ବାଣିଜ୍ୟ

ସଙ୍କଟରେ ବିମାନ ଚଳାଚଳ

ନୂଆଦିଲ୍ଲୀ,୨୩ା୫ : କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବିଶ୍ୱର ଅନେକ ଦେଶରେ ଲକ୍‌ଡାଉନ୍‌ ଓ ଯାତ୍ରା କଟକଣା ଜାରି କରାଯାଇଛି। ଏପରି କି ବିମାନ ଚଳାଚଳ ଉପରେ ମଧ୍ୟ ରୋକ ଲଗାଯାଇଛି। ଫଳରେ ଅନେକ ଦେଶରେ ବିମାନ ଚଳାଚଳ ବନ୍ଦ…

ଚାଇନା ବ୍ୟାଙ୍କ ଋଣ ପଇଠ ଲାଗି ଅନିଲ ଅମ୍ବାନୀଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୩।୫: ଚାଇନା ବ୍ୟାଙ୍କଗୁଡ଼ିକୁ ୭୧୭ ନିୟୁତ ଡଲାର ୨୧ ଦିନ ମଧ୍ୟରେ ପଇଠ କରିବା ପାଇଁ ୟୁକେର କୋର୍ଟ ରିଲାଏନ୍ସ ଗ୍ରୁପ୍‌ ଅଧ୍ୟକ୍ଷ ଅନିଲ ଅମ୍ବାନୀଙ୍କୁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଅନିଲଙ୍କଠାରୁ ଏହି ଋଣ ଅସୁଲ କରିବା ଲାଗି ଚାଇନା ବ୍ୟାଙ୍କଗୁଡିକ…

ରେପୋ ରେଟ୍‌ କମାଇଲା ଆର୍‌ବିଆଇ

ନୂଆଦିଲ୍ଲୀ,୨୩।୫: ଭାରତୀୟ ଅର୍ଥ ବ୍ୟବସ୍ଥା ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ କରୋନା ଭୂତାଣୁ ନିୟନ୍ତ୍ରଣ ଲାଗି ସରକାର ଘୋଷଣା କରିଥିବା ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ କ୍ଷତିଗ୍ରସ୍ତ ହୋଇଛି। ଏଭଳି କାରଣ ଲାଗି ଦେଶର ଅଭିବୃଦ୍ଧି ହାର ନକାରାତ୍ମକ ରହିବ।…

ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମୁଖ୍ୟଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୩।୫: ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମୁଖ୍ୟମାନଙ୍କୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶୁକ୍ରବାର ଭେଟିଛନ୍ତି। ଭିଡିଓ କନ୍‌ଫରେନ୍ସ ଯୋଗେ ହୋଇଥିବା ଏହି ବୈଠକରେ ଅର୍ଥମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗ ଉପରେ ସମୀକ୍ଷା କରିଛନ୍ତି। କୋଭିଡ୍‌ ପ୍ରଭାବିତ ଅର୍ଥ ବ୍ୟବସ୍ଥାକୁ ଟ୍ରାକ୍‌କୁ ଫେରାଇ ଆଣିବା ଲାଗି ସରକାରଙ୍କ…

ଚାହିଦା ପୂରଣ ଲାଗି ହୋଣ୍ଡା ଟୁ-ହ୍ବିଲର୍ସର ଉଦ୍ୟମ

ନୂଆଦିଲ୍ଲୀ,୨୩।୫: କୋଭିଡ୍‌-୧୯ ଲାଗି ବର୍ତ୍ତମାନ କଟକଣା ଧୀରେ ଧୀରେ କୋହଳ ହେଉଥିବାରୁ ସରକାର କିଛି କିଛି କ୍ଷେତ୍ରକୁ ଆର୍ଥତ୍କ କାର୍ଯ୍ୟକଳାପ ଲାଗି ଅନୁମତି ଦେଇଛନ୍ତି। ଏହି ପଦକ୍ଷେପ ଅନ୍ତର୍ଗତ ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ ପୁନର୍ବାର…

ଜାଗମରାରେ ପିଏନ୍‌ବି ଲୋନ୍‌ ପଏଣ୍ଟ

ଭୁବନେଶ୍ୱର,୨୩।୫: ରାଷ୍ଟ୍ରାୟତ୍ତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ରାମ୍‌ (ରିଟେଲ,କୃଷି ଏବଂ ଏମ୍‌ଏସ୍‌ଏମ୍‌ଇ)ର ଲୋନ୍‌ ପଏଣ୍ଟ ସ୍ଥାନୀୟ ଜାଗମରା ସ୍ଥିତ ଓରିଏଣ୍ଟାଲ ବ୍ୟାଙ୍କ କ୍ୟାମ୍ପସ ପରିସରରେ ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ବ୍ୟାଙ୍କର ଉପମହାପ୍ରବନ୍ଧକ ଗଣପତ ଲାଲ, ଉପମହାପ୍ରବନ୍ଧକ ତୌଫିକ ଆଲମ…

ଜିଓରେ ୧୧୩୬୭ କୋଟି ନିବେଶ କରିବ କେକେଆର୍‌

ମୁମ୍ବାଇ,୨୩।୫: ଦେଶର ପ୍ରମୁଖ ବାଣିଜି୍ୟକ ଗ୍ରୁପ୍‌ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ଜିଓ ପ୍ଲାଟ୍‌ଫର୍ମରେ ନିବେଶକାରୀ ସଂସ୍ଥା କେକେଆର୍‌ ୧୧୩୬୭ କୋଟି ଟଙ୍କାର ପୁଞ୍ଜି ନିବେଶ କରିବ। ଜିଓ ପକ୍ଷରୁ ଶୁକ୍ରବାର ଏ ନେଇ ସୂଚନା ଦିଆଯାଇଛି।…

କରୋନା ସଙ୍କଟ ଟାଳିବାକୁ ଅଧିକ ପଦକ୍ଷେପ ନିଆଯିବ

ନୂଆଦିଲ୍ଲୀ,୨୩।୫: କରୋନା ସଙ୍କଟକୁ ଟାଳିବା ଲାଗି ସରକାର ବର୍ତ୍ତମାନ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏ ଦିଗରେ ସରକାର ଅଧିକ ପଦକ୍ଷେପ ଗ୍ରହଣ କରିବେ ବୋଲି ଅର୍ଥରାଷ୍ଟ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି। ବର୍ତ୍ତମାନ ଯାଏ ସରକାର କିଛି ମାତ୍ର ପଦକ୍ଷେପ…

ଟିକ୍‌ଟକ୍‌ ମୋଷ୍ଟ ଭାଲ୍ୟୁଏବୁଲ ଷ୍ଟାର୍ଟଅପ୍‌

ନୂଆଦିଲ୍ଲୀ,୨୩।୫: ଟିକ୍‌ଟକ୍‌ ଆପ୍‌ର ମୂଳ କମ୍ପାନୀ ବାଇଟଡାନ୍ସ ଲିମିଟେଡ୍‌ ବିଶ୍ୱର ମୋଷ୍ଟ ଭାଲ୍ୟୁଏବୁଲ ବା ସବୁଠାରୁ ଅଧିକ ମୂଲ୍ୟ ବିଶିଷ୍ଟ ଷ୍ଟାର୍ଟଅପ୍‌ ବୋଲି ଜଣାପଡିଛି। ପ୍ରାଇଭେଟ ଶେୟାର ଟ୍ରାଞ୍ଜାକଶନ କ୍ଷେତ୍ରରେ କମ୍ପାନୀର ଭାଲ୍ୟୁଏଶନ ୧୦୦ ବିଲିୟନ ଡଲାର ଟପିଥିବା ଜଣାପଡିଛି। ପ୍ରକ୍ରିୟା…

ପାଇକାରୀ ବଜାରରେ ଟମାଟୋ କିଲୋ ୫ ଟଙ୍କା

ନୂଆଦିଲ୍ଲୀ,୨୩।୫: କରୋନା ଯୋଗୁ କୃଷକମାନେ ବର୍ତ୍ତମାନ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ଏଭଳି ବିଭିନ୍ନ ସମସ୍ୟା ଲାଗି ପାଇକାରୀ ବଜାରରେ ଟମାଟୋର କିଲୋ ପ୍ରତି ଦର ୫ ଟଙ୍କାକୁ ଖସିଛି। ଏହି ସମୟରେ ଟମାଟୋର ପାଇକାରୀ ମୂଲ୍ୟ ୩ ବର୍ଷର…

ଚାଇନା ନିବେଶକଙ୍କ ଉପରେ ନଜର

ନୂଆଦିଲ୍ଲୀ,୨୩।୫: ଗତ କିଛିଦିନ ଚାଇନାରୁ ଆସୁଥିବା ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ (ଏଫ୍‌ଡିଆଇ) ରୋକିବା ଉପରେ ସରକାର ନିୟମରେ ପରିବର୍ତ୍ତନ କରିଥିଲେ। ବର୍ତ୍ତମାନ ଚାଇନା ଏବଂ ହଂକଂରୁ ଆସୁଥିବା ନିବେଶର ଅନ୍ୟ ସାଧନ ଉପରେ ମଧ୍ୟ ରୋକ ଲଗାଇବା ଲାଗି ସରକାର…

୨ ହଜାର କର୍ମଚାରୀଙ୍କୁ ଛଟେଇ କଲା ଇଣ୍ଡିଆବୁଲ୍‌ସ

ମୁମ୍ବାଇ,୨୩।୫: ବର୍ତ୍ତମାନ କରୋନା ପ୍ରଭାବରୁ କମ୍ପାନୀଗୁଡ଼ିକ ବୃହତ୍‌ ପରିମାଣର କ୍ଷତି ସହୁଥିବା ବେଳେ କର୍ମଚାରୀଙ୍କୁ ଛଟେଇ କରୁଥିବା ନଜରକୁ ଆସିଛି। ଏଭଳି ଅସୁବିଧା ଯୋଗୁ ଇଣ୍ଡିଆ ବୁଲ୍‌ସ ଏହାର ମୋଟ୍‌ ୨୦ ହଜାର କର୍ମଚାରୀଙ୍କ ମଧ୍ୟରୁ ପ୍ରାୟ ୨ ହଜାରଙ୍କୁ ଛଟେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?