ବାଣିଜ୍ୟ

ବେସାମରିକ ବିମାନ ଚଳାଚଳ କ୍ଷେତ୍ରକୁ ଲାଭ

ନୂଆଦିଲ୍ଲୀ,୧୭।୫ : ବେସାମରିକ ବିମାନ ଚଳାଚଳ କ୍ଷେତ୍ରରେ ଦକ୍ଷ ଏୟାରସ୍ପେସ୍‌ ମ୍ୟାନେଜମେଣ୍ଟ ଲାଗି ସରକାର କେତେକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାଦ୍ୱାରା କମ୍ପାନୀଙ୍କୁ ପ୍ରାୟ ୧୦୦୦ କୋଟି ଟଙ୍କା ଲାଭ ମିଳିବ ବୋଲି ଜଣାପଡିଛି। ବର୍ତ୍ତମାନ ୬୦% ଭାରତୀୟ ଏୟାରସ୍ପେସ୍‌ ମାଗଣାରେ…

ପେଟ୍ରୋଲ , ଡିଜେଲ ଉପରେ ବଢିଲା ଭ୍ୟାଟ୍‌

  ଭୁବନେଶ୍ୱର,୧୭।୫ : ରାଜ୍ୟ ସରକାର ପେଟ୍ରୋଲ ଏବଂ ଡିଜେଲ ଉପରେ ଭ୍ୟାଟ୍‌ ବଢାଇଛନ୍ତି। ପେଟ୍ରୋଲ ଉପରେ ଭ୍ୟାଟ୍‌ ୨୬%ରୁ ୩୨%କୁ ବଢିଛି। ଫଳରେ ପେଟ୍ରୋଲ ଲିଟର ପିଛା ଦର ୩.୧୧ ଟଙ୍କା ବଢି ରିଟେଲ ମୂଲ୍ୟ ୭୧.୬୯ ଟଙ୍କା ଛୁଇଁଛି।…

୮ କ୍ଷେତ୍ରରେ ଢାଞ୍ଚାଗତ ସଂସ୍କାର

ନୂଆଦିଲ୍ଲୀ,୧୭।୫-ସରକାରଙ୍କ ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଅଧୀନ ବିଭିନ୍ନ ଯୋଜନା ଉପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ୪ର୍ଥ ପର୍ଯ୍ୟାୟ ଘୋଷଣା କରିଛନ୍ତି। ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଏବଂ ନିଯୁକ୍ତି ସୃଷ୍ଟିକୁ ପ୍ରୋତ୍ସାହନ ଲାଗି ସୀତାରାମନ ୮ଟି କ୍ଷେତ୍ରରେ…

ଖଣିଜ କ୍ଷେତ୍ରରେ ନିବେଶ ଆକୃଷ୍ଟ ଲକ୍ଷ୍ୟ

ନୂଆଦିଲ୍ଲୀ,୧୭।୫-ଦେଶର ଖଣିଜ ଉତ୍ତୋଳନ କ୍ଷେତ୍ରରେ ଏଫ୍‌ଡିଆଇ ଆକୃଷ୍ଟ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏହି କ୍ଷେତ୍ରରେ ଅଭିବୃଦ୍ଧି ଏବଂ ନିଯୁକ୍ତିକୁ ପ୍ରୋତ୍ସାହିତ କରିବା ଲାଗି ଷ୍ଟେଟ ଅଫ୍‌ ଆର୍ଟ ଟୋକ୍ନୋଲୋଜି ବ୍ୟବହାରକୁ ଗୁରୁତ୍ୱ ଦିଆଯାଇଛି। ନିରନ୍ତର ଉତ୍ତୋଳନ ବ୍ୟବସ୍ଥା କାର୍ଯ୍ୟକାରୀ କରିବା…

ପ୍ରତିରକ୍ଷା କ୍ଷେତ୍ର ଏଫ୍‌ଡିଆଇ ୭୪%କୁ ବଢ଼ିଲା

  ନୂଆଦିଲ୍ଲୀ,୧୭।୫: ସରକାର ପ୍ରତିରକ୍ଷା କ୍ଷେତ୍ର ମାନୁଫାକଚରିଂକୁ ପ୍ରୋତ୍ସାହିତ କରିବା ଲାଗି ପଦକ୍ଷେପ ନେଇଛନ୍ତି। ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ ଅଧୀନ ୪ର୍ଥ ପର୍ଯ୍ୟାୟ ଘୋଷଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏ ସମ୍ପର୍କରେ ଘୋଷଣା କରିଛନ୍ତି। ଏହି କ୍ଷେତ୍ର…

ଫାଷ୍ଟଟ୍ରାକ୍‌ ନିବେଶ ଲାଗି ଯୋଜନା

ନୂଆଦିଲ୍ଲୀ,୧୭।୫ ନିବେଶକୁ ପ୍ରୋତ୍ସାହନ ତଥା ତ୍ୱରିତ କରିବା ଲାଗି ସରକାର ଯୋଜନା ହାତକୁ ନେଇଛନ୍ତି। ଏହି ଯୋଜନାକୁ ରୂପାୟନ କରିବା ଲାଗି ସରକାର ଏମ୍ପାଓ୍ବାର୍ଡ ଗ୍ରୁପ୍‌ ଅଫ୍‌ ସେକ୍ରେଟାରିଜ ପକ୍ଷରୁ ତ୍ୱରିତ ନିବେଶ ମଞ୍ଜୁରୀ ବ୍ୟବସ୍ଥା କରିଛନ୍ତି। ପ୍ରତି ମନ୍ତ୍ରଣାଳୟ ଅଧୀନରେ…

