ବାଣିଜ୍ୟ

ଟିକସ ବ୍ୟବସ୍ଥାର ସରଳୀକରଣ ଲାଗି ପଦକ୍ଷେପ ନିଆଯାଉଛି: ସୀତାରାମନ

ନୂଆଦିଲ୍ଲୀ,୮-୧: ଦେଶରେ ଟିକସ ବ୍ୟବସ୍ଥାର ସରଳୀକରଣ ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର ସୂଚନା ଦେଇଛନ୍ତି। ସେହିଭଳି ସାଧୁ ଟିକସଦାତାଙ୍କ ସାମ୍ନା କରୁଥିବା ବିଭିନ୍ନ ସମସ୍ୟା ଶେଷ କରିବା ଦିଗରେ କାର୍ଯ୍ୟପନ୍ଥା ଗ୍ରହଣ...

ବିତ୍ତିୟ ନିଅଣ୍ଟ ଚିନ୍ତା; ଖର୍ଚ୍ଚ କାଟ ନେଇ ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୮-୧: ସରକାରଙ୍କ ଖର୍ଚ୍ଚ ବଢିଥିଲେ ମଧ୍ୟ ସେହି ମୁତାବକ ରାଜସ୍ବ ଆସିବା ଏବେ କଷ୍ଟକର ହେଉଛି। ରାଜସ୍ବ ସଂଗ୍ରହ କମିଥିବା ବେଳେ ବିତ୍ତୀୟ ନିଅଣ୍ଟ ବଜେଟ ଧାର୍ଯ୍ୟ ଲକ୍ଷ୍ୟର ୧୧୫% ଟପିଛି। ସରକାର ନିଅଣ୍ଟକୁ ନିୟନ୍ତ୍ରିତ କରିବା ଲାଗି ଖର୍ଚ୍ଚ...

ଆଜି ଧର୍ମଘଟ: ପ୍ରଭାବିତ ହେବ ବ୍ୟାଙ୍କିଙ୍ଗ ସେବା

ନୂଆଦିଲ୍ଲୀ,୮-୧: ବୁଧବାର ୧୦ ଶ୍ରମିକ ସଙ୍ଗଠନ ପକ୍ଷରୁ ଦେଶବ୍ୟାପୀ ଦିଆଯାଇଥିବା ଧର୍ମଘଟ ଡାକରା ଯୋଗୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହେବାର ଆଶଙ୍କା ଉପୁଜିଛି। ଅଧିକାଂଶ ବ୍ୟାଙ୍କ ଏହି ଧର୍ମଘଟ ଏବଂ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହେବା ନେଇ...

ନିବେଶକଙ୍କୁ ୩ ଲକ୍ଷ କୋଟି ଟଙ୍କା କ୍ଷତି

ମୁମ୍ବାଇ,୭-୧:ସୋମବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ୭୮୮ ପଏଣ୍ଟ ହ୍ରାସ ଘଟିଛି। ଏହା ୬ ମାସ ମଧ୍ୟରେ ସବୁଠାରୁ ବଡ ହ୍ରାସ ବୋଲି ଜଣାପଡିଛି। ଇରାନ ଉପରେ ଆମେରିକା ଏୟାର ଷ୍ଟ୍ରାଇକ କରିବା ପରେ ଇରାନ ସେନାର ଶୀର୍ଷ କମାଣ୍ଡରଙ୍କ...

ଡିଜେଲ ୧୭ ପଇସା , ପେଟ୍ରୋଲ ୧୫ ପଇସା ବଢିଲା

ନୂଆଦିଲ୍ଲୀ,୭-୧: ସୋମବାର ଘରୋଇ ବଜାରରେ ପେଟ୍ରୋଲ ଲିଟର ପିଛା ୧୫ ପଇସା ଏବଂ ଡିଜେଲ ୧୭ ପଇସା ଦର ବୃଦ୍ଧି ଘଟିଛି। ସେହିଭଳି ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ୭୦ ଡଲାର ଛୁଇଁଛି। ମଧ୍ୟପ୍ରାଚ୍ୟରେ ଉପୁଜିଥିବା ଯୁଦ୍ଧ ସ୍ଥିତି...

୧୩ ପଇସା ଖସିଲା ଟଙ୍କା

ମୁମ୍ବାଇ,୭-୧: ସୋମବାର ଡଲାର ତୁଳନାରେ ଟଙ୍କା ମୂଲ୍ୟ ୧୩ ପଇସା ଖସି ୭୧.୯୩ ସ୍ତରରେ ରହିଥିବା ଜଣାପଡିଛି। ବିଶ୍ୱସ୍ତରରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଏବଂ ମଧ୍ୟ ପ୍ରାଚ୍ୟରେ ଯୁଦ୍ଧ ଆଶଙ୍କା ଯୋଗୁ ଏଭଳି ସ୍ଥିତି ଉପୁଜିଛି। ଏହାର ପ୍ରଭାବ...

ସର୍ବକାଳୀନ ରେକର୍ଡ ସ୍ତରରେ ସୁନା

ନୂଆଦିଲ୍ଲୀ,୭-୧: ସୋମବାର ସୁନା ଦର ସର୍ବକାଳୀନ ରେକର୍ଡ ସ୍ତର ଛୁଇଁଛି। ଏହି ସମୟରେ ୧୦ ଗ୍ରାମ ପିଛା ସୁନା ଦର ୪୧,୭୩୦ ଟଙ୍କା ସ୍ତରରେ ରହିଛି। ଗୋଟିଏ ଦିନରେ ସୁନା ୭୨୦ ଟଙ୍କା ବୃଦ୍ଧି ଘଟିଥିବା ଜଣାପଡିଛି। ଦେଶ ତଥା...

ବାଣିଜ୍ୟ ଲିଡରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇ,୭-୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୦-୨୧ ସାଧାରଣ ବଜେଟର ଅବ୍ୟବହିତ ପୂର୍ବରୁ ଦେଶର ବାଣିଜ୍ୟ ଲିଡରଙ୍କୁ ଭେଟିଛନ୍ତି। ଅର୍ଥ ବ୍ୟବସ୍ଥା ସାମ୍ନାରେ ରହିଥିବା ବିଭିନ୍ନ ଚ୍ୟାଲେଞ୍ଜ, ନିଯୁକ୍ତି ସୃଷ୍ଟି ଏବଂ ଅଭିବୃଦ୍ଧି ସମ୍ପର୍କିତ ବିଭିନ୍ନ ପଦକ୍ଷେପ ଉପରେ ବୈଠକରେ ଆଲୋଚନା...

ସେବା କ୍ଷେତ୍ର ପିଏମ୍‌ଆଇରେ ଉନ୍ନତି

ମୁମ୍ବାଇ,୭-୧: ଡିସେମ୍ବର ମାସରେ ଦେଶର ସେବା କ୍ଷେତ୍ର କାର୍ଯ୍ୟକଳାପରେ ଉନ୍ନତି ଆସିଥିବା ଜଣାପଡିଛି। ଏହି ସମୟରେ ଉକ୍ତ କ୍ଷେତ୍ରର କାର୍ଯ୍ୟକଳାପ ୫ ମାସର ସର୍ବୋଚ୍ଚ ସ୍ତରରେ ରହିଛି। ଆଇଏଚ୍‌ଏସ୍‌ ମାର୍କିଟ ଇଣ୍ଡିଆର ସର୍ଭିସେସ ବିଜନେସ ଆକ୍ଟିଭିଟି ଇଣ୍ଡେକ୍ସ ନଭେମ୍ବରରେ ୫୨.୭%...

ଆର୍‌ଓସି ଆବେଦନ ଖାରଜ କଲେ ଏନ୍‌ସିଏଲ୍‌ଏଟି

ମୁମ୍ବାଇ,୭-୧: ଟାଟାସନ୍ସ-ମିସ୍ତ୍ରି କର୍ପୋରେଟ ମାମଲାରେ ନ୍ୟାଶନାଲ କମ୍ପାନୀ ଲ ଆପିଲେଟ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଏଟି) ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରିଙ୍କ ସପକ୍ଷରେ ରାୟ ଶୁଣାଇଥିଲେ। ସାଇରସ ମିସ୍ତ୍ରୀଙ୍କୁ ଟାଟା ସନ୍ସ ଅଧ୍ୟକ୍ଷ ପଦବୀରୁ ହଟାଇବା ବେଆଇନ ଥିଲା ବୋଲି...

ଜିଏସ୍‌ଟି କ୍ଷତିପୂରଣ ବନ୍ଦ ହେଲେ ୧.୨୩ ଲକ୍ଷ କୋଟି କ୍ଷତି ସହିବେ ରାଜ୍ୟ

ନୂଆଦିଲ୍ଲୀ,୬-୧: ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍‌ଟି) ଲାଗୁ ହେବା ପରେ ସରକାର ପ୍ରଦାନ କରୁଥିବା କ୍ଷତିପୂରଣ ବନ୍ଦ କଲେ ରାଜ୍ୟଗୁଡିକର ମୋଟ୍‌ ରାଜସ୍ବ ୧.୨୩ ଲକ୍ଷ କୋଟି ଟଙ୍କା କମିବା ନେଇ ଆକଳନ କରାଯାଇଛି। ଏଭଳି ସ୍ଥିତିରେ ଜିଏସ୍‌ଟି...

ବଜେଟକୁ ଅପେକ୍ଷା ନ କରି ବିଭିନ୍ନ ପଦକ୍ଷେପ ନିଆଯାଉଛି: ନିର୍ମଳା

ନୂଆଦିଲ୍ଲୀ,୬-୧: ବିଭିନ୍ନ କ୍ଷେତ୍ର ସାମ୍ନା କରୁଥିବା ସମସ୍ୟାକୁ ବିଚାର କରି ସରକାର ପଦକ୍ଷେପ ନେଉଛନ୍ତି। ଏଥି ଲାଗି ବଜେଟ ଯାଏ ଅପେକ୍ଷା କରାଯାଉନାହିଁ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଗତ ୨ ମାସ ହେବ ଲଗାତାର ଭାବେ ଜିଏସ୍‌ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri