ଡ୍ୟୁକ ପକ୍ଷରୁ ନୂଆ ଜ୍ୟାକେଟ ସମ୍ଭାର
ଭୁବନେଶ୍ୱର,୧୫-୧୧: ଡ୍ୟୁକ୍ ଫ୍ୟାଶନ୍ସ ଲିମିଟେଡ ପକ୍ଷରୁ ନୂଆ ଜ୍ୟାକେଟ ଏବଂ ସ୍ବେଟର ସମ୍ଭାର ବଜାର ପ୍ରବେଶ କରାଯାଇଛି। ଏଥିରେ ଗ୍ରାହକମାନେ ଷ୍ଟାଇଲ, ଡିଜାଇନ, କଲର, ଫ୍ୟାବ୍ରିକ ଏବଂ ଟ୍ରେଣ୍ଡ ଭଳି ବୈଶିଷ୍ଟ୍ୟ ଲାଭ କରିପାରିବେ। ୟୁରୋପର ବିଭିନ୍ନ ସହରରୁ ଅନୁପ୍ରାଣୀତ...
ହୋଣ୍ଡାର ନୂଆ ବିଏସ୍-୬ ଟୁହ୍ବିଲର୍ସ ଏସ୍ପି ୧୨୫
ଭୁବନେଶ୍ୱର,୧୫-୧୧: ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ପକ୍ଷରୁ ନୂଆ ବିଏସ୍ -୬ ମୋଟର ସାଇକେଲ ଏସ୍ପି ୧୨୫ ବଜାରକୁ ଆସିଛି। ଏହାକୁ କମ୍ପାନୀ ଆକର୍ଷଣୀୟ କରି ପ୍ରସ୍ତୁତ କରିଛି। ଏହା ଡ୍ରମ ଏବଂ ଡିସ୍କ ଆଦି...
ସାଢେ ୩ ବର୍ଷର ନିମ୍ନ ସ୍ତରରେ ପାଇକାରୀ ମୁଦ୍ରାସ୍ଫୀତି
ନୂଆଦିଲ୍ଲୀ,୧୫-୧୧: ଘରୋଇ ବଜାରର ପାଇକାରୀ ମୁଦ୍ରାସ୍ଫୀତି ଚଳିତ ବର୍ଷ ଅକ୍ଟୋବରରେ ସାଢେ ୩ ବର୍ଷର ସର୍ବନିମ୍ନ ସ୍ତର ୦.୧୬% କୁ ଖସିଛି। ଖାଦ୍ୟ ସାମଗ୍ରୀ ଦରଦାମ ଏହି ସମୟରେ ଉଚ୍ଚରେ ରହିଥିଲେ ମଧ୍ୟ ମାନୁଫାକ୍ଚରିଂ ଗୁଡ୍ସ ମୂଲ୍ୟ ହ୍ରାସ ହେବା...
୩ ମାସରେ ଏଜିଆର୍ ଆଦାୟ ଲାଗି ସରକାରଙ୍କ ଲକ୍ଷ୍ୟ
ନୂଆଦିଲ୍ଲୀ,୧୫-୧୧: ଦେଶର ଟେଲିକମ୍ କମ୍ପାନୀଙ୍କଠାରୁ ୩ ମାସ ମଧ୍ୟରେ ଆଡଜଷ୍ଟେଟେଡ ଗ୍ରସ୍ ରେଭେନ୍ୟୁ (ଏଜିଆର୍) ଦେୟ ବାବଦ ଅର୍ଥ ଆଦାୟ ନେଇ ସରକାର ଲକ୍ଷ୍ୟ ରଖିଛନ୍ତି। ଏହି ଦେୟକୁ କମ୍ପାନୀଗୁଡିକ ୩ ମାସରେ ପ୍ରଦାନ କରନ୍ତୁ ବୋଲି ସରକାର ଚାହୁଁଛନ୍ତି।...
ଜିଏସ୍ଟି ବାର୍ଷିକ ରିଟର୍ନ ପଇଠ ଅବଧି ବଢିଲା
ନୂଆଦିଲ୍ଲୀ,୧୫-୧୧: କେନ୍ଦ୍ର ସରକାର ଗୁରୁବାର ସାମଗ୍ରୀ ଓ ସେବା ଟିକସ(ଜିଏସ୍ଟି)ର ବାର୍ଷିକ ରିଟର୍ନ ଓ ରିକନସିଲେଶନ ଷ୍ଟେଟମେଣ୍ଟ ଫାଇଲ କରିବାର ଅବଧିକୁ ବଢାଇଛନ୍ତି। ୨୦୧୭-୧୮ ବର୍ଷ ଲାଗି ରିଟର୍ନ ଅବଧି ଡିସେମ୍ବର ୩୧କୁ ବଢିଥିବା ବେଳେ ୨୦୧୮-୧୯ ବର୍ଷ ଲାଗି...
ଅଭିବୃଦ୍ଧି ପୂର୍ବାନୁମାନ ୫.୬%କୁ ଖସାଇଲା ମୁଡିସ୍
ନୂଆଦିଲ୍ଲୀ,୧୫-୧୧: ୨୦୧୯ ଲାଗି ଭାରତର ଅଭିବୃଦ୍ଧି ଆକଳନକୁ ମୁଡିସ୍ ଇନଭେଷ୍ଟର୍ସ ସର୍ଭିସ ବୁଧବାର ୫.୬%କୁ ଖସାଇ ଦେଇଛି। ଦେଶର ଅର୍ଥ ବ୍ୟବସ୍ଥାରେ ଆସିଥିବା ଚାହିଦା ହ୍ରାସକୁ ଦୂର କରିବା ଦିଗରେ ଭାରତ ସରକାର ଗ୍ରହଣ କରିଥିବା ପଦକ୍ଷେପ ପର୍ଯ୍ୟାପ୍ତ ନୁହେଁ...
ନିଯୁକ୍ତି, ବିକାଶର ଇକୋସିଷ୍ଟମ ସୃଷ୍ଟି କରିଛି ଓଡିଶା
ଭୁବନେଶ୍ୱର,୧୪-୧୧(ବ୍ୟୁରୋ): ଟେକ୍ନୋଲୋଜି ଏବଂ ସ୍ବଚ୍ଛତା ସହ ଓଡିଶା ଏବେ ଅଗ୍ରସର ହେଉଛି। ବିକାଶ ଏବଂ ଲଗାତାର ଭାବେ ନିଯୁକ୍ତି ସୃଷ୍ଟି ଦିଗରେ ରାଜ୍ୟ ଏକ ଇକୋସିଷ୍ଟମ ସୃଷ୍ଟି କରିପାରଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କହିଛନ୍ତି। କନ୍ଫେଡେରେଶନ ଅଫ୍...
ଟିକସ ହ୍ରାସ ନେଇ ପରାମର୍ଶ ଲୋଡିଲା ଅର୍ଥମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧୪-୧୧: ଉଭୟ ପ୍ରତ୍ୟକ୍ଷ ଓ ପରୋକ୍ଷ ଟିକସ କ୍ଷେତ୍ରରେ ବିଭିନ୍ନ ପରିବର୍ତ୍ତନ ଆଣିବା ଲାଗି ସରକାର ଯୋଜନା ରଖିଛନ୍ତି। ଆଗାମୀ ବଜେଟରେ ଏଥି ସଂକ୍ରାନ୍ତ ଘୋଷଣା ହେବ ବୋଲି ଶୁଣାଯାଉଛି। ଏପଟେ ଟିକସ ହ୍ରାସ ପଦକ୍ଷେପ ଲାଗି ଅର୍ଥ ମନ୍ତ୍ରଣାଳୟ...
୧୬ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ପୀତି
ନୂଆଦିଲ୍ଲୀ,୧୪-୧୧: ଚଳିତ ବର୍ଷର ଅକ୍ଟୋବରରେ ଖୁଚୁରା ମୁଦ୍ରାସ୍ଫୀତି ୧୬ ମାସର ସର୍ବୋଚ୍ଚ ସ୍ତରରେ ରହିଛି। ଖାଦ୍ୟ ସାମଗ୍ରୀ ଦର ବଢିବା ଯୋଗୁ ଖୁଚୁରା ମୁଦ୍ରାସ୍ଫୀତି ୪.୬୨% ସ୍ତରରେ ରହିଥିବା ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ ରୂପାୟନ ମନ୍ତ୍ରଣାଳୟର କେନ୍ଦ୍ରୀୟ ପରିସଂଖ୍ୟାନ କାର୍ଯ୍ୟାଳୟ...
‘ଶିକ୍ଷା କ୍ଷେତ୍ରକୁ ଏସ୍ଆର୍ଏମ୍ର ଯୋଗଦାନ ଗୁରୁତ୍ୱପୂର୍ଣ୍ଣ’
କଟାନକୁଲାଥର,୧୪-୧୧: ବର୍ତ୍ତମାନର ସମୟ ଅନେକ ଆହ୍ବାନପୂର୍ଣ୍ଣ। ମାତ୍ର ଏହାକୁ ସାମ୍ନା କରି ଆଗକୁ ବଢିବାକୁ ହେବ। ନିଜ ମଧ୍ୟରେ ସମ୍ପୂର୍ଣ୍ଣ ପ୍ରସ୍ତୁତି ଏଥି ଲାଗି ରଖିବାକୁ ହେବ ବୋଲି ସତୀଶ ଧାଓ୍ବନ ସ୍ପେଶ ସେଣ୍ଟରର ନିର୍ଦ୍ଦେଶକ ଏ ରାଜାରାଜନ କହିଛନ୍ତି।...
ମହିଳା ସଶକ୍ତିକରଣ ନିମନ୍ତେ ଜେଏସ୍ପିଏଲ୍ ପୁରସ୍କୃତ
ଭୁବନେଶ୍ୱର,୧୪-୧୧: ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର ଲିମିଟେଡ(ଜେଏସ୍ପିଏଲ୍) ମହିଳା ସଶକ୍ତିକରଣ ଦିଗରେ ବିଭିନ୍ନ ଉଲ୍ଲେଖନୀୟ ଯୋଗଦାନ ଲାଗି ପୁରସ୍କୃତ ହୋଇଛି। କମ୍ପାନୀକୁ ଓମେନ୍ ଆଚିଭର୍ସ ପୁରସ୍କାରରେ ସମ୍ମାନୀତ କରାଯାଇଛି। ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓମେନ୍ ଲିଡରଶିପ୍ ଏବଂ ଏମ୍ପାଓ୍ବାରମେଣ୍ଟ ସମିଟ୍ରେ କମ୍ପାନୀର...
ଟାଟା ମୋଟର୍ସର ଇଣ୍ଡିଆକୀ ଦୁସରୀ ଦିଓ୍ବାଲି ଅଭିଯାନ
ନୂଆଦିଲ୍ଲୀ,୧୪-୧୧: ଟାଟା ମୋଟର୍ସ ପକ୍ଷରୁ ଇଣ୍ଡିଆକୀ ଦୁସରୀ ଦିଓ୍ବାଲି ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଭିଯାନ ଅନ୍ତର୍ଗତ କ୍ଷୁଦ୍ର ବାଣିଜି୍ୟକ ଯାନ ଉପରେ ଗ୍ରାହକଙ୍କୁ ବିଶେଷ ରିହାତି ପ୍ରଦାନ କରାଯିବ। ଏହି ସମୟରେ କମ୍ପାନୀର କ୍ଷୁଦ୍ର ବାଣିଜି୍ୟକ ଯାନ...
Archives


