ବାଣିଜ୍ୟ

ଜାନୁୟାରୀରେ ପାସେଞ୍ଜର ଯାନ ବିକ୍ରି ୬% କମିଲା

ନୂଆଦିଲ୍ଲୀ,୧୧-୨: ଜାନୁୟାରୀ ମାସରେ ଦେଶ ମଧ୍ୟରେ ପାସେଞ୍ଜର ଯାନ ବିକ୍ରି ୬.୨% ହ୍ରାସ ଘଟିଛି। ଓନରଶିପ ମୂଲ୍ୟରେ ବୃଦ୍ଧି ଏବଂ ଜିଡିପିରେ ମନ୍ଥର ଅବସ୍ଥା ଯୋଗୁ ଏଭଳି ସ୍ଥିତି ଉପୁଜିଥିବା ସୋସାଇଟି ଅଫ୍‌ ଇଣ୍ଡିଆନ ଅଟୋମୋବାଇଲ ମାନୁଫାକସର୍ସ(ସିଆମ) ପକ୍ଷରୁ କୁହାଯାଇଛି।...

ଅଜ୍ଞ ଡାକ୍ତରଙ୍କ ହାତରେ ଅର୍ଥବ୍ୟବସ୍ଥା:ଚିଦାମ୍ବରମ

ନୂଆଦିଲ୍ଲୀ,୧୧-୨: ଦେଶର ମାନ୍ଦାବସ୍ଥାକୁ ନେଇ କଂଗ୍ରେସ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ ସରକାରଙ୍କୁ ସୋମବାର ଟାର୍ଗେଟ କରିଛନ୍ତି। ମାନ୍ଦାବସ୍ଥା ଲାଗି ମୋଦି ସରକାର ଦାୟୀ ବୋଲି ସେ ଆରୋପ ଲଗାଇଛନ୍ତି। ଏବେ ଅର୍ଥ ବ୍ୟବସ୍ଥା ସଙ୍କଟ ସ୍ଥିତିକୁ ଆସିଥିବା...

ଓଏନ୍‌ଜିସି ସର୍ବାଧିକ ଲାଭ ଅର୍ଜନକାରୀ ରାଷ୍ଟ୍ରାୟତ୍ତ କମ୍ପାନୀ

ନୂଆଦିଲ୍ଲୀ,୧୧-୨: ଓଏନ୍‌ଜିସି, ଇଣ୍ଡିଆନ ଅଏଲ୍‌ କର୍ପୋରେଶନ ଏବଂ ଏନ୍‌ଟିପିସି ୨୦୧୮-୧୯ର ସବୁଠାରୁ ଅଧିକ ଲାଭ ଅର୍ଜନକାରୀ ରାଷ୍ଟ୍ରାୟତ୍ତ କମ୍ପାନୀ ହୋଇପାରିଛନ୍ତି। ଏହାବାଦ ବିଏସ୍‌ଏନ୍‌ଏଲ୍‌, ଏୟାର ଇଣ୍ଡିଆ, ଏମ୍‌ଟିଏନ୍‌ଏଲ୍‌ ସର୍ବାଧିକ କ୍ଷତି ସହିଥିବା ରାଷ୍ଟ୍ରାୟତ୍ତ କମ୍ପାନୀ ତାଲିକାରେ ଅଛନ୍ତି। ଏହି କମ୍ପାନୀଗୁଡିକ...

ରପ୍ତାନିକାରୀଙ୍କ ଲାଗି ଅନିବାର୍ଯ୍ୟ ହେବ ଜିଏସ୍‌ଟିଇନ୍‌ ତଥ୍ୟ

ନୂଆଦିଲ୍ଲୀ,୧୦-୨: ରପ୍ତାନିକାରୀ ଏବଂ ଆମଦାନୀକାରୀଙ୍କ ଲାଗି ଫେବୃୟାରୀ ୧୫ରୁ ଜିଏସ୍‌ଟିଇନ୍‌ ତଥ୍ୟ ପ୍ରଦାନ କରିବା ଅନିବାର୍ଯ୍ୟ ହେବ। ସାମଗ୍ରୀ ଓ ସେବା ଟିକସ କ୍ଷେତ୍ରରେ ହେଉଥିବା ରାଜସ୍ବ ଠକେଇକୁ ରୋକିବା ଦିଗରେ ରାଜସ୍ବ ବିଭାଗ ଏଭଳି ପଦକ୍ଷେପ ଗ୍ରହଣ କରିଛି।...

