୯.୫ ଲକ୍ଷ କୋଟି ବଜାର ପୁଞ୍ଜୀକରଣ ହାସଲ କଲା ରିଲାଏନ୍ସ
ନୂଆଦିଲ୍ଲୀ,୨୦-୧୧: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ(ଆର୍ଆଇଏଲ୍) ଦେଶର ପ୍ରଥମ କମ୍ପାନୀ ହିସାବରେ ୯.୫୦ ଲକ୍ଷ କୋଟି ଟଙ୍କାର ବଜାର ପୁଞ୍ଜୀକରଣ ହାସଲ କରିବାକୁ ସକ୍ଷମ ହୋଇଛି। କମ୍ପାନୀର ମଙ୍ଗଳବାର ପୁଞ୍ଜୀବଜାରରେ କମ୍ପାନୀର ଷ୍ଟକ ଇଣ୍ଟ୍ରା ଡେ କାରବାର ସମୟରେ ୩% ବଢି...
ରେଳ ବୋର୍ଡରୁ ବାଦ୍ ପଡ଼ିବେ ୨୫% ଅଧିକାରୀ
ନୂଆଦିଲ୍ଲୀ,୨୦-୧୧: ରେଳବୋର୍ଡରୁ ୨୫% କର୍ମଚାରୀ ବାଦ ଦେବା ଲାଗି ରେଲଓ୍ବେ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି ପଦକ୍ଷେପ ଅନ୍ତର୍ଗତ ରେଲଓ୍ବେ ୨୫% କର୍ମଚାରୀଙ୍କୁ ଅନ୍ୟତ୍ର ପଠାଇ ଦେବ। ବୋର୍ଡର ସଦସ୍ୟଙ୍କ ସଂଖ୍ୟା ୨୦୦ରୁ ୧୫୦କୁ ହ୍ରାସ କରିବାକୁ ରେଲଓ୍ବେ...
ଟାରିଫ ବଢାଇବ ଜିଓ
ନୂଆଦିଲ୍ଲୀ,୨୦-୧୧: ଏୟାରେଟେଲ, ଭୋଡାଫୋନ-ଆଇଡିଆ ଲିମିଟେଡ ଡିସେମ୍ବର ୧ରୁ ଟାରିଫ ବଢାଇବା ନେଇ ଘୋଷଣା କରିବା ପରେ ମୁକେଶ ଅମ୍ବାନୀଙ୍କ ମାଲିକାନାରେ ପରିଚାଳିତ ରିଲାଏନ୍ସ ଜିଓ ମଧ୍ୟ ଏହାର ସେବା ମୂଲ୍ୟ ବଢାଇବାକୁ ନିଷ୍ପତ୍ତି ନେଇଛି। ଆସନ୍ତା କିଛି ସପ୍ତାହ ମଧ୍ୟରେ...
ପାସେଞ୍ଜର ଯାନର ରିଟେଲ ବିକ୍ରି ୧୧% ବୃଦ୍ଧି
ନୂଆଦିଲ୍ଲୀ,୨୦-୧୧: ଚଳିତ ବର୍ଷ ଅକ୍ଟୋବରରେ ପାସେଞ୍ଜର ଯାନର ରିଟେଲ ବିକ୍ରିରେ ୧୧% ବୃଦ୍ଧି ଘଟି ୨.୪୮ ଲକ୍ଷ ୟୁନିଟ ରହିଛି। ଗତ ବର୍ଷ ସମାନ ସମୟ ତୁଳନାରେ ଯାନ ବିକ୍ରିରେ ଏଭଳି ବୃଦ୍ଧିଥିବା ଜଣାପଡିଛି। ପାର୍ବଣ ଚାହିଦା ଯୋଗୁ ବିକ୍ରିରେ...
ଆଇଟି କ୍ଷେତ୍ରରେ ୪୦ ହଜାର କର୍ମଚାରୀ ଛଟେଇ ଆଶଙ୍କା
ବାଙ୍ଗାଲୋର,୧୯-୧୧ଁଦେଶର ସୂଚନା ଏବଂ ପ୍ରଯୁକ୍ତି ସେବା ପ୍ରଦାନକାରୀ କମ୍ପାନୀଗୁଡିକ ୩୦ରୁ ୪୦ ହଜାର କର୍ମଚାରୀଙ୍କୁ ଛଟେଇ କରିପାରନ୍ତି। କମ୍ପାନୀଗୁଡିକର ଅଭିବୃଦ୍ଧି ମାନ୍ଦା ରହିବା କାରଣରୁ ମଧ୍ୟମ ଲେଭଲରେ ଆସନ୍ତା ଗୋଟିଏ ବର୍ଷରେ ଏହି ଛଟେଇ ହୋଇପାରେ ବୋଲି ଆଇଟି ଶିଳ୍ପ...
‘ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ମାନ୍ୟତା ରହିବ’
ନୂଆଦିଲ୍ଲୀ,୧୯-୧୧:ଜିଡ଼ିପି ଖସିବା ସତ୍ତ୍ୱେ ମଧ୍ୟ ଭାରତ ଦ୍ରୁତ ଅଭିବୃଦ୍ଧଶୀଳ ଅର୍ଥନୀତି ମାନ୍ୟତା ବଜାୟ ରଖିବାକୁ ସକ୍ଷମ ହେବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଲୋକସଭାରେ ସୋମବାର ମାନ୍ଦାବସ୍ଥାକୁ ନେଇ କରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ସୀତାରାମନ କହିଛନ୍ତି ଯେ,...
