ସିଏଏର ବିରୋଧ ଯୋଗୁ ରେଳପଥର ୮୪ କୋଟି କ୍ଷତି
ନୂଆଦିଲ୍ଲୀ,୧୨-୧: ପଶ୍ଚିମବଙ୍ଗରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଏନ୍ଆର୍ସିର ବିରୋଧ ଯୋଗୁ ରେଳପଥ ୮୪ କୋଟି ଟଙ୍କାର କ୍ଷତି ସହିଛି। ୧୩ ଡିସେମ୍ବରରୁ ୧୫ ଡିସେମ୍ବର ମଧ୍ୟରେ ଏହି କ୍ଷତି ହୋଇଥିବା ରେଳପଥ ପକ୍ଷରୁ କୁହାଯାଇଛି। ଏଥି ସଂକ୍ରାନ୍ତ...
ଇଜ୍ ଅଫ୍ ଡୁଇଙ୍ଗ ବିଜନେସ ପାଇଁ ଆସିବ ବଡ ପଦକ୍ଷେପ
ନୂଆଦିଲ୍ଲୀ,୧୧-୧ : ସରକାର ଦେଶ ମଧ୍ୟରେ ଇଜ୍ ଅଫ୍ ଡୁଇଙ୍ଗ୍ ବିଜ୍ନେସ ବା ବାଣିଜ୍ୟ ସୁଗମତାକୁ ପ୍ରାଥମିକତା ଦେଉଛନ୍ତି। ଏହି ଧାରାରେ ବିଭିନ୍ନ ପ୍ରକ୍ରିୟାର ନିରନ୍ତର ସରଳୀକରଣ କରାଯାଉଛି। ଏହାକୁ ଧ୍ୟାନରେ ରଖି ବିଭିନ୍ନ କାଗଜପତ୍ର ସମ୍ପର୍କିତ ପ୍ରକ୍ରିୟାକୁ କମ୍...
ସାଇରସ ମିସ୍ତ୍ରିଙ୍କୁ ଝଟକା;ଏନ୍ସିଏଲ୍ଏଟି ରାୟକୁ ସୁପ୍ରିମକୋର୍ଟଙ୍କ ରହିିତାଦେଶ
ନୂଆଦିଲ୍ଲୀ,୧୧-୧ : ଟାଟାସନ୍ସର ଅଧ୍ୟକ୍ଷ ପଦବୀରେ ଅବସ୍ଥାପିତ ହେବା ନେଇ ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରିଙ୍କ ସପକ୍ଷରେ ଡିସେମ୍ବର ୧୮ରେ ନ୍ୟାଶନାଲ କମ୍ପାନୀ ଲ ଆପିଲେଟ ଟ୍ରିବ୍ୟୁନାଲ (ଏନ୍ସିଏଲ୍ଏଟି) ରାୟ ଦେଇଥିଲେ। ଏହି ରାୟକୁ ସୁପ୍ରିମକୋର୍ଟ...
ରେଲଓ୍ବେ ସେବା ମିଶ୍ରଣକୁ ଅଧିକାରୀଙ୍କ ବିରୋଧ
ନୂଆଦିଲ୍ଲୀ,୧୧-୧: ରେଲଓ୍ବେର ବିଭିନ୍ନ ସେବା ମିଶ୍ରଣ ନେଇ ସରକାର ନିକଟରେ ଘୋଷଣା କରିଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି ବିରୋଧରେ ରେଲଓ୍ବେର ଅଧିକାରୀ ଏବଂ କର୍ମଚାରୀମାନେ ବିରୋଧ ପ୍ରଦର୍ଶନ କରିଛନ୍ତି। ଏହି ବିରୋଧ ପ୍ରଦର୍ଶନରେ ୧୩ ରେଳ ଜୋନ ଏବଂ ୬୦...
୨୦୧୯ ଅଟୋ ଶିଳ୍ପ ଲାଗି ୨ ଦଶନ୍ଧିରେ ସବୁଠାରୁ ଖରାପ
ନୂଆଦିଲ୍ଲୀ,୧୧-୧: ୨୦୧୯ ବର୍ଷ ଦେଶର ଅଟୋ ଉଦ୍ୟୋଗ ଲାଗି ସବୁଠାରୁ ଖରାପ ବର୍ଷ। ଏହି ସମୟରେ ମାନ୍ଦାବସ୍ଥାଯୋଗୁ ଅଟୋମୋବାଇଲ କମ୍ପାନୀଗୁଡିକ ଅଧିକ ହାରରେ କ୍ଷତି ସହିଥିବା ସୋସାଇଟି ଅଫ ଇଣ୍ଡିଆନ ଅଟୋମୋବାଇଲ ମାନୁଫାକଚରର୍ସ(ଏସ୍ଆଇଏଏମ୍) ପକ୍ଷରୁ ସୂଚନା ରହିଛି। ଶୁକ୍ରବାର ସଂଘ...
ହ୍ବିସିଲ ବ୍ଲୋୟର ମାମଲାରେ ସଲିଲ ପାରେଖଙ୍କୁ କ୍ଲିନଚିଟ୍
ନୂଆଦିଲ୍ଲୀ,୧୧-୧: ଇନଫୋସିସ ସିଇଓ ସଲିଲ ପାରେଖ ବିଭିନ୍ନ ବେଆଇନ କାର୍ଯ୍ୟକଳାପରେ ସାମିଲ ଥିବା ହ୍ବିସିଲବ୍ଲୋୟର ଅଭିଯୋଗ ଆଣିଥିଲେ। ସିଇଓ ପାରେଖ ଏବଂ ସିଏଫ୍ଓ ନିଲଞ୍ଜନ ରାୟଙ୍କ ବିରୋଧରେ ଏହି ଅଭିଯୋଗରେ କୌଣସି ପ୍ରମାଣ ମିଳି ନ ଥିବା ଇନଫୋସିସ ପକ୍ଷରୁ...
ମାନୁଫାକ୍ଚରିଂ କ୍ଷେତ୍ରରେ ସୁଧାର ଆସୁଛି
ନୂଆଦିଲ୍ଲୀ,୧୧-୧ : ବଜେଟ ପୂର୍ବରୁ ଅର୍ଥବ୍ୟବସ୍ଥା ଏବଂ ସରକାରଙ୍କ ଲାଗି ଖୁସି ଖବର। ଦେଶର ମାନୁଫାକ୍ଚରିଂ କ୍ଷେତ୍ରରେ ସୁଧାର ଆସୁଥିବା ନଜରକୁ ଆସିଛି। ନଭେମ୍ବରରେ ଔଦ୍ୟୋଗିକ ଉତ୍ପାଦନ ୧.୮% ବଢିଥିବା ଶୁକ୍ରବାର ସରକାର ଜାରି କରିଥିବା ତଥ୍ୟରୁ ସାମ୍ନାକୁ ଆସିଛି।...
ଚନ୍ଦା କୋଚ୍ଚରଙ୍କ ୭୮ କୋଟିର ସମ୍ପତ୍ତି ଜବତ
ନୂଆଦିଲ୍ଲୀ,୧୧-୧ ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ଏମ୍ଡି ତଥା ସିଇଓ ଚନ୍ଦା କୋଚ୍ଚରଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଭିଡିଓକନ କମ୍ପାନୀକୁ ପ୍ରଦାନ କରାଯାଇଥିବା ୩୨୫୦ କୋଟି ଟଙ୍କାର ଋଣ ମାମଲାରେ ଇଡି ଏଭଳି କାର୍ଯ୍ୟାନୁଷ୍ଠାନ...
ନିବେଶକଙ୍କ ସମ୍ପତ୍ତିରେ ୨.୫ ଲକ୍ଷ କୋଟି ବୃଦ୍ଧି
ମୁମ୍ବାଇ,୧୦-୧: ଦେଶର ପୁଞ୍ଜିବଜାରର ସ୍ଥିତି ଉନ୍ନତ ହେବାରୁ ନିବେଶକଙ୍କ ସମ୍ପତ୍ତିରେ ଗୁରୁବାର ୨.୫ ଲକ୍ଷ କୋଟି ଟଙ୍କାର ବୃଦ୍ଧି ଘଟିଛି। ୟୁଏସ୍-ଇରାନ ମଧ୍ୟରେ ଯୁଦ୍ଧ ଆଶଙ୍କା ସାମାନ୍ୟ ହୋଇଥିବାରୁ ନିବେଶକଙ୍କ ମନୋଭାବ ପରିବର୍ତ୍ତନ ହେବାରୁ ଗୁରୁବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜର...
ବିକାଶ ହାର ପୂର୍ବାନୁମାନ ୫%କୁ ହ୍ରାସକଲା ବିଶ୍ୱବ୍ୟାଙ୍କ
ନୂଆଦିଲ୍ଲୀ,୧୦-୧:ଆର୍ଥତ୍କ ବର୍ଷ ୨୦୧୯-୨୦ରେ ଭାରତର ବିକାଶ ହାର ୫% ରହିବ ବୋଲି ବିଶ୍ୱବ୍ୟାଙ୍କ ଗୁରୁବାର ଏହାର ପୂର୍ବାନୁମାନରେ ପ୍ରକାଶ କରିଛି। ଆଗାମୀ ଆର୍ଥତ୍କ ବର୍ଷରେ ଏହା ୫.୮% ପର୍ଯ୍ୟନ୍ତ ବଢିପାରେ ବୋଲି ଏହା ଆକଳନରେ ପ୍ରକାଶ କରିଛି। ବାଂଲାଦେଶର ଅଭିବୃଦ୍ଧି...
ଆସନ୍ତା ସପ୍ତାହରେ ଆମାଜନ ପ୍ରତିଷ୍ଠାତାଙ୍କ ଭାରତ ଗସ୍ତ
ନୂଆଦିଲ୍ଲୀ,୧୦-୧: ଆସନ୍ତା ସପ୍ତାହରେ ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସ ଭାରତ ଗସ୍ତ କରିବେ। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ପାରନ୍ତି। ଏହାବାଦ ସରକାରଙ୍କ ଉଚ୍ଚ ପଦସ୍ଥ ଅଧିକାରୀ, ଶିଳ୍ପ ବିଶେଷଜ୍ଞଙ୍କୁ ସେ ଭେଟିବେ ବୋଲି ସୁଚନା...
ବିଶେଷଜ୍ଞଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି;ଅର୍ଥ ବ୍ୟବସ୍ଥା ପାଇଁ ମାନସ ମନ୍ଥନ
ନୂଆଦିଲ୍ଲୀ,୧୦-୧: ଆଗାମୀ ୨୦୨୪-୨୫ ସୁଦ୍ଧା ଦେଶର ଅର୍ଥବ୍ୟବସ୍ଥାକୁ ୫ ଟ୍ରିଲିୟନ ଡଲାରରେ ପହଞ୍ଚାଇବା ଲାଗି ସରକାର ଯୋଜନା ଧାର୍ଯ୍ୟ କରିଛନ୍ତି। ଧାର୍ଯ୍ୟ ସମୟ ମଧ୍ୟରେ ଏହି ଲକ୍ଷ୍ୟ ହାସଲ ଲାଗି ଅଂଶୀଦାରମାନେ କାର୍ଯ୍ୟ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର...
Archives


