ପ୍ରମୁଖ ଉଦ୍ୟୋଗ କ୍ଷେତ୍ରରେ ମାନ୍ଦାବସ୍ଥା ଜାରି; କୋର୍ ସେକ୍ଟର ଅଭିବୃଦ୍ଧି ୧.୫% କମିଲା
ନୂଆଦିଲ୍ଲୀ,୧-୧: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଲଗାତାର ଭାବେ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧି ଖସୁଛି। ନଭେମ୍ବରରେ ୮ କୋର୍ ସେକ୍ଟର ଭିତ୍ତିଭୂମି ଶିଳ୍ପଉଦ୍ୟୋଗ ର ଅଭିବୃଦ୍ଧି ନଭେମ୍ବରରେ ୧.୫% ଖସିଛି। ୮ କୋର୍ ସେକ୍ଟର ମଧ୍ୟରୁ ୫ଟିର ଅଭିବୃଦ୍ଧି...
ନୂଆ ବର୍ଷରୁ ଲାଗୁ ହେବ ଏସବୁ ନୂଆ ନିୟମ
ନୂଆଦିଲ୍ଲୀ,୧-୧: ମଙ୍ଗଳବାର ୨୦୧୯ ବର୍ଷ ଲାଗି ଶେଷ ଦିନ। ଏହି ଦିନ କିଛି ନିୟମ ଲାଗି ମଧ୍ୟ ଅନ୍ତିମ ଦିନ ହେବ। ୨୦୨୦ ପହିଲା ବୁଧବାର ପଡୁଥିବା ବେଳେ ଉକ୍ତ ଦିନଠାରୁ କିଛି ନୂଆ ନିୟମ ଲାଗୁ କରିବା ଲାଗି...
ଚଳନ୍ତି ଖାତା ନିଅଣ୍ଟ ୦.୯%
ନୂଆଦିଲ୍ଲୀ,୧-୧: ଦେଶର ଚଳନ୍ତି ଖାତା ନିଅଣ୍ଟ(ସିଏଡି) ଜୁଲାଇ-ସେପ୍ଟେମ୍ବର ସମୟରେ ମୋଟ ଜିଡିପିର ୦.୯% ବା ୬.୩ ବିଲିୟନ ଡଲାର ରହିଛି। ଏହି ସମୟରେ ବାଣିଜ୍ୟ ନିଅଣ୍ଟ କମିଥିବା ଜଣାପଡିଛି। ୨୦୧୮-୧୯ ସମାନ ସମୟରେ ସିଏଡି ମୋଟ ଜିଡିପିର ୨.୯% ବା...
ନିୟନ୍ତ୍ରଣ ବାହାରେ ବିତ୍ତୀୟ ନିଅଣ୍ଟ
ନୂଆଦିଲ୍ଲୀ,୧-୧: ଦେଶର ବିତ୍ତୀୟ ନିଅଣ୍ଟ ଚଳିତ ଆର୍ଥତ୍କ ବର୍ଷ ଅଣାୟତ୍ତ ହେବାରେ ଲାଗିଛି। ଏହା ନିୟନ୍ତ୍ରଣ ବାହାରକୁ ଚାଲି ଯାଇଥିବା ବେଳେ ବଜେଟର ଧାର୍ଯ୍ୟ ହୋଇଥିବା ଲକ୍ଷ୍ୟ ଟପି ନଭେମ୍ବର ଶେଷ ସୁଦ୍ଧା ୧୧୪.୮% ବା ୮.୦୭ ଲକ୍ଷ କୋଟି...
ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୫୭.୩%
ଭୁବନେଶ୍ୱର,୧-୧(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଅକ୍ଟୋବରରେ ୩୨୫ ପଏଣ୍ଟ ଥିଲା। ନଭେମ୍ବରରେ ଏଥିରେ ୩ ପଏଣ୍ଟ ବଢି ଏହା ୩୨୮ ପଏଣ୍ଟ ହୋଇଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୪୦ ପଏଣ୍ଟ...
ଭଡା ବଢାଇଲା ରେଲଓ୍ବେ
ନୂଆଦିଲ୍ଲୀ,୧-୧: ଭାରତୀୟ ରେଳପଥ ପକ୍ଷରୁ ନୂଆ ବର୍ଷରେ ଯାତ୍ରୀ ଭଡା ବୃଦ୍ଧି ସମ୍ପର୍କରେ ଘୋଷଣା କରାଯାଇଛି। ରେଳପଥର ସମସ୍ତ ନେଟଓ୍ବର୍କରେ ଏହାକୁ ଜାନୁୟାରୀ ପହିଲାରୁ କାର୍ଯ୍ୟକାରୀ ହେବ। ସବର୍ବାନ ଟ୍ରେନଗୁଡିକ ଲାଗି ଭଡା ବୃଦ୍ଧି କରାଯାଇ ନ ଥିବା ଜଣାପଡିଛି।...
