ବାଣିଜ୍ୟ

ନୀରବ ମୋଦିଙ୍କ ପ୍ରତ୍ୟପଣ ଶୁଣାଣି ଆରମ୍ଭ

ନୂଆଦିଲ୍ଲୀ,୧୨।୫: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ୧୩,୦୦୦ କୋଟି ଋଣ ଠକେଇ ମାମଲାରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତି ନୀରବ ମୋଦିଙ୍କ ପ୍ରତ୍ୟପଣ ମାମଲା ଲଣ୍ଡନରେ ଶୀଘ୍ର ଆରମ୍ଭ ହୋଇଛି। ତାଙ୍କୁ ସୋମବାର ଲଣ୍ଡନର ଏକ କୋର୍ଟରେ ଶୁଣାଣି ଲାଗି ହାଜର କରାଯାଇଥିଲା। ୫…

୪୬୮ ଶ୍ରମିକ ସ୍ବତନ୍ତ୍ର ଟ୍ରେନ ଚଳାଚଳ

ନୂଆଦିଲ୍ଲୀ, ୧୨।୫ – କରୋନା ସଂକ୍ରମଣର ଭୟ ପାଇଁ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକ, ଛାତ୍ରୀଛାତ୍ର, ପର୍ଯ୍ୟଟକ, ତୀର୍ଥଯାତ୍ରୀ ଓ ଅନ୍ୟାନ୍ୟ ଲୋକମାନଙ୍କୁ ଶୀଘ୍ର ଘରକୁ ପଠାଇବା ଲାଗି ସରକାର ପଦକ୍ଷେପ ନେଇଛନ୍ତି । କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର…

ବେତନ ହ୍ରାସ କରିପାରେ ଟାଟା ଗ୍ରୁପ୍‌

ମୁମ୍ବାଇ,୧୨।୫- ପ୍ରମୁଖ ବାଣିଜି୍ୟକ ଗ୍ରୁପ ଟାଟା ଗ୍ରୁପ୍‌ ଅଫ କମ୍ପାନିଜ୍‌ ଏହାର କର୍ମଚାରୀଙ୍କ ବେତନ ହ୍ରାସ ବିଚାର କରୁଛି ା ଗତ ୩ମାସ ହେଲା ଏହି ଗ୍ରୁପର ୭୦% ସଂସ୍ଥା ବ୍ୟାପକ କ୍ଷତିରେ ଚାଲୁଥିବାରୁ କମ୍ପାନୀ ଏଭଳି ନିଷ୍ପତ୍ତି ନେବାକୁ ଚିନ୍ତା…

ତେଲଙ୍ଗାନାରେ ୪ ଦିନରେ ୬୦୦ କୋଟିର ମଦ ବିକ୍ରି

ହାଇଦ୍ରାବାଦ,୧୧।୫: ତେଲଙ୍ଗାନାରେ ମାତ୍ର ୪ ଦିନରେ ୬୦୦ କୋଟି ଟଙ୍କାର ମଦ ବିକ୍ରି ହୋଇଛି। ଏହାଯୋଗୁ ରାଜ୍ୟ ଏକ ରେକର୍ଡ କରିଛି। ଲକ୍‌ଡାଉନ୍‌ ସମୟରେ ରାଜ୍ୟର ରାଜସ୍ବ କ୍ଷତିକୁ ରୋକିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମଦ ବିକ୍ରି ପାଇଁ ଅନୁମତି…

୨୫% ଦରମା କାଟିବ ଇଣ୍ଡିଗୋ

ନୂଆଦିଲ୍ଲୀ,୧୧।୫- ଦେଶର ସର୍ବବୃହତ୍‌ ଘରୋଇ ବିମାନ ସେବା ପ୍ରଦାନକାରୀ କମ୍ପାନୀ ଇଣ୍ଡିଗୋ ଏୟାର ଲାଇନ୍ସ ଆର୍ଥିକ ବର୍ଷ ୨୦୨୦-୨୧ପାଇଁ ଏହାର କର୍ମଚାରୀଙ୍କ ବେତନରୁ ୫% ରୁ ୨୫% କାଟ କରିବା ପାଇଁ ନିଷ୍ପତ୍ତି ନେଇଛି ା ତେବେ ବରିଷ୍ଠ ବର୍ଗର କର୍ମଚାରୀଙ୍କ…

୩୬୬ ଶ୍ରମିକ ସ୍ବତନ୍ତ୍ର ଟ୍ରେନରେ ଫେରିଛନ୍ତି ୪ ଲକ୍ଷ ପ୍ରବାସୀ

ନୂଆଦିଲ୍ଲୀ, ୧୧।୫ – ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ଘରକୁ ପଠାଇବା ଲାଗି ବର୍ତ୍ତମାନ ସୁଦ୍ଧା ୩୬୬ଟି ଶ୍ରମିକ ସ୍ବତନ୍ତ୍ର ଟ୍ରେନର ସୁବିଧା କରାଯାଇଛି । ଏହି ଟ୍ରେନଗୁଡିକରେ ବିଭିନ୍ନ ରାଜ୍ୟକୁ ୪ ଲକ୍ଷ ପ୍ରବାସୀଙ୍କୁ ପଠାଇବା ବ୍ୟବସ୍ଥା…

ମୋରାଟୋରିୟମ ଅବଧି ବଢୁ

କୋଭିଡ୍‌-୧୯ ଅତର୍କିତ ଭାବେ ସାରା ବିଶ୍ୱରେ ଏହାର କାୟା ବିସ୍ତାର କରି ଚାଲିଛି। ଭାରତରେ ଲକ୍‌ଡାଉନ ବଢ଼ି ଚାଲିଥିବା ବେଳେ କଟକଣା ସମ୍ପୂର୍ଣ୍ଣ କୋହଳ ହୋଇ ନ ଥିବାରୁ କାରବାର ସ୍ବାଭାବିକ ହୋଇପାରୁନାହିଁ। ଏହା ବ୍ୟବସାୟୀଙ୍କୁ ଚିନ୍ତାରେ ପକାଇଛି। କାରବାର ଆଗକୁ…

କର୍ପୋରେଶନ ବ୍ୟାଙ୍କର ନୂତନ ଉପ ମହାପ୍ରବନ୍ଧକ

ଭୁବନେଶ୍ୱର,୧୧।୫: ରାଷ୍ଟ୍ରାୟତ୍ତ କର୍ପୋରେଶନ ବ୍ୟାଙ୍କର ସହାୟକ ମହାପ୍ରବନ୍ଧକ ଲୋକନାଥ ସାହୁ ଉପ ମହାପ୍ରବନ୍ଧକ ଭାବେ ନିଯୁକ୍ତି ପାଇଛନ୍ତି। ସେ ୧୯୯୯ରେ ଏହି ବ୍ୟାଙ୍କରେ ପ୍ରୋବେସନାରି ଅଧିକାରୀ ଭାବେ ପଦୋନ୍ନତି ପାଇଥିଲେ। ମାଙ୍ଗାଲୋର ମୁଖ୍ୟ କାର୍ଯ୍ୟାଳୟ, କଲିକତା ଜୋନାଲ କାର୍ଯ୍ୟାଳୟ, ଫର୍ଟ ମୁମ୍ବାଇ,…

ବିକଳ୍ପ ମାସ୍କ ଡିଜାଇନ କଲେ ଏସ୍‌ଆର୍‌ଏମ୍‌ ଫାକଲ୍ଟି

ହାଇଦ୍ରାବାଦ,୧୧।୫: ଏସ୍‌ଆର୍‌ଏମ୍‌ ବିଶ୍ୱବିଦ୍ୟାଳୟର ଫାକଲ୍ଟି ଡକ୍ଟର ପଞ୍ଚଗୁଣୁଲା ଜୟପ୍ରକାଶ ଏକ ବିକଳ୍ପ ମାସ୍କ ଡିଜାଇନ କରିଛନ୍ତି। ଏହା ଏନ୍‌-୯୫ ମାସ୍କର ବିକଳ୍ପ ଭାବେ କାର୍ଯ୍ୟ କରିପାରିବ। ନୂଆ ମାସ୍କର ଦାମ ମାତ୍ର ୨୦ ଟଙ୍କା ରଖାଯାଇଛି। ଉକ୍ତ ମାସ୍କକୁ ଡିଜାଇନ କରିଥିବା…

କୋଭିଡ୍‌-୧୯ ଯୋଦ୍ଧାଙ୍କ ପିଲାଙ୍କୁ ଏଲ୍‌ପିୟୁର ଛାତ୍ରବୃତ୍ତି

ଜଳନ୍ଧର,୧୧।୫: କୋଭିଡ୍‌-୧୯ ମହାମାରୀ ବିରୋଧରେ ବର୍ତ୍ତମାନ ସାରା ଦେଶ ଲଢ଼େଇ ଜାରି ରଖିଛି। ଡାକ୍ତର, ନର୍ସ, ପାରାମେଡିକାଲ ଷ୍ଟାଫ୍‌, ପୋଲିସ ପର୍ସୋନେଲଙ୍କ ସମେତ ଅନ୍ୟ କିଛି ବର୍ଗରେ କର୍ମଚାରୀ ଏହି ଲଢ଼େଇରେ ଉଲ୍ଲେଖନୀୟ ଯୋଗଦାନ ରଖୁଛନ୍ତି। ଏହି ଯୋଦ୍ଧାଙ୍କ ପିଲାଙ୍କ ଲାଗି…

ହୋଣ୍ଡାର ‘ସେଫ୍‌ଟି କମ୍‌ସ ଫାଷ୍ଟ’ ପଦକ୍ଷେପ

ନୂଆଦିଲ୍ଲୀ,୧୧।୫: ହୋଣ୍ଡା ଟୁହ୍ବିଲର୍ସ ଇଣ୍ଡିଆ ପକ୍ଷରୁ ଏହାର ଡିଲର ପରିବାରଗୁଡିକ ଲାଗି ‘ସେଫ୍‌ଟି କମ୍‌ସ ଫାଷ୍ଟ’ ପଦକ୍ଷେପ ଗ୍ରହଣ କରାଯାଇଛି। ସରକାର ବର୍ତ୍ତମାନ କଟକଣା ଧୀରେ ଧୀରେ କୋହଳ କରୁଥିବା ବେଳେ ନୂଆ ଧାରାରେ ବାଣିଜ୍ୟ ଲାଗି ଶିଳ୍ପଗୁଡିକ ସଜବାଜ ହେଉଛନ୍ତି।…

ଧୀରେ ଧୀରେ ସ୍ବାଭାବିକ ହେବ ଟ୍ରେନ୍‌: ସୋମବାର ୪ଟାରୁ ଆଇଆର୍‌ସିଟିସିରେ ଟିକେଟ ବୁକିଂ

ନୂଆଦିଲ୍ଲୀ,୧୦।୫: ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ମାର୍ଚ୍ଚ ୨୫ରୁ ଯାତ୍ରୀବାହୀ ରେଳ ସେବା ବନ୍ଦ ହୋଇଛି। ତେବେ ଏହି ସେବା ଆସନ୍ତା ମଙ୍ଗଳବାରଠାରୁ ଦେଶ ମଧ୍ୟରେ ଧୀରେ ଧୀରେ ସ୍ବାଭାବିକ ହେବ। ରେଳ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ନିଷ୍ପତ୍ତି ହୋଇଛି। ପ୍ରାଥମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?