ବାଣିଜ୍ୟ

ଏଟିଏମ୍‌ ନେଣଦେଣ କଟକଣା କୋହଳ କଲା ଏସ୍‌ବିଆଇ

ନୂଆଦିଲ୍ଲୀ,୧୮।୪: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ଏଟିଏମ୍‌ ନେଣଦେଣ କ୍ଷେତ୍ରରେ କଟକଣାକୁ କୋହଳ କରାଯାଇଛି। ଏସ୍‌ବିଆଇ ଗ୍ରାହକମାନେ ଜୁନ ୩୦ ଯାଏ ଶୁଳ୍କମୁକ୍ତ ଏଟିଏମ୍‌ ଟ୍ରାଞ୍ଜାକଶନ କରିପାରିବେ। ଅର୍ଥାତ୍‌ ବ୍ୟାଙ୍କର ଗ୍ରାହକ ଏସ୍‌ବିଆଇ କିମ୍ବା ଅନ୍ୟ ବ୍ୟାଙ୍କର ଏଟିଏମ୍‌ରେ…

କୋଭିଡ୍‌-୧୯ ଲଢ଼େଇରେ ରାଷ୍ଟ୍ରାୟତ୍ତ ଉଦ୍ୟୋଗ

ନୂଆଦିଲ୍ଲୀ,୧୮।୪: କୋଭିଡ୍‌-୧୯ ବିରୋଧରେ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଏବଂ ସରକାରୀ ତୈଳ କମ୍ପାନୀଗୁଡିକ ଲଗାତର ଯୋଗଦାନ ରଖି ଆସୁଛନ୍ତି। ଆରୋଗ୍ୟ ସେତୁ ଆପ୍ଳିକେଶନକୁ ଲୋକପ୍ରିୟ କରାଇବା ଲାଗି ଷ୍ଟିଲ୍‌ ଅଥରିଟି ଅଫ୍‌ ଇଣ୍ଡିଆ ଲିମିଟେଡ୍‌(ସେ୍‌ଲ) କାର୍ଯ୍ୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି।…

୬୦ ମୋବାଇଲ ଆମ୍ବୁଲାନ୍ସ ଦେଲା ହିରୋ

ନୂଆଦିଲ୍ଲୀ,୧୮।୪: ହିରୋ ମୋଟୋକର୍ପ ପକ୍ଷରୁ କରୋନା ଲଢେଇରେ ଯୋଗଦାନ ସ୍ବରୂପ ୬୦ ଫାଷ୍ଟ ରେସପଣ୍ଡର ମୋବାଇଲ ଆମ୍ବୁଲାନ୍ସ ପ୍ରଦାନ କରାଯାଇଛି। ଗ୍ରାମାଞ୍ଚଳ ଏବଂ ଅପହଞ୍ଚ ଇଲାକାଗୁଡିକରେ ରୋଗୀଙ୍କ ବର୍ତ୍ତମାନ ସମୟରେ ସେବା ଯୋଗାଣ ଲାଗି କମ୍ପାନୀ ଏଭଳି ପଦକ୍ଷେପ ଗ୍ରହଣ କରିଥିବା…

ଆକାଶର ଲାଇଭ ଷ୍ଟ୍ରିମିଂ ପାଠ୍ୟକ୍ରମ

ନୂଆଦିଲ୍ଲୀ,୧୮।୪: ଆକାଶ ଏଜୁକେଶନାଲ ସିର୍ଭିସ ଲିମିଟେଡ୍‌ ପକ୍ଷରୁ ଲାଇଭ ଷ୍ଟ୍ରିମିଂ ପାଠ୍ୟକ୍ରମ ଆକାଶ ପ୍ରାଇମ କ୍ଲାସ୍‌ ଶୁଭାରମ୍ଭ ହୋଇଛି। ନୂଆ ସାଟେଲାଇଟ ଟେକ୍ନୋଲୋଜି ଦ୍ୱାରା ଛାତ୍ରୀଛାତ୍ରଙ୍କୁ ଏହା ଦ୍ୱାରା ଶିକ୍ଷା ପ୍ରଦାନ କରାଯିବ। ମେଡିକାଲ ଏବଂ ଆଇଆଇଟି ପ୍ରସ୍ତୁତି କରୁଥିବା ଛାତ୍ରୀଛାତ୍ରଙ୍କ…

ସାମ୍‌ସଙ୍ଗ ଦେଲା ୨୦ କୋଟି

ନୂଆଦିଲ୍ଲୀ,୧୮।୪: କରୋନା ପାଇଁ ଉପୁଜିଥିବା ସ୍ଥିତିର ମୁକାବିଲା ଲାଗି ସାମ୍‌ସଙ୍ଗ ପକ୍ଷରୁ ୨୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀ ପିଏମ୍‌ କେୟାର୍ସ ପାଣ୍ଠିକୁ ୧୫ କୋଟି ଟଙ୍କା ପ୍ରଦାନ କରିଥିବା ବେଳେ ଉତ୍ତର ପ୍ରଦେଶ ଏବଂ ତାମିଲନାଡୁ…

ପ୍ରିମିୟମ ଅବତାରରେ ମାରୁତି ସୁଜୁକି ଡିଜାୟାର

ନୂଆଦିଲ୍ଲୀ,୧୮।୪: ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ ପକ୍ଷରୁ ଏହାର ପ୍ରମୁଖ ମଡେଲ ଡିଜାୟାର ପ୍ରିମିୟମ ଅବତାରରେ ଆସିଛି। ଭାରତର ବେଷ୍ଟ ସେଲିଂ ସେଡାନ ଭାବେ ପରିଗଣିତ ଡିଜାୟାର ବୋଲ୍ଡ ଏବଂ ପ୍ରାଚ୍ୟୁର୍ଯ୍ୟପୂର୍ଣ୍ଣ ଢଙ୍ଗରେ ବଜାରକୁ ଆସିଛି। ଏହାର ସାମ୍ନା ଭାଗ ଅତ୍ୟନ୍ତ…

ଓଡିଶା ମ୍ୟୁଚୁଆଲ ଫଣ୍ଡ ଶିଳ୍ପ ପକ୍ଷରୁ ଦାନ

ଭୁବନେଶ୍ୱର,୧୭।୪ : କୋଭିଡ୍‌-୧୯ ଲଢେଇରେ ଯୋଗଦାନ ସ୍ବରୂପ ଓଡିଶା ମ୍ୟୁଚୁଆଲ ଫଣ୍ଡ ଶିଳ୍ପ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩.୪୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ମ୍ୟୁଚୁଆଲ ଶିଳ୍ପ ସହ ଜଡିତ ୨୦୦ ଅଂଶୀଦାରଙ୍କ ଦାନ ଏହା ମଧ୍ୟରେ…

୨୦ରୁ ଇ-କମର୍ସରେ ମିଳିବ ମୋବାଇଲ,ଟିଭି, ଫ୍ରିଜ୍‌

ନୂଆଦିଲ୍ଲୀ,୧୭।୪ : ଇ-କମର୍ସ କମ୍ପାନୀଗୁଡ଼ିକୁ ସରକାର ପ୍ରାଥମିକ ପର୍ଯ୍ୟାୟରେ କିଛିଟା ଆଶ୍ୱସ୍ତି ଦେଇଛନ୍ତି। ଚଳିତ ମାସ ୨୦ରୁ ଇ-କମର୍ସ ସାଇଟଗୁଡିକରେ ଲୋକମାନେ ମୋବାଇଲ, ଟିଭି ଏବଂ ଫ୍ରିଜ୍‌ ଭଳି ସାମଗ୍ରୀ କ୍ରୟ କରିବାର ସୁବିଧା ପାଇପାରିବେ। ସରକାର କମ୍ପାନୀଗୁଡିକୁ ଏ ଦିଗରେ…

୭୬.୮୦ ସ୍ତରରେ ଟଙ୍କା

ନୂଆଦିଲ୍ଲୀ,୧୭।୪ : ଡଲାର ତୁଳନାରେ ଟଙ୍କା ଲଗାତର ଖସୁଥିବା ନଜରକୁ ଆସିଛି। ଗୁରୁବାର ମଧ୍ୟ ଏହି ଧାରା ଲାଗି ରହିଛି। ଏହି ସମୟରେ ଡଲାର ତୁଳନାରେ ଟଙ୍କା ମୂଲ୍ୟ ୩୬ ପଇସା ଖସିବା ଯୋଗୁ ଏହା ରେକର୍ଡ ନିମ୍ନ ସ୍ତର ୭୬.୮୦ଟଙ୍କାକୁ…

ସମ୍ପୂର୍ଣ୍ଣ ବୁକିଂ ଅର୍ଥ ରିଫଣ୍ଡ କରିବେ ବିମାନ କମ୍ପାନୀ

ନୂଆଦିଲ୍ଲୀ,୧୭।୪ : ଦୁଇଟି ପର୍ଯ୍ୟାୟରେ ଏବେ ଲକ୍‌ଡାଉନ ମେ ମାସ ୩ ଯାଏ ବଢ଼ିଛି। ୨୫ ମାର୍ଚ୍ଚରୁ ୧୪ ଏପ୍ରିଲ ଯାଏ ବୁକିଂ ହୋଇଥିବା ଟିକେଟର ସମ୍ପୂର୍ଣ୍ଣ ଅର୍ଥ ବିମାନ କମ୍ପାନୀଗୁଡିକ ଯାତ୍ରୀଙ୍କୁ ଫେରାଇବେ। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ…

୬୦ ବର୍ଷରେ ପ୍ରଥମ ଥର ଏସିଆ ଅଭିବୃଦ୍ଧି କ୍ଷତିଗ୍ରସ୍ତ

ନୂଆଦିଲ୍ଲୀ,୧୭।୪: ଗତ ୬୦ ବର୍ଷ ମଧ୍ୟରେ ପ୍ରଥମଥର ଲାଗି ଏସିଆର ଅଭିବୃଦ୍ଧି ହାର କ୍ଷତିଗ୍ରସ୍ତ ହେବ ବୋଲି ଆଇଏମ୍‌ଏଫ୍‌ କହିଛି। ଏହି ଅଞ୍ଚଳର ସର୍ଭିସ ସେକ୍ଟର ଏବଂ ପ୍ରମୁଖ ରପ୍ତାନି ଡେଷ୍ଟିନେଶନଗୁଡ଼ିକ ଚଳିତ ବର୍ଷ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଛି ବୋଲି…

ଚାଇନିଜ ଆପ୍‌ ଓ୍ବିଚାର୍ଟକୁ ଟକ୍କର ଦେବାକୁ ପ୍ରସ୍ତୁତି; ଏକାଠି ହେବେ ରିଲାଏନ୍ସ, ଫେସବୁକ

ନୂଆଦିଲ୍ଲୀ,୧୭।୪ : ଚାଇନାର ସୁପର ଆପ୍ଲିକେଶନ ଓ୍ବିଚାର୍ଟକୁ ଟକ୍କରଦେବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଭଳି ନୂଆ ମଲ୍ଟିପରପସ ଆପ୍‌ ପ୍ରସ୍ତୁତି କରିବା ଲାଗି ଏବେ ମୁକେଶ ଅମ୍ବାନୀଙ୍କ ନେତୃତ୍ୱାଧୀନ ରିଲାଏନ୍ସ ଗ୍ରୁପ୍‌ ଏବଂ ମାର୍କ ଜୁକରବର୍ଗଙ୍କ ଫେସ୍‌ବୁକ୍‌ ଏକାଠି ହୋଇଛନ୍ତି। ହ୍ବାଟ୍ସଆପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?