ବାଣିଜ୍ୟ

ମୁଦ୍ରାନୀତି କମିଟି ବୈଠକ ଆରମ୍ଭ

ମୁମ୍ବାଇ,୫-୨: ରିଜର୍ଭ ବ୍ୟାଙ୍କର ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ମୁଦ୍ରାନୀତି କମିଟି ବୈଠକ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ୬ ସଦସ୍ୟ ବିଶିଷ୍ଟ ଏହି କମିଟିର ବୈଠକ ୩ ଦିନ ଧରି ଚାଲିବା ସହ ମୁଦ୍ରାନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା...

୪.୯% ରହିପାରେ ଭାରତର ବିକାଶ ହାର: ମୁଡିସ୍‌

ମୁମ୍ବାଇ,୫-୨: ଭାରତୀୟ ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ଢାଞ୍ଚାଗତ ଏବଂ ଚକ୍ରୀୟ ଚ୍ୟାଲେଞ୍ଜ ଦେଇ ଗତି କରୁଛି। ଏଭଳି ସମୟରେ ନିକଟରେ ଉପସ୍ଥାପନ ହୋଇଥିବା ଦେଶର ସାଧାରଣ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୦-୨୧ରେ ଦେଶର ଜିଡ଼ିପି ଅଭିବୃଦ୍ଧିକୁ ନେଇ କରିଥିବା...

ଆଇପିଓ ପ୍ରସ୍ତାବକୁ ଏଲ୍‌ଆଇସି କର୍ମଚାରୀ ସଂଘର ବିରୋଧ

ମୁମ୍ବାଇ,୫-୨: ଏଲ୍‌ଆଇସିରେ ଅଂଶଧନ ବିକ୍ରି ନେଇ ସରକାର ବଜେଟରେ ପ୍ରସ୍ତାବ ରଖିଛନ୍ତି। ଏହାର ଆଇପିଓ ଆସନ୍ତା ଆର୍ଥିକ ଦ୍ୱିତୀୟ ତ୍ରୈମାସରେ ଆସିପାରେ ବୋଲି କୁହାଯାଇଛି। ଏହି ଆଇପିଓ ପ୍ରସ୍ତାବ ଏଲ୍‌ଆଇସି କର୍ମଚାରୀ ସଂଘ ପକ୍ଷରୁ ମଙ୍ଗଳବାର ବିରୋଧ କରାଯାଇଛି। ଏହାକୁ...

ଏୟାର ଇଣ୍ଡିଆରେ ୧୦୦% ଏଫ୍‌ଡିଆଇ ଲାଗି କାର୍ଯ୍ୟକ୍ରମ ଜାରି

ନୂଆଦିଲ୍ଲୀ,୫-୨: ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆରେ ୧୦୦% ଅଂଶଧନ ବିକ୍ରି ଲାଗି ସରକାର ଯୋଜନା ରଖିଛନ୍ତି। ଏଭଳି ସ୍ଥିତିରେ ବିମାନ କମ୍ପାନୀରେ ୧୦୦% ବିଦେଶୀ ପୁଞ୍ଜି ନିବେଶକୁ ଅନୁମତି ଦେବାକୁ କାର୍ଯ୍ୟପନ୍ଥା ଗ୍ରହଣ କରୁଥିବା ଜଣାପଡିଛି। ପ୍ରକ୍ରିୟା ସହ ଜଡିତ ଜଣେ...

୩.୩୭ ଲକ୍ଷ କୋଟି ବଢିଲା ନିବେଶକଙ୍କ ସମ୍ପତ୍ତି

ମୁମ୍ବାଇ,୫-୨: ବଜେଟ ଘୋଷଣା ହେବା ପରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜର ସେନ୍‌ସେକ୍ସ ରେକର୍ଡ ପରିମାଣର ହ୍ରାସ ହୋଇଥିଲା। ମଙ୍ଗଳବାର ଶେୟାର କାରବାର ଉନ୍ନତ ହେବା ସହ ଷ୍ଟକ ବଜାର ସୂଚକାଙ୍କ ୯୧୭ ପଏଣ୍ଟ ବଢିବା ଯୋଗୁ ନିବେଶକଙ୍କ ସମ୍ପତ୍ତି ୩.୩୭...

ବିଲ୍‌ ନେବା ଲାଗି ଗ୍ରାହକଙ୍କୁ ପ୍ରୋତ୍ସାହନ

ନୂଆଦିଲ୍ଲୀ,୫-୨: ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) କ୍ଷେତ୍ରରେ ସାମଗ୍ରୀ କ୍ରୟରେ ଦୋକାନରୁ ବିଲ୍‌ ନେବା ଲାଗି ଗ୍ରାହକଙ୍କୁ ସରକାର ଉତ୍ସାହିତ କରିବାକୁ ଏକ ଯୋଜନା ଆଣିଛନ୍ତି। ଏହା ଅନ୍ତର୍ଗତ ଏକ ଲଟେରୀ ବ୍ୟବସ୍ଥା କରାଯାଇଛି। ଏଥିରେ ଲୋକମାନେ ୧୦...

ଏଲ୍‌ଆଇସି ପଲିସିଧାରୀଙ୍କ ସ୍ବାର୍ଥକୁ ସୁରକ୍ଷା ଦିଆଯିବ

ନୂଆଦିଲ୍ଲୀ,୪-୨: ଏଲଆଇସି ପଲିସିଧାରୀଙ୍କ ସ୍ବାର୍ଥକୁ ସରକାର ସୁରକ୍ଷା ପ୍ରଦାନ କରିବେ। ଆସନ୍ତା ଆର୍ଥତ୍କ ବର୍ଷ ଏଲ୍‌ଆଇସିର ଆଇପିଓ ଆସିପାରେ ବୋଲି ଅର୍ଥରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି। ଏଲ୍‌ଆଇସି ପୁଞ୍ଜି ବଜାରରେ ସୂଚୀଭୁକ୍ତ ହେଲେ ଏହା ଦ୍ୱାରା ସ୍ବଚ୍ଛତା, ଲୋକଙ୍କର ସହଭାଗିତା...

ଅର୍ଥ ବ୍ୟବସ୍ଥାରେ ମାନ୍ଦାବସ୍ଥା ନାହିଁ: ଅନୁରାଗ

ନୂଆଦିଲ୍ଲୀ,୪ା୨ ଦେଶର ଅର୍ଥ ବ୍ୟବସ୍ଥାରେ ବର୍ତ୍ତମାନ ମାନ୍ଦାବସ୍ଥା ନ ଥିବା ସରକାରଙ୍କ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ୨୦୧୪-୧୯ ମଧ୍ୟରେ ଭାରତ ଜି-୨୦ ଦେଶ ସମୂହଙ୍କ ମଧ୍ୟରେ ସର୍ବୋଚ୍ଚ ହାରାହାରି ଅଭିବୃଦ୍ଧି ହାସଲ କରିବାକୁ ସକ୍ଷମ ହୋଇଛି। ଲୋକସଭାକୁ ଏକ...

ବ୍ୟାଙ୍କଗୁଡିକରେ ୧.୧୩ ଲକ୍ଷ କୋଟି ଟଙ୍କାର ଠକେଇ

ନୂଆଦିଲ୍ଲୀ,୪-୨ ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ୬ ମାସରେ ଦେଶର ବିଭିନ୍ନ ବ୍ୟାଙ୍କ ଏବଂ ବଚ୍ଛାବଚ୍ଛା ବିତ୍ତ ପ୍ରତିଷ୍ଠାନଗୁଡିକରେ ୧.୧୩ ଲକ୍ଷ କୋଟି ଟଙ୍କାର ଠକେଇ ହୋଇଥିବା ରିପୋର୍ଟ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମ ସୋମବାର ଏ ନେଇ ସଂସଦକୁ...

ଆଧାର ସହ ଲିଙ୍କ ହୋଇଛି ୩୦ କୋଟି ପାନ୍‌

ନୂଆଦିଲ୍ଲୀ,୪-୨: ବର୍ତ୍ତମାନ ସୁଦ୍ଧା ଆଧାର ସହ ୩୦ କୋଟି ପାନ୍‌ ଲିଙ୍କ୍‌ କରାଯାଇଥିବା ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି। ପାନ୍‌ ସହ ଆଧାର ନମ୍ବରକୁ ସଂଯୋଗ କରାଇବା ଲାଗି ସମୟ ସୀମାକୁ ସରକାର ଚଳିତ ବର୍ଷ ମାର୍ଚ୍ଚ ୩୧...

ପୁଞ୍ଜି ବଜାର ଉପରେ ନିବେଶକଙ୍କ ନଜର

ମୁମ୍ବାଇ,୩-୨: ବଜେଟ ଘୋଷଣା ପରେ ଦେଶର ପୁଞ୍ଜି ବଜାର ପ୍ରାୟ ୧୦୦୦ ପଏଣ୍ଟ ତଳକୁ ଖସିଛି। ଏବେ ପୁଞ୍ଜି ବଜାର ଉପରେ ନିବେଶକଙ୍କ ନଜର ରହିଛି। ନିବେଶକମାନେ ଶେୟାର କିଣାବିକା ବେଳେ ଅନେକ ପ୍ରସଙ୍ଗକୁ ବିଚାର କରୁଛନ୍ତି। ବଜାର ଉପରେ...

ପୁଞ୍ଜି ବଜାରର ପ୍ରତିକ୍ରିୟା ଆଶ୍ଚର୍ଯ୍ୟ କରିଛି: ରାଜୀବ କୁମାର

ମୁମ୍ବାଇ,୩-୨: ବଜେଟକୁ ପୁଞ୍ଜି ବଜାରର ପ୍ରତିକ୍ରିୟା ନେଇ ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ବଜେଟ ଘୋଷଣା ପରେ ପୁଞ୍ଜି ବଜାରର ପ୍ରତିକ୍ରିୟା ଆଶ୍ଚର୍ଯ୍ୟ କରିଛି। ବଜେଟ ପ୍ରସ୍ତାବକୁ ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri