ଦେଶବ୍ୟାପୀ UPI ଡାଉନ୍: ପେମେଣ୍ଟ କରିବାକୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ୟୁଜର
ନୂଆଦିଲ୍ଲୀ,୨।୪: UPI ସର୍ଭର ଡାଉନ ହେବାରୁ ଦେଶବ୍ୟାପୀ ଅନଲାଇନ୍ ପେମେଣ୍ଟ କରିବାରେ ୟୁଜରମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗୁଗୁଲ୍ ପେ, ପେଟିଏମ୍ ଏବଂ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଭଳି ପ୍ରମୁଖ ପ୍ଲାଟଫର୍ମ ସମସ୍ୟା ଦେଇ ଗତି କରୁଛନ୍ତି। ରିପୋର୍ଟ…
ମହିଳାଙ୍କର ଏହି ଯୋଜନାର ଡେଡ୍ଲାଇନକୁ ବଢାଇଲେ ସରକାର?
ନୂଆଦିଲ୍ଲୀ,୨।୪: ମହିଳା ସଶକ୍ତିକରଣକୁ ପ୍ରୋତ୍ସାହିତ କରିବା ପାଇଁ ସରକାରଙ୍କ ଦ୍ୱାରା ସୃଷ୍ଟି କରାଯାଇଥିବା ସରକାରୀ ଯୋଜନା ‘ମହିଳା ସମ୍ମାନ ସଞ୍ଚୟ ପ୍ରମାଣପତ୍ର’କୁ 31 ମାର୍ଚ୍ଚ, 2025 ଠାରୁ ଆନୁଷ୍ଠାନିକ ଭାବରେ ବନ୍ଦ କରିଦିଆଯାଇଛି। ଏହାର ଅର୍ଥ ହେଉଛି ଏହି ଯୋଜନା ଅଧୀନରେ…
କିଏ ସେହି ପୁନମ ଗୁପ୍ତା, ଯିଏ ଥିଲେ ମୋଦିଙ୍କ ଅର୍ଥନୈତିକ ପରାମର୍ଶଦାତା, ଏବେ ହେବେ RBIର ଡେପୁଟି ଗଭର୍ନର
ନୂଆଦିଲ୍ଲୀ,୨।୪: RBIର ଡେପୁଟି ଗଭର୍ନର ହେବାକୁ ଯାଉଛନ୍ତି ଜଣେ ମହିଳା। ନ୍ୟାଶନାଲ କାଉନସିଲ ଅଫ ଆପ୍ଲାଏଡ ଇକୋନୋମିକ ରିସର୍ଚ୍ଚ (NCAER)ର ମହାନିର୍ଦ୍ଦେଶକ ପୁନମ ଗୁପ୍ତା ଡେପୁଟି ଗଭର୍ନର ଭାବେ ନିଯୁକ୍ତି ହୋଇଛନ୍ତି। ତାଙ୍କୁ ତିନି ବର୍ଷ ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ…
Ghibli Style Artରୁ କେମିତି କମାଇବେ ଟଙ୍କା, ଟ୍ରିକ୍ ଜାଣି ନିଅନ୍ତୁ ଲାଭରେ ରହିବେ…
ଟ୍ରେଣ୍ଡରେ Ghibli Style Art। ସମସ୍ତେ ଏହି ଟ୍ରେଣ୍ଡ ଫଲୋ କରୁଛନ୍ତି। ସୋସିଆଲ ମିଡିଆରେ ଏହଭିଳି ଅନେକ ଫଟୋ ଘୂରି ବୁଲୁଛି। କିନ୍ତୁ ଆପଣ କ’ଣ ଜାଣନ୍ତି ଯେ ଆପଣ ଏଥିରୁ ଟଙ୍କା ମଧ୍ୟ ରୋଜଗାର କରିପାରିବେ? ଏଥିପାଇଁ ବେଶୀ କିଛି…
ଜିଓର ଅସୀମିତ କ୍ରିକେଟ ଅଫର
ମୁମ୍ବାଇ,୨।୪: ରିଲାଏନ୍ସ ଜିଓର ବହୁ ପ୍ରତୀକ୍ଷିତ ତଥା ସ୍ବତନ୍ତ୍ର ଅସୀମିତ କ୍ରିକେଟ ଅଫରର ଅବଧିକୁ ୨୦୨୫ ଏପ୍ରିଲ ୧୫ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ପୂର୍ବରୁ ଏହି ଅଫର ୨୦୨୫ ମାର୍ଚ୍ଚ ୩୧ରେ ଶେଷ ହେବାକୁ ଯାଉଥିଲା। ଏହି ଅଫର ଅଧୀନରେ ୨୯୯…
ବ୍ୟବସାୟିକ ଆହ୍ବାନ: ଧୈର୍ଯ୍ୟ ଶ୍ରେଷ୍ଠ ଉପାୟ
ଭାରତର ଗାର୍ମେଣ୍ଟ ଶିଳ୍ପରେ ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ଏସ୍ ସ୍କୋୟାର ମାର୍କେଟିଂ ପ୍ରାଇଭେଟ୍ ଲିମିଟେଡ୍ ଏକ ଅଗ୍ରଣୀ ଅନୁଷ୍ଠାନ ଭାବେ ପରିଚିତ। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରରେ ଏହାର ପରିଚାଳନା ନିର୍ଦ୍ଦେଶକ ଶ୍ୟାମସୁନ୍ଦର ସନ୍ଥୋଲିଆ ୧୯୬୧ରେ ଜନ୍ମ ଗ୍ରହଣ କରିଥିଲେ। ଶୈଶବ ସେଠାରେ କଟିଥିଲେ…
ହୁ ହୁ ହୋଇ ବଢୁଛି ସୁନା ଦର: ୯୪ ହଜାର ଟପିଲା
ନୂଆଦିଲ୍ଲୀ,୨ା୪(ପି.ଟି.):ସୁନା ଦର ମଙ୍ଗଳବାର ୨,୦୦୦ ଟଙ୍କା ବୃଦ୍ଧି ପାଇ ଦିଲ୍ଲୀରେ ୧୦ ଗ୍ରାମ ପ୍ରତି ମୂଲ୍ୟ ସର୍ବାଧିକ ୯୪,୧୫୦ ଟଙ୍କାରେ ପହଞ୍ଚତ୍ଛି। ଷ୍ଟକିଷ୍ଟ ଏବଂ ଜୁଏଲର୍ସ ଲଗାତର ଭାବେ ସୁନା କିଣୁଛନ୍ତି। ଅନ୍ତର୍ଜାତୀୟ ବଜାରରେ ସୁନା ଦର ଅଧିକ ରହିଛି। ଏଥିସହ…
୨୫୦୦କୋଟି ଟଙ୍କାରେ Drishti IASକୁ ବିକ୍ରି କରିବେ ବିକାଶ ଦିବ୍ୟକୀର୍ତ୍ତି, ଜାଣନ୍ତୁ କାହାକୁ…
ନୂଆଦିଲ୍ଲୀ,୧।୪: ଭାରତୀୟ ଶିକ୍ଷା ଏବଂ ପ୍ରେରଣା ଜଗତରେ ଏକ ବଡ଼ ନାମ ଅର୍ଜନ କରିଥିବା ବିକାଶ ଦିବ୍ୟକୀର୍ତ୍ତି ଏବେ ତାଙ୍କର ସମ୍ପୂର୍ଣ୍ଣ ବ୍ୟବସାୟକୁ ବିକ୍ରି କରିବାକୁ ଯାଉଛନ୍ତି। ଅନ୍ୟ ଏକ ଏଡଟେକ କମ୍ପାନୀର ପ୍ରତିଷ୍ଠାତା ତାଙ୍କ ବ୍ୟବସାୟ କିଣିବା ପାଇଁ ବିଶେଷ…
ଆଜିଠୁ ଲାଗୁ ହେଲା ନୂଆ ପେନସନ ନିୟମ, ଏମାନଙ୍କୁ ମିଳିବନି ଲାଭ
ନୂଆଦିଲ୍ଲୀ,୧।୪: ଯଦି ଆପଣ ସରକାରୀ ଚାକିରି କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଉପଯୋଗୀ, କାରଣ କେନ୍ଦ୍ର ସରକାରଙ୍କ ୟୁନିଫାଏଡ ପେନସନ ଯୋଜନା (UPS) ୧ ଏପ୍ରିଲରୁ ଲାଗୁ ହୋଇଛି। କିନ୍ତୁ ପ୍ରଶ୍ନ ହେଉଛି ଏହି ପେନସନର ଲାଭ କିଏ…
ହ୍ବାଟସଆପ୍ ଷ୍ଟାଟସ୍ରେ ଗୀତ ରଖିବାକୁ ଚାହୁଁଛନ୍ତି କି? ଏମିତି କରନ୍ତୁ ଷ୍ଟେପ୍ ବାଏ ଷ୍ଟେପ୍
ଯଦି ଆପଣ ଇନଷ୍ଟାଗ୍ରାମ ପରି ହ୍ବାଟସଆପରେ ଗୀତର ଷ୍ଟାଟସ ରଖିବାକୁ ଚାହୁଁଛନ୍ତି, ତେବେ ଆପଣାନ୍ତୁ ଏହି ଟ୍ରିକ୍। ହ୍ବାଟସଆପ ତାର ବ୍ୟବହାରକାରୀଙ୍କ ପାଇଁ ଏକ ନୂତନ ଫିଚର ଲଞ୍ଚ କରିଛି। ଯେଉଁଥିରେ ଆପଣ ଆପଣଙ୍କର ପସନ୍ଦର ଯେକୌଣସି ଗୀତକୁ ଷ୍ଟାଟସରେ ରଖିପାରିବେ।…
Jio ନା BSNL, ୧୦୦ଟଙ୍କାରେ କିଏ ଦେଉଛି 5 GB ମାଗଣା ଡାଟା, କେଉଁଟା ଫାଇଦା
ଜିଓରେ ୧୦୦ ଟଙ୍କା ଏବଂ ବିଏସଏନଏଲରେ ୧୦୭ ଟଙ୍କା ରିଚାର୍ଜ ପ୍ଲାନ ଅଛି। ଜିଓର ୧୦୦ ଟଙ୍କା ରିଚାର୍ଜ ଯୋଜନାରେ ଗ୍ରାହକମାନଙ୍କୁ ଏକ ସ୍ବତନ୍ତ୍ର ଅଫର ଦିଆଯାଉଛି। ଏହି ଯୋଜନା ସହିତ, ଲୋକମାନେ Jio Hotstar ର ସବସ୍କ୍ରିପସନ ମଧ୍ୟ ପାଉଛନ୍ତି।…
Moody’s Report: ବିଶ୍ୱରେ ମୋଦିଙ୍କ ଜଲଓ୍ବା, G-20 ଦେଶମାନଙ୍କ ମଧ୍ୟରେ ଭାରତର ଅଭିବୃଦ୍ଧି ହାର ସବୁଠୁ ଦ୍ରୁତ
ନୂଆଦିଲ୍ଲୀ,୧।୪: ୨୦୨୪-୨୫ ବର୍ଷରେ ଭାରତର ଅର୍ଥନୀତି ୬.୫ ପ୍ରତିଶତ ହାରରେ ଅଭିବୃଦ୍ଧି ପାଇବ, ଯାହା G-୨୦ର ବିକଶିତ ଏବଂ ଉଦୀୟମାନ ଦେଶମାନଙ୍କ ମଧ୍ୟରେ ସର୍ବାଧିକ ହେବ ବୋଲି ରେଟିଂ ଏଜେନ୍ସି ମୁଡିଜ(Moody’s) ମଙ୍ଗଳବାର କହିଛି। RBI ଦ୍ୱାରା ଟିକସ ଛାଡ଼ ଏବଂ…
Archives