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିଲ୍ ଗେଟ୍ସ
ନୂଆଦିଲ୍ଲୀ,୧୯-୧୧: ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ବିଲ୍ ଗେଟ୍ସ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ବିଭିନ୍ନ ପ୍ରସଙ୍ଗ ଉପରେ ଏହି ଅବସରରେ ଆଲୋଚନା ହୋଇଥିବା ଜଣାପଡିଛି। ଭାରତୀୟ ଅର୍ଥ ବ୍ୟବସ୍ଥା ୨୦୨୦ ପରେ ତ୍ୱରିତ ହାରରେ ଅଭିବୃଦ୍ଧି କରିବ ବୋଲି ବିଲ୍...
ମୋବାଇଲ ଟାରିଫ ବଢାଇବେ ଭୋଡାଫୋନ-ଆଇଡିଆ,ଏୟାରଟେଲ
ନୂଆଦିଲ୍ଲୀ,୧୯-୧୧: ଡିସେମ୍ବର ୧ରୁ ଭୋଡାଫୋନ-ଆଇଡିଆ ଏବଂ ଏୟାରଟେଲ ଭଳି କମ୍ପାନୀ ସେମାନଙ୍କ ସର୍ଭିସ ରେଟ୍ ବଢାଇବା ନେଇ ସୂଚନା ଦେଇଛନ୍ତି। ଏହି କମ୍ପାନୀଗୁଡିକ ବର୍ତ୍ତମାନ ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ଟାରିଫରେ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି।...
୨୮ ରାଷ୍ଟ୍ରାୟତ୍ତ ସଂସ୍ଥାର ଅଂଶଧନ ବିକ୍ରି ହେବ
ନୂଆଦିଲ୍ଲୀ,୧୯-୧୧: ୨୮ ରାଷ୍ଟ୍ରାୟତ୍ତ ସଂସ୍ଥାର ଅଂଶଧନ ବିକ୍ରି ନେଇ ସରକାର ଯୋଜନା ରଖିଛନ୍ତି। ଏୟାର ଇଣ୍ଡିଆ ସମେତ ୨୮ ରାଷ୍ଟ୍ରାୟତ୍ତ ସଂସ୍ଥାର ଷ୍ଟ୍ରାଟେଜିକ ଅଂଶଧନ ବିକ୍ରି ଲାଗି କେନ୍ଦ୍ର କ୍ୟାବିନେଟ ନୀତିଗତ ମଞ୍ଜୁରୀ ପ୍ରଦାନ କରିଥିବା ସୋମବାର ଅର୍ଥରାଷ୍ଟ୍ର ମନ୍ତ୍ରୀ...
ଅର୍ଥନୀତିକୁ ନେଇ ଚିନ୍ତା ପ୍ରକଟକଲେ ମନମୋହନ
ନୂଆଦିଲ୍ଲୀ,୧୯-୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଦେଶର ଅର୍ଥ ବ୍ୟବସ୍ଥାକୁ ନେଇ ଚିନ୍ତାପ୍ରକଟ କରିଛନ୍ତି। ଦେଶର ବିକାଶ ହାର ୧୫ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଥିବା ନେଇ ସେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ, ଦେଶର...
୨୦୨୦ ପରେ ଭାରତର ଅଭିବୃଦ୍ଧି ତ୍ୱରାନ୍ବିତ ହେବ: ବିଲ୍ ଗେଟ୍ସ
ନୂଆଦିଲ୍ଲୀ,୧୭-୧୧:ଭାରତ ନିକଟରେ ଦ୍ରୁତ ଅଭିବୃଦ୍ଧି ହାସଲ କରିବାର ଅନେକ କ୍ଷମତା ରହିଛି। ୨୦୨୦ ପରେ ଭାରତର ଜିଡିପି ଅଭିବୃଦ୍ଧି ତ୍ୱରାନ୍ବିତ ହେବ ବୋଲି ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ରବିବାର କହିଛନ୍ତି। ଭାରତର ଜିଡିପି ଅଭିବୃଦ୍ଧି ୬ ବର୍ଷର...
ମାର୍ଚ୍ଚ ସୁଦ୍ଧା ବିପିସିଏଲ୍, ଏୟାର ଇଣ୍ଡିଆର ଘରୋଇକରଣ
ନୂଆଦିଲ୍ଲୀ,୧୭-୧୧: ୨୦୨୦ ମାର୍ଚ୍ଚ ସୁଦ୍ଧା ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ବିପିସିଏଲ୍ ) ଏବଂ ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆର ଘରୋଇକରଣ ସମସ୍ତ ପ୍ରକ୍ରିୟା ଶେଷ ହେବ। ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏକ ଜାତୀୟ ମୁଦ୍ରିତ ଗଣମାଧ୍ୟମକୁ ସାକ୍ଷାତ୍କାରରେ ଏହି ସୂଚନା...
Archives


