ବାଣିଜ୍ୟ

ନୂଆ ଏମ୍‌ଡିଙ୍କୁ ନିଯୁକ୍ତି ଦେବ ରିଲାଏନ୍ସ

  ନୂଆଦିଲ୍ଲୀ,୧୪-୧: ବଜାର ନିୟନ୍ତ୍ରକ ସେବିର ଆଦେଶ ପରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ନୂଆ ଏମ୍‌ଡିଙ୍କୁ ନିଯୁକ୍ତି ଦେବ ବୋଲି ଜଣାପଡିଛି। ଗୋଟିଏ କମ୍ପାନୀର ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ଏବଂ ଅଧ୍ୟକ୍ଷ ପଦବୀରେ ଜଣେ ବ୍ୟକ୍ତି ରହିପାରିବେ ନାହିଁ ବୋଲି ସେବି ନିର୍ଦ୍ଦେଶରେ...

୫୬ କର୍ମଚାରୀଙ୍କୁ ଛଟେଇ କଲା ଓ୍ବାଲ୍‌ମାର୍ଟ

ନୂଆଦିଲ୍ଲୀ,୧୪-୧: ବିଶ୍ୱର ସର୍ବବୃହତ୍ତ ରିଟେଲର ଓ୍ବାଲମାର୍ଟ ଇଙ୍କ ଭାରତରେ କାର୍ଯ୍ୟରତ ଏହାର ୫୬ ଏକଜିକ୍ୟୁଟିଭଙ୍କୁ ଛଟେଇ କରି ଦେଇଛି। ବ୍ୟବସାୟ ପୁନର୍ଗଠନ ଯୋଜନା ମୁତାବକ କମ୍ପାନୀ ଏଭଳି ପଦକ୍ଷେପ ହାତକୁ ନେଇଛି। କମ୍ପାନୀ ଏହାର ପାଇକାରୀ ବାଣିଜ୍ୟକୁ ଭାରତରେ ସମ୍ପ୍ରସାରଣ...

ଆମାଜନ, ଫ୍ଲିପ୍‌କାର୍ଟ ବିରୋଧରେ ସିସିଆଇର ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪-୧: ଆମାଜନ ଏବଂ ଫ୍ଲିପକାର୍ଟ ବିରୋଧରେ କମ୍ପିଟିଶନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ) ତଦନ୍ତ ନିର୍ଦ୍ଦେଶ ଦେଇଛି। ବେଆଇନ ବ୍ୟବସାୟ ପ୍ରଣାଳୀ, ବୃହତ୍‌ ପରିମାଣର ରିହାତି ଏବଂ ସେମାନଙ୍କ ପ୍ଲାଟଫର୍ମରେ ପ୍ରିଫର୍ଡ ସେଲରଙ୍କ ସହ ସହଯୋଗିତା ଭଳି ବିଭିନ୍ନ ପ୍ରସଙ୍ଗକୁ ଆଧାର...

ବଜେଟକୁ ନେଇ ବଜାର ବିଶେଷଜ୍ଞଙ୍କ ମତ: ବିକଳ୍ପ ଉପରେ ଫୋକସ କରିପାରନ୍ତି ସୀତାରାମନ

ମୁମ୍ବାଇ,୧୩-୧: ଦେଶର ଅର୍ଥ ବ୍ୟବସ୍ଥା ଏବେ ମାନ୍ଦାବସ୍ଥା ଦେଇ ଗତି କରୁଛି। ଫେବୃୟାରୀ ପହିଲାରେ ଆସିବାକୁ ଥିବା ବଜେଟରେ ସରକାର ମାନ୍ଦାବସ୍ଥା ବିରୋଧରେ ଲଢେଇ ଲାଗି ବିଭିନ୍ନ ପଦକ୍ଷେପ ନେଇ ପାରନ୍ତି ବୋଲି ବଜାର ବିଶେଷଜ୍ଞ ମାନେ କହିଛନ୍ତି। ଏବେ...

ସାଧାରଣ ବୀମା କମ୍ପାନୀଙ୍କୁ ମିଳିପାରେ ପୁଞ୍ଜି

ମୁମ୍ବାଇ,୧୩-୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଗାମୀ ବଜେଟରେ ସାଧାରଣ ବୀମା କମ୍ପାନୀଗୁଡିକ ଲାଗି ଦ୍ୱିତୀୟ ପର୍ଯ୍ୟାୟ ପୁଞ୍ଜି ଘୋଷଣା କରିପାରନ୍ତି। କମ୍ପାନୀଗୁଡିକର ଆର୍ଥତ୍କ ସ୍ବାସ୍ଥ୍ୟରେ ଉନ୍ନତି ଆଣିବା ଲାଗି ସରକାର ଏଭଳି ପଦକ୍ଷେପ ଘୋଷଣା କରିବାକୁ ସମ୍ଭାବନା ରହିଛି। ବଜେଟ...

୪.୭ ଲକ୍ଷ କୋଟି ଟଙ୍କାର କୃଷି ଋଣ ଛାଡ

ମୁମ୍ବାଇ,୧୩-୧: ଗତ ଏକ ଦଶନ୍ଧି ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟ ୪.୭ ଲକ୍ଷ କୋଟି ଟଙ୍କାର କୃଷି ଋଣ ଛାଡ କରିଛନ୍ତି। ଏହା ଶିଳ୍ପ ସ୍ତରର ମୋଟ ଅନାଦାୟ ଋଣ(ଏନ୍‌ପିଏ)ର ପ୍ରାୟ ୮୨% ବୋଲି ଏକ ରିପୋର୍ଟରେ କୁହାଯାଇଛି। ୨୦୧୮-୧୯...

