ବାଣିଜ୍ୟ

ଘରୋଇକରଣ ହେବ ଅଧିକ ରାଷ୍ଟ୍ରାୟତ୍ତ ସଂସ୍ଥା

ନୂଆଦିଲ୍ଲୀ,୧୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା କବଳିତ ଅର୍ଥ ବ୍ୟବସ୍ଥାକୁ ପୁନର୍ଜିବିତ ଲାଗି ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ଏହାର ୫ମ ତଥା ଚୂଡ଼ାନ୍ତ ପର୍ଯ୍ୟାୟ ଘୋଷଣା କରିଛନ୍ତି। ଦେଶର…

ଘରୋଇ କ୍ଷେତ୍ରକୁ ଏମ୍‌ଜିଏନ୍‌ଆର୍‌ଇଜିଏ ଅର୍ଥ

ନୂଆଦିଲ୍ଲୀ,୧୮ା୫: ଘରୋଇ ଫ୍ୟାକ୍ଟ୍ରି ଓ ନିର୍ମାଣସ୍ଥଳ ଭଳି ପ୍ରାଇଭେଟ୍‌ ଏଣ୍ଟରପ୍ରାଇଜ୍‌ରେ ନିୟୋଜିତ ଶ୍ରମିକଙ୍କ ପାଇଁ ମହାମତ୍ା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଆଇନ (ଏମ୍‌ଜିଏନ୍‌ଆର୍‌ଇଜିଏ) କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ବିଚାର କରୁଛନ୍ତି। ଏମ୍‌ଜିଏନ୍‌ଆଇଜିଏ ପାଣ୍ଠିକୁ ଘରୋଇ କ୍ଷେତ୍ରରେ ଖର୍ଚ୍ଚ କରିବା…

କମ୍ପାନୀ ଆଇନରେ ଆସିବ ସଂଶୋଧନ

ନୂଆଦିଲ୍ଲୀ,୧୮।୫: କମ୍ପାନୀ ଆଇନରେ ସଂଶୋଧନ ଆଣିବା ଲାଗି ସରକାର ଅଧ୍ୟାଦେଶ ଆଣିବେ। ଉକ୍ତ ଆଇନରେ ଥିବା ବିଭିନ୍ନ ଧାରାକୁ ଅପରାଧମୁକ୍ତ କରିବା, ଭାରତୀୟ କର୍ପୋରେଟଗୁଡ଼ିକୁ ସିଧାସଳଖ ବିଦେଶୀ ବଜାରରେ ଲିଷ୍ଟିଂ କରାଇବା ଏବଂ ଇଜ ଅଫ୍‌ ଡୁଇଁ ବିଜ୍‌ନେସକୁ ପ୍ରୋତ୍ସାହିତ କରିବା…

ବର୍ଷେ ଯାଏ ହେବନି ବ୍ୟାଙ୍କ୍ରପ୍ସି ଫାଇଲିଂ

ନୂଆଦିଲ୍ଲୀ,୧୮।୫: ଋଣ ଖିଲାପ କ୍ଷେତ୍ରରେ ଆଗାମୀ ବର୍ଷେ ଯାଏ କୌଣସି ନୂଆ ବ୍ୟାଙ୍କ୍ରପ୍ସି ଫାଇଲିଂ ହୋଇପାରିବ ନାହିଁ । ଏହାକୁ ସରକାର ଗୋଟିଏ ବର୍ଷ ଲାଗି ସ୍ଥଗିତ ରଖିଛନ୍ତି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଏହାବାଦ କମ୍ପାନୀଗୁଡ଼ିକ ଲାଗି ଇନ୍‌ସଲଭେନ୍ସି…

