ଜାନୁୟାରୀରୁ ଯାନ ଦର ବଢାଇବ ହିରୋ ମୋଟୋକର୍ପ
ନୂଆଦିଲ୍ଲୀ,୧୪-୧୨: ଆସନ୍ତା ଜାନୁୟାରୀରୁ ଯାନ ଦର ବଢାଇବା ନେଇ ହିରୋମୋଟୋକର୍ପ ପକ୍ଷରୁ ଘୋଷଣା କରାଯାଇଛି। ଏହା ଦ୍ୱାରା କମ୍ପାନୀର ବିଭିନ୍ନ ମଡେଲଗୁଡିକ ପ୍ରାୟ ୨୦୦୦ ଟଙ୍କା ମହଙ୍ଗା ହେବ। ଜାନୁୟାରୀ ପହିଲାରୁ କମ୍ପାନୀର ବିଭିନ୍ନ ସ୍କୁଟର ଏବଂ ଟୁହ୍ବିଲର୍ସ ମଡେଲ...
ଫୋର୍ବସ ପ୍ରଭାବଶାଳୀ ମହିଳା ତାଲିକାରେ ସୀତାରାମନ
ନୂଆଦିଲ୍ଲୀ,୧୪-୧୨: ଫୋର୍ବସ ପକ୍ଷରୁ ପ୍ରକାଶିତ ବିଶ୍ୱର ୧୦୦ ସବୁଠାରୁ ପ୍ରଭାବଶାଳୀ ମହିଳା ତାଲିକାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୩୪ତମ ସ୍ଥାନରେ ରହିଛନ୍ତି। ସେହିଭଳି ଅନ୍ୟ ଭାରତୀୟ ମହିଳାଙ୍କ ମଧ୍ୟରେ ଏଚ୍ସିଏଲ୍ କର୍ପୋରେଶନର ସିଇଓ ତଥା କାର୍ଯ୍ୟନିର୍ବାହି ନିର୍ଦ୍ଦେଶକ ରୋଶନୀ ନାଦାର...
ଜିଏସ୍ଟି ବୃଦ୍ଧି ପ୍ରସଙ୍ଗରେ ପ୍ରତିକ୍ରୟା ରଖିଲେ ନିର୍ମଳା
ନୂଆଦିଲ୍ଲୀ,୧୪-୧୨: ଜିଏସ୍ଟି କାଉନସିଲ ବୈଠକ ଆସନ୍ତା ସପ୍ତାହରେ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଅର୍ଥମନ୍ତ୍ରୀ ସୀତାରାମନ ଜିଏସ୍ଟି ବୃଦ୍ଧି ପ୍ରସଙ୍ଗକୁ ନେଇ ପ୍ରତିକ୍ରୟା ରଖିଛନ୍ତି। ସେ କହିଛନ୍ତି, ମୋ କାର୍ଯ୍ୟାଳୟକୁ ଛାଡି ଦେଲେ ଅନ୍ୟ ସବୁଆଡେ ଜିଏସ୍ଟି ବଢିବ ବୋଲି...
ଜିଡ଼ିପିି ପୂର୍ବାନୁମାନ କମାଇଲେ ମୁଡିସ୍,ଡିବିଏସ୍
ନୂଆଦିଲ୍ଲୀ,୧୪-୧୨: ମୁଡିସ ଇନଭେଷ୍ଟର୍ସ ସର୍ଭିସ ଶୁକ୍ରବାର ଚଳିତ ଆର୍ଥତ୍କ ବର୍ଷ ଲାଗି ଭାରତର ଜିଡ଼ିପି ଅଭିବୃଦ୍ଧି ପୂର୍ବାନୁମାନକୁ ୫.୬%କୁ ଖସାଇଛି। ନିବେଶ ଏବଂ ନିଯୁକ୍ତି ହାର ମନ୍ଥରକୁ ନେଇ ମୁଡିସ ଆକଳନକୁ ଖସାଇଥିବା ଜଣାପଡିଛି। ୨୦୨୦ ଏବଂ ୨୦୨୧ ଆର୍ଥତ୍କ...
ଟ୍ରେଡ ଡିଲ୍ ଲାଗି ଆମେରିକା-ଚାଇନାର ସହମତି
ନୂଆଦିଲ୍ଲୀ,୧୪-୧୨: ପ୍ରଥମ ପର୍ଯ୍ୟାୟ ଟ୍ରେଡ ଡିଲ ଲାଗି ଆମେରିକା ଏବଂ ଚାଇନା ସହମତି ପ୍ରକାଶ କରିଛନ୍ତି। ଏହି ଚୁକ୍ତି ସମ୍ପାଦିତ ହେଲେ ଗତ ୧୭ ମାସ ଧରି ଦୁଇ ଦେଶ ମଧ୍ୟରେ ଲାଗି ରହିଥିବା ବାଣିଜ୍ୟ ଯୁଦ୍ଧର ଅନ୍ତ ହେବ...
ଭୁବନେଶ୍ୱର ମିନି ଅଟୋ ଏକ୍ସପୋ -୨୦୧୯
ଭୁବନେଶ୍ୱର,୧୪-୧୨: ମିନି ଅଟୋ ଏକ୍ସପୋ ୨୦୧୯ ସ୍ଥାନୀୟ ଶହୀଦନଗରସ୍ଥିତ ଦୁର୍ଗାପୂଜା ପଡିଆଠାରେ ଶୁକ୍ରବାର ଶୁଭାରମ୍ଭ ହୋଇଛି। ୫ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଏହି ଏକ୍ସପୋ ରେସପନ୍ସ ମାର୍କେଟିଂ ସର୍ଭିସେସ୍ ପ୍ରାଇଭେଟ ଲିମିଟେଡ ପକ୍ଷରୁ ଆରମ୍ଭ ଆୟୋଜନ କରାଯାଇଛି।...
