ବାଣିଜ୍ୟ

ଖାଦ୍ୟ ବାଣ୍ଟିଲା କ୍ରେଡାଇ ଓଡ଼ିଶା

ଭୁବନେଶ୍ୱର,୨୬।୪: ବର୍ତ୍ତମାନର ଲକ୍‌ଡାଉନ ସମୟରେ ଫସି ରହିଥିବା ଲୋକମାନଙ୍କୁ କ୍ରେଡାଇ ଓଡ଼ିଶା ପକ୍ଷରୁ ସହାୟତା କରାଯାଇଛି। କଟକ ଏବଂ ଭୁବନେଶ୍ୱରରେ ଗରିବ ଲୋକମାନଙ୍କୁ ଖାଦ୍ୟ ବଣ୍ଟନ କରାଯାଇଛି। ଉଭୟ ସହରର ପ୍ରାୟ ୧୦ ହଜାର ଲୋକଙ୍କୁ ଚାଉଳ, ଚୁଡ଼ା, ଗୁଡ଼, ବିସ୍କୁଟ…

ସେନ୍‌କୋ ଗୋଲ୍ଡ ପକ୍ଷରୁ ମୂଲ୍ୟ ସୁରକ୍ଷା ଗ୍ୟାରେଣ୍ଟି

ଭୁବନେଶ୍ୱର,୨୬।୪: ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡ ପକ୍ଷରୁ ଅକ୍ଷୟ ତୃତୀୟା ଅବସରରେ ମୂଲ୍ୟ ସୁରକ୍ଷା ଗ୍ୟାରେଣ୍ଟି ପ୍ରଦାନ କରାଯାଉଛି। ଗ୍ରାହକଙ୍କୁ ଅନ୍‌ଲାଇନରେ କ୍ରୟ ସୁବିଧା କମ୍ପାନୀ ପ୍ରଦାନ କରୁଛି। ଏହି ଅଫରର ଲାଭ ଗ୍ରାହକମାନେ ୨୭ ତାରିଖ ଯାଏ ନେଇପାରିବେ। ବୁକିଂ…

କୋହଳ ହେଲା ନିୟମ: ହେଲେ କେଉଁ ଦୋକାନ ଖୋଲିବ ତାହା ନିଷ୍ପତ୍ତି ନେବେ ଜିଲାପାଳ, କମିଶନର

ଭୁବନେଶ୍ୱର,୨୫।୪(ବ୍ୟୁରୋ): କୋହଳ ହୋଇଛି ଦୋକାନ ଖୋଲିବା ନିୟମ। ପୂର୍ବରୁ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବାକୁ ନିୟମ ଥିବା ବେଳେ ଶନିବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହାକୁ କିଛିଟା କୋହଳ କରାଯାଇଛି। ଏପରିକି ରାଜ୍ୟ ସରକାର ସର୍ତ୍ତ ରଖି ଦୋକାନ ଖୋଲିବାକୁ…

କଟକଣା କୋହଳ ନେଇ ସର୍ତ୍ତ ରଖିଲେ ରାଜ୍ୟ ସରକାର: ସହରାଞ୍ଚଳରେ ଖୋଲିବନି ମଲ୍‌, ଦୋକାନରେ ରହିବେ ୫୦% କର୍ମଚାରୀ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ସାରା ଦେଶରେ କରୋନା ମୁକାବିଲାକୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ କଟକଣା ଲଗାଯାଇଥିଲା। ହେଲେ ଶନିବାର ଏହାକୁ କିଛି ମାତ୍ରାରେ କୋହଳ କରାଯାଇଛି। ତେବେ ଏହି ସମ୍ପର୍କରେ ରାଜ୍ୟ ସରକାର କିଛି ସର୍ତ୍ତ ରଖି ଆଉ ଏକ ବିଜ୍ଞପ୍ତି…

ଧିମେଇଲା ଭାରତର ‘ଆନିମଲ ସ୍ପିରିଟ୍‌’

  ନୂଆଦିଲ୍ଲୀ,୨୫।୪: କୌଣସି ଅର୍ଥ ବ୍ୟବସ୍ଥାରେ କାର୍ଯ୍ୟ ଆରମ୍ଭ ଲାଗି ନିବେଶକଙ୍କ ମଧ୍ୟରେ ରହିଥିବା ଆତ୍ମବିଶ୍ୱାସ ଅନେକ ଗୁରୁତ୍ୱ ବହନକରେ। କିଛି ମାସର ବଜାର ସ୍ଥିତିକୁ ବିଚାରକରି ନିବେଶକ ବଜାର ଉପରେ ଭରସା କରିଥାନ୍ତି। ଏଭଳି ସ୍ଥିତିକୁ ନେଇ କାର୍ଯ୍ୟ ଆରମ୍ଭ…

ଏମ୍‌ଏସ୍‌ଏମ୍‌ଇ, ଅଣସଙ୍ଗଠିତ କ୍ଷେତ୍ରକୁ ମିଳିବ ପ୍ରାଥମିକତା

ନୂଆଦିଲ୍ଲୀ,୨୫।୪: କେନ୍ଦ୍ର ସରକାର କିଛି ବଛାବଛା କ୍ଷେତ୍ରକୁ ପ୍ୟାକେଜ ପ୍ରଦାନ କରିବା ଲାଗି ଯୋଜନା କରିଛନ୍ତି। ଏହି ପ୍ୟାକେଜ ଶୀଘ୍ର ଘୋଷଣା ହେବା ସମ୍ଭାବନା ରହିଛି। ଅଣୁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଏବଂ ଅଣ ସଙ୍ଗଠିତ କ୍ଷେତ୍ରକୁ ସରକାର ପ୍ରାଥମିକତା…

୧୦ ଲକ୍ଷ କୋଟି ଛୁଇଁପାରେ ଏନ୍‌ପିଏ

ନୂଆଦିଲ୍ଲୀ,୨୫।୪: କୋଭିଡ୍‌-୧୯ ମହାମାରୀ ଯୋଗୁ ଭାରତୀୟ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା ଅନାଦାୟ ଋଣ(ଏନ୍‌ପିଏ) ବୃଦ୍ଧି ଘଟି ୧୦ ଲକ୍ଷ କୋଟି ଟଙ୍କା ଛୁଇଁବା ନେଇ ଆଶଙ୍କା କରାଯାଇଛି। ମହାମାରୀ ପାଇଁ ଦେଶର ଅର୍ଥ ବ୍ୟବସ୍ଥା ପ୍ରଭାବିତ ହୋଇଥିବା ବେଳେ କମ୍ପାନୀଗୁଡିକ ଏବେ ଚାପରେ…

ଅର୍ଥ ବ୍ୟବସ୍ଥା ଲାଗି ବିନାଶକାରୀ ଲକ୍‌ଡାଉନ: କ୍ରିସ ଉଡ୍‌

ନୂଆଦିଲ୍ଲୀ,୨୫।୪:ଭାରତ ଏବଂ ଇଣ୍ଡୋନେସିଆ ଭଳି ଦେଶଗୁଡିକ ଲାଗି ଲକ୍‌ଡାଉନ ବିନାଶକାରୀ। ଏହା ଦ୍ୱାରା ଅର୍ଥ ବ୍ୟବସ୍ଥା ଏବଂ ଲୋକଙ୍କର ବିଶେଷ ମଙ୍ଗଳ ସାଧନ କରି ହେବ ନାହିଁ। ଲୋକଙ୍କ ଲାଗି ନିଯୁକ୍ତି କ୍ଷେତ୍ରରେ ବିଶେଷ ସୁବିଧା ସୁଯୋଗ ନ ଥିବାରୁ ଲକ୍‌ଡାଉନ…

ବିମାନ ଚଳାଚଳ କ୍ଷେତ୍ରର ୨୯ ଲକ୍ଷ ଚାକିରି ବିପଦରେ

ନୂଆଦିଲ୍ଲୀ,୨୫।୪: ଭାରତୀୟ ବିମାନ ଚଳାଚଳ କ୍ଷେତ୍ର ଏବଂ ଏହାର ଆନୁଷଙ୍ଗିକ କ୍ଷେତ୍ର ଗୁଡିକ କରୋନା ମହାମାରୀ ଯୋଗୁ ଏବେ ଚାପରେ ରହିଛନ୍ତି। ଏହି କ୍ଷେତ୍ରଗୁଡିକରେ ପ୍ରାୟ ୨୯ ଲକ୍ଷ ଚାକିରି ବିପଦରେ ରହିଛି ବୋଲି ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ ଆସୋସିଏଶନ(ଆଇଏଟିଏ) ପକ୍ଷରୁ ହୋଇଥିବା…

କରୋନା ଲଢେଇରେ ଡବ୍ଲ୍ୟୁଏଫ୍‌ଏଫ୍‌ ଇଣ୍ଡିଆ

ଭୁବନେଶ୍ୱର,୨୫।୪:କରୋନା ଲଢ଼େଇରେ ଡବ୍ଲ୍ୟୁଏଫ୍‌ଏଫ୍‌ ଇଣ୍ଡିଆ ପକ୍ଷରୁ ଯୋଗଦାନ ରଖାଯାଇଛି। ସ୍ମାର୍ଟ ଚିପ୍‌ ପ୍ରାଇଭେଟ ଲିମିଟେଡ୍‌ର ମିଳିତ ସହଯୋଗରେ ଡବ୍ଲ୍ୟୁଏଫ୍‌ଏଫ୍‌ ଇଣ୍ଡିଆ ପକ୍ଷରୁ ଗଞ୍ଜାମର ପୋଡ଼ମପେଟା, ଗୋଖୁରକୁଦା ଏବଂ ପୁରୁଣାବନ୍ଧ ଗ୍ରାମବାସୀଙ୍କୁ ହ୍ୟାଣ୍ଡ ସାନିଟାଇଜର, ଶିଶୁ ଖାଦ୍ୟ, ଗ୍ରସେରି ସାମଗ୍ରୀ ପ୍ରଦାନ କରାଯାଇଛି।…

ମ୍ୟୁଚୁଆଲ ଫଣ୍ଡ ବଜାର ବେହାଲ

ମୁମ୍ବାଇ,୨୫।୪: କୋଭିଡ୍‌-୧୯ ଯୋଗୁ ମ୍ୟୁଚୁଆଲ ଫଣ୍ଡ ଶିଳ୍ପ ବଜାର ଗଭୀର ଭାବେ କ୍ଷତିଗ୍ରସ୍ତ ହେଉଥିବା ନଜରକୁ ଆସିଛି। ଫଳରେ ଏହାର ପ୍ରଭାବ ନିବେଶକଙ୍କ ଉପରେ ସିଧାସଳଖ ପଡ଼ିଛି। ଏଭଳି ସମସ୍ୟା ଲାଗି ପ୍ରମୁଖ କମ୍ପାନୀ ଫ୍ରାଙ୍କ୍‌ଲିନ ଟେମ୍ପଲଟନ ମ୍ୟୁଚୁଆଲ ଫଣ୍ଡ ଏହାର…

ଗ୍ରାମୀଣ ଅର୍ଥ ବ୍ୟବସ୍ଥା ପାଇଁ ବଡ଼ ଚ୍ୟାଲେଞ୍ଜ

  ନୂଆଦିଲ୍ଲୀ,୨୫।୪: ଦେଶର ମୋଟ୍‌ ୧୩୦ କୋଟି ଜନସଂଖ୍ୟା ମଧ୍ୟରୁ ଗ୍ରାମାଞ୍ଚଳରେ ଦୁଇତୃତୀୟାଂଶ ଲୋକ ବସବାସ କରୁଛନ୍ତି। ୨୦୧୬ର ବିମୁଦ୍ରୀକରଣ, ମରୁଡ଼ି ସମେତ ଅନ୍ୟ ସମସ୍ୟା ଗତ କିଛି ବର୍ଷ ଧରି ଗ୍ରାମାଞ୍ଚଳର ସ୍ଥିତିକୁ ପ୍ରଭାବିତ କରିଛି। ବର୍ତ୍ତମାନର ୪୦ ଦିନିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?