ଘରୋଇ ହାତକୁ ଯିବ ଅଣ ଷ୍ଟ୍ରାଟେଜିକ୍‌ ପିଏସ୍‌ୟୁ

ନୂଆଦିଲ୍ଲୀ,୧୮।୫:ସରକାର ବିଭିନ୍ନ କ୍ଷେତ୍ରରେ ଘରୋଇକରଣକୁ ବର୍ତ୍ତମାନ ଗୁରୁତ୍ୱ ଦେଉଛନ୍ତି। ଷ୍ଟ୍ରାଟେଜିକ କ୍ଷେତ୍ରଗୁଡ଼ିକର ସଂଜ୍ଞା ନିରୂପଣ କରିବା ଲାଗି ନୂଆ ପବ୍ଲିକ ଏଣ୍ଟରପ୍ରାଇଜ ନୀତି ଆଣିବେ। ନୂଆ ନୀତି କାର୍ଯ୍ୟକ୍ଷମ ହେଲେ ଷ୍ଟ୍ରାଟେଜିକ କ୍ଷେତ୍ରଗୁଡ଼ିକରେ ୪ରୁ ଅଧିକ ରାଷ୍ଟ୍ରାୟତ୍ତ କମ୍ପାନୀ କାମ କରିପାରିବେ…

ରାଜ୍ୟଗୁଡ଼ିକ ଲାଗି ଋଣ ସୀମା ୫%କୁ ବଢ଼ିଲା

ନୂଆଦିଲ୍ଲୀ,୧୮।୫: କେନ୍ଦ୍ର ସରକାର ରାଜ୍ୟଗୁଡ଼ିକ ଲାଗି ଋଣ ସୀମାକୁ ରବିବାର ୩%ରୁ ୫% ବଢ଼ାଇଛନ୍ତି। ଏହାଦ୍ୱାରା ରାଜ୍ୟଗୁଡିକ ୨୦୨୦-୨୧ରେ ସେମାନଙ୍କ ମୋଟ ରାଜ୍ୟ ଜିଡିପିର ୫% ପର୍ଯ୍ୟନ୍ତ ଋଣ କରିବାକୁ ସକ୍ଷମ ହୋଇପାରିବେ। ଏହାଦ୍ୱାରା ରାଜ୍ୟଗୁଡିକୁ ୪.୨୮ ଲକ୍ଷ କୋଟି ଟଙ୍କାର…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପାଇଁ ଅତିରିକ୍ତ ବ୍ୟୟ ବରାଦ

ନୂଆଦିଲ୍ଲୀ,୧୮।୫: ମହାତ୍ମା ଗାନ୍ଧୀ ନ୍ୟାଶନାଲ ରୁରାଲ ଏମ୍ପ୍ଲୟମେଣ୍ଟ ଗ୍ୟାରେଣ୍ଠି ସ୍କିମ(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ନିଯୁକ୍ତିକୁ ପ୍ରୋତ୍ସାହିତ କରିବା ଲାଗି ସରକାର ଅତିରିକ୍ତ ୪୦ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି। ଏହାଦ୍ୱାରା ୩୦୦ କୋଟି ମାନବ କାର୍ଯ୍ୟଦିବସ ସୃଷ୍ଟି କରାଯାଇପାରିବ। ଘରକୁ ଫେରିଥିବା…

ପବ୍ଲିକ ହେଲ୍‌ଥରେ ଅଧିକ ନିବେଶ ହେବ

ନୂଆଦିଲ୍ଲୀ,୧୮।୫: ପବ୍ଲିକ୍‌ ହେଲ୍‌ଥ ସିଷ୍ଟମରେ ସରକାର ଅଧିକ ପୁଞ୍ଜି ଖର୍ଚ୍ଚ କରିବାକୁ ଯୋଜନା ରଖିଛନ୍ତି। ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ଥିବା ସ୍ବାସ୍ଥ୍ୟସେବା ଯୋଗାଣ କରୁଥିବା ଅନୁଷ୍ଠାନଗୁଡିକରେ ଏହାଦ୍ୱାରା ଅଧିକ ଅର୍ଥ ବିନିଯୋଗ ହେବ। ଅଧିକ ହେଲ୍‌ଥ ଏବଂ ଓ୍ବେଲ୍‌ନେସ ସେଣ୍ଟର ସ୍ଥାପନକୁ…

୫ ଦିନରେ ରାଜଧାନୀ ସ୍ପେଶାଲ ଟ୍ରେନ୍‌ରେ ୩ ଲକ୍ଷରୁ ଅଧିକ ଯାତ୍ରୀ କଲେ ଯାତ୍ରା: ୬୯ କୋଟି ରାଜସ୍ବ ସଂଗ୍ରହ

ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ବହୁଲୋକ ଘରଠାରୁ ଦୂରରେ ଅଟକି ରହିଛନ୍ତି। ସେମାନଙ୍କ ସୁବିଧା ପାଇଁ ରେଳ ବିଭାଗ ପକ୍ଷରୁ ରାଜଧାନୀ ସ୍ପେଶାଲ ଟ୍ରେନ୍‌ ଚଳାଚଳ କରାଯାଉଛିି। ୧୨…

ଭାରତ-କାନାଡା ନିବେଶ ସୁଯୋଗ ନେଇ ଆଲୋଚନା

ନୂଆଦିଲ୍ଲୀ,୧୭।୫ – କୋଭିଡ୍‌-୧୯ ବର୍ତ୍ତମାନ ସାରା ବିଶ୍ୱ ଅର୍ଥନୀତିକୁ ଦୋହଲାଇ ଦେଇଥିବା ବେଳେ ଭାରତ ଏବଂ କାନାଡା ମଧ୍ୟରେ ନିବେଶ ସୁଯୋଗ ନେଇ ଏକ ଓ୍ବେବିନାର ଅନୁଷ୍ଠିତ ହୋଇଯାଇଛି। ଇଣ୍ଡୋ-କାନାଡିଆନ ବିଜ୍‌ନେସ ଚାମ୍ବର ପକ୍ଷରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କୋଭିଡ୍‌ ପରେ…

ମହାକାଶ କ୍ଷେତ୍ରରେ ଘରୋଇ କମ୍ପାନୀଙ୍କୁ ଅନୁମତି

ନୂଆଦିଲ୍ଲୀ,୧୭।୫- ମହାକାଶ ସମ୍ପର୍କିତ ସେବା ଏବଂ ଉପଗ୍ରହ ଲଞ୍ଚ କ୍ଷେତ୍ରରେ ଘରୋଇ କ୍ଷେତ୍ର କମ୍ପାନୀଗୁଡିକୁ ଅନୁମତି ମିଳିଛି। ଘରୋଇ କ୍ଷେତ୍ର ଇସ୍ରୋ ଫାସିଲିଟିକୁ ବ୍ୟବହାର କରିପାରିବେ। ଭବିଷ୍ୟତର ମହାକାଶ ଗବେଷଣା ଏବଂ ଆଉଟର ସ୍ପେସ୍‌ ଟ୍ରାଭେଲ ଲାଗି ଘରୋଇ କ୍ଷେତ୍ରକୁ ଅନୁମତି…

କେନ୍ଦ୍ର ଶାସିତ ଅଞ୍ଚଳରେ ବିତରଣ କମ୍ପାନୀ ଘରୋଇକରଣ

ନୂଆଦିଲ୍ଲୀ,୧୭।୫ କେନ୍ଦ୍ର ଶାସିତ ଅଞ୍ଚଳରେ ବିଦ୍ୟୁତ୍‌ କମ୍ପାନୀଗୁଡିକ ଘରୋଇକରଣ ହେବ ବୋଲି ଜଣାପଡ଼ିଛି। ଲୋକଙ୍କୁ ଉନ୍ନତ ସେବା ଯୋଗାଣ ଲକ୍ଷ୍ୟରେ ଏଭଳି ପଦକ୍ଷେପ ହାତକୁ ନିଆଯାଉଛି। ବିଦ୍ୟୁତ୍‌ ଟାରିଫ ପଲିସିରେ ସଂସ୍କାର ଆଣିବା ଲାଗି ସରକାର ଘୋଷଣା କରିଛନ୍ତି। ଗ୍ରାହକଙ୍କ ଅଧିକାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?