ଆଜିଠାରୁ ବ୍ୟାଙ୍କ ଧର୍ମଘଟ
ଭୁବନେଶ୍ୱର,୩୧-୧: ଇଣ୍ଡିଆନ୍ ବ୍ୟାଙ୍କ ଆସୋସିଏଶନ (ଆଇବିଏ) ଦେଇଥିବା କର୍ମଚାରୀଙ୍କ ଲାଗି ୧୫% ବେତନ ବୃଦ୍ଧି ପ୍ରସ୍ତାବକୁ ବ୍ୟାଙ୍କ ସଂଘ ଅଗ୍ରାହ୍ୟ କରି ଦେଇଛନ୍ତି। ଫଳରେ ବ୍ୟାଙ୍କ କର୍ମଚାରୀମାନେ ୨ ଦିିନିଆ ଧର୍ମଘଟରେ ସାମିଲ ହେବେ ବୋଲି ଜଣାପଡିଛି। ବେତନ ସଂଶୋଧନକୁ...
ଆଜିଠାରୁ ୪ ଦିନ ବନ୍ଦ ରହିବ ବ୍ୟାଙ୍କ
ଭୁବନେଶ୍ୱର,୩୦-୧: ଗୁରୁବାରଠାରୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ୪ ଦିନ ବନ୍ଦ ରହିବ। ଗୁରୁବାର ସରସ୍ବତୀ ପୂଜା ଯୋଗୁ ବ୍ୟାଙ୍କ ଛୁଟି ରହିବ। ସେହିଭଳି ଶୁକ୍ରବାର ଏବଂ ଶନିବାର ବ୍ୟାଙ୍କଗୁଡିକର ମଳିତ ସଂଘ ପକ୍ଷରୁ ଦୁଇ ଦିନ ଦେଶ ବ୍ୟାପି ଧର୍ମଘଟ ଡାକରା...
୩୧ରୁ ବ୍ୟାଙ୍କ ଧର୍ମଘଟ
ଭୁବନେଶ୍ୱର,୩୦-୧: ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ(ୟୁଏଫ୍ବିୟୁ) ପକ୍ଷରୁ ଚଳିତ ମାସ ୩୧ (ଶୁକ୍ରବାର) ଏବଂ ୧ ଫେବୃୟାରୀ( ଶନିବାର) ୨ ଦିନିଆ ଦେଶ ବ୍ୟାପି ଧର୍ମଘଟ ଡାକରା ଦିଆଯାଇଛି। ଏହି ଦିନଗୁଡିକରେ ଦେଶର ୧୦ ଲକ୍ଷ ବ୍ୟାଙ୍କ କର୍ମଚାରୀ...
ରତନ ଟାଟାଙ୍କ ପାଦ ଛୁଇଁଲେ ନାରାୟଣ ମୂର୍ତ୍ତି
ନୂଆଦିଲ୍ଲୀ,୨୯।୧: ଟାଟା ଗ୍ରୁପର ପୂର୍ବତନ ଚେୟାରମ୍ୟାନ ରତନ ଟାଟା ଭାରତର ପ୍ରତିଷ୍ଠିତ କୋଟିପତି ବ୍ୟବସାୟୀଙ୍କ ମଧ୍ୟରୁ ଅନ୍ୟତମ। ନିକଟରେ ତାଙ୍କୁ ଟାଇକୋନ ପକ୍ଷରୁ ଲାଇଫ୍ଟାଇମ୍ ଆଚିଭ୍ମେଣ୍ଟ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଏହି ପୁରସ୍କାର ସମାରୋହରେ ଅନ୍ୟତମ ପ୍ରତିଷ୍ଠିତ ବ୍ୟବସାୟୀ ତଥା...
ପୁଣି ଲାଗୁ ହେଉ ସମ୍ପତ୍ତି ଟିକସ: ଅଭିଜିତ ବାନାର୍ଜୀ
ନୂଆଦିଲ୍ଲୀ, ୨୯- ୧ : ବର୍ତ୍ତମାନ ଲୋକଙ୍କ ମଧ୍ୟରେ ରହିଥିବା ଅସମାନତାକୁ ବିଚାର କରି ଭାରତ ଆଗାମୀ ସାଧାରଣ ବଜେଟରେ ସମ୍ପତ୍ତି ଟିକସ ଲାଗୁ କରିବାର ଆବଶ୍ୟକତା ରହିଥିବା ନୋବେଲ ବିଜେତା ଅର୍ଥନୀତିଜ୍ଞ ଅଭିଜୀତ ବାନାର୍ଜୀ କହିଛନ୍ତି। ଏହା ସହ...
ଏୟାର ଇଣ୍ଡିଆ ଘରୋଇକରଣ ଲାଗି ସଜବାଜ
ନୂଆଦିଲ୍ଳୀ,୨୮-୧: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଘରୋଇକରଣ ଲାଗି ସରକାର ପ୍ରଥମଥର ପ୍ରଚେଷ୍ଠାରେ ବିଫଳ ହେବା ପରେ ପୁଣି ଥରେ ଏନେଇ ମନ ବଳାଇଛନ୍ତି। ଏଥିଲାଗି ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ରହିଛି। ଦୁଇ ବର୍ଷ ମଧ୍ୟରେ ସରକାର...
୯୦,୩୯୫ କୋଟି ଋଣ ପ୍ରଦାନର ସମ୍ଭାବନା
ଭୁବନେଶ୍ୱର,୨୮-୧: ବର୍ଷ ୨୦୨୦-୨୧ ଲାଗି ରାଜ୍ୟର ଅଗ୍ରାଧିକାର କ୍ଷେତ୍ରଗୁଡିକୁ ପ୍ରାୟ ୯୦,୩୯୫ କୋଟି ଟଙ୍କାର ଋଣ ଯୋଗାଣ ନେଇ ସମ୍ଭାବନା ରହିଛି। ବ୍ୟାଙ୍କଗୁଡିକ ଏ ଦିଗରେ ନିଜର ଯୋଗଦାନ ରଖି ପାରିବେ। ଜାତୀୟ କୃଷି ତଥା ଗ୍ରାମୀଣ ବିକାଶ ବ୍ୟାଙ୍କ...
କରୋନା ଯୋଗୁ ପୃଥିବୀ ଅର୍ଥନୀତି ଦୋହଲିଯିବା ଆଶଙ୍କା !
ନୂଆଦିଲ୍ଲୀ, ୨୬।୧: ସମ୍ପ୍ରତି ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ୧୧ଟି ଅନ୍ୟ ଦେଶକୁ ବ୍ୟାପିଛି। ଇତିମଧ୍ୟରେ ଏହାଯୋଗୁ ୫୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୬ ଶହ ଜଣ ଆକ୍ରାନ୍ତ ହୋଇଛନ୍ତି। ଏହା ଦ୍ୱାରା ପୃଥିବୀର ଅର୍ଥନୀତି ଦୋହଲିଯିବାର ଆଶଙ୍କା...
ପାନ୍ , ଆଧାର ତଥ୍ୟ ନ ଦେଲେ କଟିବ ୨୦% ଟିଡିଏସ୍
ନୂଆଦିଲ୍ଳୀ,୨୬-୧: ଟାକ୍ସ ଡିଡକ୍ସନ ଆଟ୍ ସୋର୍ସ (ଟିଡିଏସ୍) ନିୟମରେ ସରକାର ପରିବର୍ତ୍ତନ କରିଛନ୍ତି। ନୂଆ ନିୟମ ମୁତାବକ କୌଣସି କର୍ମଚାରୀଙ୍କ ବେତନ ଟିଡିଏସ୍ କଟିବା ଯୋଗ୍ୟ ହୋଇଥିଲେ, ସେ ପାନ୍ ବା ଆଧାର ତଥ୍ୟ ଦେବା ବାଧ୍ୟତାମୂଳକ କରାଯାଇଛି। କର୍ମଚାରୀ...
ଉଲ୍ଲେଖନୀୟ ପ୍ରଦର୍ଶନ ଧାରା ଜାରି ରଖିଛି ପୂର୍ବତଟ ରେଳପଥ
ଭୁବନେଶ୍ୱର,୨୬-୧ : ୭୧ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ପୂର୍ବତଟ ରେଳପଥ ପରିବାର ଏବଂ ଅଂଶୀଦାରଙ୍କୁ ଅଭିନନ୍ଦନ। ଏଭଳି ଏକ ପବିତ୍ର ଦିବସରେ ଭାରତର ପ୍ରଗତିକୁ ଆଗେଇ ନେବା ଲାଗି ଆମର ଉଦ୍ୟମକୁ ନିରବଛିନ୍ନ ଭାବେ ଚଳାଇ ରଖିବା ନିମନ୍ତେ...
ଏସ୍ବିଆଇ କେନ୍ଦ୍ରୀୟ ବୋର୍ଡକୁ ମନୋନୀତ ହେଲେ ଦେବାଶିଷ ପଣ୍ଡା
ନୂଆଦିଲ୍ଳୀ,୨୬-୧: କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଆର୍ଥତ୍କ ସେବା ବିଭାଗର ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟରତ ଓଡ଼ିଆ ଅଧିକାରୀ ଦେବାଶିଷ ପଣ୍ଡାଙ୍କୁ ସରକାର ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସ୍ବିଆଇ) କେନ୍ଦ୍ରୀୟ ବୋର୍ଡକୁ ମନୋନୀତ କରିଛନ୍ତି। କେନ୍ଦ୍ରୀୟ ବୋର୍ଡରେ ସେ ନିର୍ଦ୍ଦେଶକ...
ଅଧିକ ଢାଞ୍ଚାଗତ ସଂସ୍କାର ଲୋଡା: ଶକ୍ତିକାନ୍ତ ଦାସ
ମୁମ୍ବାଇ,୨୫-୧: ଆର୍ଥତ୍କ ବର୍ଷ ୨୦୨୦-୨୧ ଲାଗି ସାଧାରଣ ବଜେଟ ଆସିବାକୁ ଆଉ ଗୋଟିଏ ସପ୍ତାହ ବାକି ରହିଛି। ଦେଶର ଜିଡିପି ଅଭିବୃଦ୍ଧିକୁ ବଢାଇବା ଲାଗି ଅଧିକ ଢାଞ୍ଚାଗତ ସଂସ୍କାର ଲୋଡା। ଏହା ହେଲେ ଚାହିଦା ବୃଦ୍ଧିରେ ସହାୟକ ହେବ। କେବଳ...
Archives


