ଭାରତ ଲାଗି ଆଉଟଲୁକ ଷ୍ଟେବଲ ରଖିଲା ଏସ୍ ଆଣ୍ଡ୍ ପି
ନୂଆଦିଲ୍ଲୀ,୧୩-୨: ବିଶ୍ୱ ସ୍ତରୀୟ ରେଟିଂ ଏଜେନ୍ସି ଷ୍ଟାଣ୍ଡାର୍ଡ ଆଣ୍ଡ ପୋଅର୍ସ( ଏସ୍ ଆଣ୍ଡ ପି) ପକ୍ଷରୁ ଭାରତୀୟ ଅର୍ଥ ବ୍ୟବସ୍ଥା ଲାଗି ଆଉଟଲୁକ୍କୁ ଷ୍ଟେବଲ ବା ସ୍ଥିର ରଖାଯାଇଛି। ଆଗାମୀ ୨ରୁ ୩ ବର୍ଷ ମଧ୍ୟରେ ଅର୍ଥ ବ୍ୟବସ୍ଥାରେ ଉନ୍ନତି...
କେଏଲ୍ୟୁକୁ ଡାଇମଣ୍ଡ ରେଟିଂ
ହାଇଦ୍ରାବାଦ,୧୪|୨ – କୋନେରୁ ଲକ୍ଷ୍ମୌୟା ଡିମଡ ୟୁନିଭର୍ସିଟି (କେଏଲ୍ୟୁ) ଡାଇମଣ୍ଡ ରେଟିଂ ଲାଭ କରିଛି। ବିଶ୍ୱ ପ୍ରସିଦ୍ଧ କ୍ୟୁଏସ୍-୧ ଗଜ୍ ଅର୍ଗାନାଇଜେଶନ ପକ୍ଷରୁ ଏହି ପୁରସ୍କାର ମିଳିଥିବା ୟୁନିଭର୍ସିଟିର ଉପସଭାପତି ରାଜା ହାରିନ କହିଛନ୍ତି। ଅନୁଷ୍ଠାନ ପକ୍ଷରୁ ସବୁ କ୍ଷେତ୍ରରେ...
ଓ୍ବାଟର ପ୍ୟୁରିଫାୟର ବଜାର ଅଂଶ ଦୃଢ଼ କରିବ ହାଭେଲ୍ସ
ଭୁବନେଶ୍ୱର,୧୪|୨ – ପ୍ରମୁଖ ଏଫ୍ଏମ୍ସିଜି ଏବଂ କଞ୍ଜ୍ୟୁମର ଡ୍ୟୁରେବୁଲ କମ୍ପାନୀ ହାଭେଲ୍ସ ଇଣ୍ଡିଆ ଲିମିଟେଡ (ଏଚ୍ଆଇଏଲ୍) ପକ୍ଷରୁ ଓଡିଶା ବଜାରରେ ନୂଆ ପରିବେଶ ଉପଯୋଗୀ ଓ୍ବାଟର ପ୍ୟୁରିଫାୟର ଡିଲାଇଟ ଆଲକାଲାଇନ ହାଇ ରିକଭରି ଶୁକ୍ରବାର ଶୁଭାରମ୍ଭ ହୋଇଛି। ଏହି ବର୍ଗରେ...
କରୋନାଭାଇରସ ଭୟ: ବନ୍ଦ ରହିଲା ମୋବାଇଲ ଓ୍ବାର୍ଲଡ କଂଗ୍ରେସ ୨୦୨୦
ବାର୍ସିଲୋନା,୧୩।୨: କରୋନାଭାଇରସର ଭୟାବହତା ଏବେ ସାରା ବିଶ୍ୱକୁ ଏକ ପ୍ରକାର ଭୟଭିତ କରି ରଖିଛି। ଏହି ପ୍ରାଣଘାତୀ ଭୂତାଣୁ ଯୋଗୁ ପ୍ରତିଦିନ ମୃତକ ଓ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏବେସୁଦ୍ଧା ଚାଇନାରେ କରୋନାଭାଇରସରେ ୧୩ଶହଙ୍କ ମୃତ୍ୟୁ ହୋଇଥିବା ବେଳେ...