ରାଜ୍ୟ ପାଇବେ ୩୫ ହଜାର କୋଟିର ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ,୧୦-୨: ରାଜ୍ୟଗୁଡିକ ଶୀଘ୍ର ଆଉ ୩୫ ହଜାର କୋଟି ଟଙ୍କାର ଜିଏସ୍‌ଟି କ୍ଷତିପୂରଣ ଶୀଘ୍ର ପାଇବେ। ଜିଏସ୍‌ଟି ଲାଗୁ ହେବା ପରେ ରାଜ୍ୟ ସହୁଥିବା ରାଜସ୍ବ କ୍ଷତିକୁ ଭରଣା କରିବା ଲାଗି କେନ୍ଦ୍ର ସରକାର ଏଭଳି ବ୍ୟବସ୍ଥା କରିଛନ୍ତି। ଜିଏସ୍‌ଟି...

କରୋନା ଯୋଗୁ ପର୍ଯ୍ୟଟନ ଶିଳ୍ପର ୩,୫୦୦ କୋଟି କ୍ଷତି ଆଶଙ୍କା

ନୂଆଦିଲ୍ଲୀ,୧୦-୨: କରୋନା ଭାଇରସ ଯୋଗୁ ଦେଶର ଅନ୍ୟ କ୍ଷେତ୍ର ଉପରେ ପ୍ରଭାବ ପଡୁଥିବା ଦେଖାଯାଉଛି। ଦେଶର ପର୍ଯ୍ୟଟନ ଶିଳ୍ପ ଏହା ଦ୍ୱାରା ଗଭୀର କ୍ଷତି ସହିଥିବା କୁହାଯାଉଛି। ଏକ ଗଣମାଧ୍ୟମ ରିପୋର୍ଟ ମୁତାବକ ଭାରତୀୟ ଟୁର ଅପରେଟରଙ୍କୁ ୩,୫୦୦ କୋଟି...

ସେଲ୍‌ରେ ୫% ଅଂଶଧନ ବିକ୍ରି ନେଇ ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୧୦-୨: ଷ୍ଟିଲ ଅଥରିଟି ଇଣ୍ଡିଆ ଲିମିଟେଡ(ସେଲ୍‌)ରେ ୫% ଅଂଶଧନ ବିକ୍ରି କରିବାକୁ ସରକାର ଯୋଜନା କରୁଛନ୍ତି। ଅଫର ଫର ସେଲ ଦ୍ୱାରା ଏହି ଯୋଜନାକୁ ରୂପରେଖ ପ୍ରଦାନ କରାଯିବ। ନିବେଶ ଏବଂ ଲୋକ ସମ୍ପତ୍ତି ପରିଚାଳନା ବିଭାଗ(ଦୀପମ)ର ଜଣେ ବରିଷ୍ଠ...

‘ପେଟ୍ରୋଲିୟମ ପ୍ରଡକ୍ଟରେ ଜିଏସ୍‌ଟି ନେଇ ରାଜ୍ୟ ବିଚାର କରିବେ’

ନୂଆଦିଲ୍ଲୀ,୧୦-୨: ପେଟ୍ରୋଲ ଏବଂ ପେଟ୍ରୋଲିୟମ ପ୍ରଡକ୍ଟକୁ ଏବେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ପରିସରରେ ରଖାଯାଇଛି। ପେଟ୍ରୋଲିୟମ ପ୍ରଡକ୍ଟ ଉପରେ ଜିଏସ୍‌ଟି କେବେ ଠାରୁ ଲାଗୁ କରାଯିବ ସେ ନେଇ ରାଜ୍ୟଗୁଡିକ ନିଷ୍ପତ୍ତି ନେବେ ବୋଲି ଅର୍ଥମନ୍ତ୍ରୀ ନିର୍ମଳା...

