ବାଣିଜ୍ୟ

କୃଷି ଋଣ ଉପରେ ୩ ମାସର ମୋରାଟୋରିୟମ

ନୂଆଦିଲ୍ଲୀ,୨୨।୪: କୃଷି ଋଣ ନେଇଥିବା କୃଷକଙ୍କୁ ମିଳିବ ଆଶ୍ୱସ୍ତି । କୃଷି ଋଣ ଉପରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ମଙ୍ଗଳବାର ୩ ମାସର ମୋରାଟୋରିୟମ ଘୋଷଣା କରିଛି। ଏହି ସମୟରେ ଅଧିକ ହାରରେ ସୁଧ ମଧ୍ୟ କୃଷକଙ୍କୁ ଦେବାକୁ ପଡିବ ନାହିଁ।…

୨୦ ବର୍ଷର ସର୍ବନିମ୍ନ ସ୍ତରରେ ବ୍ରେଣ୍ଟ୍‌ କ୍ରୁଡ୍‌

ନୂଆଦିଲ୍ଲୀ,୨୨।୪: କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଲକ୍‌ଡାଉନ ପାଇଁ ଏବେ ସାରା ବିଶ୍ୱରେ ତୈଳ ଚାହିଦା ଖସିଯାଇଛି। ଏଥିଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ସର୍ବନିମ୍ନ ସ୍ତରକୁ ଖସିବା ଧାରା ଜାରି ରହିଛି। ସୋମବାର ଆମେରିକାର ବେଞ୍ଚମାର୍କ ଓ୍ବେଷ୍ଟ ଟେକ୍ସାସ…

ଚାଇନା ଉପରେ ବ୍ରିଟେନ୍‌ ଲଗାଇଲା କଟକଣା: ସହାୟତାକାରୀଙ୍କ ବିରୋଧରେ ହେବ ତଦନ୍ତ

ଲଣ୍ଡନ,୨୧।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଅନ୍ତର୍ଜାତୀୟ ବ୍ୟବସାୟ କ୍ଷେତ୍ରରେ ଚାଇନାର ବିସ୍ତାରବାଦ ନୀତିକୁ ବିଟ୍ରେନ୍‌ ନାପସନ୍ଦ କରିବା ସହି କଟକଣା ଜାରି…

ଭାରତକୁ ଚାଇନାର ସମାଲୋଚନା

ନୂଆଦିଲ୍ଲୀ,୨୧।୪: ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍‌ଡିଆଇ) କ୍ଷେତ୍ରରେ ପଡ଼ୋଶୀ ରାଷ୍ଟ୍ରଗୁଡ଼ିକ ଉପରେ ଭାରତ ଅଙ୍କୁଶ ଲଗାଇବାର ୨ ଦିନ ପରେ ଏହାକୁ ନେଇ ସୋମବାର ଚାଇନା ପ୍ରତିକ୍ରୟା ପ୍ରକାଶ କରିଛି। ଚାଇନା ସମେତ ଅନ୍ୟ ପଡ଼ୋଶୀ ରାଷ୍ଟ୍ରଗୁଡ଼ିକ ପ୍ରତ୍ୟକ୍ଷ ରୁଟ୍‌ରେ ବା…

ସଂଶୋଧିତ ଏଫ୍‌ଡିଆଇ ନିୟମ ନେଇ ଭାରତକୁ ଚାଇନାର ସମାଲୋଚନା

ନୂଆଦିଲ୍ଲୀ,୨୧।୪: ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍‌ଡିଆଇ) ନିୟମକୁ ଭାରତ ସରକାର ଏବେ ପରିବର୍ତ୍ତନ କରିଛନ୍ତି। ପଡ଼ୋଶୀ ରାଷ୍ଟ୍ରଗୁଡ଼ିକ ଭାରତରେ ନିବେଶ ଲାଗି ଏବେ ସରକାରଙ୍କ ଅନୁମତି ଲୋଡ଼ା ପଡ଼ିବ ବୋଲି ଜଣାପଡ଼ିଛି। ଭାରତର ଏଭଳି ପଦକ୍ଷେପକୁ ଚାଇନା ସୋମବାର ସମାଲୋଚନା କରିଛି।…

ସର୍ବନିମ୍ନ ସ୍ତରରେ ପହଞ୍ଚିଲା ଅଶୋଧିତ ତୈଳ

ମୁମ୍ବାଇ,୨୧।୪: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ୨୧ ବର୍ଷର ସର୍ବନିମ୍ନ ସ୍ତରରେ ପହଞ୍ଚିଛି। କରୋନା ମହାମାରୀ ଯୋଗୁ ଚାହିଦା ଖସିବା, ଆମେରିକାର ଷ୍ଟୋରେଜରେ ବୃଦ୍ଧି ଏବଂ କମ୍ପାନୀଗୁଡିକର ସ୍ଥିତି ଖରାପ ହେବା ଆଶଙ୍କାରେ ବଜାରରେ ଏଭଳି ପରିବର୍ତ୍ତନ ଦେଖାଯାଇଛି। ଏହି…

ଆଇସିଆଇସିଆଇ ବ୍ୟାଙ୍କ ଦେଲା ୧୦୦ କୋଟି

ମୁମ୍ବାଇ,୨୧।୪: କୋଭିଡ୍‌-୧୯ ବିରୋଧୀ ଲଢ଼େଇରେ ଯୋଗଦାନ ସ୍ବରୂପ ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ୧୦୦ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହି ଅର୍ଥ ମଧ୍ୟରେ ପିଏମ୍‌ କେୟାର୍ସ ପାଣ୍ଠିକୁ ୮୦ କୋଟି ଏବଂ ରାଜ୍ୟ ସରକାର ଏବଂ ସ୍ଥାନୀୟ ସ୍ବାୟତ୍ତ ଶାସନ…

ବିଏମ୍‌ଡବ୍ଲ୍ୟୁ ଇଣ୍ଡିଆ ସିଇଓଙ୍କ ପରଲୋକ

ନୂଆଦିଲ୍ଲୀ,୨୧।୪: ବିଏମ୍‌ଡବ୍ଲ୍ୟୁ ଗ୍ରୁପ୍‌ ଇଣ୍ଡିଆର ସଭାପତି ତଥା ସିଇଓ ରୁଦ୍ରତେଜ ସିଂଙ୍କର ସୋମବାର ପରଲୋକ ଘଟିଛି। ତାଙ୍କୁ ୪୬ ବର୍ଷ ହୋଇଥିଲା। ଜଣେ ପ୍ରେରଣାଦାୟୀ ବ୍ୟକ୍ତିତ୍ୱ ଏବଂ ମାନବବାଦୀ ଭାବେ ସେ ସର୍ବଦା ମନେ ରହିବେ ବୋଲି କମ୍ପାନୀ ପକ୍ଷରୁ ସୂଚନା…

କେନ୍ଦ୍ରୀୟ ଟିକସରୁ ଓଡ଼ିଶାକୁ ୨,୧୩୧ କୋଟି

ନୂଆଦିଲ୍ଲୀ,୨୧।୪: କେନ୍ଦ୍ରୀୟ ଟିକସ ଏବଂ ଶୁଳ୍କରେ ରାଜ୍ୟଗୁଡିକର ଅଂଶ ବାବଦକୁ ଏପ୍ରିଲର କିସ୍ତି ପ୍ରଦାନ ଲାଗି କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ୪୬,୦୩୮ କୋଟି ଟଙ୍କାର ରାଶିକୁ ମଞ୍ଜୁରୀ ଦିଆଯାଇଛି। ଏହି ରାଶି ମଧ୍ୟରୁ ୨,୧୩୧.୧୩ କୋଟି ଟଙ୍କା ପାଇବ ବୋଲି…

ପିଏମ୍‌ କେୟାର୍ସ ପାଣ୍ଠିକୁ ଏମ୍‌ଜିଏମ୍‌ ମିନେରାଲ୍ସ ଦେଲା ୧ କୋଟି

ଭୁବନେଶ୍ୱର,୨୧।୪: ପିଏମ୍‌ କେୟାର୍ସ ପାଣ୍ଠିକୁ ଏମ୍‌ଜିଏମ୍‌ ମିନେରାଲ୍ସ ପକ୍ଷରୁ ୧ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀର ଅଧ୍ୟକ୍ଷ ପଙ୍କଜ ଲୋଚନ ମହାନ୍ତି ଉପସ୍ଥିତ ରହି ଅର୍ଥ ରାଶିର ଚେକ୍‌ ପ୍ରଦାନ କରିଛନ୍ତି। ଏହା ପୂର୍ବରୁ କମ୍ପାନୀ ପକ୍ଷରୁ…

ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କ ମଜୁରି ବଢ଼ିଲା

ନୂଆଦିଲ୍ଲୀ,୨୧।୪: ବର୍ତ୍ତମାନ କୋଭିଡ୍‌-୧୯ ଯୋଗୁ ଲୋକମାନେ ବିଭିନ୍ନ ସମସ୍ୟା ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି କେନ୍ଦ୍ର ସରକାର ସୋମବାର ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏ) ଅଧୀନରେ ଶ୍ରମିକଙ୍କ ମଜୁରିକୁ ୨୦ ଟଙ୍କା ବଢ଼ାଇଛନ୍ତି। ସୋମବାରଠାରୁ ଏହି ଶ୍ରମିକମାନେ…

ରାଜସ୍ଥାନ ସରକାରଙ୍କ ସ୍ବତନ୍ତ୍ର ପଦକ୍ଷେପ

ନୂଆଦିଲ୍ଲୀ,୨୧।୪: ଲକ୍‌ଡାଉନ ସ୍ଥିତିରେ ଅର୍ଥ ବ୍ୟବସ୍ଥାକୁ ଗତିଶୀଳ କରିବା ଲାଗି ରାଜସ୍ଥାନ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ହାତକୁ ନିଆଯାଇଛି। ଅଶୋକ ଗେହଲଟଙ୍କ ନେତୃତ୍ୱାଧୀନ ରାଜସ୍ଥାନ ସରକାର ଭିଲଓ୍ବାଲା ଅଞ୍ଚଳରେ ସମ୍ପୂର୍ଣ୍ଣ କର୍ଫ୍ୟୁ ଜାରି କରିଛନ୍ତି। ସାରା ଦେଶରେ ଲକ୍‌ଡାଉନ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?