ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…
ନୂଆଦିଲ୍ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର ନିଜ ମୋବାଇଲ ଫୋନରେ କିଛି ଟ୍ୟାପ ମାଧ୍ୟମରେ ସହଜରେ ପେନଶନ ଆକାଉଣ୍ଟ ଖୋଲିପାରିବେ।…
ଏହି ୭ ପ୍ରକାରର UPI ପେମେଣ୍ଟ୍ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?
ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି ନିର୍ଦ୍ଦିଷ୍ଟ ବ୍ୟବସାୟୀ କାରବାର ପାଇଁ ଲାଗୁ ହେବ। ଏହି ଢାଞ୍ଚା ସମସ୍ତ ବ୍ୟବସାୟୀଙ୍କ…
ଭାରତରେ ପ୍ରବେଶ କରିବ ଆପଲ ପେ’
ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍ ପରିଚିତ। ତେବେ ଆମେରିକାରେ ଏହି ମୋବାଇଲ ପେମେଣ୍ଟ ସେବା ଆରମ୍ଭ କରିବାର ପ୍ରାୟ ୧୨ ବର୍ଷ ପରେ…
ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର
ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍ ଆଧାର ପ୍ରମାଣୀକରଣ (ବିଏଏ) ବାଧ୍ୟତାମୂଳକ ହେବ। ସବ୍ସିଡିଯୁକ୍ତ ଏଲ୍ପିଜି ସିଲିଣ୍ଡର ଯେପରି ପ୍ରକୃତ…
ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…
ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆଜିକାଲି ଅଧିକାଂଶ ଲୋକ ଡିଜିଟାଲ ପେମେଣ୍ଟ (ଡିଜିଟାଲ…
୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!
ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି UPI ସ୍କାନ କରି ପେମେଣ୍ଟ କରୁଛନ୍ତି, ତେବେ ଏହି…
8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…
୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ ଡାକ୍ତରଖାନାର ନର୍ସମାନଙ୍କ ପ୍ରତିନିଧିତ୍ୱ କରୁଥିବା ସଂଗଠନ ନର୍ସେସ ୱେଲଫେୟାର ଆସୋସିଏସନ (NWA) ଶୁକ୍ରବାର,…
ଚାକିରିଆଙ୍କ ପାଇଁ ବଡ଼ ଖବର: କମିଯିବ In-Hand Salary! PF ର ନୂଆ ନିୟମ ଜାଣିରଖନ୍ତୁ
ନୂଆଦିଲ୍ଲୀ,୧୯।୯: କର୍ମଚାରୀଙ୍କ ପାଇଁ PF ସମ୍ପର୍କିତ ନିୟମରେ ବଡ଼ ପରିବର୍ତ୍ତନ ହୋଇଛି। EPFOର ବେତନ ସୀମାକୁ ମାସିକ ୧୫,୦୦୦ରୁ ବଢ଼ାଇ ୨୫,୦୦୦ କରାଯାଇଛି। ୧୬ ସେପ୍ଟେମ୍ବର ୨୦୨୪ରେ କେନ୍ଦ୍ରୀୟ କ୍ୟାବିନେଟ ଏହି ନିଷ୍ପତ୍ତି ନେଇଥିବା ତଥ୍ୟ ଦିଆଯାଇଛି। ଏହି ପରିବର୍ତ୍ତନ ଫଳରେ…
ଡ. ପ୍ରସନ୍ନ ଆଚାର୍ଯ୍ୟ ଏନ୍ଏଲ୍ସି ଇଣ୍ଡିଆର ନୂତନ ଅଧ୍ୟକ୍ଷ
ଭୁବନେଶ୍ୱର,୧୯ା୯: ଡ. ପ୍ରସନ୍ନ କୁମାର ଆଚାର୍ଯ୍ୟ ତାମିଲନାଡୁର ନେଭେଲିସ୍ଥିତ ଏନ୍ଏଲ୍ସି ଇଣ୍ଡିଆ ଲିମିଟେଡ୍ର କର୍ପୋରେଟ କାର୍ଯ୍ୟାଳୟ ଅଧ୍ୟକ୍ଷ-ତଥା-ପ୍ରବନ୍ଧ ନିର୍ଦ୍ଦେଶକ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରାୟ ୩ ଦଶନ୍ଧିର ଦୃଢ଼ ପେସାଗତ ଅଭିଜ୍ଞତା ସହ ଡ. ଆଚାର୍ଯ୍ୟ ବିଦ୍ୟୁତ୍, ଖଣି…
ସୁନା ବିକି ନୂଆ ଫୋନ୍ କିଣୁଛନ୍ତି ଗ୍ରାହକ
ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍ ୧୮ ସିରିଜ୍ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍ର ବିକ୍ରି ଏବଂ ଫିଚର ସମ୍ପର୍କରେ କମ୍ପାନୀ ପକ୍ଷରୁ ଘୋଷଣା କରାଯିବା ସହ ଏହାର ମୂଲ୍ୟ ସମ୍ପର୍କରେ ମଧ୍ୟ…
ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…
ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା ସିଧାସଳଖ ବ୍ୟାଙ୍କ ଖାତାକୁ ପଠାଯିବ। ଉତ୍ତର ପ୍ରଦେଶରେ ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ନୂଆ…
କୃଷକଙ୍କ ପାଇଁ ଖୁସି ଖବର: ମାସକୁ ପାଇବେ ୩,୦୦୦ ଟଙ୍କା ପେନସନ! PM Kisan ରେ…
ନୂଆଦିଲ୍ଲୀ,୧୮।୯: ବାର୍ଦ୍ଧକ୍ୟରେ ନିୟମିତ ଆୟକୁ ନେଇ ସମସ୍ତଙ୍କ ମନରେ ଚିନ୍ତା ଥାଏ, ବିଶେଷକରି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କ ପାଇଁ ଏହି ଚିନ୍ତା ଆହୁରି ବଢ଼ିଯାଏ। ଏହାକୁ ଧ୍ୟାନରେ ରଖି କେନ୍ଦ୍ର ସରକାର ‘ପ୍ରଧାନମନ୍ତ୍ରୀ କିଷାନ ମାନଧନ ଯୋଜନା’ ଚଳାଉଛନ୍ତି। ଏହି…

