ବାଣିଜ୍ୟ

ଲକ୍‌ଡାଉନ୍‌ ଯୋଗୁ ୨୧ ରାଜ୍ୟର ୯୭,୧୦୦ କୋଟି କ୍ଷତି: ଗୁଜରାଟର ସର୍ବାଧିକ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ଦେଖାଦେଇଛି। ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି। ଏହାଯୋଗୁ ଏପ୍ରିଲ୍‌ ମାସରେ ୨୧ଟି ରାଜ୍ୟର ମୋଟ ୯୭,୧୦୦ କୋଟି ଟଙ୍କା କ୍ଷତି ହୋଇଛି। ଏନେଇ ଇଣ୍ଡିଆ ରେଟିଙ୍ଗ୍ସ୍‌…

ଅର୍ଥନୀତି ସଜାଡ଼ିବା ପାଇଁ ବଡ଼ ପ୍ୟାକେଜ :ଚ୍ୟାଲେଞ୍ଜ ବି ଛୋଟ ନୁହେଁ

ନୂଆଦିଲ୍ଲୀ,୧୪ା୫- କରୋନା ଭାଇରସ୍‌ ସାରା ବିଶ୍ୱର ଅର୍ଥନୀତିକୁ ଚରିଦେଇଛି। ଏହି ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଭାରତ ସମେତ ବିଭିନ୍ନ ଦେଶରେ ଲକ୍‌ଡାଉନ୍‌ ଭଳି କଟକଣା ଜାରି କରାଯାଇଛି। ଏଥିଯୋଗୁ ଆର୍ଥିକ ଗତିବଧି ଏକପ୍ରକାର ଠପ୍‌ ହୋଇଯାଇଥିବାରୁ ଅର୍ଥନୀତି ଉପରେ କୋଭିଡ୍‌ର…

ଶିଳ୍ପଜଗତରେ ଖୁସିର ଲହରି

ନୂଆଦିଲ୍ଲୀ,୧୪।୫: ସରକାରଙ୍କ ପକ୍ଷରୁ କରାଯାଇଥିବା ବିଭିନ୍ନ ଘୋଷଣାକୁ ନେଇ ଦେଶର ଶିଳ୍ପଜଗତରେ ଖୁସିର ଲହରି ଖେଳିଯାଇଛି। ଏମ୍‌ଏସ୍‌ଏମ୍‌ଇ, ବିଦ୍ୟୁତ୍‌ ବିତରଣ କମ୍ପାନୀ ଏବଂ ରିୟଲ ଇଷ୍ଟେଟ କ୍ଷେତ୍ର ଲାଗି ଗ୍ରହଣ କରାଯାଇଥିବା ପଦକ୍ଷେପକୁ ଶିଳ୍ପ ଜଗତ ପକ୍ଷରୁ ପ୍ରଶଂସା କରାଯାଇଛି। ପ୍ୟାକେଜ…

ସରକାରଙ୍କ ପଦକ୍ଷେପକୁ ଆଇସିିସିର ପ୍ରଶଂସା

ନୂଆଦିଲ୍ଲୀ,୧୪।୫: ଏମ୍‌ଏସ୍‌ଏମ୍‌ଇର ବିକାଶ ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଘୋଷଣା କରିଥିବା ପଦକ୍ଷେପକୁ ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ (ଆଇସିିସି) ପକ୍ଷରୁ ପ୍ରଶଂସା କରାଯାଇଛି। ଏମ୍‌ଏସ୍‌ଏମ୍‌ଇ ସଂଜ୍ଞା ନିର୍ଦ୍ଧାରଣ କରିବା ଲାଗି କାରବାର ସୀମାକୁ ବିଚାର କରିବା ନେଇ ଅନେକ ଦିନ…

ବିଦ୍ୟୁତ୍‌ ବିତରଣ କମ୍ପାନୀଙ୍କ ଲାଗି ୯୦ ହଜାର କୋଟି

ନୂଆଦିଲ୍ଲୀ,୧୪।୫: ସରକାର କ୍ଷତିରେ ଚାଲୁଥିବା ଦେଶର ବିଦ୍ୟୁତ୍‌ ବିତରଣ କମ୍ପାନୀଗୁଡିକ ଲାଗି ୯୦ ହଜାର କୋଟି ଟଙ୍କାର ନଗଦ ସହାୟତା ସମ୍ପର୍କରେ ଘୋଷଣା କରିଛନ୍ତି। ସରକାରଙ୍କ ମେଗା ପ୍ୟାକେଜ ଅଧୀନରେ ଏହି ରାଶି ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ କମ୍ପାନୀଗୁଡିକ କ୍ଷତିରେ ଚାଲୁଥିବାରୁ…

ଅର୍ଥ ବ୍ୟବସ୍ଥା ଲାଗି ବୁଷ୍ଟର

ନୂଆଦିଲ୍ଲୀ,୧୪।୫: ଦେଶର ଅର୍ଥବ୍ୟବସ୍ଥା ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ କରୋନା ଜନିତ ଲକ୍‌ଡାଉନ ପାଇଁ ଅର୍ଥ ବ୍ୟବସ୍ଥାକୁ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କାରୁ ଉର୍ଦ୍ଧ୍ୱ କ୍ଷତି ସହିବାକୁ ପଡିଛି। ଏବେ ଗତ କିଛି ସପ୍ତାହ ଧରି ଦେଶରେ ଲକ୍‌ଡାଉନ…

ଏନ୍‌ବିଏଫ୍‌ସିକୁ ମିଳିବ ୩୦ ହଜାର କୋଟି

ନୂଆଦିଲ୍ଲୀ,୧୪।୫: ଦେଶର ଅଣ ବ୍ୟାଙ୍କିଙ୍ଗ୍‌ ବିତ୍ତ ପ୍ରତିଷ୍ଠାନ(ଏନ୍‌ବିଏଫ୍‌ସି)ଗୁଡିକ ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୩୦ ହଜାର କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ସଂସ୍ଥାଗୁଡିକୁ ନଗଦ ସହାୟତା ପ୍ରଦାନ ଲାଗି ସରକାର ଏଭଳି ଯୋଜନା ହାତକୁ ନେଇଛନ୍ତି। ଏନ୍‌ବିଏଫ୍‌ସି, ହାଉସିଂ ଫାଇନାନ୍ସ…

ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ରେ ଫେରିଛନ୍ତି ୮ ଲକ୍ଷ ପ୍ରବାସୀ

ନୂଆଦିଲ୍ଲୀ,୧୪।୫- ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ଘରକୁ ପଠାଇବା ଲାଗି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ରେଳ ମନ୍ତ୍ରଣାଳୟ ବର୍ତ୍ତମାନ ସୁଦ୍ଧା ୬୪୨ଟି ଶ୍ରମିକ ସ୍ବତନ୍ତ୍ର ଟ୍ରେନ ମାଧ୍ୟମରେ ବିଭିନ୍ନ ରାଜ୍ୟରୁ ୮ ଲକ୍ଷ ପ୍ରବାସୀଙ୍କୁ ପଠାଇବାରେ…

ପ୍ୟାକେଜରେ ନୂଆ ସହାୟତା ପ୍ରାୟ ୧୩ ଲକ୍ଷ କୋଟି

ନୂଆଦିଲ୍ଲୀ,୧୪।୫: କରୋନା ଭାଇରସ୍‌ ବିରୋଧରେ ଲଢ଼ିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ଏହା ମଧ୍ୟରେ ନୂଆ ସହାୟତା ପ୍ରାୟ ୬୦% ବା ୧୨ରୁ ୧୩ ଲକ୍ଷ କୋଟି ଟଙ୍କା ହେବ ବୋଲି…

ଆୟକର ରିଟର୍ନ ଅବଧି ବଢ଼ିଲା

ନୂଆଦିଲ୍ଲୀ,୧୪।୫: ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ସରକାର ଆୟକର ରିଟର୍ନ ପ୍ରଦାନ କରିବା ସୀମାକୁ ଚଳିତ ବର୍ଷ ୩୦ ନଭେମ୍ବର ଯାଏ ବୃଦ୍ଧି କରିଛନ୍ତି। ବର୍ତ୍ତମାନ ଦେଶର ଅର୍ଥ ବ୍ୟବସ୍ଥା ପ୍ରଭାବିତ ସ୍ଥିତିରେ ରହିଥିବାରୁ ଉଭୟ ବାଣିଜ୍ୟ ଏବଂ ବ୍ୟକ୍ତି ବିଶେଷଙ୍କୁ…

କମ୍ପାନୀଙ୍କ ଇପିଏଫ୍‌ ଯୋଗଦାନରେ ସହାୟତା

ନୂଆଦିଲ୍ଲୀ,୧୪।୫: ସବୁ କମ୍ପାନୀଙ୍କ ଲାଗି କର୍ମଚାରୀ ଭବିଷ୍ୟନିଧି ପାଣ୍ଠି(ଇପିଏଫ୍‌)ର ଷ୍ଟାଚୁଟୋରି ଦେୟକୁ ୧୨%ରୁ ୧୦%କୁ ହ୍ରାସ କରାଯାଇଛି। ଏହା ଦ୍ୱାରା କର୍ମଚାରୀ ଏବଂ ନିଯୁକ୍ତିଦାତାଙ୍କୁ ଆଗାମୀ ୩ ମାସ ମଧ୍ୟରେ ୬,୭୦୦ କୋଟି ଟଙ୍କାର ନଗଦ ସହାୟତା ପ୍ରଦାନ କରିବ। ସେହିଭଳି…

ଏମ୍‌ଏସ୍‌ଏମ୍‌ଇଙ୍କୁ ମିଳିବ ୩ ଲକ୍ଷ କୋଟିର ଋଣ

ନୂଆଦିଲ୍ଲୀ,୧୪।୫: କୋଭିଡ୍‌-୧୯ ଦ୍ୱାରା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସହାୟତା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ ଘୋଷଣା ପରେ ଏହାକୁ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବୁଧବାର ବିସ୍ତୃତ ବିବୃତି ରଖିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?