ବାଣିଜ୍ୟ

୧୪୯୦ କୋଟି ଟଙ୍କା ରିଫଣ୍ଡ କରିବ ରେଲଓ୍ବେ

ନୂଆଦିଲ୍ଲୀ,୧୬ା୪: ଲକ୍‌ଡାଉନ ପାଇଁ ଏବେ ରେଳ ସେବା ବନ୍ଦ ରହିଛି। ଏହି ସମୟରେ ବାତିଲ ହୋଇଥିବା ପ୍ରାୟ ୯୪ ଲକ୍ଷ ଟିକେଟର ରିଫଣ୍ଡ ଲାଗି ରେଲଓ୍ବେ ବ୍ୟବସ୍ଥା କରିଛି। ରେଲଓ୍ବେ ପକ୍ଷରୁ ଏଥିଲାଗି ୧୪୯୦ କୋଟି ଟଙ୍କା ଦିଆଯିବ। ୨୨ ମାର୍ଚ୍ଚରୁ…

ଅର୍ଥ ବ୍ୟବସ୍ଥା ଲାଗି ଆଂଶିକ ଲକ୍‌ଡାଉନ ଯୋଜନା

ନୂଆଦିଲ୍ଲୀ,୧୬ା୪: ଲକ୍‌ଡାଉନ ପାଇଁ ବନ୍ଦ ପଡିଥିବା ଅର୍ଥ ବ୍ୟବସ୍ଥାକୁୁ ଗତିଶୀଳ କରାଇବା ଲାଗି ସରକାର ଆଶିଂକ ଲକ୍‌ଡାଉନ ନେଇ ଯୋଜନା ରଖିଛନ୍ତି। ବର୍ତ୍ତମାନ ସୂଚନା ଏବଂ ପ୍ରଯୁକ୍ତି ହାର୍ଡଓ୍ବେର, ଗ୍ରାମାଞ୍ଚଳରେ କୃଷି, ଶିଳ୍ପ କାର୍ଯ୍ୟକଳାପକୁ ଅନୁମତି ପ୍ରଦାନ କରାଯାଇଛି। ୨୦ ଏପ୍ରିଲ…

ବିଦେଶୀ କାରବାର ନେଇ ଚିନ୍ତାରେ ଇଣ୍ଡିଆ ଇଙ୍କ

ନୂଆଦିଲ୍ଲୀ, ୧୫। ୪ : ବିଦେଶରେ ନିଜର ୟୁନିଟ ସ୍ଥାପନା କରିଥିବା କମ୍ପାନୀଗୁଡିକ ଏବେ ଚିନ୍ତାରେ ଅଛନ୍ତି। କରୋନା ପାଇଁ ସାରା ବିଶ୍ୱ ଏବେ ଲକ୍‌ଡାଉନ ହୋଇଥିବା ବେଳେ କମ୍ପାନୀଗୁଡିକର କାରବାର ଠପ୍‌ ହୋଇଛି। ୟୁନିଟଗୁଡିକ କେବେ ପୁଣି ଥରେ କାର୍ଯ୍ୟକ୍ଷମ…

ପ୍ୟାକେଜ୍‌ ଆଶାରେ ଶିଳ୍ପଜଗତ

ନୂଆଦିଲ୍ଲୀ, ୧୫। ୪ : କରୋନା ଜନିତ ସଙ୍କଟକୁ କମ୍‌ କରିବା ଲାଗି ସାରା ଦେଶରେ ଲକ୍‌ଡାଉନ ଅବଧି ବୃଦ୍ଧିର ଆବଶ୍ୟକତାକୁ ଶିଳ୍ପ ଜଗତ ପକ୍ଷରୁ ସମର୍ଥନ କରାଯାଇଛି। ଏଭଳି ଏକ ପଦକ୍ଷେପର ଆବଶ୍ୟକତା ରହିଥିଲା ବୋଲି ଶିଳ୍ପଜଗତ ପକ୍ଷରୁ କୁହାଯାଇଛି।…

ଦୋହଲିଯିବ ଅର୍ଥ ବ୍ୟବସ୍ଥାର ମେରୁଦଣ୍ଡ

ମୁମ୍ବାଇ, ୧୫। ୪ : କରୋନା ଭାଇରସ ପ୍ରଭାବକୁ କମାଇବା ଲାଗି ସରକାର ଗତ ୨୧ ଦିନ ଧରି ସାରା ଦେଶକୁ ଲକ୍‌ଡାଉନ କରି ରଖିଥିଲେ। ଏବେ ମଧ୍ୟ କରୋନାର ପ୍ରଭାବ ହ୍ରାସ ହୋଇ ନ ଥିବାରୁ ଏହାର ମେ ମାସ…

୧.୯%କୁ ଖସିବ ଅଭିବୃଦ୍ଧି: ଆଇଏମ୍‌ଏଫ୍‌

ନୂଆଦିଲ୍ଲୀ, ୧୫। ୪ : ୨୦୨୦-୨୧ ଆର୍ଥତ୍କ ବର୍ଷରେ ଭାରତର ଅଭିବୃଦ୍ଧି ହାର ୧.୯%କୁ ଖସିଯିବ ବୋଲି ଅନ୍ତର୍ଜାତୀୟ ମୁଦ୍ରପାଣ୍ଠି(ଆଇଏମ୍‌ଏଫ୍‌) ମଙ୍ଗଳବାର ଏହାର ପୂର୍ବାନୁମାନେ କହିଛି। ଚଳିତ ଆର୍ଥତ୍କ ବର୍ଷରେ ଭାରତର ବିକାଶ ହାର ୫.୮% ରହିବ ବୋଲି ଏହା ପୂର୍ବରୁ…

ଲକ୍‌ଡାଉନ୍‌ର ପ୍ରଭାବ: ଭାରତର ଅଭିବୃଦ୍ଧି ହାର ରହିବ ଶୂନ ପ୍ରତିଶତ; ୨୩୪,୦୦ କୋଟି ଡଲାର କ୍ଷତି ସହିବ ଦେଶ

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ଭାରତରେ ଲକ୍‌ଡାଉନ୍‌ରେ ଜାରି ହୋଇଛି। ତେବେ ଏହାଦ୍ୱାରା ଭାରତୀୟ ଅର୍ଥନୀତିର ମେରୁଦଣ୍ଡ ଦୋହଲି ଯିବାର ଆଶଙ୍କା ରହିଛି ବୋଲି ବ୍ରିଟିଶ୍‌ ବ୍ରୋକରେଜ୍‌ କମ୍ପାନୀ ବାର୍କଲେ ପକ୍ଷରୁ ଏକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଲକ୍‌ଡାଉନ୍‌…

ସେକ୍ଟର ଭିତ୍ତିରେ ଆର୍ଥତ୍କ କାର୍ଯ୍ୟକଳାପ ଚାଲୁ ରଖିବାକୁ ପ୍ରସ୍ତାବ

ଭୁବନେଶ୍ୱର,୧୪।୪: କୋଭିଡ୍‌-୧୯ ମାମଲାଗୁଡିକୁ ବିଚାର କରି ସାରା ଦେଶକୁ ପ୍ରଥମେ ରେଡ୍‌, ଗ୍ରୀନ୍‌ ଭଳି ଅଞ୍ଚଳରେ ବିଭକ୍ତ କରିବାର ଆବଶ୍ୟକତା ରହିଛି। ଗ୍ରୀନ୍‌ ଅଞ୍ଚଳଗୁଡିକରେ ଆର୍ଥତ୍କ କାର୍ଯ୍ୟକଳାପକୁ ସରକାର ଅନୁମତି ପ୍ରଦାନ କରିବା ନେଇ ଶିଳ୍ପ ସଂଘ କନ୍‌ଫେରେଶନ ଅଫ୍‌ ଇଣ୍ଡିଆନ୍‌…

