ର କାର୍‌ ତିଆରି କରୁଥିବା ଗିଲେ କମ୍ପାନୀ ପକ୍ଷରୁ ଏହାର ନୂଆ ଏସ୍‌ୟୁଭି କାର ଏଭଳି ସୁରକ୍ଷା ଦେବାକୁ...

କରୋନା ମୁକାବିଲାରେ ସାମିଲ୍‌ ହେଲେ ଜୁକରବର୍ଗ

ଓ୍ବାଶିଂଟନ,୫।୩: କରୋନା ସଂକ୍ରମଣ ଇତି ମଧ୍ୟରେ ପୃଥିବୀର ୮୨ଟି ଦେଶକୁ ବ୍ୟାପଛି। କରୋନା ମୁକାବିଲା ପାଇଁ ବିଶ୍ୱବ୍ୟାଙ୍କ, ଗୁଗଲ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅଣ୍ଟା ଭିଡ଼ିଛନ୍ତି। ଏସବୁ ସଂଗଠନ ସହିତ ଫେସବୁକ୍‌ ପ୍ରତିଷ୍ଠାତା ଜୁକରବର୍ଗ ସାମିଲ୍‌ ହୋଇଛନ୍ତି। ସେ ଏସମ୍ପର୍କରେ...

କରୋନା ପ୍ରଭାବ: ମାସ୍କ୍‌, ସାନିଟାଇଜର ଦାମରେ ୧୦ଗୁଣା ବୃଦ୍ଧି

ନୂଆଦିଲ୍ଲୀ,୫।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷା ପାଇଁ ମାସ୍କ ପିନ୍ଧିବା ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଲୋକଙ୍କୁ ସତର୍କ କରାଯାଇଛି। ଏହା ସହିତ ହାତ ଧୋଇବା ଉପରେ ମଧ୍ୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଗୁରୁତ୍ୱାରୋପ କରିଛି। ଭଲ...

ସର୍ବୋଚ୍ଚ ସ୍ତରରେ ସେବା କ୍ଷେତ୍ର ଉତ୍ପାଦନ

ନୂଆଦିଲ୍ଲୀ,୫-୩: ନୂଆ ଅର୍ଡରରେ ବୃଦ୍ଧି ଏବଂ ଉନ୍ନତ ବ୍ୟବସାୟିକ ବାତାବରଣ ଯୋଗୁ ଦେଶର ସେବା କ୍ଷେତ୍ର ପରଫରମାନ୍ସ ଫେବୃୟାରୀ ମାସରେ ଉନ୍ନତ ରହିଛି। ଏହି କ୍ଷେତ୍ରର ଉତ୍ପାଦନ ଫେବୃୟାରୀ ମାସରେ ୭ ବର୍ଷର ସର୍ବୋଚ୍ଚ ସ୍ତରରେ ରହିଥିବା ଜଣାପଡିଛି। ବୁଧବାର...

କ୍ରିପ୍ଟୋ କରେନ୍ସି ଟ୍ରେଡିଂ କଟକଣା ହଟିଲା

ନୂଆଦିଲ୍ଲୀ,୫-୩: ବିବାଦୀୟ କ୍ରିପ୍ଟୋକରେନ୍ସି କାରବାର ଉପରେ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ୨ ବର୍ଷ ପୂର୍ବେ ପ୍ରତିବନ୍ଧକ ଲଗାଇଥିଲା। ଦେଶ ମଧ୍ୟରେ ଏହାର କାରବାର ନ କରିବାକୁ ଲୋକଙ୍କୁ ବାରଣ କରାଯାଇଥିଲା। ବୁଧବାର ସୁପ୍ରିମକୋର୍ଟ କ୍ରିପ୍ଟୋକରେନ୍ସି କାରବାରକୁ ଅନୁମତି ପ୍ରଦାନ...

ଆର୍‌କମ୍‌ ରିଜଲ୍ୟୁଶନ ଯୋଜନାକୁ ମଞ୍ଜୁରୀ

ନୂଆଦିଲ୍ଲୀ,୫-୩: ଅନିଲ ଅମ୍ବାନୀଙ୍କ ରିଲାଏନ୍ସ କମ୍ୟୁନିକେଶନ(ଆର୍‌କମ୍‌)ର ଦେବାଳିଆ ସମାଧାନ ଯୋଜନାକୁ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏହି ପ୍ରକ୍ରିୟା ଦ୍ୱାରା ବ୍ୟାଙ୍କଗୁଡିକ ସେମାନଙ୍କ ୨୩ ହଜାର କୋଟି ଫେରିପାଇବାକୁ ଆଶା ରଖିଥିବା ପ୍ରକ୍ରିୟା...

ଏୟାର ଇଣ୍ଡିଆ ଘରୋଇକରଣ ଲାଗି ନୂଆ ପଦକ୍ଷେପ

ନୂଆଦିଲ୍ଲୀ,୫-୩: ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆର ଘରୋଇକରଣ ଲାଗି ବର୍ତ୍ତମାନ ଯାଏ କୌଣସି ରାସ୍ତା ବାହାରି ପାରିନାହିଁ। ସରକାର ଏ ଦିଗରେ ପ୍ରୟାସ ଜାରି ରଖିଥିବା ବେଳେ ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ବିମାନ କମ୍ପାନୀରେ ନନ୍‌ ରେସିଡେଣ୍ଟ ଇଣ୍ଡିଆନ(ଏନ୍‌...

ବଢ଼ିବ ଚିନି ଦାମ: ଉତ୍ପାଦନ କମିଛି ୨୨ ପ୍ରତିଶତ

ନୂଆଦିଲ୍ଲୀ,୪।୩: ଚଳିତ ବର୍ଷ ଦେଶରେ ଚିନି ଉତ୍ପାଦନ ୨୨ ପ୍ରତିଶତ କମିଛି। ଗତ ୫ ମାସ ଧରି ଏଭଳି ସ୍ଥିତି ଜାରି ରହିଛି। ତେଣୁ ଆଗାମୀ ଦିନରେ ଚିନି ଦାମ ବଢ଼ିବାର ସମ୍ଭାବନା ଥିବା କୁହାଯାଉଛି। ଭାରତୀୟ ଚିନିକଳ ସଂଗଠନ...

ଅଟୋ ଶିଳ୍ପ ଉପରେ କରୋନା ପ୍ରଭାବ: କାର୍‌ ବିକ୍ରି ହ୍ରାସ

ନୂଆଦିଲ୍ଲୀ,୨।୩: କରୋନା ସଂକ୍ରମଣର ପ୍ରଭାବ ଧୀରେଧୀରେ ବିଭିନ୍ନ ଶିଳ୍ପସଂସ୍ଥା ଉପରେ ପଡ଼ିବାରେ ଲାଗିଛି। କରୋନା ସଂକ୍ରମଣ ହେବାକୁ ଇତିମଧ୍ୟରେ ଗତ ୨ ମାସରୁ ଅଧିକ ସମୟ ଧରି ଅନ୍ତର୍ଜାତୀୟ ବଜାରରେ କାରବାରରେ ସଙ୍କଟ ଦେଖାଦେଇଛି। କରୋନାର ପ୍ରଭାବ ଭାରତୀୟ ଅଟୋ...

ଜିଏସ୍‌ଟିରେ ଆସିବ ଲଟେରି ବ୍ୟବସ୍ଥା

ନୂଆଦିଲ୍ଲୀ, ୨-୩: ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି)ରେ ବିଜନେସ ଟୁ କଷ୍ଟମର ନେଣଦେଣକୁ ପ୍ରୋତ୍ସାହିତ କରିବା ଲାଗି ସରକାର ନୂଆ ବ୍ୟବସ୍ଥା ଗ୍ରହଣ କରିବାକୁ ଯାଉଛନ୍ତି। ଆସନ୍ତା ଏପ୍ରିଲ ପହିଲାରୁ ସରକାର ବିଜନେସ ଟୁ କଷ୍ଟମର (ବି ଟୁ ସି)...

ଅଣ ସବ୍‌ସିଡି ଏଲ୍‌ପିଜି ଦର ୫୩ ଟଙ୍କା କମିଲା

ନୂଆଦିଲ୍ଲୀ, ୨-୩: ଅଣ ସବ୍‌ସିଡି ଏଲପିଜି ଗ୍ୟାସର ସିଲିଣ୍ଡର ପିଛା ମୂଲ୍ୟ ରବିବାର ୫୩ ଟଙ୍କା ହ୍ରାସ ଘଟିଛି। ନୂଆଦିଲ୍ଲୀ ଏବଂ ମୁମ୍ବାଇରେ ୧୪.୨ କିଲୋ ବିଶିଷ୍ଟ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ଏହା ୫୩ ଟଙ୍କା କମିଥିବା ବେଳେ ୧୯...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri