ବାଣିଜ୍ୟ

ସରକାରଙ୍କ ଉପରେ ବର୍ଷିଲେ ରଘୁରାମ ରାଜନ

ନୂଆଦିଲ୍ଲୀ, ୯ା୧୨:ଦେଶର ଅର୍ଥ ବ୍ୟବସ୍ଥା ଏବେ ମାନ୍ଦାବସ୍ଥା କବଳରେ ରହିଥିବା ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ପୂର୍ବତନ ଗଭର୍ନର ରଘୁରାମ ରାଜନ କହିଛନ୍ତି। ଦେଶ ମଧ୍ୟରେ ଆର୍ଥତ୍କ କାର୍ଯ୍ୟକଳାପ ଗଭୀର ଭାବେ ପ୍ରଭାବିତ ହୋଇଥିବା ବେଳେ ମନ୍ଥର ସ୍ଥିତିକୁ ଚାଲି ଯାଇଛି।...

ଏୟାରଟେଲ୍‌ ଉପଭୋକ୍ତା ଏବେ ସମସ୍ତ ନେଟଓ୍ବର୍କକୁ କରିପାରିବେ ଅନ୍‌ଲିମିଟେଡ୍‌ ଫ୍ରି କଲ୍‌

ନୂଆଦିଲ୍ଲୀ,୭।୧୨: ଟେଲିକମ କମ୍ପାନୀଙ୍କ କଲ୍‌ ରେଟ୍‌କୁ ନେଇ ଏବେ ଗ୍ରାହକ ଏକ ପ୍ରକାର ହଡବଡେଇ ଯାଉଛନ୍ତି। ଏତିକି ବେଳେ କିନ୍ତୁ ଏୟାରଟେଲ ତା’ ଉପଭୋକ୍ତାଙ୍କ ପାଇଁ ଆଣିଛି ଖୁସି ଖବର। କାରଣ ଏବେ କମ୍ପାନୀ ଫେୟାର ୟୁସେଜ ପଲିସି ଲିମିଟ(ଏଫ୍‌ୟୁପି)ଚାର୍ଜକୁ...

ସରକାରୀ ପ୍ରୋତ୍ସାହନ ନ ମିଳିଲେ ବନ୍ଦ ହୋଇଯିବ ଭୋଡାଫୋନ-ଆଇଡିଆ

ନୂଆଦିଲ୍ଲୀ,୭-୧୨: ଟେଲିକମ୍‌ କମ୍ପାନୀଗୁଡିକ ଏବେ ପ୍ରଭାବିତ ସ୍ଥିତିରେ ରହିଛନ୍ତି। କମ୍ପାନୀଗୁଡିକ ଉପରେ ଏବେ ବୃହତ୍‌ ଋଣ ବୋଝ ରହିଥିବାରୁ କାର୍ଯ୍ୟ ପରିଚାଳନା କରିବା କଷ୍ଟକର ହୋଇପଡିଛି। ଏଭଳି ସ୍ଥିତିରେ ସରକାର ଦେଶର ଟେଲିକମ୍‌ କମ୍ପାନୀଗୁଡିକୁ ପ୍ରୋତ୍ସାହିତ କରିବାର ଆବଶ୍ୟକତା ରହିଛି...

ଚାହିଦା ପୂରଣ ଲାଗି ପିଆଜ ଆମଦାନୀ କରୁଛି ଏମ୍‌ଏମ୍‌ଟିସି

ନୂଆଦିଲ୍ଲୀ,୭-୧୨: ରାଷ୍ଟ୍ରାୟତ୍ତ ଟ୍ରେଡିଂ କମ୍ପାନୀ ଏମ୍‌ଏମ୍‌ଟିସି ବିଦେଶରୁ ପିଆଜ ଆମଦାନୀ କରୁଛି। ଚାହିଦା ପୂରଣ ଏବଂ ଦରବୃଦ୍ଧିକୁ ରୋକିବା ଲାଗି ଏମଏମ୍‌ଟିସି ଏଭଳି ପଦକ୍ଷେପ ଗ୍ରହଣ କରୁଥିବା କେନ୍ଦ୍ର ଖାଉଟି ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଦାନଭେ ରାଓସାହେବ ଦାଦାରାଓ କହିଛନ୍ତି। ଆମଦାନୀ...

୬୩,୪୯୩ ୟୁନିଟ ଯାନ ପ୍ରତ୍ୟାହାର କଲା ମାରୁତି

ନୂଆଦିଲ୍ଲୀ,୭-୧୨: କେତେକ ଯାନ୍ତ୍ରିକ ତ୍ରୁଟି ଯୋଗୁ ମାରୁତି ସୁଜୁକି ଇଣ୍ଡିଆ ଏହାର ୬୩,୪୯୩ ୟୁନିଟ ଯାନ ପ୍ରତ୍ୟାହାର କରି ନେଇଛି। ଏହି ଯାନଗୁଡିକ ସିଆଜ, ଏର୍ଟିଗା ଏବଂ ଏକ୍ସଏଲ୍‌ ୬ ଭଳି ମଡେଲରେ ରହିଛି। ଏହି ଯାନଗୁଡିକ ପେଟ୍ରୋଲ ସ୍ମାର୍ଟ...

ଚବିଶ ଘଣ୍ଟିଆ ହେବ ଏନ୍‌ଇଏଫ୍‌ଟି ନେଣଦେଣ

ନୂଆଦିଲ୍ଲୀ,୭-୧୨: ଡିଜିଟାଲ ନେଣଦେଣକୁ ପ୍ରୋତ୍ସାହିତ କରିବା ଲାଗି ରିଜର୍ଭ ବ୍ୟାଙ୍କ ନୂଆ ପଦକ୍ଷେପ ହାତକୁ ନେଇଛି। ଏହି ଯୋଜନା ଅନ୍ତର୍ଗତ ନ୍ୟାଶନାଲ ଇଲେକଟ୍ରୋନିକ୍ସ ଫଣ୍ଡ୍‌ସ ଟ୍ରାନ୍ସଫର (ଏନ୍‌ଇଏଫ୍‌ଟି) ସୁବିଧାକୁ ଚବିଶ ଘଣ୍ଟିଆ ପ୍ରଦାନ କରିବା ନେଇ ନିଷ୍ପତ୍ତି ହୋଇଛି। ଏହାର...

ଅଟୋ ଯନ୍ତ୍ରାଂଶ କ୍ଷେତ୍ରରେ ନିଯୁକ୍ତି ହରାଇଲେ ୧ ଲକ୍ଷ

ନୂଆଦିଲ୍ଲୀ,୭-୧୨: ଅଟୋ ଯନ୍ତ୍ରାଂଶ କ୍ଷେତ୍ରରେ ଗତ ବର୍ଷେ ମଧ୍ୟରେ ୧ ଲକ୍ଷ ଅସ୍ଥାୟୀ କର୍ମଚାରୀ ନିଯୁକ୍ତି ହରାଇଛନ୍ତି। ଅକ୍ଟୋବର ୨୦୧୮ ଠାରୁ ଚଳିତ ବର୍ଷ ଜୁଲାଇ ମଧ୍ୟରେ ଏହି ଲୋକଙ୍କ ନିଯୁକ୍ତି ଯାଇଥିବା ଜଣାପଡିଛି। ଚଳିତ ବର୍ଷ ଏପ୍ରିଲରୁ ସେପ୍ଟେମ୍ବର...

ପିଏମ୍‌ସି ଠକେଇର ଫୋରେନସିକ ଅଡିଟ୍‌ ରିପୋର୍ଟ ଶୀଘ୍ର

ମୁମ୍ବାଇ,୬-୧୨: ଠକେଇ ଦ୍ୱାରା ପ୍ରଭାବିତ ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ ବ୍ୟାଙ୍କର ଫରେନସିକ ରିପୋର୍ଟ ଚଳିତ ମାସ ଶେଷ ସୁଦ୍ଧା ଆସିବ ବୋଲି ରିଜର୍ଭ ବ୍ୟାଙ୍କ କହିଛି। ଏହା ଆସିଲେ ଋଣ ନେଇଥିବା ବ୍ୟକ୍ତି ବିଶେଷଙ୍କ ସମ୍ପତ୍ତିର ମୂଲ୍ୟ ନିର୍ଦ୍ଧାରଣ...

