ବାଣିଜ୍ୟ

ପରଟା ପରେ ଏବେ ପପ୍‌କର୍ଣ୍ଣ ଉପରେ ଲାଗିଲା ୧୮% ଜିଏସ୍‌ଟି

ନୂଆଦିଲ୍ଲୀ,୨୬।୬: କର୍ଣ୍ଣାଟକରେ ମାଲାବାର ପରଟା ଉପରେ ୧୮% ଜିଏସ୍‌ଟି ଲଗାଯାଇଥିଲା। ଏବେ ଗୁଜରାଟରେ ପପ୍‌କର୍ଣ୍ଣ ଉପରେ ୧୮% ଜିଏସ୍‌ଟି ନେଇ ବିଜ୍ଞପ୍ତି ଦିଆଯାଇଛି। ଏହାକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି। ପ୍ୟାକେଟ୍‌ ହୋଇ ବିକ୍ରି ହେଉଥିବା ପପ୍‌କର୍ଣ୍ଣ ଉପରେ…

ଟିକ୍‌ଟକ୍‌କୁ ଟକ୍କର ଦେବ ୟୁଟ୍ୟୁବ୍‌

ନୂଆଦିଲ୍ଲୀ,୨୬।୬: ଟିକ୍‌ଟକ୍‌ର ଲୋକପ୍ରିୟତାକୁ ଦେଖି ଅନ୍ୟ ବଡ କମ୍ପାନୀଗୁଡିକ ସମାନ ଧରଣର ଆପ୍‌ ଆଣିବାକୁ ଚେଷ୍ଟା କରୁଛନ୍ତି। ଉଭୟ ଫେସବୁକ୍‌ ଏବଂ ଇନଷ୍ଟାଗ୍ରାମ କ୍ରମାଗତ ଭାବରେ ଛୋଟ ଭିଡିଓ ପ୍ଲାଟଫର୍ମ ମାଧ୍ୟମରେ ଟିକଟକ୍‌ ସହିତ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚେଷ୍ଟା କରୁଛନ୍ତି। ଏବେ…

ଲଗାତାର ୨୦ ଦିନ ପାଇଁ ବଢ଼ିଲା ତେଲଦର

ନୂଆଦିଲ୍ଲୀ,୨୬।୬: କରୋନା ସଂକ୍ରମଣ ଜନିତ ସମସ୍ୟା ମଧ୍ୟରେ ଦେଶରେ କ୍ରମାଗତ ଭାବେ ତୈଳଦର ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଲଗାତାର ୨୦ ଦିନ ପାଇଁ ତେଲ ଦର ବଢ଼ିଛି। ପେଟ୍ରୋଲ ଲିଟର ପିଛା ୨୧ ପଇସା ବୃଦ୍ଧି ପାଇଛି। ସେହିଭଳି ଡିଜେଲ…

ମାନୁଫାକ୍‌ଚରିଂକୁ ଉତ୍ସାହିତ କରିବେ ସରକାର;ଅର୍ଥ ବ୍ୟବସ୍ଥାକୁ ଗତି ଦେବା ଲାଗି ପ୍ରୟାସ

ନୂଆଦିଲ୍ଲୀ,୨୬।୬ : କରୋନା ମହାମାରୀ ଯୋଗୁ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପଡିଛି। ଚଳିତ ବର୍ଷ ଭାରତର ଜିଡିପି ୪.୫% ଖସିଯିବ ବୋଲି ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି( ଆଇଏମ୍‌ଏଫ୍‌) ପୂର୍ବାନୁମାନ କରିଛି। ଅର୍ଥ ବ୍ୟବସ୍ଥାକୁ ଟ୍ରାକ୍‌କୁ ଆଣିବା ଲାଗି…

ନିଜେ ସ୍ଥାପନ କରିଥିବା ବ୍ୟାଙ୍କରେ ଜାଲିଆତି କରି ଫସିଲେ; ରାଣା କପୁରଙ୍କ ବିରୋଧରେ ସିବିଆଇ ଚାର୍ଜଶିଟ୍‌

ମୁମ୍ବାଇ,୨୬।୬ : ଋଣ ଠକେଇ ମାମଲାରେ ୟେସ୍‌ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁରଙ୍କ ବିରୋଧରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଗୁରୁବାର ଚାର୍ଜଶିଟ ଦାୟର କରିଛି। ଏହା ପୂର୍ବରୁ ଇଡି ମଧ୍ୟ ଉକ୍ତ ମାମଲାରେ ଚାର୍ଜଶିଟ୍‌ ଦାଖଲ କରିସାରିଛି। ମୁମ୍ବାଇର ସେସନ…

ଭାରତୀୟଙ୍କ ସୁଇସ୍‌ ବ୍ୟାଙ୍କ ଜମା ୬% ହ୍ରାସ

ଜୁରିକ,୨୬।୬ : ଭାରତୀୟ ବ୍ୟକ୍ତି ବିଶେଷ ଏବଂ କମ୍ପାନୀଙ୍କ ସୁଇସ୍‌ ବ୍ୟାଙ୍କ ଜମାରେ ୨୦୧୯ରେ ୬% ହ୍ରାସ ଦେଖାଯାଇଛି। ଏହି ସମୟରେ ଭାରତୀୟ ମାନେ ସୁଇସ ବ୍ୟାଙ୍କ ତଥା ଭାରତ ଭିତ୍ତିକ ସୁଇସ ବ୍ୟାଙ୍କଗୁଡିକରେ ୮୯୯ ନିୟୁତ ସୁଇସ ପ୍ରାଙ୍କ୍‌ସ ବା…

