ପୋଷ୍ୟ ସନ୍ତାନ ଗ୍ରହଣ କ୍ଷେତ୍ରରେ ଲାଗିବନି ଜିଏସ୍ଟି
ନୂଆଦିଲ୍ଲୀ,୨-୧୧: ପୋଷ୍ୟ ସନ୍ତାନ ଗ୍ରହଣ ଲାଗି ଦେବାକୁ ପଡୁଥିବା ଫିସ୍ ଉପରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ଲାଗିବନି। ଅଥରିଟି ଫର ଆଡଭାନ୍ସ ରୁଲିଂ(ଏଏଆର୍)ର ମହାରାଷ୍ଟ୍ର ବେଞ୍ଚ ନିର୍ଦ୍ଦେଶରେ ଏହା କହିଛନ୍ତି। ନେରୁଲ ଚାରିଟେବୁଲ ଟ୍ରଷ୍ଟର ଏକ ମାମଲା...
୬ ବର୍ଷରେ କମିଛି ୯୦ ଲକ୍ଷ ନିଯୁକ୍ତି
ନୂଆଦିଲ୍ଲୀ,୨-୧୧: ୨୦୧୧-୧୨ଠାରୁ ୨୦୧୭-୧୮ ମଧ୍ୟରେ ସାରା ଦେଶରେ ୯୦ ଲକ୍ଷ ନିଯୁକ୍ତି କମିଛି। ଅଜୀମ ପ୍ରେମଜୀ ବିଶ୍ୱବିଦ୍ୟାଳୟର ସେଣ୍ଟର ଅଫ୍ ସଷ୍ଟେନେବୁଲ ଏମ୍ପ୍ଲଏମେଣ୍ଟ ପକ୍ଷରୁ ପ୍ରକାଶିତ ଏକ ନୂଆ ଏକାଡେମିକ ପେପରରେ ଏଭଳି ବିଷୟ ଉଲ୍ଲେଖ ରହିଛି। ଜବାହର ଲାଲ...
୯୭ ବିମାନର ଇଞ୍ଜିନ ପରିବର୍ତ୍ତନ ଲାଗି ଇଣ୍ଡିଗୋକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨-୧୧: ୨୭ ବିମାନର ପୁରୁଣା ଇଞ୍ଜନକୁ ତୁରନ୍ତ ପରିବର୍ତ୍ତନ କରିବା ଲାଗି ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) ଇଣ୍ଡିଗୋ କମ୍ପାନୀକୁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଏହି ବିମାନଗୁଡିକ ମଧ୍ୟରୁ ୨୩ଟି ଏ୩୨୦ ନିୟୁ ପ୍ଲେନରେ ପ୍ରାଟ୍ ଏବଂ ହ୍ବାଇଟନି(ପିଡବ୍ଲ୍ୟୁ) ଇଞ୍ଜିନ...
ଏସ୍ଏଫ୍ଆଇଓକୁ ଡିଏଚ୍ଏଫ୍ଏଲ୍ ତଦନ୍ତ ଭାର
ନୂଆଦିଲ୍ଲୀ,୨-୧୧: ଦଓ୍ବୋନ ହାଉସିଂ ଫାଇନାନ୍ସ ଲିମିଟେଡ(ଡିଏଚ୍ଏଫ୍ଏଲ୍) ଆର୍ଥତ୍କ ଅନୀୟମିତତା ମାମଲାର ତଦନ୍ତ ଭାର ସିରିୟସ ଫ୍ରଡ ଇନଭେଷ୍ଟିଗେସନ ଲିମିଟେଡ(ଏସ୍ଏଫ୍ଆଇଓ)କୁ ସରକାର ପ୍ରଦାନ କରିଛନ୍ତି। ଏହି ମାମଲାରେ ଅର୍ଥ ହେରଫେର ନେଇ ସୁରାକ ପାଇବା ପରେ ଏଭଳି ନିର୍ଦ୍ଦେଶ ସରକାର ଦେଇଥିବା...
ଦୁଇ ବର୍ଷର ନିମ୍ନ ସ୍ତରରେ ମାନୁଫାକଚରିଂ ପିଏମ୍ଆଇ
ନୂଆଦିଲ୍ଲୀ,୨-୧୧: ଅକ୍ଟୋବରରେ ଦେଶର ମାନୁଫାକଚରିଂ କାର୍ଯ୍ୟକଳାପ ଦୁର୍ବଳ ସ୍ଥିତିରେ ରହିଛି। ଶିଳ୍ପୟୁନିଟରୁ ଉତ୍ପାଦନ ଏବଂ ଅର୍ଡର ଲାଭ ଦୁଇ ବର୍ଷର ନିମ୍ନ ସ୍ତରକୁ ଖସିଥିବା ଶୁକ୍ରବାର ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ ରହିଛି। ଆଇଏଚ୍ଏସ୍ ମାର୍କିଟ ଇଣ୍ଡିଆ ପକ୍ଷରୁ ପ୍ରକାଶ...
୧୨ ହଜାର କର୍ମଚାରୀ ଛଟେଇ କରିବ କଗ୍ନିଜାଣ୍ଟ
ନୂଆଦିଲ୍ଲୀ,୧-୧୧: ପ୍ରମୁଖ ଆଇଟି କମ୍ପାନୀ କଗ୍ନିଜାଣ୍ଟ ଆଗାମୀ ତ୍ରୈମାସଗୁଡିକରେ ଏହାର ୧୨ ହଜାର କର୍ମଚାରୀଙ୍କୁ ଛଟେଇ କରିବ। ଖର୍ଚ୍ଚ କାଟ ଯୋଜନାରେ କମ୍ପାନୀ ଏଭଳି ପଦକ୍ଷେପ ନେବ ବୋଲି ଗୁରୁବାର ସୂଚନା ଦେଇଛି। ଆମେରିକା ଭିତ୍ତିକ ଏହି ଟେକ୍ନୋଲୋଜି କମ୍ପାନୀ...
ଧାର୍ଯ୍ୟ ଲକ୍ଷ୍ୟର ୯୩% ଛୁଇଁଲା ବିତ୍ତୀୟ ନିଅଣ୍ଟ
ନୂଆଦିଲ୍ଲୀ,୧-୧୧: ଦେଶର ବିତ୍ତୀୟ ନିଅଣ୍ଟ ବଜେଟ ହୋଇଥିବା ଧାର୍ଯ୍ୟ ଲକ୍ଷ୍ୟର ୯୩% ଛୁଇଁଛି। ଚଳିତ ଆର୍ଥତ୍କ ବର୍ଷର ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ଏହା ୬.୫୨ ଲକ୍ଷ କୋଟି ଟଙ୍କା ଛୁଇଁଥିବା ସରକାର ଦେଇଥିବା ତଥ୍ୟରୁ ଏହା ଜଣାପଡିଛି। ସାଧାରଣତଃ...
ପ୍ରମୁଖ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧି ୫.୨% ହ୍ରାସ
ନୂଆଦିଲ୍ଲୀ,୧-୧୧: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଚଳିତ ବର୍ଷ ସେପ୍ଟେମ୍ବରରେ ପ୍ରମୁଖ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧି ହାର ୫.୨% ହ୍ରାସ ଘଟିଛି। ଗତ ବର୍ଷ ସମାନ ସମୟରେ ଶିଳ୍ପ କ୍ଷେତ୍ରରେ ୪.୩% ଅଭିବୃଦ୍ଧି ଘଟିଥିଲା। କୋଇଲା, ଅଶୋଧିତ ତୈଳ,...
ଗୋଲ୍ଡ ଆମ୍ନେଷ୍ଟି ସ୍କିମ୍ ନେଇ ସରକାରଙ୍କ ପ୍ରସ୍ତାବ ନାହିଁ
ନୂଆଦିଲ୍ଲୀ,୧-୧୧: ଚୋରା ସୁନା ଉପରେ କାର୍ଯ୍ୟାନଷ୍ଠାନ ଅନ୍ତର୍ଗତ ଗୋଲ୍ଡ ଆମ୍ନେଷ୍ଟି ସ୍କିମ୍ ଆଣିବା ଲାଗି ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ। ଏଭଳି ଏକ ସ୍କିମଖ ଆସିବ ବୋଲି ବୁଧବାର ଗଣମାଧ୍ୟମରେ ଏକ ରିପୋର୍ଟ ଆସିବା ପରେ ସରକାରଙ୍କ ଜଣେ ବରିଷ୍ଠ...
ଡିଡିଟି, କ୍ୟାପିଟାଲ ଗେନ୍ସ ଟାକ୍ସ କମିବନି
ନୂଆଦିଲ୍ଲୀ,୧-୧୧: ସରକାର ପୁଞ୍ଜିବଜାର ନିବେଶକଙ୍କୁ ଖୁସି କରାଇବା ଲାଗି ଲଙ୍ଗଟର୍ମ କ୍ୟାପିଟାଲ ଗେନ୍ସ ଏବଂ ଡିଜିଡେଣ୍ଡ ଡିଷ୍ଟ୍ରିବ୍ୟୁଶନ ଟାକ୍ସ(ଡିଡ଼ିଟି)ରେ କିଛିଟା କୋହଳ ବ୍ୟବସ୍ଥା କରିବା ନେଇ ଏକ ଖବର ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ମାତ୍ର ଏଭଳି କିଛି ବ୍ୟବସ୍ଥା ସରକାର...
ନିର୍ମଳାଙ୍କ ଜବାବ ରଖିଲେ ରାଜନ
ନୂଆଦିଲ୍ଲୀ,୧-୧୧: ରଘୁରାମ ରାଜନ ଏବଂ ମନମୋହନ ସିଂଙ୍କ ସମୟ ଭାରତୀୟ ବ୍ୟାଙ୍କିଙ୍ଗ ଶିଳ୍ପ ଲାଗି ସଙ୍କଟ ସମୟ ଥିଲା ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କିଛିଦିନ ତଳେ ସମାଲୋଚନାରେ କହିଥିଲେ। ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ ନିର୍ମଳାଙ୍କ...
୨୦୩୯ ସୁଦ୍ଧା ଭାରତ ତୃତୀୟ ବୃହତ୍ ଅର୍ଥନୀତି
ନୂଆଦିଲ୍ଲୀ,୩୧।୧୦: ୨୦୩୯ ସୁଦ୍ଧା ଭାରତ ବିଶ୍ୱର ତୃତୀୟ ବୃହତ୍ ଅର୍ଥ ବ୍ୟବସ୍ଥା ହେବ। ବ୍ଲୁମବର୍ଗ ପକ୍ଷରୁ ବୁଧବାର ପ୍ରକାଶିତ ନିୟୁ ଇକୋନୋମି ଡ୍ରାଇଭର୍ସ ଆଣ୍ଡ ଡିସରପ୍ଟର୍ସ ଇଣ୍ଡେକ୍ସ ରିପୋର୍ଟରେ ଏହା ପ୍ରକାଶ ପାଇଛି। ଜନସଂଖ୍ୟାର ବିଭିନ୍ନ ପ୍ରସଙ୍ଗ ଦୃଷ୍ଟିକୋଣରୁ ଭାରତରେ ଅନୁକୂଳ...
Archives


