ବାଣିଜ୍ୟ

୧୦ ଟିକିଆ ମୋବାଇଲ ନମ୍ବର ଜାରି ରହିବ

ନୂଆଦିଲ୍ଲୀ,୧।୬: ଘରୋଇ ବଜାରର ଉପଭୋକ୍ତାଙ୍କ ଲାଗି ୧୧ ଟିକିଆ ମୋବାଇଲ ନମ୍ବର ଜାରି କରିବା ଲାଗି କୌଣସି ପ୍ରସ୍ତାବ ବର୍ତ୍ତମାନ ସୁଦ୍ଧା ଦିଆଯାଇ ନାହିଁ। ଭାରତୀୟ ଟେଲିକମ୍‌ ନିୟାମକ କର୍ତ୍ତୃପକ୍ଷ ଏ ନେଇ ସ୍ପଷ୍ଟ କରିଛନ୍ତି। ୧୦ ଟିକିଆ ମୋବାଇଲ ନମ୍ବର…

ଆଜିଠାରୁ ଗଡ଼ିବ ୨୦୦ ସ୍ବତନ୍ତ୍ର ଟ୍ରେନ୍‌

ନୂଆଦିଲ୍ଲୀ,୧।୬: ଜୁନ୍‌ ପହିଲାରୁ ସାରା ଦେଶରେ ୨୦୦ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବା ନେଇ ରବିବାର ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି। ପ୍ରଥମ ଦିନରେ ଏହି ଟ୍ରେନ୍‌ଗୁଡ଼ିକରେ ୧.୪୫ ଲକ୍ଷ ଯାତ୍ରୀ ଯାତ୍ରା କରିବା ନେଇ ଯୋଜନା ଧାର୍ଯ୍ୟ ହୋଇଛି।…

୫୭ ମଡେଲ ରାଜପଥ ବିକଶିତ କରିବ ଏନ୍‌ଏଚ୍‌ଏଆଇ

ନୂଆଦିଲ୍ଲୀ,୧।୬: ଦେଶ ମଧ୍ୟରେ ୫୭ ମଡେଲ ରାଜପଥ ବିକଶିତ କରାଯିବ। ନ୍ୟାଶନାଲ ହାଇଓ୍ବେ ଅଥରିଟି ଅଫ୍‌ ଇଣ୍ଡିଆ(ଏନ୍‌ଏଚ୍‌ଏଆଇ) ପକ୍ଷରୁ ଏ ନେଇ ସ୍ପଷ୍ଟ କରାଯାଇଛି। ବିକାଶ ହେବାକୁ ଥିବା ଏହି ରାଜପଥର ମୋଟ ଦୈର୍ଘ୍ୟ ୧୭୩୫ କିଲୋମିଟର ରହିଛି। ପ୍ରତି ରାଜ୍ୟର…

ସ୍ଥାନୀୟ ସାମଗ୍ରୀକୁ ମିଳିବ ଅଗ୍ରାଧିକାର

ନୂଆଦିଲ୍ଲୀ,୧।୬: କେନ୍ଦ୍ର ସରକାର ବର୍ତ୍ତମାନ ଆତ୍ମନିର୍ଭର ଭାରତ ଯୋଜନା ଉପରେ ଗୁରୁତ୍ୱ ଦେଇଛନ୍ତି। ଚଳିତ ଦଶନ୍ଧିରେ ଦେଶକୁ ଏକ ନୂଆ ଉପଲବ୍ଧି ପ୍ରଦାନ କରିବା ସହ ନୂଆ ସୋପାନକୁ ନେବାକୁ ଲକ୍ଷ୍ୟ ରଖାଯାଇଛି। ଏହି ଯୋଜନାରେ ଯେଉଁ ସାମଗ୍ରୀ ଭାରତରେ ପ୍ରସ୍ତୁତ…

୧୪ରେ ବସିପାରେ ଜିଏସ୍‌ଟି ପରିଷଦ ବୈଠକ

ନୂଆଦିଲ୍ଲୀ,୧।୬: ସରକାରଙ୍କୁ ବର୍ତ୍ତମାନ ଟିକସ ସଂଗ୍ରହ କ୍ଷେତ୍ରରେ ଚାପର ସମ୍ମୁଖୀନ ହେବାକୁ ପଡୁଛି। ଏହି ପରିପ୍ରେକ୍ଷୀରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଲାଗି ସର୍ବୋଚ୍ଚ ସଂସ୍ଥା କୁହାଯାଉଥିବା ଜିଏସ୍‌ଟି ପରିଷଦ ବୈଠକ ଜୁନ ୍‌ମାସ ୧୪ରେ ବସିପାରେ। କୋଭିଡ୍‌-୧୯ ପରେ ଏହା…

ବିଦ୍ୟୁତ୍‌ ବିଲ୍‌ ଲକ୍ଷେ ଟଙ୍କା ଟପିଲେ ରିଟର୍ନ ଫାଇଲିଂ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧।୬: ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ସରକାର ଆୟକର ରିଟର୍ନ (ଆଇଟିଆର୍‌) ଫର୍ମ ବିଜ୍ଞପ୍ତି ଜାରି କରିଛନ୍ତି। କରେଣ୍ଟ ଆକାଉଣ୍ଟ ଜମା ୧ କୋଟି କିମ୍ବା ଇଲେକ୍ଟ୍ରିସିଟି ବିଲ୍‌ ନିର୍ଦ୍ଦିଷ୍ଟ ଆର୍ଥତ୍କ ବର୍ଷରେ ୧ଲକ୍ଷ କିମ୍ବା ତଦୂର୍ଦ୍ଧ୍ୱ ହେଲେ ଲୋକମାନେ ଆଇଟିଆର୍‌…

ଜୁନ୍‌ ୩୦ ଯାଏ ମିଳିବନି ଅନ୍ତର୍ଜାତୀୟ ବିମାନ ସେବା

ନୂଆଦିଲ୍ଲୀ,୧।୬: ଜୁନ୍‌ ୩୦ ଯାଏ ଲୋକଙ୍କୁ ଅନ୍ତର୍ଜାତୀୟ ବିମାନ ସେବା ଉପଲବ୍ଧ ହେବ ନାହିଁ। କରେନା ମାମଲା ବର୍ତ୍ତମାନ ନିୟନ୍ତ୍ରଣକୁ ଆସି ନ ଥିବାରୁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ମାର୍ଚ୍ଚ ୨୫ରେ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯିବା ପରେ…

ଶ୍ରମିକଙ୍କୁ କାର୍ଯ୍ୟସ୍ଥଳକୁ ଫେରାଇ ଆଣିବାକୁ ସ୍ବତନ୍ତ୍ର ଟ୍ରେନ୍‌

ନୂଆଦିଲ୍ଲୀ,୩୧।୫: ବର୍ତ୍ତମାନ ଦେଶର ଅର୍ଥ ବ୍ୟବସ୍ଥା ସାମ୍ନାରେ ବିଭିନ୍ନ ଚ୍ୟାଲେଞ୍ଜ ରହିଛି। ଲକ୍‌ଡାଉନ ଶେଷ ହେବା ପରେ ଅର୍ଥ ବ୍ୟବସ୍ଥା ଧୀରେ ଧୀରେ ପୁଣି ଥରେ ଟ୍ରାକ୍‌କୁ ଫେରିବା ଲାଗି ସମୟ ଲାଗିବ। ବର୍ତ୍ତମାନ ପ୍ରବାସୀ ଶ୍ରମିକଙ୍କ ସମସ୍ୟା ଗମ୍ଭୀର ସ୍ଥିତିରେ…

ଶସ୍ତା ମୂଲ୍ୟରେ ଅଧିଗ୍ରହଣକୁ ମିଳିବନି ଅନୁମତି

ନୂଆଦିଲ୍ଲୀ,୩୧।୫: ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟରେ କମ୍ପାନୀଗୁଡିକର ଶେୟାର ମୂଲ୍ୟ ହ୍ରାସ ହେଉଥିବା ଦେଖାଯାଉଛି। ଏହାର ସୁଯୋଗ ନେଇ ଆକ୍ରମକ ଭାବେ କମ୍ପାନୀଗୁଡ଼ିକରେ ଅଂଶଧନ ହାସଲ ହେଉଥିବା ଘଟଣା ସାମ୍ନାକୁ ଆସିଛି। ଏହା ଏକ ଚିନ୍ତାଜନକ ପ୍ରସଙ୍ଗ ଭାବେ ଉଭା ହୋଇଛି। ଏହି…

ବ୍ୟାଡ୍‌ ବ୍ୟାଙ୍କ ସ୍ଥାପନ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୩୧।୫: କରୋନା ମହାମାରୀ ସାରା ବିଶ୍ୱର ବାଣିଜ୍ୟ କାରବାରକୁ ବହୁ ହାରରେ କ୍ଷତି ପହଞ୍ଚାଇଛି। ଏଥିଯୋଗୁ କମ୍ପାନୀଗୁଡିକ ଦେବାଳିଆ ହେବା ସହ ବୃହତ୍‌ ହାରରେ ଅନାଦାୟ ଋଣ(ଏନ୍‌ପିଏ) ବୃଦ୍ଧି ହେଉଥିବା ଦେଖାଯାଇଛି। ଏହି ସମସ୍ୟାକୁ ଧ୍ୟାନରେ ରଖି ଏକ ବ୍ୟାଡ୍‌ ବ୍ୟାଙ୍କ…

ଇନ୍‌ପୁଟ ଟାକ୍ସ କ୍ରେଡିଟ୍‌ ନେଇ ବଡ଼ କମ୍ପାନୀଙ୍କ ଚିନ୍ତା

ନୂଆଦିଲ୍ଲୀ,୩୧।୫: କୋଭିଡ୍‌-୧୯ ସମସ୍ୟା ଯୋଗୁ କ୍ଷୁଦ୍ର ଏବଂ ମଧ୍ୟମ ଶ୍ରେଣୀର ବାଣିଜ୍ୟଗୁଡ଼ିକ ଦେବାଳିଆ କିମ୍ବା ବୃହତ୍‌ ପରିମାଣର ଆର୍ଥତ୍କ କ୍ଷତି ସାମ୍ନା କରୁଛନ୍ତି। ଏହି କମ୍ପାନୀଗୁଡିକଠାରୁ କଞ୍ଚାମାଲ କିମ୍ବା ପ୍ରଡକ୍ଟ କ୍ରୟ କରୁଥିବା ବଡ କମ୍ପାନୀଗୁଡିକ ଲାଗି ବର୍ତ୍ତମାନ ଏକ ନୂଆ…

କେନ୍ଦ୍ର ଜିଏସ୍‌ଟି ସଂଗ୍ରହ ୮୭% କମିଲା

ନୂଆଦିଲ୍ଲୀ,୩୧।୫: କରୋନା ଜନିତ ଲକ୍‌ଡାଉନ ଲାଗି ସାରା ଦେଶରେ ଆର୍ଥତ୍କ କାର୍ଯ୍ୟକଳାପ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଛି। ଏହାର ପ୍ରଭାବ ଦେଶର ଅର୍ଥ ବ୍ୟବସ୍ଥା ଉପରେ ପଡିଛି। ଫଳରେ ଏପ୍ରିଲରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ବାବଦ କେନ୍ଦ୍ର ସରକାରଙ୍କ ଅଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?