‘ଫେୟାର ଆଣ୍ଡ ଲଭ୍‌ଲି’ରୁ ହଟିବ ‘ଫେୟାର’; ଜାଣନ୍ତୁ କ’ଣ ରହିଛି କାରଣ

ନୂଆଦିଲ୍ଲୀ,୨୬।୬ : ଦେଶର ସର୍ବବୃହତ୍‌ କଞ୍ଜ୍ୟୁମର ପ୍ରଡକ୍ଟ ବ୍ରାଣ୍ଡ ହିନ୍ଦୁସ୍ଥାନ ୟୁନିଲିଭର ଲିମିଟେଡ୍‌(ଏଚ୍‌ୟୁଏଲ୍‌) ଏହାର ଲୋକପ୍ରିୟ ଫେୟାରନେସ କ୍ରିମ୍‌ ‘ଫେୟାର ଆଣ୍ଡ ଲଭ୍‌ଲି’ର ନାମକୁ ବଦଳାଇବ। ଏହି ପ୍ରଡକ୍ଟର ବ୍ରାଣ୍ଡ ନାମରୁ ଫେୟାର ଶବ୍ଦ ବ୍ୟବହାରକୁ କମ୍ପାନୀ ହଟାଇବ ବୋଲି ଜଣାପଡିଛି।…

୮୦ ଟପିଲା ଡିଜେଲ

ନୂଆଦିଲ୍ଲୀ,୨୫।୬: କୋଭିଡ୍‌-୧୯ ସଂକ୍ରମଣ ଜନିତ ସମସ୍ୟା ଦେଶର ସାଧାରଣ ଜନତାଙ୍କ ଅଣ୍ଟା ଭାଙ୍ଗି ଦେଇଛି। ଏହି ସମୟରେ କ୍ରମାଗତ ତୈଳ ଦର ବୃଦ୍ଧି ଗ୍ରାହକଙ୍କ ମୁଣ୍ଡରେ ଚଡକ ପକାଇଛି। ଗୁରୁବାର ତୈଳ ଦର ଡିଜେଲ ଲିଟର ପିଛା ୧୪ ପଇସା ଏବଂ…

୧୨ ଅଗଷ୍ଟ ପର୍ଯ୍ୟନ୍ତ ରେଗୁଲାର ଟ୍ରେନ ବାତିଲ

ନୂଆଦିଲ୍ଲୀ,୨୫।୬: କୋଭିଡ୍‌-୧୦ ସଂକ୍ରମଣ ଜନିତ ସମସ୍ୟା ସାଙ୍ଗକୁ କରୋନା କଟକଣା ପାଇଁ ଅଗଷ୍ଟ ୧୨ ପର୍ଯ୍ୟନ୍ତ ସମସ୍ତ ରେଗୁଲାର ଟ୍ରେନ ଚଳାଚଳ ବନ୍ଦ ରହିବ। ଏହି ଟ୍ରେନଗୁଡିକର ଟାଇମ ଟେବୁଲକୁ ପରିବର୍ତ୍ତନ କରାଯିବା ସହ ପାସେଞ୍ଜର, ଏକ୍ସପ୍ରେସ ଏବଂ ଯାତ୍ରୀବାହୀ ଓ…

ପିଏମ୍‌ କିଷାନ ଖାତାର ବାଲାନ୍ସ ଜାଣିବାର ସହଜ ଉପାୟ

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଦ୍ୱାରା କୃଷକମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି। ୨୦୧୯ରୁ ଆରମ୍ଭ ହୋଇଥିବା ଏହି ଯୋଜନାରେ କୃଷକମାନଙ୍କ ଖାତାକୁ ବର୍ଷକୁ ୬ହଜାର ଟଙ୍କା ପଠାଯାଉଛି। ଏହା ୨ହଜାର ଲେଖାଏ ତିନୋଟି…

ଟିକ୍‌ଟକ୍‌କୁ ଜୋରଦାର୍‌ ଟକ୍କର ଦେବ ଏହି ସ୍ବଦେଶୀ ଆପ୍‌

ନୂଆଦିଲ୍ଳୀ,୨୪।୬ : ଚାଇନାର ଭାରତ ବିରୋଧୀ କାର୍ଯ୍ୟକଳାପ ଏବଂ ୨୦ ଯବାନ ଶହୀଦ ହେବା ଘଟଣାକୁ ନେଇ ଦେଶ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଚାଇନା ସାମଗ୍ରୀର ବୟକଟ କରିବା ନେଇ ସାରା ଦେଶରେ କ୍ୟାମ୍ପେନ ହେଉଥିବା ଦେଖାଯାଇଛି। ଏପଟେ…

ହିନ୍ଦୁଜା ପରିବାରରେ ସମ୍ପତ୍ତି ବିବାଦ; କ’ଣ ରହିଛି କାରଣ

ନୂଆଦିଲ୍ଲୀ,୨୫।୬ : ବ୍ରିଟେନର ହିନ୍ଦୁଜା ଗ୍ରୁପ୍‌ର ଜଡ଼ିତ ଭାଇଙ୍କ ମଧ୍ୟରେ ସମ୍ପତ୍ତି ବିବାଦ ଦେଖାଯାଇଛି। ଏହି ବିବାଦ ବର୍ତ୍ତମାନ ବ୍ରିଟେନର ଉଚ୍ଚ ନ୍ୟାୟାଳୟରେ ପହଞ୍ଚିଥିବା ଜଣାପଡ଼ିଛି। ଏହି ପରିବାର ବ୍ରିଟେନର ବିଲିୟନେୟାରଙ୍କ ତାଲିକାରେ ରହିଛି। ପରିବାରର ସଂରକ୍ଷକ କୁହାଯାଉଥିବା ୮୪ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?