ଜାନୁୟାରୀରେ ୧୦ ଦିନ ବ୍ୟାଙ୍କ ଛୁଟି
ନୂଆଦିଲ୍ଲୀ,୧-୧: ୨୦୨୦ ଜାନୁୟାରୀରେ ବିଭିନ୍ନ ରାଜ୍ୟରେ ବ୍ୟାଙ୍କ ୧୦ ଦିନ ବନ୍ଦ ରହିବ। ରିଜର୍ଭ ବ୍ୟାଙ୍କର ଛୁଟି ତାଲିକା ମୁତାବକ ୨୦୨୦ ପ୍ରଥମ ମାସରେ ବିଭିନ୍ନ ପର୍ବପର୍ବାଣୀ ଯୋଗୁ ବ୍ୟାଙ୍କ ବନ୍ଦ ରହିବ ବୋଲି ଉଲ୍ଲେଖ ରହିଛି। ପହିଲା ଦିନ...
ଅର୍ଥ ସଙ୍କଟରେ ଏୟାର ଇଣ୍ଡିଆ:ବିଡର ନ ମିଳିଲେ ୬ ମାସରେ ବନ୍ଦ ହୋଇଯିବ
ନୂଆଦିଲ୍ଲୀ,୩୧-୧୨: କ୍ଷତିରେ ଚାଲୁଥିବା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀକୁ ଯଦି ବିଡର ନ ମିଳନ୍ତି ତେବେ ଆଗାମୀ ୬ ମାସ ମଧ୍ୟରେ ଏହା ବନ୍ଦ ହେବାର ଆଶଙ୍କା ଉପୁଜିଛି। ବିମାନ କମ୍ପାନୀକୁ ଯୋଗାଡ ଦ୍ୱାରା ବେଶିଦିନ ଧରି ଚଳାଇ ରଖିବା କଷ୍ଟକର।...
ନୀତି ଆୟୋଗର ଏସ୍ଡିଜି ସୂଚକାଙ୍କ: ଶୀର୍ଷରେ କେରଳ, ସର୍ବାଧିକ ଉନ୍ନତିରେ ଓଡ଼ିଶା
ନୂଆଦିଲ୍ଲୀ,୩୧-୧୨: ସରକାରଙ୍କ ଥିଙ୍କ୍ ଟ୍ୟାଙ୍କ ନୀତି ଆୟୋଗର ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍ଡିଜି) ସୂଚକାଙ୍କ ସୋମବାର ପ୍ରକାଶ ପାଇଛି। ଉକ୍ତ ସୂଚକାଙ୍କରେ କେରଳ ଶୀର୍ଷ ସ୍ଥାନରେ ରହିଥିବା ବେଳେ ବିହାରର ପ୍ରଦର୍ଶନ ଅତ୍ୟନ୍ତ ନିକୃଷ୍ଟ ରହିଥିବା ଜଣାପଡିଛି। ଏହି ରିପୋର୍ଟରେ...
ଋଣ ଉପରେ ସୁଧହାର କମାଇଲା ଏସ୍ବିଆଇ
ନୂଆଦିଲ୍ଲୀ,୩୧-୧୨: ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସ୍ବିଆଇ) ସୋମବାର ଏକ୍ସଟରନାଲ ବେଞ୍ଚମାର୍କ ଭିତ୍ତିକ ରେଟ ବା ଋଣ ଉପରେ ସୁଧହାରକୁ ୨୫ ବେସିସ ପଏଣ୍ଟ ହ୍ରାସ କରିଛି। ଏହା ଦ୍ୱାରା ବ୍ୟାଙ୍କର ସୁଧହାର ୮.୦୫%ରୁ ୭.୮୦%କୁ ହ୍ରାସ ଘଟିଛି। ଜାନୁୟାରୀ...
ପାନ୍-ଆଧାର ଲିଙ୍କ୍ ଅବଧି ୩୧ ମାର୍ଚ୍ଚ ଯାଏ ବୃଦ୍ଧି
ନୂଆଦିଲ୍ଲୀ,୩୧-୧୨: ପର୍ମାନେଣ୍ଟ ଆକାଉଣ୍ଟ ନମ୍ବର (ପାନ୍) ସହ ଆଧାର ଲିଙ୍କ୍ କରାଇବାର ଅବଧିକୁ କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି) ଆସନ୍ତା ମାର୍ଚ୍ଚ ୩୧ ଯାଏ ବଢାଇ ଦେଇଛି। ପୂର୍ବରୁ ପାନ୍-ଆଧାର ଲିଙ୍କ୍ ଲାଗି ଧାର୍ଯ୍ୟ ସମୟ ସୀମା ଚଳିତ...
ଶିଳ୍ପ ଜଗତର ଆଶା;୨୦୨୦ରେ ଅର୍ଥ ବ୍ୟବସ୍ଥାରେ ଆସିପାରେ ସୁଧାର
ନୂଆଦିଲ୍ଲୀ,୩୦-୧୨: ୨୦୨୦ରେ ଦେଶର ଅର୍ଥ ବ୍ୟବସ୍ଥାରେ ସୁଧାର ଆସିପାରେ। ସରକାର ଏବଂ ରିଜର୍ଭ ବ୍ୟାଙ୍କ ଗ୍ରହଣ କରିଥିବା ପଦକ୍ଷେପ ସହ ବିଶ୍ୱ ସ୍ତରର ବାଣିଜ୍ୟ ସମସ୍ୟା ସମାଧାନ ହେବାର ଆଶା ରହିଥିବାରୁ ଦେଶର ଅର୍ଥ ବ୍ୟବସ୍ଥାରେ ଉନ୍ନତି ଆସିବାର ସମ୍ଭାବନା...
Archives