୫ ଟ୍ରିଲିୟନ ଡଲାର ଅର୍ଥ ବ୍ୟବସ୍ଥା ପାଇଁ ୯% ବିକାଶ ହାର ଲୋଡା

ମୁମ୍ବାଇ,୧୩-୧: ୨୦୨୪-୨୫ ବେଳକୁ ଦେଶର ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ ଡଲାର ଅର୍ଥ ବ୍ୟବସ୍ଥାରେ ପରିଣତ କରିବାକୁ ହେଲେ ବାର୍ଷିକ ୯% ହାରରେ ଜିଡିପି ଅଭିବୃଦ୍ଧି ଲୋଡା । ଏହା ସରକାରଙ୍କ ଏକ ମହତ୍ୱାକାଂକ୍ଷୀ ଲକ୍ଷ୍ୟ । ମାତ୍ର ଧାର୍ଯ୍ୟ...

ୟୁପିଆଇ ପ୍ଲାଟ୍‌ଫର୍ମରେ ରେକରିଂ ପେମେଣ୍ଟ

ନୂଆଦିଲ୍ଲୀ,୧୨-୧ : ୟୁପିଆଇ ପ୍ଲାଟ୍‌ଫର୍ମରେ ଗ୍ରାହକମାନେ ଏବେ ରେକରିଂ ପେମେଣ୍ଟ ସୁବିଧା ପାଇବେ। ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରିବା ଲାଗି ସରକାର ଏଭଳି ଏକ ସୁବିଧାର ଶୁଭାରମ୍ଭକୁ ଅନୁମତି ଦେଇଛନ୍ତି। ଏହି ସୁବିଧା ଦ୍ୱାରା ଉପଭୋକ୍ତା ଏବଂ ମର୍ଚ୍ଚାଣ୍ଟଙ୍କ ମଧ୍ୟରେ...

୭୦ ବିଲିୟନ ଡଲାର ନିବେଶ କରିବ ଇସ୍ପାତ ମନ୍ତ୍ରଣାଳୟ

କଲିକତା,୧୨-୧: ଦେଶର ଇସ୍ପାତ କ୍ଷେତ୍ର କାର୍ଯ୍ୟକଳାପକୁ ତ୍ୱରାନ୍ବିତ କରିବା ଲାଗି କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟ ୭୦ ବିଲିୟନ ଡଲାର ନିବେଶ କରିବ। ଏହି ନିବେଶ ଦେଶର ପୂର୍ବାଞ୍ଚଳ ରାଜ୍ୟଗୁଡିକରେ ହେବ। ଏ ନେଇ ମନ୍ତ୍ରଣାଳୟ ବିଚାର କରୁଥିବା କେନ୍ଦ୍ର ଇସ୍ପାତ...

ସରକାରଙ୍କ ସାମ୍ନାରେ ୬ ବଡ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୨-୧: ଏବେ ବଜେଟ ପ୍ରସ୍ତୁତି ପ୍ରକ୍ରିୟା ଜାରି ରହିଛି। ଫେବୃୟାରୀ ପହିଲାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ସାଧାରଣ ବଜେଟ ଉପସ୍ଥାପନ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ ଦ୍ୱାରା ସାଧାରଣ ଲୋକଙ୍କଠାରୁ ବଜେଟ ନେଇ...

ଓୟୋରୁ ଛଟେଇ ହେଲେ ୧୦୦୦ରୁ ଉର୍ଦ୍ଧ୍ୱ କର୍ମଚାରୀ

ନୂଆଦିଲ୍ଲୀ,୧୨-୧ : ଓୟୋ ହୋଟେଲ୍ସ ଭାରତ ଏବଂ ଚାଇନାରେ ଥିବା ଏହାର ମୋଟ କର୍ମଚାରୀଙ୍କ ମଧ୍ୟରୁ ୧୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। ସଫ୍ଟବ୍ୟାଙ୍କ ସହଯୋଗ ଦ୍ୱାରା ସଞ୍ଚାଳିତ ଏହି କମ୍ପାନୀ ବର୍ତ୍ତମାନ ପ୍ରଭାବିତ ସ୍ଥିତିରେ ରହିଛି। ପରଫରମାନ୍ସ ଭିତ୍ତିରେ କମ୍ପାନୀ...

ସିଏଏର ବିରୋଧ ଯୋଗୁ ରେଳପଥର ୮୪ କୋଟି କ୍ଷତି

ନୂଆଦିଲ୍ଲୀ,୧୨-୧: ପଶ୍ଚିମବଙ୍ଗରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଏନ୍‌ଆର୍‌ସିର ବିରୋଧ ଯୋଗୁ ରେଳପଥ ୮୪ କୋଟି ଟଙ୍କାର କ୍ଷତି ସହିଛି। ୧୩ ଡିସେମ୍ବରରୁ ୧୫ ଡିସେମ୍ବର ମଧ୍ୟରେ ଏହି କ୍ଷତି ହୋଇଥିବା ରେଳପଥ ପକ୍ଷରୁ କୁହାଯାଇଛି। ଏଥି ସଂକ୍ରାନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri