ଶହେ ଟଙ୍କା ପାଇବାକୁ ୯୮.୪୪ ଟଙ୍କା ଖର୍ଚ୍ଚ କରୁଛି ରେଲଓ୍ବେ
ନୂଆଦିଲ୍ଲୀ, ୩-୧୨: ଭାରତୀୟ ରେଲଓ୍ବେର ଆୟ ୧୦ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଯାଇଛି। ୨୦୧୭-୧୮ ଆର୍ଥତ୍କ ବର୍ଷରେ ଏହାର ଅପରେଟିଂ ରେସିଓ ବା ପରିଚାଳନା ଅନୁପାତ ୯୮.୪୪% ରହିଛି। ଅନ୍ୟ ଅର୍ଥରେ କହିବାକୁ ଗଲେ ରେଲଓ୍ବେ ପ୍ରତି ୧୦୦ ଟଙ୍କା...
ଅଟୋମୋବାଇଲ କମ୍ପାନୀଙ୍କ ବିକ୍ରି ପୁଣି କମିଲା
ନୂଆଦିଲ୍ଲୀ, ୨-୧୨ : ଚଳିତ ବର୍ଷ ନଭେମ୍ବରରେ ଅଟୋମୋବାଇଲ କମ୍ପାନୀଙ୍କ ବିକ୍ରି ପୁଣି ହ୍ରାସ ଘଟିଛି। ଏହି ସମୟରେ ପ୍ରମୁଖ ଯାନ ନିର୍ମାତା ମାରୁତି ସୁଜୁକି ଇଣ୍ଡିଆ ବିକ୍ରି ୧.୯% କମି ୧.୫୦ ଲକ୍ଷ ୟୁନିଟ ରହିଛି। ସେହିଭଳି ହ୍ୟୁଣ୍ଡାଇ...
ବଢିବ କଲ୍, ଡାଟା ଦର
ନୂଆଦିଲ୍ଲୀ, ୨-୧୨: ଚଳିତ ମାସଠାରୁ ମୋବାଇଲ ସେବା ମହଙ୍ଗା ହେବ। ପ୍ରମୁଖ ଟେଲିକମ୍ କମ୍ପାନୀଗୁଡିକ ଡାଟା ଏବଂ କଲ୍ ଦର ବଢାଇବାକୁ ନିଷ୍ପତ୍ତି ନେଇଥିବାରୁ ମୋବାଇଲ ଟାରିଫ ବଢିବ। ଚଳିତ ମାସ ୬ ତାରିଖଠାରୁ ରିଲାଏନ୍ସ ଜିଓ ଏହାର ମୋବାଇଲ...
ଜିଏସ୍ଟି ଆଦାୟ ୧ ଲକ୍ଷ କୋଟି ଟଙ୍କା ଟପିଲା
ନୂଆଦିଲ୍ଲୀ, ୨-୧୨: ଚଳିତ ଆର୍ଥତ୍କ ବର୍ଷରେ ଲଗାତର ଭାବେ ୩ ମାସ ସାମଗ୍ରୀ ଓ ସେବା ଟିକସ(ଜିଏସ୍ଟି) ସଂଗ୍ରହ ହ୍ରାସ ହେବା ପରେ ନଭେମ୍ବରରେ ୬% ବୃଦ୍ଧି ଘଟି ୧ ଲକ୍ଷ କୋଟି ଟଙ୍କା ଟପିଛି। ପାର୍ବଣ ଚାହିଦାକୁ ଯୋଗୁ...
ମାନ୍ଦାବସ୍ଥା ଝଟକା;ଜିଡିିପି ଅଭିବୃଦ୍ଧି ୪.୫%କୁ ଖସିଲା
ନୂଆଦିଲ୍ଲୀ,୩୦-୧୧: ଚଳିତ ଆର୍ଥତ୍କ ବର୍ଷ ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ୪.୫%କୁ ଖସିଛି। ଏହା ଗତ ଆର୍ଥତ୍କ ବର୍ଷ ସମାନ ସମୟରେ ୭.୧% ରହିଥିବା ଶୁକ୍ରବାର ସରକାର ଜାରି କରିଥିବା ଡାଟାରୁ ସାମ୍ନାକୁ ଆସିଛି। ୨୦୧୨-୧୩ ଆର୍ଥତ୍କ...
ସୁନା ଗହଣାରେ ବାଧ୍ୟତାମୂଳକ ହେବ ହଲମାର୍କ
ନୂଆଦିଲ୍ଲୀ,୩୦-୧୧: ୨୦୨୧ ଜାନୁୟାରୀ ୧୫ଠାରୁ ସୁନା ଗହଣାରେ ହଲମାର୍କକୁ ବାଧ୍ୟତାମୂଳକ କରାଯିବ। ସୁନା ଗହଣାର ଗୁଣବତ୍ତା ପ୍ରସଙ୍ଗକୁ ଧ୍ୟାନରେ ରଖି ସରକାର ଏଭଳି ପଦକ୍ଷେପ ନେଇଥିବା କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ରାମ ବିଳାସ ପାଶ୍ୱାନ ଶୁକ୍ରବାର ସୂଚନା ଦେଇଛନ୍ତି।...
୨ ଲକ୍ଷ କୋଟିର ଋଣ ରାଇଟଅଫ୍ କଲେ ବ୍ୟାଙ୍କ
ନୂଆଦିଲ୍ଲୀ,୩୦-୧୧: ଦେଶରେ ସୂଚୀଭୁକ୍ତ ୪୨ ବାଣିଜି୍ୟକ ବ୍ୟାଙ୍କ ୨୦୧୮-୧୯ରେ ୨.୧୨ ଲକ୍ଷ କୋଟି ଟଙ୍କାର ଋଣ ରାଇଟ ଅଫ୍ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ପାର୍ଲାମେଣ୍ଟକୁ ଦିଆଯାଇଥିବା ସୂଚନା ଏହା ସାମ୍ନାକୁ ଆସିଛି। ୨୦୧୭-୧୮ରେ ରାଇଟ ଅଫ୍ ହୋଇଥିବା ଋଣ...
ବ୍ରାଣ୍ଡ ଫ୍ୟାକ୍ଟ୍ରି କଟକ ଷ୍ଟୋରରେ ଫ୍ରି ସପିଙ୍ଗ ଓ୍ବିକେଣ୍ଡ
ଭୁବନେଶ୍ୱର,୩୦-୧୧: ବ୍ରାଣ୍ଡ ଫ୍ୟାକ୍ଟି କଟକ ଷ୍ଟୋର ପକ୍ଷରୁ ପ୍ରଥମଥର ଲାଗି ଫ୍ରି ସପିଙ୍ଗ ଓ୍ବିକେଣ୍ଡ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଡିସେମ୍ବର ୪ରୁ ୮ ତାରିଖ ଯାଏ ଚାଲିବ। କଟକ ଷ୍ଟୋରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କ୍ଲଷ୍ଟର ମ୍ୟାନେଜର ମାନସ ମହାନ୍ତି...
ଡିସେମ୍ବର ୧୫ରୁ ଫାଷ୍ଟାଗ୍ ବାଧ୍ୟତାମୂଳକ
ନୂଆଦିଲ୍ଲୀ,୩୦-୧୧: ସାରା ଦେଶର ଟୋଲ ପ୍ଲାଜାଗୁଡିକରେ ବାଧ୍ୟତାମୂଳକ ଭାବେ ଫାଷ୍ଟାଗ କାର୍ଯ୍ୟକାରୀ କରିବା ତାରିଖକୁ ସରକାର ଚଳିତ ବର୍ଷ ଡିସେମ୍ବର ୧୫ ତାରିଖ ଯାଏ ବଢାଇ ଦେଇଛନ୍ତି। ଡିସେମ୍ବର ପହିଲାରେ ଏହା ଲାଗୁ ହେବ ବୋଲି କେନ୍ଦ୍ର ସଡକ ଏବଂ...
ଡକାର ର଼୍ୟାଲି ପାଇଁ ହିରୋର ପ୍ରସ୍ତୁତି
ନୂଆଦିଲ୍ଲୀ,୨୯-୧୧: ପ୍ରମୁଖ ୨ ଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପ ପକ୍ଷରୁ ଡକାର ର଼୍ୟାଲି ପାଇଁ ପ୍ରସ୍ତୁତି ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ମୋଟୋସ୍ପୋର୍ଟସ ଟିମ୍ ଡକାର ର଼୍ୟାଲି-୨୦୨୦ରେ ୪ ଚାଇଡର ଭାଗ ନେବା ସମ୍ପର୍କରେ ସୂଚନା ଦିଆଯାଇଛି। ପ୍ରଥମ...
ପାରାଦୀପ ପୋର୍ଟରେ ଅତ୍ୟାଧୁନିକ ଟର୍ମିନାଲ କାର୍ଯ୍ୟକ୍ଷମ
ନୂଆଦିଲ୍ଲୀ,୨୯-୧୧: ଜେଏସ୍ଡବ୍ଲ୍ୟୁ ଗ୍ରୁପର ଅଂଶବିଶେଷ ଜେଏସ୍ଡବ୍ଳ୍ୟୁ ଇନଫ୍ରାଷ୍ଟ୍ରକଚର ପକ୍ଷରୁ ପାରାଦୀପ ବନ୍ଦରରେ ଅତ୍ୟାଧୁନିକ ଲୁହାପଥର ଟର୍ମିନାଲ କାର୍ଯ୍ୟକ୍ଷମ ହୋଇଛି। ବାର୍ଷିକ ୧୮ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ଏବଂ ୩୭୦ ମିଟର ଏହି ଲମ୍ବା ଟର୍ମିନାଲ ଭବିଷ୍ୟତକୁ ଦୃଷ୍ଟିରେ ରଖି...
୧୦୦ କୋଟି କାରବାରରେ ଜିଏସ୍ଟି ଇ-ଇନଭଏସିଂ ଅନିବାର୍ଯ୍ୟ
ନୂଆଦିଲ୍ଲୀ,୨୯-୧୧: କୌଣସି କମ୍ପାନୀ ବାର୍ଷିକ ୧୦୦ କୋଟି ଟଙ୍କାର କାରବାର କରୁଥିଲେ ସେହି କ୍ଷେତ୍ରରେ ଆସନ୍ତା ବର୍ଷ ଏପ୍ରିଲ ପହିଲାରୁ ଜିଏସ୍ଟି ଇ-ଇନଭଏସିଂ ଅନିବାର୍ଯ୍ୟ ହେବ ବୋଲି ଗୁରୁବାର ସରକାର କହିଛନ୍ତି। ୧୦୦ କୋଟି ଟଙ୍କାରୁ କମ୍ କାରବାର କରୁଥିଲେ...
Archives