୩ ରାଷ୍ଟ୍ରାୟତ୍ତ କମ୍ପାନୀରେ ପୁଞ୍ଜି ଉପଲବ୍ଧ କରାଇବାକୁ କ୍ୟାବିନେଟ ମଞ୍ଜୁରୀ
ନୂଆଦିଲ୍ଲୀ,୧୩-୨: ରାଷ୍ଟ୍ରାୟତ୍ତ କ୍ଷେତ୍ରର ୩ ସାଧାରଣ ବୀମା କମ୍ପାନୀରେ ପୁଞ୍ଜି ଉପଲବ୍ଧ କରାଇବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ବୁଧବାର ମଞ୍ଜୁରୀ ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ କମିଟି ବୈଠକରେ ଏଭଳି ନିଷ୍ପତ୍ତି...
ଖୁଚୁରା ମୁଦ୍ରାସ୍ଫୀତି ୭.୫୯% ସ୍ତରକୁ ବୃଦ୍ଧି
ନୂଆଦିଲ୍ଲୀ,୧୩-୨: ଜାନୁୟାରୀ ମାସରେ ଖୁଚୁରା ମୁଦ୍ରାସ୍ଫୀତି ୭.୫୯% ସ୍ତରକୁ ବୃଦ୍ଧି ଘଟିଛି। ଖାଦ୍ୟ ସାମଗ୍ରୀ ଦର ଉଚ୍ଚରେ ରହିବା ଯୋଗୁ ଏଭଳି ସ୍ଥିତି ଉପୁଜିଥିବା ବୁଧବାର ସରକାର ଜାରି କରିଥିବା ଡାଟାରୁ ଜଣାପଡିଛି। ଖାଉଟି ମୂଲ୍ୟ ସୂଚୀ( ସିପିଆଇ) ଭିତ୍ତିକ...
୨୦୨୦ରେ ସବୁ ସମାସ୍ୟାର ସମାଧାନ:ସାହାରା ମୁଖ୍ୟ
ନୂଆଦିଲ୍ଲୀ,୧୩-୨: ୨୦୨୦ରେ ସବୁ ସମସ୍ୟାର ସମାଧାନ ହୋଇଯିବା ନେଇ ଆଶାବାଦୀ ରହିଥିବା ସାହାରା ମୁଖ୍ୟ ସୁବ୍ରତ ରୟ ବୁଧବାର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ୨ ବୃହତ୍ ବିଦେଶୀ ନିବେଶକ ସାହାରର ରିୟଲ ଇଷ୍ଟେଟ ଏବଂ ସହର ବିକାଶ...
ଔଦ୍ୟୋଗିକ ଉତ୍ପାଦନ ୦.୩% ହ୍ରାସ
ନୂଆଦିଲ୍ଲୀ,୧୩-୨: ଗତ ଡିସେମ୍ବର ମାସରେ ଦେଶର ଔଦ୍ୟୋଗିକ ଉତ୍ପାଦନ ୦.୩% ହ୍ରାସ ଘଟିଛି। ମାନୁଫାକଚରିଂ କ୍ଷେତ୍ରରେ ହ୍ରାସ ଯୋଗୁ ଏହା ହୋଇଥିବା ସରକାରୀ ଡାଟାରୁ ଜଣାପଡିଛି। ୨୦୧୮ ଡିସେମ୍ବରରେ ଔଦ୍ୟୋଗିକ ଉତ୍ପାଦନ ସୂଚୀ (ଆଇଆଇପି) ୨.୫% ଅଭିବୃଦ୍ଧି ହୋଇଥିଲା। ଜାତୀୟ...
ବିଦ୍ୟୁତ୍ ଶୁଳ୍କ ବୃଦ୍ଧିର କୁପ୍ରଭାବ ଯୋଗୁ ସଙ୍କଟରେ ସୁନ୍ଦରଗଡ଼ ଜିଲାର ଷ୍ଟିଲ୍ ଶିଳ୍ପ
ରାଉରକେଲା ଅଫିସ, ୧୩।୨-ଷ୍ଟିଲ ଉତ୍ପାଦନ କରୁଥିବା ସହର ଭାବେ ରାଉରକେଲା ବେଶ୍ ପରିଚିତ। ରାଉରକେଲା ସମେତ ସୁନ୍ଦରଗଡ଼ ଜିଲାରେ ଛୋଟବଡ଼ ଷ୍ଟିଲ ଶିଳ୍ପ କାରଖାନା ଗଢିଉଠିଛି। ଏଠାକାର ଶତକଡ଼ା ୭୦ ଭାଗ ବ୍ୟବସାୟ ଷ୍ଟିଲ ଶିଳ୍ପ ଉପରେ ପ୍ରତ୍ୟକ୍ଷ ଭାବେ...
ଏଲ୍ପିଜି ସିଲିଣ୍ଡର ୧୪୪.୫ ଟଙ୍କା ବଢ଼ିଲା
ନୂଆଦିଲ୍ଲୀ,୧୩ା୨: ରନ୍ଧନ ଗ୍ୟାସ ଏଲ୍ପିଜି ମୂଲ୍ୟରେ ବୁଧବାର ୧୪୪.୫ ଟଙ୍କା ବୃଦ୍ଧି ଘଟିଛି। ଅନ୍ତର୍ଜାତୀୟ ବଜାରରେ ଦରବୃଦ୍ଧି ଯୋଗୁ ଦେଶରେ ଏହାର ପ୍ରଭାବ ଦେଖାଯାଇଛି। ପୂର୍ବରୁ ୧୪.୨ ଲିଟର ବିଶିଷ୍ଟ ସିଲିଣ୍ଡରର ମୂଲ୍ୟ ୭୧୪ ଟଙ୍କା ପଡୁଥିବାବେଳେ ଏହା ବର୍ତ୍ତମାନ...
ଜିଏସ୍ଟି ପୋର୍ଟାଲ ଅସୁବିଧା ଦୂର କର:ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୨-୨: ଜିଏସ୍ଟି ପୋର୍ଟାଲରେ ରହିଥିବା ବିଭିନ୍ନ ଟେକ୍ନୋଲୋଜି ଜନିତ ଅସୁବିଧା ଦୂର କରିବା ଲାଗି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଏସ୍ଟି ସଂକ୍ରାନ୍ତ ପିଟିଶନର ଶୁଣାଣି କରି ଜଷ୍ଟିସ ଆର୍ .ଏଫ୍. ନରିମାନ ଏବଂ ଜଷ୍ଟିସ ରବିନ୍ଦର...
ପିଏମ୍-କିଷାନ ହିତାଧିକାରୀଙ୍କୁ କିଷାନ କ୍ରେଡିଟ କାର୍ଡ
ନୂଆଦିଲ୍ଲୀ,୧୨-୨: ପିଏମ୍-କିଷାନ ହିତାଧିକାରୀ ଚାଷୀଙ୍କୁ ରିହାତି ଦରରେ ସଂସ୍ଥାଗତ ଋଣ ଯୋଗାଣ ଲକ୍ଷ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କିଷାନ ପରିପୂର୍ଣ୍ଣତା ଅଭିଯାନ ଆରମ୍ଭ କରାଯାଇଛି। ଏହା ଦ୍ୱାରା ଧାର୍ଯ୍ୟ ସମୟରେ ଋଣ ପରିଶୋଧ କରିବା ଉପରେ ସମସ୍ତ ଚାଷୀଙ୍କୁ ସର୍ବାଧିକ...
Archives