କମର୍ସିଆଲ କୋଲ୍‌ ମାଇନିଂକୁ ଅନୁମତି

ନୂଆଦିଲ୍ଲୀ,୧୭।୫: ବର୍ତ୍ତମାନ ପର୍ଯ୍ୟନ୍ତ କୋଇଲା ଖଣି ଖନନ କ୍ଷେତ୍ରରେ ସରକାରଙ୍କ ଆଧିପତ୍ୟ ରହି ଆସିଥିଲା। ଘରୋଇ କ୍ଷେତ୍ରକୁ ଏହି ବର୍ଗରେ କାମ କରିବା ଲାଗି ଅନୁମତି ମିଳି ନ ଥିଲା। କମର୍ସିଆଲ କୋଲ୍‌ ମାଇନିଂ ସମ୍ପର୍କରେ ସରକାର ଶନିବାର ଘୋଷଣା କରିଛନ୍ତି।…

୨୯୫.୬୭ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ

ନୂଆଦିଲ୍ଲୀ,୧୬ା୫(ପି.ଟି.): ଚଳିତ ୨୦୧୯-୨୦ ଫସଲ ବର୍ଷରେ ଦେଶରେ ୨୯୫.୬୭ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ହେବ ବୋଲି ଆକଳନ କରାଯାଇଛି। ଭଲ ବର୍ଷା ଯୋଗୁ କ୍ରମାଗତ ଚତୁର୍ଥ ବର୍ଷ ଲାଗି ରେକର୍ଡ ଉତ୍ପାଦନ ହେବାକୁ ଯାଉଥିବା କୃଷି ମନ୍ତ୍ରଣାଳୟର ସଦ୍ୟତମ ତଥ୍ୟରୁ…

ପଦ ଛାଡ଼ିଲେ ଡବ୍ଲ୍ୟୁଟିଓ ମୁଖ୍ୟ

ଜାତିସଂଘ, ୧୬ା୫ : ମହାମାରୀ କରୋନା ଭୂତାଣୁ କବଳରେ ବିଶ୍ୱ କଲବଲ ହେଉଥିବା ବେଳେ ବାଣିଜି୍ୟକ ଓ ଆର୍ଥତ୍କ ସମସ୍ୟା ଉତ୍କଟ ହେବାରେ ଲାଗିଛି। ଏହି ସମୟରେ ବିଶ୍ୱ ବାଣିଜ୍ୟ ସଙ୍ଗଠନ(ଡବ୍ଲ୍ୟୁଟିଓ)ର ମୁଖ୍ୟ ରୋବେର୍ଟୋ ଆଜେଭେଡୋ ସମାଲୋଚନାର ଶିକାର ହୋଇ ନିଜ…

କରୋନା ଖାଇଯିବ ୮.୮ ଟ୍ରିଲିୟନ ଡଲାର

ନୂଆଦିଲ୍ଲୀ,୧୬ା୫(ପି.ଟି.): କରୋନା ମହାମାରୀ ଯୋଗୁ ବିଶ୍ୱ ଅର୍ଥନୀତିକୁ ୫.୮ରୁ ୮.୮ ଟ୍ରିଲିୟନ ଡଲାର କ୍ଷତି ସହିବାକୁ ପଡ଼ିପାରେ ବୋଲି ଏସୀୟ ଉନ୍ନୟନ ବ୍ୟାଙ୍କ (ଏଡିବି) ପକ୍ଷରୁ ଆକଳନ କରାଯାଇଛି। ଏହା ବିଶ୍ୱ ଜିଡିପି (ମୋଟ ଘରୋଇ ଉତ୍ପାଦ)ର ୬.୪ରୁ ୯.୭ ପ୍ରତିଶତ।…

୨୦ରେ ବିଏମ୍‌ଏସ୍‌ର ଦେଶବ୍ୟାପୀ ଆନ୍ଦୋଳନ

ନୂଆଦିଲ୍ଲୀ,୧୬ା୫: କରୋନା ଭାଇରସ୍‌ ଯୋଗୁ ଜାରି ଲକ୍‌ଡାଉନ୍‌ ଫଳରେ ସୃଷ୍ଟି ହୋଇଥିବା ଅଚଳାବସ୍ଥା ପରିପ୍ରେକ୍ଷୀରେ ୯ ରାଜ୍ୟ ସେମାନଙ୍କ ଶ୍ରମ ଆଇନରେ ସଂଶୋଧନ ଆଣିଛନ୍ତି। ଭାଜପାର ବିଚାର ମାର୍ଗଦର୍ଶକ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ସମର୍ଥିତ ଭାରତୀୟ ମଜଦୁର ସଂଘ (ବିଏମ୍‌ଏସ୍‌)…

ସ୍ପେଶାଲ୍‌ ଟ୍ରେନ୍‌ରେ ୨ ଲକ୍ଷରୁ ଅଧିକ ଯାତ୍ରୀ କଲେ ଟିକଟ ବୁକିଂ: ୪୫ କୋଟି ୩୦ ଲକ୍ଷ ଭଡ଼ା ଆଦାୟ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ବହୁଲୋକ ଘରଠାରୁ ଦୂରରେ ଅଟକି ରହିଛନ୍ତି। ସେମାନଙ୍କ ସୁବିଧା ପାଇଁ ରେଳ ବିଭାଗ ପକ୍ଷରୁ ସ୍ପେଶାଲ ଟ୍ରେନ୍‌ ଚଳାଚଳ କରିବାକୁ ନିଷ୍ପତ୍ତି ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?