ଉପକୂଳ ସୁରକ୍ଷା ପାଇଁ ଜିଓ-ଟେକ୍ସଟାଇଲ ଟ୍ୟୁବ

ଭୁବନେଶ୍ୱର,୯-୨: ଉପକୂଳ ସୁରକ୍ଷା କ୍ଷେତ୍ରରେ ଜିଓ ଟେକ୍ସଟାଇଲ ଟ୍ୟୁବ ବେଶ ଉପଯୋଗୀ ସାବ୍ୟସ୍ତ ହୋଇଛି। କେନ୍ଦ୍ରାପଡା ଜିଲା ଉପକୂଳରେ ଏକ ଛୋଟିଆ ବସ୍ତି ପେନ୍ଥାଠାରେ ଉପକୂଳ ପ୍ରକଳ୍ପ ସୁରକ୍ଷା କ୍ଷେତ୍ରରେ ୩ ସ୍ତରୀୟ ଜିଓ ଟେକ୍ସଟାଇଲ ଉପଯୋଗ କରି ବେଶ...

ସୁଗମ ହେବ ଏମ୍‌ଏସ୍‌ଏମ୍‌ଇକୁ ଋଣ ଯୋଗାଣ

ନୂଆଦିଲ୍ଲୀ,୯-୨: ଅଣୁ,କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକୁ ଋଣ ଯୋଗାଣ ଧାରା ସୁଗମ ହେବ। ଯଦି ବିନା କୌଣସି କାରଣରେ ବ୍ୟାଙ୍କଗୁଡିକ ଏମ୍‌ଏସ୍‌ଏମ୍‌ଇଙ୍କୁ ଋଣ ଯୋଗାଣ ନେଇ ଅଗ୍ରାହ୍ୟ କରୁଥାନ୍ତି ତେବେ ଏହା ବିରୋଧରେ ସଂସ୍ଥାଗୁଡିକ ଅଭିଯୋଗ କରିପାରିବେ। ଅର୍ଥମନ୍ତ୍ରୀ ନିର୍ମଳା...

ମାର୍ଚ୍ଚ ୧୧ରୁ ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ,୯-୨: ବେତନ ସଂଶୋଧନ ଦାବିରେ ଦେଶର ବ୍ୟାଙ୍କ ସଂଘଗୁଡିକ ପକ୍ଷରୁ ଜାନୁୟାରୀ ୩୧ ଏବଂ ଫେବୃୟାରୀରେ ୧ରେ ୨ ଦିନିଆ ଧର୍ମଘଟ ଡାକରା ଦିଆଯାଇଥିଲା। ଏହି ସମୟରେ ମୋଟ ୪ ଦିନ ବ୍ୟାଙ୍କ ବନ୍ଦ ହୋଇଥିଲା। ଧର୍ମଘଟ ସଫଳ ହୋଇଥିବା...

ପୁରୀ-ଅନୁଗୋଳ ମଧ୍ୟରେ ଦୀର୍ଘତମ ମେମୁ ସେବା

ଭୁବନେଶ୍ୱର,୯-୨ : ଅନୁଗୋଳ ଏବଂ ପୁରୀ ମଧ୍ୟରେ ଚଳାଚଳ କରୁଥିବା ପୁରୀ-ଅନୁଗୋଳ-ପୁରୀ ମେମୁ ଟ୍ରେନରେ ଅତିରିକ୍ତ ୪ ବଗି ସଂଯୋଗ କରାଇବାକୁ ସ୍ଥିର କରାଯାଇଛି। ଯାତ୍ରୀଙ୍କ ଚାହିଦାକୁ ଧ୍ୟାନରେ ରଖି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ପୁରୀଠାରୁ ଚଳିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri