ବାଣିଜ୍ୟ

ଶେୟାର ବଜାରରେ ଗୋଟିଏ ଦିନରେ ବୁଡ଼ିଗଲା ୩ ଲକ୍ଷ ୪୬ ହଜାର କୋଟି: ଡିଡିଟି ହଟାଇବା ପଡ଼ିଲା ମହଙ୍ଗା

ମୁମ୍ବାଇ,୨।୨: ଚଳିତ ୨୦୨୦-୨୧ ବଜେଟ ଉପସ୍ଥାପନ ପରେ ଶେୟାର ବଜାରରେ ଗୋଟିଏ ଦିନରେ ୩ ଲକ୍ଷ ୪୬ ହଜାର କୋଟି ଟଙ୍କା ବୁଡ଼ି ଯାଇଛି। ଗତ ୧୦ ବର୍ଷ ମଧ୍ୟରେ ଶେୟାର ବଜାର ସର୍ବନିମ୍ନସ୍ତରରେ ପହଞ୍ଚିଛି। ଶନିବାର ଶେୟାର ବଜାର...

ବଜେଟ-୨୦୨୦: ବାଣିଜ୍ୟ-ଉଦ୍ୟୋଗ ପାଇଁ ୨୭,୩୦୦ କୋଟି

ଏପ୍ରିଲରୁ ସହଜ ଜିଏସ୍‌ଟି ରିଟର୍ନ ଦାଖଲ ବାଣିଜ୍ୟ ଓ ଉଦ୍ୟୋଗର ବିକାଶ ଏବଂ ପ୍ରୋତ୍ସାହନ ପାଇଁ ଚଳିତ ବଜେଟ୍‌ରେ ୨୭ ହଜାର ୩୦୦ କୋଟି ଟଙ୍କାର ବ୍ୟୟବରାଦ ରଖାଯାଇଛି। ଏଥିରେ କ୍ଷୁଦ୍ର ଓ ଅଣୁ ଉଦ୍ୟୋଗ ପାଇଁ ସହାୟକ ଋଣ...

ବଜେଟ-୨୦୨୦: ମହିଳା,ଶିଶୁ ବିକାଶକୁ ପ୍ରାଧାନ୍ୟ; ଝିଅଙ୍କ ବିବାହ ବୟସ ଧାର୍ଯ୍ୟ ଲାଗି ଟାସ୍କଫୋର୍ସ

ମହିଳାମାନଙ୍କ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ବାବଦରେ ସରକାର ବଜେଟରେ ୨୮,୬୦୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଥିଲେ, ସରକାରଙ୍କ ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନାକୁ ଉଲ୍ଲେଖନୀୟ ସଫଳତା ମିଳିଛି। ଏବେ ସବୁସ୍ତରର ଶିକ୍ଷାରେ...

କର ଦେବାରେ ହିଁ କରଦାତାଙ୍କ ଉନ୍ନତି

ଭାରତୀୟ ଅର୍ଥ ବ୍ୟବସ୍ଥା ମଜଭୁତ ପାଇଁ ସରକାର କିପରି ପ୍ରତିଶ୍ରୁତିବଦ୍ଧ ତାହା ଅର୍ଥମନ୍ତ୍ରୀ ସୀତାରାମନ ମହାକବି କାଳୀଦାସଙ୍କ ମହାକାବ୍ୟ ‘ରଘୁବଂଶମ୍‌’ର ପ୍ରଥମ ସର୍ଗର ୧୮ତମ ଶ୍ଳୋକକୁ ଉଦାହରଣ ଦେଇ ବୁଝାଇଥିଲେ। ଶ୍ଳୋକର ବାଖ୍ୟାକରି ଅର୍ଥମନ୍ତ୍ରୀ କହିଥିଲେ, ବର୍ଷା ରୂପରେ ହଜାରେ...

ବଜେଟ-୨୦୨୦: ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ

କେନ୍ଦ୍ର ସରକାର ଭିତ୍ତିଭୂମି ବିକାଶ ଉପରେ ବଜେଟରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଉଡ଼ାନ୍‌ ଯୋଜନାରେ ଦେଶରେ ଅଧିକ ୧୦୦ ବିମାନବନ୍ଦରର ବିକାଶ ୨୦୨୪ ସୁଦ୍ଧା କରାଯିବ ବୋଲି କହିଛନ୍ତି। ଆସନ୍ତା ଆର୍ଥିକବର୍ଷରେ ପରିବହନ ଭିତ୍ତିଭୂମିର ବିକାଶ...

ବଜେଟ-୨୦୨୦: ବ୍ୟକ୍ତିଗତ ଆୟକାରୀଙ୍କ ଉପରେ କ’ଣ ପ୍ରଭାବ ରହିବ?

ବଜେଟ-୨୦୨୦ ପ୍ରସ୍ତୁତ ସମୟରେ ୩ଟି ବିଷୟବସ୍ତୁ: ଉଚ୍ଚଶିକ୍ଷା ଭାରତ, ଅର୍ଥନୈତିକ ବିକାଶ ଓ ସେବା ମନୋଭାବ ଭାରତ ଯାହାକି ଏକ ସନ୍ତୁଳିତ ପ୍ରୟୋଗ। ନୂତନ ଆୟକର ସ୍ତରକୁ ନୂଆ ଭାବେ ପ୍ରସ୍ତୁତ କରାଯାଇଛି, ଯାହାକି ବ୍ୟକ୍ତିଗତ ସମୁଦାୟ ଆୟକର ଦେୟକୁ...

ବଜେଟ: କାହାକୁ ଫାଇଦା, କାହାର କ୍ଷତି

ନୂଆଦିଲ୍ଲୀ,୨ା୨: ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କହିଥିଲେ, ଲୋକଙ୍କ ଆୟ ବଢ଼ାଇବା, ସେମାନଙ୍କ କ୍ରୟଶକ୍ତି ବଢ଼ାଇବା ଏବଂ ଆର୍ଥିକ ମୂଳଦୁଆକୁ ମଜଭୂତ କରିବା ଓ ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣରେ ରଖିବା ଉପରେ ଜୋର ଦିଆଯାଇଛି। ଏହି ବଜେଟରୁ ପରିବହନ...

କ୍ରୀଡ଼ା ପାଇଁ ୨୮୨୬.୯୨ କୋଟି ଟଙ୍କା ବଜେଟ

ନୂଆଦିଲ୍ଲୀ, ୨ା୨ (ପି.ଟି.)-କେନ୍ଦ୍ର ସରକାର କ୍ରୀଡ଼ା ପାଇଁ ୨୮୨୬.୯୨ କୋଟି ଟଙ୍କା ବ୍ୟବସ୍ଥା କରିଛନ୍ତି। ଗତ ବର୍ଷ ତୁଳନାରେ ଏହା ୫୦ କୋଟି ଟଙ୍କା ଅଧିକ। ତୃଣମୂଳ ଏବଂ ଯୁବ ସ୍ତରରେ ଖେଳର ବିକାଶ ଲାଗି ଖେଲୋ ଇଣ୍ଡିଆ ଯୋଜନାରେ...

ଶେୟାର ବଜାରରେ ନୈରାଶ୍ୟ: ସେନସେକ୍ସ୍‌ ୭୮୦ ଅଙ୍କ ହ୍ରାସ; ମୋଦି ସରକାରଙ୍କ ୭ ବଜେଟରେ ୫ ଥର ସଙ୍କଟ

ମୁମ୍ବାଇ,୧।୨: ଚଳିତ ୨୦୨୦-୨୧ ବଜେଟ ଉପସ୍ଥାପନ ପରେ ଶେୟାର ବଜାରରେ ନୈରାଶ୍ୟ ଖେଳି ଯାଇଛି। ଫଳରେ ସେନସେକ୍ସ୍‌ ୭୮୦ ଅଙ୍କ ହ୍ରାସ ପାଇଛି। ଶେୟାର ବଜାର ୩୯,୩୯୦ସ୍ତରରେ ବନ୍ଦ ହୋଇଛି। ସେହିପରି ନିଫ୍ଟିରେ ୨୦୦ ଅଙ୍କ ହ୍ରାସ ପାଇଛି। ନିଫ୍ଟି...

ବଢିଲା ପ୍ରତିରକ୍ଷା ବଜେଟ

ନୂଆଦିଲ୍ଲୀ,୧।୨: ଗତବର୍ଷ ତୁଳନାରେ ଚଳିତ ବର୍ଷ ପ୍ରତିରକ୍ଷା ବଜେଟର ପରିମାଣକୁ ବୃଦ୍ଧି କରାଯାଇଛି। ଶନିବାର ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଦ୍ୱାରା ଉପସ୍ଥାପନ କରାଯାଇଥିବା ବଜେଟରେ ପ୍ରତିରକ୍ଷା ପାଇଁ ୧ଲକ୍ଷ ୧୦ ହଜାର ୭୩୪ କୋଟି ଟଙ୍କା ଅନୁମୋଦନ କରାଯାଇଛି।...

ଅଧିକ ସମୟ ବଜେଟ ଭାଷଣ ପଢ଼ି ରେକର୍ଡ କଲେ ସୀତାରମଣ

ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୭୩ ବର୍ଷର ରେକର୍ଡ ଭାଙ୍ଗିଛନ୍ତି। ସେ ଦୀର୍ଘ ୨ ଘଣ୍ଟା ୪୧ ମିନିଟ୍‌ର ବଜେଟ ଭାଷଣ ପଢ଼ି ଏହି ରେକର୍ଡ କରିଛନ୍ତି। ଗତ ୭୩ ବର୍ଷ ମଧ୍ୟରେ ସଂସଦରେ ୯୧...

କମିଲା ଆୟକର: ୫ରୁ ୭.୫ ଲକ୍ଷ ରୋଜଗାର ଉପରେ ଟିକସ ୧୦%

ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ ବଜେଟରେ ସରକାର ଆୟକର କମାଇ ଦେଇଛନ୍ତିି। ଏଣିକି ୫ ଲକ୍ଷରୁ ୭.୫ ଲକ୍ଷ ଆୟକରୁ ଥିବା ବ୍ୟକ୍ତି ବିଶେଷଙ୍କୁ ୧୦% ଟିକସ ଦେବାକୁ ପଡ଼ିବ। ପୂର୍ବରୁ ଏହା ୨୦% ଥିଲା। ତେବେ ୫ ଲକ୍ଷ ପର୍ଯ୍ୟନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri