ଇପିଏଫ୍ ସୁଧ ହାର ୮.୬୫ ପ୍ରତିଶତ ହେବା ସମ୍ଭାବନା: ମାର୍ଚ୍ଚ ୫ରେ ନିଷ୍ପତ୍ତି
ନୂଆଦିଲ୍ଲୀ,୧।୩: କର୍ମଚାରୀ ଭବିଷ୍ୟ ନିଧି ଜମା ଉପରେ ସୁଧ ହାର ଚଳିତ ୨୦୧୯-୨୦ ଆର୍ଥିକ ବର୍ଷରେ ୮.୬୫ ପ୍ରତିଶତ ରଖିବା ପାଇଁ ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ତେବେ ଏନେଇ ନିଷ୍ପତ୍ତି କର୍ମଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍ଓ)ର କେନ୍ଦ୍ରୀୟ...
ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚିଲା ବ୍ୟାଙ୍କ ଧର୍ମଘଟ, ୧୧ରେ ଖୋଲା ରହିବ
ଭୁବନେଶ୍ୱର,୨୯।୨(ବ୍ୟୁରୋ): ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚିଛି ପ୍ରସ୍ତାବିତ ବ୍ୟାଙ୍କ ଧର୍ମଘଟ। ଦରମା ବୃଦ୍ଧି ସହ ୧୨ ଦଫା ଦାବି ନେଇ ଆସନ୍ତା ୧୧ରୁ ୧୩ ତାରିଖ ଯାଏ ବ୍ୟାଙ୍କ ଧର୍ମଘଟ ପାଇଁ ନିଷ୍ପତ୍ତି ହୋଇଥିଲା। ଏବେ ଏହା ଅନିର୍ଦ୍ଧିଷ୍ଟ କାଳ...
ମାର୍ଚ୍ଚ ୧ରୁ ଇଣ୍ଡିଆନ୍ ବ୍ୟାଙ୍କ ଏଟିଏମ୍ରେ ମିଳିବନି ୨୦୦୦ ଟଙ୍କିଆ ନୋଟ: ବଢ଼ିବ ସିଲିଣ୍ଡର ଦାମ
ନୂଆଦିଲ୍ଲୀ,୨୯।୨: ମାର୍ଚ୍ଚ ୧ଠାରୁ ଇଣ୍ଡିଆନ୍ ବ୍ୟାଙ୍କ ଏଟିଏମ୍ରେ ଆଉ ୨୦୦୦ଟଙ୍କିଆ ନୋଟ ମିଳିବନି। ତେବେ ବ୍ୟାଙ୍କର ଶାଖାଗୁଡ଼ିକରେ ୨୦୦୦ ଟଙ୍କିଆ ନୋଟ ମିଳିବ ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ଗ୍ରାହକଙ୍କ ସୁବିଧା ପାଇଁ ଏନେଇ ବ୍ୟାଙ୍କ ଫେବୃୟାରୀ ୧୭ରେ ସର୍କୁଲାର...
ରାଜନୀତିରେ ସରକାରଙ୍କ ଫୋକସ୍, ବିଗୁଡୁଛି ଅର୍ଥ ବ୍ୟବସ୍ଥା: ରଘୁରାମ ରାଜନ
ନୂଆଦିଲ୍ଲୀ,୨୯।୨: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ କହିଛନ୍ତି ବର୍ତ୍ତମାନ ସରକାର ରାଜନୀତି ଉପରେ ଫୋକସ କରୁଛନ୍ତି। ଏହାସହ ସାମାଜିକ ଏଜେଣ୍ଡାକୁ ପୂରଣ କରିବାକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ଫଳରେ ଦେଶର ଅର୍ଥନୀତି ବିଗିଡିବାରେ ଲାଗିଛି। ଯଦି ସରକାର...
ମାର୍ଚ୍ଚରେ ୮ ଦିନ ବ୍ୟାଙ୍କ ବନ୍ଦ!
ନୂଆଦିଲ୍ଲୀ,୨୯।୨: ଆସନ୍ତା ମାର୍ଚ୍ଚ ମାସରେ ୮ଦିନ ବନ୍ଦ ରହିପାରେ ବ୍ୟାଙ୍କ। ମାର୍ଚ୍ଚ ୮ରୁ ୧୫ ପର୍ଯ୍ୟନ୍ତ ବ୍ୟାଙ୍କ ବନ୍ଦ ରହିପାରେ। ମାର୍ଚ୍ଚ ୮ ରବିବାର ପଡ଼ୁଥିବା ବେଳେ ୯ ଓ ୧୦ ଦୋଳପୂର୍ଣ୍ଣିମା, ହୋଲି ପାଇଁ ଛୁଟି ରହିବ। ସେହିଭଳି...
ଭାରତୀୟ ହେଲେ ୟାହୁର ନିର୍ଦ୍ଦେଶକ
ଓ୍ବାଶିଂଟନ,୨୯।୨: ଆମେରିକାର ସିଲିକନ ଭ୍ୟାଲି ସ୍ଥିତ ୟାହୁ ଡଟ୍ ଇନ୍ର ନିର୍ଦ୍ଦେଶକ ଭାବେ ଜଣେ ଭାରତୀୟ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ହେଉଛନ୍ତି ଉତ୍ତରପ୍ରଦେଶ ଗୋରଖପୁରର ସାହବଗଞ୍ଜ୍ ବାସିନ୍ଦା ଲାଲ୍ ମୋହିତ ଗୋଏଙ୍କା। ମୋହିତଙ୍କ ଏହି ସଫଳତା ନେଇ ପିତା...
ତୃତୀୟ ତ୍ରୈମାସ ଜିଡ଼ିପି ୪.୭%କୁ ଖସିଲା
ନୂଆଦିଲ୍ଲୀ,୨୯-୨: ଚଳିତ ଆର୍ଥତ୍କ ବର୍ଷ ଅକ୍ଟୋବର-ଡିସେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ୪.୭%କୁ ହ୍ରାସ ଘଟିଛି। ଏହା ୭ ବର୍ଷର ସର୍ବନିମ୍ନ ସ୍ତର ବୋଲି ଜଣାପଡିଛି। ମାନୁଫାକ୍ଚରିଂ କ୍ଷେତ୍ର ଅଭିବୃଦ୍ଧି ମାନ୍ଦା ରହିବାକୁ ଏଭଳି ସ୍ଥିତି ଉପୁଜିଥିବା ସରକାର...
ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୬୧.୨୨%
ଭୁବନେଶ୍ୱର,୨୯-୨(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଜାନୁୟାରୀରେ ଅପରିବର୍ତ୍ତିତ ୩୩୦ ପଏଣ୍ଟ ରହିଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୪୬ ପଏଣ୍ଟ ଥିଲା। ଏଥିରେ ୩ ପଏଣ୍ଟ ବୃଦ୍ଧି ପାଇ ୩୪୯ ପଏଣ୍ଟ...
ମାନ୍ଦାବସ୍ଥା ପ୍ରଭାବ ଶେଷ ହୋଇଛି: ସୀତାରାମନ
ନୂଆଦିଲ୍ଲୀ,୨୯-୨: ଦେଶ ମଧ୍ୟରେ ମାନ୍ଦାବସ୍ଥାର ପ୍ରଭାବ ଶେଷ ହୋଇଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶୁକ୍ରବାର କହିଛନ୍ତି। ଚଳିତ ଆର୍ଥତ୍କ ବର୍ଷ ଲାଗି ଦେଶର ବିକାଶ ହାର ୫% ରହିବା ନେଇ ଏନ୍ଏସ୍ଓ ଆକଳନରେ କହିଛି। ଏଭଳି ସ୍ଥିତିରେ କରୋନା ଭାଇରସ...
ଦଲାଲ ଷ୍ଟ୍ରିଟକୁ କରୋନା ଝଟକା
ମୁମ୍ବାଇ,୨୯-୨: କରୋନା ଭାଇରସର ପ୍ରଭାବ ବିଶ୍ୱ ବଜାରରେ ଦିନକୁ ଦିନ ବ୍ୟାପିବାରେ ଲାଗିଛି। ଏହାର ପ୍ରଭାବରେ ଦେଶର ଦଲାଲ ଷ୍ଟ୍ରିଟର ପୁଞ୍ଜି ବଜାରକୁ କରୋନା ଭାଇରସ ଝଟକା ଲାଗିଛି। ଶୁକ୍ରବାର ବଜାରନରେ ଅନିଶ୍ଚିତା ଲାଗି ରହିବା କାରଣରୁ ଶେୟାର କାରବାର...
କରୋନା ଯୋଗୁ ଶିଳ୍ପ ଜଗତର ଆଶଙ୍କା ବଢୁଛି
ନୂଆଦିଲ୍ଲୀ, ୨୮-୨: କରୋନା ଯୋଗୁ ବିଶ୍ୱ ବଜାରର ନକାରାତ୍ମକ ପ୍ରଭାବ ପଡିପାରେ। ଏହାକୁ ନେଇ ଶିଳ୍ପ ଜଗତ ଆଶଙ୍କା ପ୍ରକଟ କରିଛି। କରୋନା ପ୍ରଭାବରେ ବିଶ୍ୱ ଅଭିବୃଦ୍ଧି ୩୦ ବେସିସ୍ ପଏଣ୍ଟ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି। ଫଳରେ ସାରା...
କରୋନା ମହାମାରୀ ଯୋଗୁ ହୋଇପାରେ ପୁଣି ମାନ୍ଦାବସ୍ଥା: ମୁଡିଜ୍
ଓ୍ବାଶିଂଟନ,୨୭।୨: ଚାଇନାରେ ଦେଖାଦେଇଥିବା କରୋନା ମହାମାରୀ ଧିରେଧିରେ ପୃଥିବୀର ଅନ୍ୟ ଦେଶକୁ ବ୍ୟାପିବାରେ ଲାଗିଛି। ଏଭଳି ସ୍ଥିତି ଜାରି ରହିଲେ ପୁଣି ଥରେ ପୃଥିବୀରେ ମାନ୍ଦାବସ୍ଥା ଦେଖାଯିବାର ଆଶଙ୍କା ରହିଥିବା ମୁଡିଜ୍ ଆନାଲିଟକ୍ସ୍ ପକ୍ଷରୁ କୁହାଯାଇଛି। କରୋନା ଆତଙ୍କ ଯୋଗୁ...
Archives