ଆର୍ବିଆଇ କେନ୍ଦ୍ରୀୟ ବୋର୍ଡର ବୈଠକ;ଅର୍ବାନ କୋଅପରେଟିଭ ବ୍ୟାଙ୍କ ପରିଚାଳନା ନେଇ ସମୀକ୍ଷା
ଭୁବନେଶ୍ୱର,୧୪-୧୨(ପି.ଟି): ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆର୍ବିଆଇ) କେନ୍ଦ୍ରୀୟ ବୋର୍ଡ ବୈଠକ ଶୁକ୍ରବାର ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ଅର୍ବାନ କୋଅପରେଟିଭ ବ୍ୟାଙ୍କଗୁଡିକର ପରିଚାଳନା ଧାରା ଏବଂ ଏ ନେଇ ରହିଥିବା ବିଭିନ୍ନ ନିୟାମାବଳୀ ଉପରେ ବୈଠକରେ ସମୀକ୍ଷା କରାଯାଇଥିଲା। ନିକଟରେ...
ୟୁନୋ ଉପଭୋକ୍ତାଙ୍କ ସଂଖ୍ୟା ୧୬ ନିୟୁତ ଟପିଲା
ଭୁବନେଶ୍ୱର,୧୪-୧୨: ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସ୍ବିଆଇ)ର ଡିଜିଟାଲ ପ୍ଲାଟଫର୍ମ ୟୋନୋର ୟୁଜର ବେସ୍ ବା ଉପଭୋକ୍ତା ସଂଖ୍ୟା ୧୬ ନିୟୁତ ଟପିଥିବା ଜଣାପଡିଛି। ଶୁଭାରମ୍ଭ ହେବାର ମାତ୍ର ୨ ବର୍ଷ ସମୟ ମଧ୍ୟରେ ୟୁନୋ ଏହି ସଫଳତା ହାସଲ...
୩ ବର୍ଷର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି
ନୂଆଦିଲ୍ଲୀ,୧୩-୧୨: ନଭେମ୍ବରରେ ଦେଶର ଖୁଚୁରା ମୁଦ୍ରାସ୍ଫୀତି ୩ ବର୍ଷର ସର୍ବୋଚ୍ଚ ସ୍ତର ୫.୫୪% ସ୍ତର ଛୁଇଁଛି। ଖାଦ୍ୟ ସାମଗ୍ରୀ ଦର ବଢିବାରୁ ଏଭଳି ସ୍ଥିତି ଉପୁଜିଥିବା ଜଣାପଡିଛି। ଖାଉଟି ମୂଲ୍ୟସୂଚୀ (ସିପିଆଇ) ଭିତ୍ତିକ ମୁଦ୍ରାସ୍ଫୀତି ୨୦୧୮ ଅକ୍ଟୋବରରେ ୪.୬୨% ଥିବାବେଳେ...
ଶିଳ୍ପ କ୍ଷେତ୍ର ଉତ୍ପାଦନ ହ୍ରାସ ଧାରା ଜାରି
ନୂଆଦିଲ୍ଲୀ,୧୩-୧୨: ମାନ୍ଦାବସ୍ଥା ଦେଶର ଅର୍ଥ ବ୍ୟବସ୍ଥାକୁ ଏବେ ମଧ୍ୟ ଜାବୁଡି ଧରିଛି। ଏହାର ପ୍ରଭାବରେ ଲଗାତର ତୃତୀୟ ମାସ ଲାଗି ଦେଶର ଉଦ୍ୟୋଗଗୁଡିକର ଉତ୍ପାଦନ ଖସିଛି। ଚଳିତ ବର୍ଷ ଅକ୍ଟୋବରରେ ଦେଶର ଔଦ୍ୟୋଗିକ ଉତ୍ପାଦନ ୩.୮% କମିଛି। ମାନୁଫାକଚରିଂ, ଖଣି,...
ଜିଡିପି ହ୍ରାସକୁ ନେଇ ଚିନ୍ତିତ ନୁହେଁ:ପ୍ରଣବ ମୁଖାର୍ଜୀ
ନୂଆଦିଲ୍ଲୀ,୧୩-୧୨: ଆର୍ଥିକ ମାନ୍ଦାବସ୍ଥାର ପ୍ରଭାବ ଯୋଗୁ ଦେଶର ଜିଡିପି ଅଭିବୃଦ୍ଧି ଏବେ ହ୍ରାସ ଘଟିଛି। ହେଲେ ଏହାକୁ ନେଇ ବିଶେଷ ଚିନ୍ତିତ ନୁହେଁ ବୋଲି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କହିଛନ୍ତି। ସେ କହିଛନ୍ତି ଯେ, ଅର୍ଥ ବ୍ୟବସ୍ଥା ଏଭଳି...
ଏୟାର ଇଣ୍ଡିଆର ୧୦୦% ଅଂଶଧନ ବିକିବେ ସରକାର
ନୂଆଦିଲ୍ଲୀ,୧୩-୧୨: ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆର ୧୦୦% ଅଂଶଧନ ବିକ୍ରି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନର ଅଂଶଧନ ବିକ୍ରି ନେଇ ରହିଥିବା ପ୍ରସ୍ତାବ ଅନ୍ତର୍ଗତ ଏଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଉଥିବା କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ...
Archives


