ବାଣିଜ୍ୟ

ସରକାରୀ ସହାୟତା ଆଶାରେ ବ୍ୟବସାୟୀ

ଲକ୍‌ଡାଉନ କଟକଣା ଧୀରେ ଧୀରେ କୋହଳ ହେଉଥିବା ବେଳେ ଜୀବନଯାତ୍ରା ସ୍ବାଭାବିକ ହେଉଛି। ବିଭିନ୍ନ ବର୍ଗରେ ଶୋ’ରୁମ୍‌ ଏବେ ଖୋଲିବା ଆରମ୍ଭ ହୋଇଛି। ଶୋ’ରୁମ୍‌ଗୁଡ଼ିକରେ ସରକାରଙ୍କ ଧାର୍ଯ୍ୟ ନିୟମାବଳୀ ମୁତାବକ ସାମାଜିକ ଦୂରତ୍ୱ ସହ ଅନ୍ୟ ବ୍ୟବସ୍ଥା କରାଯାଇଛି। ଦୀର୍ଘଦିନ ଧରି…

ସୁଧ ହାର କମାଇଲା ଏସ୍‌ବିଆଇ

ନୂଆଦିଲ୍ଲୀ,୮।୫: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ଏହାର ବେଞ୍ଚମାର୍କ ସୁଧହାରକୁ ୧୫ ବେସିସ୍‌ ପଏଣ୍ଟ ହ୍ରାସ କରାଯାଇଛି। ଋଣ ଉପରେ ଏହି ସୁଧ ହାର ୧୦ ମେଠାରୁ ଲାଗୁ ହେବ। ସବୁ ଅବଧି ଋଣ ଉପରେ ଏହା ଲାଗୁ…

ସବୁ ସେକ୍ଟରକୁ ପ୍ୟାକେଜ ଦେବେ ସରକାର

ନୂଆଦିଲ୍ଲୀ,୮।୫: କୋଭିଡ୍‌-୧୯ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ କ୍ଷେତ୍ରକୁ ସରକାର ପ୍ୟାକେଜ ପ୍ରଦାନ କରିବେ। ଏ ନେଇ ବର୍ତ୍ତମାନ ବିଚାର ହେଉଥିବା ବେଳେ ଶୀଘ୍ର ଘୋଷଣା କରାଯିବ ବୋଲି କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ନୀତିନ ଗଡକରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ଭୁବନେଶ୍ୱର,୮।୫: ଟେକ୍ସଟାଇଲ ମର୍ଚ୍ଚାଣ୍ଟ ଆସୋସିଏଶନ କଟକ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରାଯାଇଛି। କୋଭିଡ୍‌-୧୯ ବିରୋଧୀରେ ଲଢିବା ପାଇଁ ସଂଘ ପକ୍ଷରୁ ୬.୧ ଲକ୍ଷ ଟଙ୍କାର ଅର୍ଥ ରାଶି ପ୍ରଦାନ କରାଯାଇଛି। ସଂଘର ଅଧ୍ୟକ୍ଷ ହନୁମାନ…

୨୫ ହଜାର କୋଟି କ୍ଷତି ସହିବ ବିମାନ ଶିଳ୍ପ

ନୂଆଦିଲ୍ଲୀ,୮।୫: ଲକ୍‌ଡାଉନ ପାଇଁ ସାରା ବିଶ୍ୱରେ ବିମାନ ଶିଳ୍ପ ବଜାର ଏବେ କ୍ଷତିଗ୍ରସ୍ତ ସ୍ଥିତିରେ ରହିଛି। କରୋନା ଲକ୍‌ଡାଉନ ପାଇଁ ଭାରତ ବଜାର ୨୫ ହଜାର କୋଟି ଟଙ୍କାର କ୍ଷତି ସହିବ ବୋଲି ରେଟିଂ ଏଜେନ୍ସି କ୍ରିସିଲ ପକ୍ଷରୁ ସୂଚନା ଦିଆଯାଇଛି।…

ଶୀଘ୍ର ସ୍ବାଭାବିକ ହେବନି ବଜାର ସ୍ଥିତି

ଭୁବନେଶ୍ୱର,୮।୫: କୋଭିଡ୍‌-୧୯କୁ ନିୟନ୍ତ୍ରଣ ଲାଗି ସରକାର ଲକ୍‌ଡାଉନ ୩.୦ ଲାଗୁ କରିଛନ୍ତି। କିଛି କିଛି କ୍ଷେତ୍ରରେ କଟକଣା ସହ ବ୍ୟବସାୟ ପୁନଃ ଆରମ୍ଭ କରିବା ଲାଗି ସରକାର ଅନୁମତି ଦେଇଛନ୍ତି। ଗତ କିଛି ସପ୍ତାହ ଧରି ବଜାର ବନ୍ଦ ରହିଥିବାରୁ ଲୋକମାନେ…

ଆଲ୍‌କହଲ ହ୍ୟାଣ୍ଡ ସାନିଟାଇଜର ରପ୍ତାନି ବ୍ୟାନ୍‌

ନୂଆଦିଲ୍ଲୀ,୭।୫:ଆଲ୍‌କହଲ ଭିତ୍ତିକ ହ୍ୟାଣ୍ଡ ସାନିଟାଇଜର ରପ୍ତାନିକୁ ସରକାର ନିଷେଧ କରିଛନ୍ତି। ବର୍ତ୍ତମାନ କରୋନାର ପ୍ରକୋପ ବୃଦ୍ଧି ହେଉଥିବାରୁ ଉପଲବ୍ଧତା ବଢ଼ାଇବା ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ସରକାର କହିଛନ୍ତି। ବିଦେଶୀ ବାଣିଜ୍ୟ ମହାନିର୍ଦ୍ଦେଶାଳୟ ପକ୍ଷରୁ ଏ ନେଇ ଏକ ନୋଟିସ…

ଭାରି ପଡୁଛି ଟିକସ ବୋଝ; ୧୮.୨୮ ଟଙ୍କାରେ ମିଳନ୍ତା ପେଟ୍ରୋଲ

ନୂଆଦିଲ୍ଲୀ,୭।୫: ତେଲ ଉପରେ ଟିକସ ବୋଝ ଭାରି ପଡୁଛି। ଅଧିକ ଟିକସ ରହିବା ଯୋଗୁ ଗ୍ରାହକଙ୍କୁ ଚଢା ଦରରେ ପେଟ୍ରୋଲ ଡିଜେଲ କିଣିବାକୁ ପଡୁଛି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ନିମ୍ନରେ ରହିଥିବା ବେଳେ ତେଲ କମ୍ପାନୀଗୁଡିକ ମୂଲ୍ୟ ନ…

ପ୍ରକଳ୍ପ ମଞ୍ଜୁରୀ କ୍ଷେତ୍ରରେ ପରିବେଶ ମନ୍ତ୍ରଣାଳୟର ପଦକ୍ଷେପ

ନୂଆଦିଲ୍ଲୀ,୭।୫: ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟରେ ଦେଶ ମଧ୍ୟରେ ପ୍ରକଳ୍ପ ମଞ୍ଜୁରୀକୁ ତ୍ୱରାନ୍ବିତ କରିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ଯୋଜନା ଅନ୍ତର୍ଗତ କେନ୍ଦ୍ର ପରିବେଶ ମନ୍ତ୍ରଣାଳୟ ପକ୍ଷରୁ ସ୍ବତନ୍ତ୍ର ଭାବେ ୧୦ ମିନିଟ୍‌ରେ ପ୍ରକଳ୍ପ ମଞ୍ଜୁରୀ ସୁବିଧା…

ରାଣା କପୁରଙ୍କ ବିରୋଧରେ ଇଡି ଚାର୍ଜଶିଟ୍‌

ମୁମ୍ବାଇ,୭।୫: ୟେସ୍‌ ବ୍ୟାଙ୍କର ସହ ପ୍ରତିଷ୍ଠାତା ରାଣା କପୁରଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚାର୍ଜଶିଟ୍‌ ଜାରି କରାଯାଇଛି। ତାଙ୍କ ବିରୋଧରେ ବେଆଇନ ଅର୍ଥ କାରବାର ମାମଲା ଜାରି ରହିଥିବା ବେଳେ ସ୍ବତନ୍ତ୍ର କୋର୍ଟରେ ଶୁଣାଣି ହେଉଛି। ୟେସ୍‌ ବ୍ୟାଙ୍କର ପୂର୍ବତନ…

ପିଏମ୍‌ଜିକେପିରେ ୩୪,୮୦୦ କୋଟିର ସହାୟତା

ମୁମ୍ବାଇ,୭।୫: ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜ (ପିଏମ୍‌ଜିକେପି) ବାବଦକୁ ସରକାର ୩୪,୮୦୦ କୋଟି ଟଙ୍କାର ସହାୟତା ପ୍ରଦାନ କରିଛନ୍ତି। ପ୍ରାୟ ୩୯ କୋଟି ହିତାଧିକାରୀଙ୍କୁ ଡିଜିଟାଲ ପେମେଣ୍ଟ ଭିତ୍ତିଭୂମିରେ ଏହି ସହାୟତା ଯୋଗାଇ ଦିଆଯାଇଛି। ଲକ୍‌ଡାଉନରେ ବର୍ତ୍ତମାନ ଗରିବ ଲୋକମାନେ ଫସି…

ଶୀଘ୍ର ସ୍ବାଭାବିକ ହେବ ସାଧାରଣ ପରିବହନ ବ୍ୟବସ୍ଥା

ନୂଆଦିଲ୍ଲୀ,୭।୫: ଦେଶର ସାଧାରଣ ପରିବହନ ବ୍ୟବସ୍ଥା ଶୀଘ୍ର ସ୍ବାଭାବିକ ହେବାକୁ ଯାଉଛି। ଅର୍ଥାତ୍‌ ବସ୍‌, ଟ୍ରେନ୍‌ ପୁଣି ଥରେ ପୂର୍ବବତ ପରିଚାଳିତ ହେବ ବୋଲି ସୂଚନା ରହିଛି। ସରକାର ବର୍ତ୍ତମାନ ଏ ଦିଗରେ ନୂଆ ଗାଇଡ୍‌ଲାଇନ ପ୍ରସ୍ତୁତ କରୁଛନ୍ତି। ଗମନାଗମନ ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?