ଗ୍ରାହକଙ୍କୁ ରେନୋର ସହାୟତା

ଭୁବନେଶ୍ୱର,୧୪।୪: କୋଭିଡ୍‌-୧୯ ଯୋଗୁ ଉପୁଜିଥିବା ଚ୍ୟାଲେଞ୍ଜିଂ ସମୟରେ ରେନୋ ଇଣ୍ଡିଆ ପକ୍ଷରୁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଇଛି। ବର୍ତ୍ତମାନ ଲକ୍‌ଡାଉନ ପାଇଁ ଗ୍ରାହକ ବିଭିନ୍ନ ସମସ୍ୟା ସାମ୍ନା କରୁଛନ୍ତି। ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ଲାଗି କମ୍ପାନୀ ପକ୍ଷରୁ ଧାର୍ଯ୍ୟ ସର୍ଭିସ…

କୋଭିଡ୍‌-୧୯ ଟିକା ପାଇଁ ଆଇଆଇଏଲ୍‌, ଗ୍ରିଫିଥ ବିଶ୍ୱବିଦ୍ୟାଳୟ ଚୁକ୍ତି

ଭୁବନେଶ୍ୱର,୧୪।୪: ଜାତୀୟ ଡେଏରୀ ବିକାଶ ବୋର୍ଡ(ଏନ୍‌ଡିଡିବି)ର ସହାୟକ ସଂସ୍ଥା ଇଣ୍ଡିଆନ ଇମ୍ୟୁନୋଲୋଜିକାକାଲ ଲିମିଟେଡ୍‌(ଆଇଆଇଏଲ୍‌), ହାଇଦ୍ରାବାଦ କୋଭିଡ୍‌-୧୯ ଟିକା ବିକାଶ କରିବା ଲାଗି ଆଗେଇ ଆସିଛି। ଏହା ଅଷ୍ଟ୍ରେଲିଆର ଗ୍ରିଫିଥ ବିଶ୍ୱବିଦ୍ୟାଳୟ ସହ ଚୁକ୍ତିରେ ସାମିଲ ହୋଇଛି। ଏନ୍‌ଡିଡିବି ଅଧ୍ୟକ୍ଷ ଦିଲୀପ ରଥ…

ଜେଏସ୍‌ପିଏଲ୍‌ର ସହାୟତା

ଭୁବନେଶ୍ୱର,୧୪।୪: ବର୍ତ୍ତମାନର ଚ୍ୟାଲେଞ୍ଜିଂ ସ୍ଥିତି ମୁକାବିଲା ଲାଗି ସରକାର,ସ୍ଥାନୀୟ ପ୍ରଶାସନ ଏବଂ ଲୋକମାନଙ୍କୁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର ଲିମିଟେଡ୍‌(ଜେଏସ୍‌ପିଏଲ୍‌) ସହାୟତାର ହାତ ବଢାଇଛି। ଓଡ଼ିଶାର ୩ ଜିଲାରେ ଥିବା କମ୍ପାନୀ ଏହାର କାରଖାନା, ଖଣି ନିକଟବର୍ତ୍ତୀ ଅଞ୍ଚଳରେ କରୋନା ଭୂତାଣକୁ…

୪୭୦ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୧୪।୪: ସୋମବାର ଭାରତୀୟ ଶେୟାର ବଜାରରେ କାରବାର ପ୍ରଭାବିତ ସ୍ଥିତିରେ ରହିଛି। ଏହି ସମୟରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ କାରବାର ୪୭୦ ପଏଣ୍ଟ ଖସିଥିବା ବେଳେ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ ନିଫ୍ଟି କାରବାର ୧୧୮.୫ ପଏଣ୍ଟ ଖସିଥିବା ନଜରକୁ ଆସିଛି। ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?