ବାଣିଜ୍ୟ

କରୋନା ପାଇଁ ରକ୍ଷା କବଚ ବୀମା ପଲିସି; ଜାଣନ୍ତୁ କଣ ରହିଛି ସୁବିଧା

ନୂଆଦିଲ୍ଲୀ,୧୪।୭: ବର୍ତ୍ତମାନ କରୋନା ମହାମାରୀ ଯୋଗୁ ସାରା ବିଶ୍ୱ ଏକ ସଙ୍କଟ ସ୍ଥିତି ଦେଇ ଗତି କରୁଛି। ଅର୍ଥ ବ୍ୟବସ୍ଥାର କାର୍ଯ୍ୟକଳାପ ଠପ୍‌ ହୋଇଥିବା ବେଳେ ସ୍ବାସ୍ଥ୍ୟ ସମସ୍ୟା ଚିନ୍ତା ବଢାଇଛି। ଏହାକୁ ଧ୍ୟାନରେ ରଖି ଭାରତୀୟ ବୀମା ନିୟାମକ ଏବଂ…

ଭାରତରେ ୭୫ ହଜାର କୋଟି ନିବେଶ କରିବ ଗୁଗଲ

ନୂଆଦିଲ୍ଲୀ,୧୪।୭: ସର୍ଚ୍ଚ ଇଞ୍ଜିନ ଗୁଗଲ ଆଗାମୀ ୫ରୁ ୭ ବର୍ଷରେ ଭାରତ ବଜାରରେ ୭୫ ହଜାର କୋଟି ଟଙ୍କା ନିବେଶ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଗୁଗଲ ଏବଂ ଆଲ୍‌ଫାବେଟ୍‌ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ସୁନ୍ଦର ପିଚାଇ ସୋମବାର ଆଲୋଚନା…

ଖୁଚୁରା ମୁଦ୍ରାସ୍ଫୀତି ୬.୦୯%କୁ ବୃଦ୍ଧି

ନୂଆଦିଲ୍ଲୀ,୧୪।୭: ଜୁନରେ ଖୁଚୁରା ମୁଦ୍ରାସ୍ଫୀତି ୬.୦୯%କୁ ବୃଦ୍ଧି ଘଟିଛି। ଖାଦ୍ୟ ସାମଗ୍ରୀ ଦର ବୃଦ୍ଧି ହେବାରୁ ଏଭଳି ସ୍ଥିତି ଉପୁଜିଛି ବୋଲି ସୋମବାର ଜାରି ହୋଇଥିବା ସରକାରୀ ଡାଟାରୁ ଏହା ଜଣାପଡିଛି। ଖାଦ୍ୟ ବର୍ଗରେ ମୁଦ୍ରାସ୍ଫୀତି ୭.୮୭%କୁ ବୃଦ୍ଧି ଘଟିଥିବା ଖାଉଟି…

ଛଟେଇ କରିବନି ଓ୍ବିପ୍ରୋ

ବାଙ୍ଗାଲୁରୁ,୧୩।୭: ଦେଶର ପ୍ରମୁଖ ଆଇଟି ଫାର୍ମ ଓ୍ବିପ୍ରୋ ଲିମିଟେଡ କୋଭିଡ୍‌-୧୯ ସମୟରେ କର୍ମଚାରୀଙ୍କୁ ଛଟେଇ କରିବନି। ବର୍ତ୍ତମାନ କମ୍ପାନୀ ଏଭଳି କୌଣସି ଯୋଜନା ରଖିନାହିଁ ବୋଲି ଅଧ୍ୟକ୍ଷ ରିସଦ୍‌ ପ୍ରେମଜୀ ସୋମବାର ସ୍ପଷ୍ଟ କରିଛନ୍ତି। ଭିଡିଓ କନଫେରିନସି ମାଧ୍ୟମରେ ଅନୁଷ୍ଠିତ କମ୍ପାନୀର…

ପୁଣି ଫେରିପାରେ ଟିକ୍‌ଟକ୍‌

ନୂଆଦିଲ୍ଲୀ,୧୩।୭: ଚାଇନା ସେନା ଆକ୍ରମଣ ଫଳରେ ଭାରତ ସରକାର ଟିକ୍‌ଟକ୍‌ ସହ ଚାଇନାର ୫୯ ଆପ୍ଲିକେଶନକୁ ଭାରତ ବଜାରରୁ ବ୍ୟାନ୍‌ କରି ଦେଇଛନ୍ତି। ଏହା ଦ୍ୱାରା କମ୍ପାନୀ ଗଭୀର କ୍ଷତି ସହୁଛି। ବିଶ୍ୱର ପ୍ରମୁଖ ବଜାରଗୁଡିକ ମଧ୍ୟରେ ଭାରତ ବଜାର କମ୍ପାନୀ…

୨ ୟ ଦିନ ପାଇଁ ବଢ଼ିଲା ଡିଜେଲ ଦର

ଭୁବନେଶ୍ୱର,୧୩।୭: ପେଟ୍ରୋଲ ଦରରେ ୧୫ ଦିନ ହେବ କୌଣସି ପରିବର୍ତ୍ତନ ହୋଇ ନ ଥିବା ବେଳେ ଦୁଇ ଦିନ ହେବ ଡିଜେଲ ଦର ବୃଦ୍ଧି ଘଟୁଛି। ସୋମବାର ଡିଜେଲ ଲିଟର ପିଛା ୧୧ ପଇସା ବଢିଥିବା ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡିକ ସୂଚନା…

ପ୍ଲେ ଷ୍ଟୋରରୁ ହଟିଲା ୧୧ ଆପ୍‌

ନୂଆଦିଲ୍ଲୀ,୧୩।୭: ବର୍ତ୍ତମାନ ସାଇବାର ଅପରାଧ ମାମଲା ବଢି ଚାଲିଛି। ହ୍ୟାକର ମାନେ ବିଭିନ୍ନ ଆପ୍ଲିକେଶନ ଦ୍ୱାରା ଲୋକଙ୍କୁ ଆର୍ଥତ୍କ ଠକେଇ କରୁଥିବା ଦେଖାଯାଉଛି। ଏହାକୁ ଧ୍ୟାନରେ ରଖି ଗୁଗଲ ଏହାର ପ୍ଲେ ଷ୍ଟୋରୁ ୧୧ ମୋବାଇଲ ଆପ୍‌କୁ ହଟାଇଛି। ଏହି ଆପ୍‌ଗୁଡିକ…

୨୦୩୦ ସୁଦ୍ଧା ଭାରତୀୟ ରେଳ ହେବ ‘ଗ୍ରୀନ୍‌ ରେଲଓ୍ବେ’

ଭୁବନେଶ୍ୱର,୧୩ା୭(ବ୍ୟୁରୋ)- ୨୦୩୦ ମସିହା ସୁଦ୍ଧା ଭାରତୀୟ ରେଳ ବ୍ୟବସ୍ଥାକୁ ଗ୍ରୀନ ରେଳବାଇ(ଶୂନ୍ୟ ଅଙ୍ଗାରକାମ୍ଳ ର୍ନିଗମନ)ରେ ପରିଣତ କରାଯିବ। ସମ୍ପୂର୍ଣ୍ଣ ବିଦ୍ୟୁତିକରଣ ସହ ଲୋକୋମୋଟିଭରେ ଶକ୍ତି ସକ୍ରିୟତା ବୃଦ୍ଧି, ଇନଷ୍ଟଲେସନ/ଷ୍ଟେସନଗୁଡ଼ିକୁ ଗ୍ରୀନ ସାର୍ଟିଫିକେସନ କରାଯିବ। ରେଳ ବଗିଗୁଡ଼ିକରେ ବାୟୋ ଶୌଚାଗାର ଖଞ୍ଜାଯିବ ଏବଂ…

ଡେପୁଟି ଗଭର୍ନର ପଦବୀ ଦୌଡ଼ରେ ୮ ପ୍ରାର୍ଥୀ

ମୁମ୍ବାଇ,୧୩।୭ : ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ନର ପଦବୀ ଦୌଡ଼ରେ ୮ ପ୍ରାର୍ଥୀ ଦାବିଦାର ରହିଛନ୍ତି। କ୍ୟାବିନେଟ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଚଳିତ ମାସ ୨୩ରେ ଏହି ପଦବୀ ଲାଗି ସାକ୍ଷାତକାର ନେବ। ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ କାର୍ଯ୍ୟକାଳ ସରିବାର…

-୪.୫% ରହିବ ଅଭିବୃଦ୍ଧି

ମୁମ୍ବାଇ,୧୩।୭: ଚଳିତ ଆର୍ଥତ୍କ ବର୍ଷରେ ଭାରତର ଅଭିବୃଦ୍ଧି ନକାରାତ୍ମକ ରହିବ। ଏହି ସମୟରେ ଘରୋଇ ବଜାରର ଅଭିବୃଦ୍ଧି -୪.୫% ରହିବ ବୋଲି ଫିକି ପକ୍ଷରୁ ହୋଇଥିବା ସର୍ଭେରେ ପୂର୍ବାନୁମାନ କରାଯାଇଛି। ଏହି ସର୍ଭେରେ କୁହାଯାଇଛି ଯେ, କରୋନା ମାମଲା ବର୍ତ୍ତମାନ ଦ୍ରୁତ…

ବଢୁଛି ଟମାଟୋ ଦର: ଦିଲ୍ଲୀରେ ୭୦ ଟଙ୍କା ଛୁଇଁଲା

ନୂଆଦିଲ୍ଲୀ,୧୨।୭ : କୋଭିଡ୍‌ ଯୋଗୁ ଉତ୍ପାଦନ ପ୍ରଭାବିତ ହେବା ଫଳରେ ଟମାଟୋର ଖୁଚୁରା ମୂଲ୍ୟ ବୃଦ୍ଧି ପରିଲକ୍ଷିତ ହେଉଛି। ଦେଶର ରାଜଧାନୀ ଦିଲ୍ଲୀରେ ଟମାଟୋ ଦର ରବିବାର କିଲୋ ପିଛା ୭୦ ଟଙ୍କା ଛୁଇଁଛି। କେବଳ ଅଣ ସଙ୍ଗଠିତ ବଜାର ନୁହେଁ…

ଜିଓରେ କ୍ୱାଲ୍‌କମ୍‌ର ୭୩୦ କୋଟି ନିବେଶ

ନୂଆଦିଲ୍ଲୀ,୧୨।୭ : ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଜିଓ ପ୍ଲାଟଫର୍ମରେ କ୍ୱାଲ୍‌କମ୍‌ ଭେଞ୍ଚରର ନିବେଶ ଫାର୍ମ କ୍ୱାଲ୍‌କମ୍‌ ଇନ୍‌କର୍ପୋରେଟେଡ ୭୩୦ କୋଟି ଟଙ୍କା ନିବେଶ କରିଛି। ୫ଜି ଏବଂ ଓ୍ବେର୍‌ଲେସ ଟେକ୍ନୋଲୋଜି କ୍ଷେତ୍ରରେ କ୍ୱାଲ୍‌କମ୍‌ ଏକ ପ୍ରମୁଖ କମ୍ପାନୀ। ଏହି ସହଭାଗିତା ଦ୍ୱାରା ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?