ବାଣିଜ୍ୟ

ହେଲ୍‌ଥ କେୟାର କ୍ଷେତ୍ରରେ ବୃହତ୍‌ ନିବେଶ ସମ୍ଭାବନା

ନୂଆଦିଲ୍ଲୀ,୨୫।୫: କୋଭିଡ୍‌-୧୯ ଯୋଗୁ ଭାରତୀୟ ଫାର୍ମାସ୍ୟୁଟିକାଲ ଶିଳ୍ପ ପାଇଁ ନୂଆ ସୁଯୋଗ ସୃଷ୍ଟି ହୋଇଛି। ଏ କ୍ଷେତ୍ରରେ ପ୍ରାୟ ୭୦ ହଜାର କୋଟି ଟଙ୍କାର ନିବେଶ ସମ୍ଭାବନା ଉପୁଜିଛି। ଭାରତ ବର୍ତ୍ତମାନ ଫାର୍ମାସ୍ୟୁଟିକାଲ ଏବଂ ମେଡିକାଲ ଡିଭାଇସ ଶିଳ୍ପ ଉପରେ ଫୋକସ…

ଶ୍ରମ ଆଇନ ସମ୍ପୂର୍ଣ୍ଣ ଉଚ୍ଛେଦ ହେବନି: ରାଜୀବ କୁମାର

ନୂଆଦିଲ୍ଲୀ,୨୫।୫: ବିଭିନ୍ନ ରାଜ୍ୟ ଦ୍ୱାରା ଶ୍ରମ ଆଇନରେ କରାଯାଉଥିବା ପରିବର୍ତ୍ତନକୁ ନେଇ ଚିନ୍ତା ପ୍ରକଟ ହେଉଛି। ଏହି ପ୍ରସଙ୍ଗ ଉପରେ ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି ଯେ, ସରକାର ଶ୍ରମିକଙ୍କ ହିତକୁ ବର୍ତ୍ତମାନ ପ୍ରାଥମିକତା…

୩୦ ବିଲିୟନ ଡଲାର ବଢ଼ିଲା ଜୁକରବର୍ଗଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୨୫।୫: ଗତ କିଛିଦିନ ତଳେ ଫେସ୍‌ବୁକ୍‌ର ମାର୍କ ଜୁକରବର୍ଗ ବେଶ୍‌ ଚର୍ଚ୍ଚାରେ ରହିଥିଲେ। ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟ୍‌ଫର୍ମରେ ୪୪ ହଜାର କୋଟି ଟଙ୍କା ନିବେଶ ଦ୍ୱାରା ସେ ୧୦% ଅଂଶଧନ ହାସଲ କରିଛନ୍ତି। ବ୍ଲୁମ୍‌ବର୍ଗର ଏକ ରିପୋର୍ଟ ମୁତାବକ ଗତ…

ଉପୁଜିପାରେ ମାନ୍ଦାବସ୍ଥା ସ୍ଥିତି

ନୂଆଦିଲ୍ଲୀ,୨୫।୫: କରୋନା ଭୂତାଣୁ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥାର ଗତିକୁ ରୋକି ଦେଇଛି। ଭୂତାଣୁ ନିୟନ୍ତ୍ରଣ କରିବା ଲାଗି ହୋଇଥିବା ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ ବନ୍ଦ ହୋଇପଡିଛି। ଏହାର ପ୍ରଭାବ ଭାରତ ଉପରେ ପଡ଼ିଛି। ଭାରତ ବଜାର ଜଟିଳ ହେଉଥିବା…

ହ୍ୟୁଣ୍ଡାଇ,ମାରୁତି କର୍ମଚାରୀ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ,୨୫।୫: କରୋନା ମହାମାରୀରୁ ଦେଶବାସୀଙ୍କୁ ସୁରକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ସାରା ଦେଶରେ ଲକ୍‌ଡାଉନ-୪ ଲାଗୁ କରାଯାଇଛି। ଏହି ଲକ୍‌ଡାଉନ ଅବଧି ମଧ୍ୟରେ ସରକାର ବହୁ କୋହଳ ନୀତି ଅବଲମ୍ବନ କରିଛନ୍ତି। ଫଳରେ ଦେଶର ଆର୍ଥିକ ବ୍ୟବସ୍ଥାରେ ସୁଧାର ଆସିବ ସେଥିପାଇଁ…

୨.୯ କୋଟି ଭାରତୀୟଙ୍କ ଡାଟା ଚୋରି

ନୂଆଦିଲ୍ଲୀ,୨୪।୫: ଦିନିକୁ ଦିନ ସାଇବର କ୍ରିମିନାଲଙ୍କ ପ୍ରାଦୁର୍ଭାବ ବୃଦ୍ଧି ହେଉଛି। ସାବଧାନ ନ ହେଲେ ଅନେକ କ୍ଷତି ସହିବାକୁ ପଡୁଥିବା ଦେଖାଯାଇଛି। ନିକଟରେ ଆଉ ଏକ ବଡ ଧରଣର ଡାଟା ଚୋରି ଘଟଣା ସାମ୍ନାକୁ ଆସିଛି। ନିଯୁକ୍ତି ସନ୍ଧାନରେ ରହିଥିବା ୨.୯…