ରେକର୍ଡ ସ୍ତରରେ ବିଦେଶୀ ମୁଦ୍ରା ଭଣ୍ଡାର

ମୁମ୍ବାଇ,୬-୧୨: ଦେଶର ବିଦେଶୀ ମୁଦ୍ରା ଭଣ୍ଡାର ନୂଆ ରେକର୍ଡ ସ୍ତର ଛୁଇଁଛି। ଏହି ସମୟରେ ଏହା ୪୫୧.୭ ବିଲିୟନ ଡଲାରକୁ ବୃଦ୍ଧି ଘଟିଛି। ଚଳିତ ଆର୍ଥତ୍କ ବର୍ଷ ବର୍ତ୍ତମାନ ସମୟ ପର୍ଯ୍ୟନ୍ତ ବିଦେଶୀ ମୁଦ୍ରା ଭଣ୍ଡାରରେ ୩୮.୮ ବିଲିୟନ ଡଲାର...

ନୂଆ ପ୍ରିପେଡ କାର୍ଡ ଆଣିବାକୁ ଆର୍‌ବିଆଇର ପ୍ରସ୍ତାବ

ମୁମ୍ବାଇ,୬-୧୨: କେନ୍ଦ୍ରୀୟ ବ୍ୟାଙ୍କ ନୂଆ ପ୍ରିପେଡ ପେମେଣ୍ଟ ଇନଷ୍ଟ୍ରୁମେଣ୍ଟ (ପିପିଆଇ) ଲାଗୁ କରିବାକୁ ପ୍ରସ୍ତାବ ଦେଇଛି। ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ସାମଗ୍ରୀ ଏବଂ ସେବା କ୍ଷେତ୍ରରେ ଏଭଳି ପ୍ରିପେଡ କାର୍ଡ ବ୍ୟବହାର କରାଯାଇ ପାରିବ। ଡିଜିଟାଲ ପେପେଣ୍ଟ ପ୍ରୋତ୍ସାହନ...

ଘରୋଇ ଡିଜିଟାଲ କରେନ୍ସିକୁ ଆର୍‌ବିଆଇର ନା

ମୁମ୍ବାଇ,୬-୧୨: ରିଜର୍ଭ ବ୍ୟାଙ୍କ ବତ୍ତର୍ମାନ ଡିଜିଟାଲ କରେନ୍ସି ଆଣିବା ନେଇ ସ୍ପଷ୍ଟ ଭାବେ କହି ହେବ ନାହିଁ ବୋଲି ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି। ଏ ନେଇ କହିବା ବର୍ତ୍ତମାନ ସମୟ ଆସିନାହିଁ। ବର୍ତ୍ତମାନ ଟେକ୍ନୋଲୋଜି କ୍ଷେତ୍ରରେ କିଛିଟା ଅସୁବିଧା...

ଅଭିବୃଦ୍ଧି ପୂର୍ବାନୁମାନ ୫%କୁ ଖସାଇଲା ଆର୍‌ବିଆଇ

ମୁମ୍ବାଇ,୬-୧୨: ରିଜର୍ଭ ବ୍ୟାଙ୍କ ଗୁରୁବାର ରେପୋ ରେଟକୁ ଅପରିବର୍ତ୍ତିତ ୫.୧୫% ରଖିଛି। ଜିଡ଼ିପି ଅଭିବୃଦ୍ଧିକୁ ଧ୍ୟାନରେ ରଖି ଏହାର ପଦକ୍ଷେପ ଧାରାକୁ ବଜାୟ ରଖିବା ଉପରେ କେନ୍ଦ୍ରୀୟ ବ୍ୟାଙ୍କ ଗୁରୁତ୍ୱାରୋପ କରିଛି। ଏପରି ସ୍ଥିତିରେ ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri