ବାଣିଜ୍ୟ

ରିୟଲ ଇଷ୍ଟେଟ କ୍ଷେତ୍ର ଲାଗି ୬ ମାସ ସମୟ

ନୂଆଦିଲ୍ଲୀ,୧୪।୫: ଅର୍ଥମନ୍ତ୍ରୀଙ୍କ ଘୋଷଣାରୁ ରିୟଲ ଇଷ୍ଟେଟ କ୍ଷେତ୍ରକୁ ଆଶ୍ୱସ୍ତି ମିଳିଛି। ଏହି କ୍ଷେତ୍ରର ବିଭିନ୍ନ ପରିଯୋଜାନକୁ ସମ୍ପୂର୍ଣ୍ଣ କରିବା ଲାଗି ସରକାର ଅତିରିକ୍ତ ୬ ମାସ ସମୟ ଦେଇଛନ୍ତି। ଏହା ଦ୍ୱାରା ବିଲ୍‌ଡରଙ୍କ ଯୋଜନା ପୂରା କରିବା ଲାଗି ସମୟ ମିଳିବ…

୫ ଟି କ୍ଷେତ୍ରରେ ଆତ୍ମନିର୍ଭର ହେବ ଭାରତ: ଏମ୍‌ଏସ୍‌ଏମ୍‌ଇ ସୁଧାର ପାଇଁ ୬ ପଦକ୍ଷେପ

ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ ମଧ୍ୟ ଜାରି ରହିଛି। ଫଳରେ ଦିନକୁ ଦିନ ଅର୍ଥନୀତି ଖରାପ ହେବାରେ ଲାଗିଛି। ଏପରିସ୍ଥଳେ ଦେଶର ଅର୍ଥନୀତିରେ ସୁଧାର ଆଣିବା ଲାଗି ପ୍ରଧାନମନ୍ତ୍ରୀ…

ଚାଇନା ଛାଡୁଥିବା କମ୍ପାନୀଙ୍କ ନେଇ ମତ ରଖିଲେ ଅଭିଜିତ

ନୂଆଦିଲ୍ଲୀ,୧୩।୫: ଚାଇନା ଛାଡୁଥିବା କମ୍ପାନୀ ଭାରତ ଆସିଲେ ଏହାର ଲାଭ ଭାରତକୁ ହେବ କି ନାହିଁ ସେ ନେଇ ନିଶ୍ଚିତ ନୁହେଁ ବୋଲି ନୋବେଲ ବିଜେତା ଅର୍ଥନୀତିଜ୍ଞ ଅଭିଜିତ ବାନାର୍ଜୀ କହିଛନ୍ତି। କରୋନା ଯୋଗୁ ବର୍ତ୍ତମାନ ସ୍ଥିତି ବିଗିଡିଛି। ଏଭଳି ସମୟରେ…

ବିମାନ ଚଳାଚଳ କ୍ଷେତ୍ର ପାଇଁ ଆସିଲା ଏସ୍‌ଓପି

ନୂଆଦିଲ୍ଲୀ,୧୩।୫: ଲକ୍‌ଡାଉନ ପରେ ବିମାନ ଚଳାଚଳକୁ ସୁରକ୍ଷିତ କରିବା ଲାଗି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ପଦକ୍ଷେପ ନେବାକୁ ଯୋଜନା କରାଯାଇଛି। ଏଥିଲାଗି ମନ୍ତ୍ରଣାଳୟ ପକ୍ଷରୁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେଜ୍ୟୁର(ଏସ୍‌ଓପି) ଜାରି କରାଯାଇଛି। ଏଥିରେ କଡ଼ାକଡ଼ି ଭାବେ ନିୟମ…

୧୬.୭% କମିଲା ଶିଳ୍ପ ଉତ୍ପାଦନ

ନୂଆଦିଲ୍ଲୀ,୧୩।୫: ଦେଶର ଶିଳ୍ପ କ୍ଷେତ୍ର ଉତ୍ପାଦନ ମାର୍ଚ୍ଚ ମାସରେ ୧୬.୭% କମିଛି। ଲକ୍‌ଡାଉନ ଯୋଗୁ ଖଣି,ମାନୁଫାକ୍ଚରିଂ ଏବଂ ଇଲେକ୍ଟ୍ରିସିଟି କ୍ଷେତ୍ରର ଉତ୍ପାଦନ କମିଥିବାରୁ ଏଭଳି ସ୍ଥିତି ଉପୁଜିଥିବା ସରକାର ଜାରି କରିଥିବା ରିପୋର୍ଟରୁ ଏହା ଜଣାପଡିଛି। ଔଦ୍ୟୋଗିକ ଉତ୍ପାଦନ ସୂଚୀ(ଆଇଆଇପି) ଗତ…

‘ବ୍ୟାଙ୍କିଙ୍ଗ୍‌ ଶିଳ୍ପ ସାମ୍ନାରେ ଅନେକ ଚ୍ୟାଲେଞ୍ଜ’

ନୂଆଦିଲ୍ଲୀ,୧୩।୫: ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ମାନ୍ଦାବସ୍ଥା ଦେଇ ଗତି କରୁଛି। ଏଭଳି ସ୍ଥିତିରେ ଦେଶର ବ୍ୟାଙ୍କିଙ୍ଗ୍‌ ଶିଳ୍ପ ସାମ୍ନାରେ ବିଭିନ୍ନ ଚ୍ୟାଲେଞ୍ଜ ରହିଥିବା ବନ୍ଧନ ବ୍ୟାଙ୍କର ଏମ୍‌ଡି ତଥା ସିଇଓ ଚନ୍ଦ୍ରଶେଖର ଘୋଷ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ,…

କରୋନା ମାଡ଼: ଦୋହଲିଯିବ ପର୍ଯ୍ୟଟନ ଶିଳ୍ପ

ନୂଆଦିଲ୍ଲୀ,୧୨ା୫: କରୋନା ସଂକ୍ରମଣ (କୋଭିଡ୍‌-୧୯) ଯୋଗୁ ୨୦୨୦ରେ ଅନ୍ତର୍ଜାତୀୟ ପର୍ଯ୍ୟଟନ ୬୦ରୁ ୮୦ ପ୍ରତିଶତ ହ୍ରାସ ପାଇପାରେ। ଏହାଦ୍ୱାରା ୯୧୦ ବିଲିୟନରୁ ୧.୨ ଟ୍ରିଲିୟନ ଡଲାର ରାଜସ୍ବ କ୍ଷତି ଘଟିବ ଏବଂ ଲକ୍ଷାଧିକ ଲୋକଙ୍କ ଜୀବନଜୀବିକାକୁ ବିପଦରେ ପଡ଼ିବ ବୋଲି ଜାତିସଂଘର…

ଗ୍ରାହକ ନିରାପତ୍ତାକୁ ଫୋକସ୍‌

  କୋଭିଡ୍‌ ଯୋଗୁ ବଜାର ସ୍ଥିତି ସମ୍ପୂର୍ଣ୍ଣ ବିଗିଡ଼ିଛି। କଟକଣା କୋହଳ ହେଉଥିବାରୁ ବଜାର ଧୀରେ ଧୀରେ ସ୍ବାଭାବିକ ହେଉଛି। ଲୋକଙ୍କ ମନରେ ଦ୍ୱନ୍ଦ୍ୱ ରହୁଥିବାରୁ ସେମାନେ ବାହାରକୁ ବାହାରିବାକୁ ଡରୁଛନ୍ତି। ବଜାର ସ୍ବାଭାବିକ ହେଉଥିଲେ ମଧ୍ୟ ଲୋକ ଆସିବା କମ୍‌…

ରିଟେଲ ବିଜ୍‌ନେସ ପୁନଃ ଆରମ୍ଭ କଲା ହିରୋ

ନୂଆଦିଲ୍ଲୀ,୧୨।୫: ହିରୋ ମୋଟୋକର୍ପ ଲିମିଟେଡ୍‌ ପକ୍ଷରୁ ଏହାର ରିଟେଲ ବିଜ୍‌ନେସକୁ ପୁଣି ଥରେ ଶୁଭାରମ୍ଭ କରାଯାଇଛି। ବର୍ତ୍ତମାନ ସୁଦ୍ଧା କମ୍ପାନୀ ପକ୍ଷରୁ ୧୫୦୦ ରିଟେଲ ଆଉଟଲେଟ ଶୁଭାରମ୍ଭ କରାଯାଇଛି। କଟକଣା ଉଠିବା ପରଠାରୁ ରିଟେଲ ସେଲ୍‌ସ ବିକ୍ରି ୧୦ ହଜାରରୁ ଊର୍ଦ୍ଧ୍ୱ…

ଟିଭିଏସ୍‌ ୟୁରୋଗ୍ରୀପ୍‌ର ଇ-ଅର୍ଡରିଂ ଫାସିଲିଟି

ନୂଆଦିଲ୍ଲୀ,୧୨।୫: ଟିଭିଏସ୍‌ ଶ୍ରୀଚକ୍ର ଲିମିଟେଡ୍‌ ଇ-ଅର୍ଡରିଂ ଫାସିଲିଟି ଶୁଭାରମ୍ଭ ହୋଇଛି। ରିଟେଲର ଆପ୍‌ ଟିଭିଏସ୍‌ ୟୁରୋଗ୍ରୀପ୍‌ ବନ୍ଧନ ଦ୍ୱାରା ଏହି ସୁବିଧା ଉପଲବ୍ଧ ହେବ। ଅର୍ଡର ପ୍ଲେସିଂ ଏବଂ ଟ୍ରାକିଂ କ୍ଷେତ୍ରରେ ଏହା ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି କମ୍ପାନୀ…

କେନ୍ଦ୍ର କର୍ମଚାରୀଙ୍କ ବେତନ କାଟ ପ୍ରସ୍ତାବ ନାହିଁ

ନୂଆଦିଲ୍ଲୀ,୧୨।୫: ଦେଶର ଅର୍ଥ ବ୍ୟବସ୍ଥା ଏବେ ସଙ୍କଟ ସମୟ ଦେଇ ଗତି କରୁଛି। ଖର୍ଚ୍ଚକାଟ କରିବା ଲାଗି ସରକାର କେନ୍ଦ୍ର କର୍ମଚାରୀଙ୍କ ବେତନରେ ହ୍ରାସ କରିବା ନେଇ ଏକ ଗଣମାଧ୍ୟମ ରିପୋର୍ଟରେ ଖବର ପ୍ରକାଶ ପାଇବା ପରେ ସରକାର ଏହାକୁ ନେଇ…

୨ରୁ ୩ ଦିନରେ ଆସିପାରେ ଆର୍ଥତ୍କ ପ୍ୟାକେଜ: ଗଡକରୀ

ନୂଆଦିଲ୍ଲୀ,୧୨।୫: ଦେଶର ଆର୍ଥତ୍କ ସ୍ଥିତି ବର୍ତ୍ତମାନ ଖରାପ ରହିଛି। ଋଣ ଇଏମ୍‌ଆଇ ଉପରେ ୩ମାସର ମୋରାଟୋରିୟମ ଘୋଷଣା କରାଯିବା ପରେ ମଧ୍ୟ ସ୍ଥିତି ସୁଧୁରିନି। ଆଗାମୀ ୨ରୁ ୩ଦିନ ମଧ୍ୟରେ ସରକାର ଆର୍ଥତ୍କ ପ୍ୟାକେଜ ଘୋଷଣା କରିପାରନ୍ତି ବୋଲି କେନ୍ଦ୍ର ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?