ଅଗଷ୍ଟ ପୂର୍ବରୁ ମିଳିପାରେ ଅନ୍ତର୍ଜାତୀୟ ବିମାନ ସେବା

ନୂଆଦିଲ୍ଲୀ,୨୪।୫: କରୋନା ପାଇଁ ବର୍ତ୍ତମାନ ସାରା ଦେଶରେ ବିମାନ ସେବା ବନ୍ଦ ରହିଛି। ଚଳିତ ମାସ ୨୫ ତାରିଖରୁ ଘରୋଇ ବଜାରରେ ବିମାନ ସେବା ପୁଣି ଥରେ ଶୁଭାରମ୍ଭ କରିବା ଲାଗି ସରକାର ନିକଟରେ ଘୋଷଣା କରିଛନ୍ତି। ସେହିଭଳି ଅଗଷ୍ଟ ପୂର୍ବରୁ…

ହଜାରେ କର୍ମଚାରୀଙ୍କୁ ଛଟେଇ କଲା ଆଇବିଏମ୍‌

ନୂଆଦିଲ୍ଲୀ,୨୪।୫: ସାରା ବିଶ୍ୱରେ କରୋନା ମହାମାରୀ କାୟାବିସ୍ତାର କରିଚାଲିଛି। ଏହି ମହାମାରୀର ପ୍ରଭାବ ସବୁ ସ୍ତରରେ ଦେଖିବାକୁ ମିଳିଛି। ଆମେରିକା ଭଳି ବିକଶିତ ରାଷ୍ଟ୍ର ଏଥିରୁ ବର୍ତ୍ତିପାରି ନାହିଁ। ଆଇବିଏମ୍‌ ଭଳି ପ୍ରମୁଖ ମଲ୍ଟିନ୍ୟାଶନାଲ ଟେକ୍ନୋଲୋଜି କମ୍ପାନୀ ଉପରେ ମଧ୍ୟ ଏହାର…

ବଢୁଛି ଆମେରିକା ଅତି ଧନୀଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୨୪।୫: କରୋନା ପାଇଁ ସାରା ବିଶ୍ୱ ଏବେ ସଙ୍କଟ ସମୟ ଦେଇ ଗତି କରୁଛି। ଭୂତାଣୁକୁ ରୋକିବା ଲାଗି ବିଭିନ୍ନ ଦେଶ ଲକ୍‌ଡାଉନ ହେବା ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇ ପଡ଼ିଛି। କରୋନାକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ) ମହାମାରୀ ଘୋଷଣା…

ଅମ୍ଫନ୍‌ ପାଇଁ ଲକ୍ଷେ କୋଟି କ୍ଷତି

କୋଲକାତା,୨୪।୫: ମହାବାତ୍ୟା ଅମ୍ଫନ୍‌ ଯୋଗୁ ପୂର୍ବାଞ୍ଚଳ ରାଜ୍ୟ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷତିକ୍ଷତି ଘଟିଥିଲେ ହେଁ ଓଡ଼ିଶା ସେତେଟା ପ୍ରଭାବିତ ହୋଇନାହିଁ। ଅମ୍ଫନ୍‌ ଯୋଗୁ ଭିତ୍ତିଭୂମି, କୃଷି ସମେତ ଅନ୍ୟ କ୍ଷେତ୍ରରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କା (୧୩ ବିଲିୟନ ଡଲାର)…

ସ୍ଥିତି ସୁଧୁରିବାକୁ ଲାଗିବ ବର୍ଷେରୁ ଅଧିକ

ନୂଆଦିଲ୍ଲୀ,୨୩।୫: କୋଭିଡ୍‌-୧୯ ଭୂତାଣୁକୁ ରୋକିବା ଲାଗି ସରକାର ସାରା ଦେଶରେ ଲକ୍‌ଡାଉନ କରିଥିବା ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇ ପଡ଼ିଛି। ଏଥିଯୋଗୁ କମ୍ପାନୀଗୁଡିକର ରାଜସ୍ବରେ ୨୫%ରୁ ଊର୍ଦ୍ଧ୍ୱ ହ୍ରାସ ହୋଇଥିବା ଜଣାପଡିଛି। ବ୍ୟବସାୟୀଙ୍କୁ ସାମାନ୍ୟ ସ୍ଥିତିକୁ ଫେରିବା ଲାଗି ଗୋଟିଏ ବର୍ଷରୁ…

ରେପୋ ରେଟ୍‌ ୦.୪% କମାଇଲା ଆର୍‌ବିଆଇ

ନୂଆଦିଲ୍ଲୀ,୨୩।୫: ଭାରତୀୟ ଅର୍ଥ ବ୍ୟବସ୍ଥା ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ କରୋନା ଭୂତାଣୁ ନିୟନ୍ତ୍ରଣ ଲାଗି ସରକାର ଘୋଷଣା କରିଥିବା ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ କ୍ଷତିଗ୍ରସ୍ତ ହୋଇଛି। ଏଭଳି କାରଣ ଲାଗି ଦେଶର ଅଭିବୃଦ୍ଧି ହାର ନକାରାତ୍ମକ ରହିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?