ରାଜ୍ୟରେ ସ୍ଥାପନ ହେବ ୧୮ ଇ-ଯାନଚାର୍ଜିଂ ଷ୍ଟେଶନ
ନୂଆଦିଲ୍ଲୀ,୪-୧: ଦେଶର ୨୪ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ୬୨ ସହରରେ ଇ-ଯାନ ଲାଗି ୨୬୩୬ ଚାର୍ଜିଂ ଷ୍ଟେଶନ ସ୍ଥାପନ କରାଯିବ। ଓଡିଶାରେ ଏହି ଯୋଜନାରେ ୧୮ ଚାର୍ଜିଂ ଷ୍ଟେଶନ ସ୍ଥାପନ ନେଇ ଲକ୍ଷ୍ୟ ରହିଛି। ଫେମ୍ ଇଣ୍ଡିଆ...
ବାଗଦାଦ୍ ଉପରେ ଆମେରିକାର ଏୟାର ଷ୍ଟ୍ରାଇକ୍: ଏସିଆ ବଜାରରେ ଅଶୋଧିତ ତୈଳ ଦାମ ବୃଦ୍ଧି
ଓ୍ବାଶିଂଟନ,୩।୧: ଆମେରିକା ଇରାକ୍ର ବାଗଦାଦ୍ ବିମାନ ବନ୍ଦରରେ ଏୟାର ଷ୍ଟ୍ରାଇକ୍ କରିବା ପରେ ଏବେ ଏହାର ପ୍ରଭାବ ଅଶୋଧିତ ତୈଳ ବଜାରରେ ପଡ଼ିଛି। ଏହାଯୋଗୁ ଏସିଆ ବଜାରରେ ଅଶୋଧିତ ତୈଳ ଦାମ ବୃଦ୍ଧି ପାଇଛି। ଅଶୋଧିତ ତୈଳ ଦାମ ବ୍ୟାରେଲ୍...
ଡିସେମ୍ବରରେ ଫ୍ୟାକ୍ଟ୍ରି ଉତ୍ପାଦନରେ ଉନ୍ନତି
ନୂଆଦିଲ୍ଲୀ,୩-୧: ଦେଶ ମଧ୍ୟରେ ଲାଗି ରହିଥିବା ମାନ୍ଦାବସ୍ଥା ଯୋଗୁ ଫ୍ୟାକ୍ଟ୍ରିଗୁଡିକର କାର୍ଯ୍ୟକଳାପ ପ୍ରଭାବିତ ହେବା ସହ ଉତ୍ପାଦନ ମଧ୍ୟ କମ୍ ରହୁଥିଲା। ହେଲେ ଚଳିତ ବର୍ଷ ଡିସେମ୍ବରରେ ଫ୍ୟାକ୍ଟ୍ରି ଉତ୍ପାଦନରେ ଉନ୍ନତି ପରିଲକ୍ଷିତ ହୋଇଛି। ଏହି ସମୟ ମଧ୍ୟରେ ଉତ୍ପାଦନ...
କମ୍ ଦାମରେ ଦେଖି ହେବ ଅଧିକ ଟିଭି ଚ୍ୟାନେଲ
ନୂଆଦିଲ୍ଲୀ,୩-୧: ଟେଲିକମ୍ ରେଗୁଲେଟୋରୀ ଅଥରିଟି ଅଫ୍ ଇଣ୍ଡିଆ(ଟ୍ରାଇ) ନୂଆ ବର୍ଷରେ ଗ୍ରାହକଙ୍କ ଲାଗି ନୂଆ ନିୟମ ଆଣିଛି। କେବଲ ଟିଭି ଗ୍ରାହକଙ୍କୁ ଆଶ୍ୱସ୍ତି ଦେବା ଲାଗି ଟ୍ରାଇ ଏଭଳି ନିଷ୍ପତ୍ତି ନେଇଛି। ଚ୍ୟାନେଲ ଲାଗି ଗ୍ରାହକମାନେ ପ୍ରଦାନ କରୁଥିବା ଅର୍ଥ...
ମହଙ୍ଗା ହୋଇପାରେ ଜେନେରାଲ ଇନସ୍ୟୁରାନ୍ସ
ନୂଆଦିଲ୍ଲୀ,୩-୧: ଜେନେରାଲ ଇନସ୍ୟୁରାନ୍ସ ବା ସାଧାରଣ ବିମା ନେଉଥିବା ବ୍ୟକ୍ତି ବିଶେଷଙ୍କ ପାଇଁ ଏହା ମହଙ୍ଗା ହୋଇପାରେ। ୨୦୨୦ରେ ଜେନେରାଲ ଇନସ୍ୟୁରାନ୍ସ ପ୍ରିମିୟମ ୧୦ରୁ ୧୫% ମହଙ୍ଗା ହେବ ବୋଲି କୁହାଯାଉଛି। ଏହା ହେଲେ ଗ୍ରାହକଙ୍କୁ କାର୍, ସମ୍ପତ୍ତି, କାଜୁଆଲିଟି...
ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟ ହାସଲ ହୋଇ ନ ପାରେ
ନୂଆଦିଲ୍ଲୀ,୩-୧: ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ସରକାର ଧାର୍ଯ୍ୟ କରିଥିବା ୧.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟକୁ ହାସଲ କରି ନ ପାରନ୍ତି। ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ବିପିସିଏଲ୍), କଣ୍ଟେନର କର୍ପୋରେଶନ ଅଫ୍ ଇଣ୍ଡିଆ(କନକର୍ପ)ଏବଂ ରାଷ୍ଟ୍ରାୟତ୍ତ ବିମାନ...
ସୁପ୍ରିମକୋର୍ଟ ଗଲା ମିସ୍ତ୍ରି-ଟାଟାସନ୍ସ ମାମଲା
ନୂଆଦିଲ୍ଲୀ,୩-୧: ଟାଟାସନ୍ସର ଅଧ୍ୟକ୍ଷ ଭାବେ ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରିଙ୍କୁ ଅବସ୍ଥାପିତ କରାଇବା ଲାଗି ନ୍ୟାଶନାଲ କମ୍ପାନୀ ଲ ଆପିଲେଟ ଟ୍ରିବ୍ୟୁନାଲ(ଏନସିଏଲ୍ଏଟି) ରାୟ ଦେଇଥିଲେ। ଏହି ରାୟକୁ ଚ୍ୟାଲେଞ୍ଜ କରିବା ଲାଗି ଟାଟା ଗ୍ରୁପକୁ ୧ ମାସ ସମୟ ଦିଆଯାଇଥିଲା।...
ଜିଏସ୍ଟି ଆଦାୟ ଲକ୍ଷେ କୋଟି ଟଙ୍କା ଟପିଲା
ନୂଆଦିଲ୍ଲୀ,୨-୧: ଚଳିତ ଆର୍ଥତ୍କ ବର୍ଷରେ ଲଗାତର ଭାବେ ଦ୍ୱିତୀୟ ଥର ଲାଗି ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ଆଦାୟ ଲକ୍ଷେ କୋଟି ଟଙ୍କା ଟପିଛି। ଡିସେମ୍ବର ମାସରେ ଜିଏସ୍ଟି ରାଜସ୍ବ ବାବଦକୁ ୧,୦୩,୪୯୨ କୋଟି ଟଙ୍କା ଆଦାୟ କରାଯାଇଛି।...
ଦୃଷ୍ଟିବାଧିତଙ୍କ ଲାଗି ନୋଟ ଚିହ୍ନିବା ହେବ ସହଜ; ଆର୍ବିଆଇ ଆଣିଲା ନୂଆ ମୋବାଇଲ ଆପ୍ଲିକେଶନ
ମୁମ୍ବାଇ,୨-୧: ଦୃଷ୍ଟିବାଧିତଙ୍କ ଲାଗି ନୋଟ୍ ଚିହ୍ନିବା ଏବେ ସହଜ ହେବ। ଏଥିଲାଗି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଆର୍ବିଆଇ) ନୂଆ ମୋବାଇଲ ଆପ୍ଲିକେଶନ ଆଣିଛି। ଆର୍ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ନୂଆ ଆପ୍ଲିକେଶନକୁ ବୁଧବାର ଶୁଭାରମ୍ଭ କରିଛନ୍ତି। ଏହି ଆପ୍ଲିକେଶନର ନାମ...
ନୂଆବର୍ଷର ପହିଲି ଦିନରେ ରୋଷେଇ ଘରେ ମହଙ୍ଗା ମାଡ଼: ବଢ଼ିଲା ରନ୍ଧନ ଗ୍ୟାସ୍ ଦାମ୍
ନୂଆଦିଲ୍ଲୀ,୧।୧: ନୂଆବର୍ଷର ପହିଲି ଦିନରେ ରୋଷେଇ ଘରେ ମହଙ୍ଗା ମାଡ଼ ହୋଇଛି। ବୁଧବାରଠାରୁ ରନ୍ଧନ ଗ୍ୟାସ୍ ଦାମ୍ ୧୯ ଟଙ୍କା ବଢ଼ିଛି। ଫଳରେ ଦିଲ୍ଲୀରେ ଅଣ-ସବସିଡ୍ ଯୁକ୍ତ ଗ୍ୟାସ୍ ସିଲିଣ୍ଡର ଦାମ୍ ୭୧୪ ଟଙ୍କା ହୋଇଛି। ଗତ ଡିସେମ୍ବରରେ ଏହାର...
୨୦୧୯ରେ ନିବେଶକଙ୍କୁ ୧୧ ଲକ୍ଷ କୋଟି ଲାଭ
ନୂଆଦିଲ୍ଲୀ,୧-୧: ୨୦୧୯ରେ ପୁଞ୍ଜି ବଜାରର କାରବାର ବେଶ ଉନ୍ନତ ରହିବା ଯୋଗୁ ନିବେଶକଙ୍କୁ ୧୧ ଲକ୍ଷ କୋଟି ଟଙ୍କାର ଲାଭ ହୋଇଛି। ଏହି ସମୟରେ ସେନସେକ୍ସର ସୂଚକାଙ୍କ ୧୪% ବଢିଥିବା ରେକର୍ଡ କରାଯାଇଛି। ବିଶ୍ୱ ବଜାରର ମାନ୍ଦାବସ୍ଥା, ଚାଇନା ଆମେରିକା...
ଭିତ୍ତିଭୂମିରେ ଖର୍ଚ୍ଚ ହେବ ୧୦୨ ଲକ୍ଷ କୋଟି
ନୂଆଦିଲ୍ଲୀ,୧-୧: ଦେଶର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପରେ କେନ୍ଦ୍ର ସରକାର ୧୦୦ ଲକ୍ଷ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଖର୍ଚ୍ଚ କରିବେ। ମଙ୍ଗଳବାର କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ ୧୦୨ ଲକ୍ଷ କୋଟି ଟଙ୍କାର ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହାକୁ...
Archives


