ଶୀଘ୍ର ଅଭିବୃଦ୍ଧି ପଥକୁ ଫେରିବ ଭାରତ
ଡାଭୋସ,୨୫-୧ : ମାନ୍ଦାବସ୍ଥା ଦେଇ ଗତି କରୁଥିବା ଭାରତୀୟ ଅର୍ଥ ବ୍ୟବସ୍ଥା ଲାଗି ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍ଏଫ୍) ଶୁକ୍ରବାର ଆଶ୍ୱସ୍ତି ଭରା ଖବର ଆଣିଛି। ଭାରତରେ ଲାଗି ରହିଥିବା ମାନ୍ଦାବସ୍ଥା ଅସ୍ଥାୟୀ। ଶୀଘ୍ର ଘରୋଇ ଅର୍ଥ ବ୍ୟବସ୍ଥା ଅଭିବୃଦ୍ଧି ପଥକୁ...
୧ କୋଟି ମର୍ଚ୍ଚାଣ୍ଟଙ୍କ ନିକଟରେ ପହଞ୍ଚିବ ମାଷ୍ଟରକାର୍ଡ
ଭୁବନେଶ୍ୱର,୨୫-୧: ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହନ ପୂର୍ବକ ପ୍ରମୁଖ କମ୍ପାନୀ ମାଷ୍ଟର କାର୍ଡ ସାରା ଦେଶରେ କ୍ୟାଶଲେସ ଇଣ୍ଡିଆ ଅଭିଯାନ ଆରମ୍ଭ କରିଛି। ଏହା ଦ୍ୱାରା କମ୍ପାନୀ ଚଳିତ ବର୍ଷ ଶେଷ ସୁଦ୍ଧା ୧ କୋଟି ମର୍ଚ୍ଚାଣ୍ଟଙ୍କ ନିକଟରେ ପହଞ୍ଚିବାକୁ ଲକ୍ଷ୍ୟ...
ଧର୍ମଘଟ ଯୋଗୁ ପ୍ରଭାବିତ ହୋଇପାରେ ବ୍ୟାଙ୍କ କାରବାର
ମୁମ୍ବାଇ,୨୫-୧: ୩୧ ଜାନୁୟାରୀଠାରୁ ଆରମ୍ଭ ହେଉଥିବା ୨ ଦିନିଆ ଦେଶ ବ୍ୟାପି ବ୍ୟାଙ୍କ ଧର୍ମଘଟ ଯୋଗୁ ବ୍ୟାଙ୍କିଙ୍ଗ କାରବାର ପ୍ରଭାବିତ ହେବାର ଆଶଙ୍କା ଉପୁଜିଛି। ଏହି ସମୟରେ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇପାରେ ବୋଲି ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ...
୧୦% କମିପାରେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ
ନୂଆଦିଲ୍ଲୀ,୨୫-୧: ଚଳିତ ଆର୍ଥତ୍କ ବର୍ଷରେ ପ୍ରତ୍ୟକ୍ଷ ଟିକସ ବାବଦ ସଂଗ୍ରହ ୧୦% କମିପାରେ। ଦେଶର କର୍ପୋରେଟ ଏବଂ ଆୟକର ସଂଗ୍ରହ ଗତ ୨ ଦଶନ୍ଧି ମଧ୍ୟରେ ପ୍ରଥମ ଥର ଲାଗି କମିପାରେ ବୋଲି ରୟଟର୍ସକୁ ପ୍ରାୟ ୧୨ ଟିକସ ଅଧିକାରୀ...
ଟାଟା-ମିସ୍ତ୍ରି ମାମଲା: ଏନ୍ସିଏଲ୍ଏଟିଙ୍କ ଆଉ ଏକ ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ
ନୂଆଦିଲ୍ଲୀ,୨୫-୧: ଟାଟା ସନ୍ସ ଏବଂ ସାଇରସ ମିସ୍ତ୍ରି କର୍ପୋରେଟ ବିବାଦ ମାମଲାରେ ସୁପ୍ରିମକୋର୍ଟ ନ୍ୟାଶନାଲ କମ୍ପାନୀ ଆଇନ ଆପିଲେଟ ଟ୍ରିବ୍ୟୁନାଲ (ଏନ୍ସିଏଲ୍ଏଟି) ଦେଇଥିବା ଆଉ ଏକ ରାୟ ଉପରେ ଶୁକ୍ରବାର ରହିତାଦେଶ ଦେଇଛନ୍ତି। ଏହି ମାମଲାରେ ପ୍ରଥମେ ଏନ୍ସିଏଲ୍ଏଟି...
ରିୟଲ ଇଷ୍ଟେଟରେ ବଢୁ ଟିକସ ରିହାତି
ନୂଆଦିଲ୍ଲୀ,୨୪-୧: ଦେଶର ରିୟଲ ଇଷ୍ଟେଟ କ୍ଷେତ୍ର ବର୍ତ୍ତମାନ ବିଭିନ୍ନ ସମସ୍ୟା ସହ ଜୁଝୁ ଥିବା ବେଳେ ଏହି କ୍ଷେତ୍ରରେ ଚାହିଦା ବଢାଇବା ଲାଗି ଶିଳ୍ପ ସଂଘ କନ୍ଫେଡେରେଶନ ଅଫ୍ ଇଣ୍ଡିଆନ ଇଣ୍ଡଷ୍ଟ୍ରିଜ(ସିଆଇଆଇ) ସରକାରଙ୍କୁ ବିଭିନ୍ନ ପରାମର୍ଶ ଦେଇଛି। ସିଆଇଆଇ କହିଛି...
ଦ୍ୱିତୀୟ ପର୍ଯ୍ୟାୟ ୟୁଏସ୍-ଚାଇନା ବାଣିଜ୍ୟ ଚୁକ୍ତି ଶୀଘ୍ର
ଡାଭୋସ,୨୨-୧: ଦୀର୍ଘ ୧୯ ମାସର ବାଣିଜ୍ୟ ଯୁଦ୍ଧକୁ ଅନ୍ତ କରିବା ଲାଗି ଆମେରିକା ଏବଂ ଚାଇନା ପ୍ରଥମ ପର୍ଯ୍ୟାୟ ବାଣିଜ୍ୟ ଚୁକ୍ତିରେ ସାମିଲ ହୋଇଛନ୍ତି। ଦୁଇ ଦେଶ ଶୀଘ୍ର ଦ୍ୱିତୀୟ ପର୍ଯ୍ୟାୟ ବାଣିଜ୍ୟ ଚୁକ୍ତିରେ ସାମିଲ ହେବେ ବୋଲି ଆମେରିକା...
ବିଶ୍ୱ ସ୍ତରରେ ବଢିବେ ୨୫ ଲକ୍ଷ ବେକାରୀ
ଜାତିସଂଘ,୨୨-୧: ସାରା ବିଶ୍ୱରେ ବେକାରୀ ସମସ୍ୟା ଏବେ ଉତ୍କଟ ହେଉଛି। ୨୦୨୦ରେ ବେକାରୀ ହାର ବଢିବା ସହ ଏହି ସଂଖ୍ୟାରେ ଆଉ ୨୫ ଲକ୍ଷ ବେକରୀ ଯୋଡି ହେବେ। ସେହିଭଳି ପର୍ଯ୍ୟାପ୍ତ କାମ ନ ଥିବା ଯୋଗୁ ପ୍ରାୟ ୫୦...
ପୁଣି ଆରମ୍ଭ ହେବ ଅନୁଗୋଳ ଆଲୁମିନିୟମ ପାର୍କ ଭିତ୍ତିଭୂମି କାର୍ଯ୍ୟ
ଭୁବନେଶ୍ୱର,୨୨-୧: ଅନୁଗୋଳରେ ସ୍ଥାପନ ହେବାକୁ ଥିବା ଆଲୁମିନିୟମ ପାର୍କର ଭିତ୍ତିଭୂମି କାର୍ଯ୍ୟ ପୁଣି ଆରମ୍ଭ ହେବ। ଏଥି ଲାଗି କେନ୍ଦ୍ର ସରକାର ସମ୍ମତି ଜଣାଇଥିବା କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ସୂଚନା ଦେଇଛନ୍ତି। ପ୍ରକଳ୍ପକୁ ପୁଣି ଥରେ...
୧% ଅତିଧନୀଙ୍କ ପାଖରେ ସିଂହ ଭାଗ ସମ୍ପତ୍ତିି
ଡାଭୋସ,୨୧-୧: ଭାରତର ୧% ଅତିଧନୀ ବ୍ୟକ୍ତି ବିଶେଷଙ୍କ ନିକଟରେ ଦେଶର ମୋଟ ସମ୍ପତ୍ତିର ସିଂହ ଭାଗ ଅଂଶ ରହିଛି। ଏମାନଙ୍କ ପାଖରେ ଦେଶର ୭୦% ଜନସଂଖ୍ୟାଙ୍କ ମୋଟ ସମ୍ପତ୍ତିର ୪ଗୁଣରୁ ଅଧିକ ସମ୍ପତ୍ତି ଥିବା ଜଣାପଡିଛି। ସେହିଭଳି ଭାରତୀୟ ବିଲିୟନେୟାରଙ୍କ...
ବଜେଟ ଦସ୍ତାବିଜ ପ୍ରିଣ୍ଟିଂ ପ୍ରକ୍ରିୟା ଆରମ୍ଭ
ନୂଆଦିଲ୍ଲୀ,୨୧-୧: ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ପାରମ୍ପରିକ ହାଲୁଆ ସେରିମନି ଅନୁଷ୍ଠିତ ହୋଇଯାଇଛି। ଏହା ସହ ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ବଜେଟ ଦସ୍ତାବିଜ ପ୍ରିଣ୍ଟିଂ ପ୍ରକ୍ରିୟା ମଧ୍ୟ ଶୁଭାରମ୍ଭ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ, ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ...
୩ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ନୂଆ ସିଇଓ
ନୂଆଦିଲ୍ଲୀ,୨୧-୧: ସରକାର ୩ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ନୂଆ ପରିଚାଳନା ନିର୍ଦ୍ଦେଶକ(ଏମ୍ଡି) ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ନିଯୁକ୍ତ ହୋଇଛନ୍ତି। ଏହି ବ୍ୟାଙ୍କଗୁଡିକ ମଧ୍ୟରେ ବ୍ୟାଙ୍କ ଅଫ ବରୋଦା (ବିଓବି), ବ୍ୟାଙ୍କ ଅଫ୍ ଇଣ୍ଡିଆ (ବିଓଆଇ)ଏବଂ କାନାରା ବ୍ୟାଙ୍କ ରହିଛି।...
Archives


