ବାଣିଜ୍ୟ

ସହାୟତା ୩ ଗୁଣକୁ ବଢ଼ାଇଲା ଏଡିବି

ନୂଆଦିଲ୍ଲୀ,୧୪।୪: ଏସିଆନ୍‌ ଡେଭଲପମେଣ୍ଟ ବ୍ୟାଙ୍କ (ଏଡିବି) କୋଭିଡ୍‌-୧୯ ଲଢ଼େଇରେ ଯୋଗଦାନକୁ ଜୋର୍‌ଦାର କରିଛି। ଏହି ବ୍ୟାଙ୍କ ଏହାର ସଦସ୍ୟ ରାଷ୍ଟ୍ରଙ୍କୁ ପ୍ରଦାନ କରିଥିବା ପ୍ୟାକେଜକୁ ୩ ଗୁଣକୁ ବଢାଇ ୨୦ ବିଲିୟନ ଡଲାର କରିଛି। ଏହି ବହୁ ପାକ୍ଷିକ ଫଣ୍ଡିଂ ଏଜେନ୍ସି…

ଖୁଚୁରା ମୁଦ୍ରାସ୍ଫୀତି ୫.୯୧%

ନୂଆଦିଲ୍ଲୀ,୧୪।୪: ଚଳିତ ବର୍ଷ ମାର୍ଚ୍ଚରେ ଦେଶର ଖୁଚୁରା ମୁଦ୍ରାସ୍ଫୀତି ୫.୯୧% ହ୍ରାସ ଘଟିଛି। ଖାଦ୍ୟ ସାମଗ୍ରୀ ଦର କମିବାରୁ ଯୋଗୁ ଏଭଳି ସ୍ଥିତି ଉପୁଜିଥିବାରୁ ମୁଦ୍ରାସ୍ଫୀତି ବଢିଛି ବୋଲି ସରକାର ସୋମବାର ଜାରି କରିଥିବା ଡାଟାରୁ ସାମ୍ନାକୁ ଆସିଛି। ଖାଉଟି ମୂଲ୍ୟ…

ପାସେଞ୍ଜର ଯାନ ବିକ୍ରି ୫୧% କମିଲା

ନୂଆଦିଲ୍ଲୀ,୧୪।୪: ସାରା ଦେଶରେ ୨୧ ଦିନିଆ ଲକ୍‌ଡାଉନ ପାଇଁ ପାସେଞ୍ଜର ଯାନ ବିକ୍ରି ୫୧% କମିଛି। ସଂକ୍ରମଣ ଭୟରେ ଲୋକମାନେ ଏବେ ଘରୁ ବାହାରକୁ ବାହାରୁ ନାହାନ୍ତି। ସୋସାଇଟି ଅଫ୍‌ ଇଣ୍ଡିଆନ ଅଟୋମୋବାଇଲ ମାନୁଫାକଚରର(ସିଆମ୍‌) ଡାଟା ମୁତାବକ ଏହି ବର୍ଗରେ ଯାନ…

ଶେଷ ହେଲା ଅଏଲ ପ୍ରାଇସ୍‌ ଓ୍ବାର

ନୂଆଦିଲ୍ଲୀ,୧୪।୪: ଗତ କିଛିଦିନ ଧରି ଲାଗି ରହିଥିବା ଅଏଲ ପ୍ରାଇସ୍‌ ଓ୍ବାର ବା ଇନ୍ଧନ ମୂଲ୍ୟ ଜନିତ ଯୁଦ୍ଧର ଅନ୍ତ ଘଟିଛି। ବିଶ୍ୱର ପ୍ରମୁଖ ତୈଳ ଉତ୍ପାଦନକାରୀ ରାଷ୍ଟ୍ର ସମୂହଙ୍କ ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ ହେବା ସହ ଅଏଲ ପ୍ରାଇସ…

ଯେକୌଣସି ପଦକ୍ଷେପ ନେବାକୁ ପ୍ରସ୍ତୁତ: ଶକ୍ତିକାନ୍ତ

ମୁମ୍ବାଇ,୧୪।୪: ବର୍ତ୍ତମାନର କୋଭିଡ୍‌-୧୯ ଯୋଗୁ ଉପୁଜିଥିବା ଚ୍ୟାଲେଞ୍ଜିଂ ସ୍ଥିତିକୁ ସାମ୍ନା କରିବା ପାଇଁ କେନ୍ଦ୍ରୀୟ ବ୍ୟାଙ୍କ ଯେକୌଣସି ପଦକ୍ଷେପ ନେବାକୁ ପ୍ରସ୍ତୁତ ରହିଛି। ଦେଶର ଅଭିବୃଦ୍ଧିକୁ ଫେରାଇ ଆଣିବା ଏବଂ ଆର୍ଥତ୍କ ସ୍ଥିରତା ରକ୍ଷା କରିବା ଦିଗରେ ଯୋଜନା ହାତକୁ ନିଆଯିବ।…

୮ ଲକ୍ଷ କୋଟି କ୍ଷତି ସହିପାରେ ଭାରତ

ନୂଆଦିଲ୍ଲୀ,୧୪।୪: କୋଭିଡ୍‌-୧୯ ଲାଗି ସାରା ବିଶ୍ୱକୁ ଏବେ ଲକ୍‌ଡାଉନ ଘୋଷଣା କରାଯାଇଛି। କେତେକ ରାଷ୍ଟ୍ର ଏହାକୁ କଡ଼ାକଡ଼ି କରିଥିବା ବେଳେ ଆଉ କିଛି ରାଷ୍ଟ୍ର ନୂଆ କରି ଏହାକୁ ଲାଗୁ କରାଉଛନ୍ତି। ଭାରତ ଗତ ୨୫ ତାରିଖଠାରୁ ଲକ୍‌ଡାଉନରେ ରହିଛି। ମଙ୍ଗଳବାର…

କରୋନା ଯୋଗୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ଗଣମାଧ୍ୟମ ଶିଳ୍ପ: ସରକାରୀ ସହାୟତା ଅପରିହାର୍ଯ୍ୟ

ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଦେଖାଦେଇଛି ଆର୍ଥିକ ମାନ୍ଦାବସ୍ଥା। ଏହାଯୋଗୁ ବିଭିନ୍ନ ଗଣମାଧ୍ୟମ ଶିଳ୍ପ ଅଧିକ ପ୍ରଭାବିତ ହୋଇଛନ୍ତି। ୨୦୦ରୁ ଅଧିକ ଦେଶରେ କରୋନା ସଂକ୍ରମଣ ଯୋଗୁ ପ୍ରାୟ ୯୦ଟି ଦେଶରେ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ବିଭିନ୍ନ…

କରୋନା ଆର୍ଥିକ ମାନ୍ଦାବସ୍ଥାରେ ବି ବାଜି ଲଗାଇ ଲାଭ: ୨୭୦ ଲକ୍ଷ ଡଲାର ନିବେଶ କରି ୨୬୦ କୋଟି ଡଲାର ପାଇଲେ ବିଲ୍‌ ଅକ୍‌ମ୍ୟାନ୍‌

ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆର୍ଥିକ ମାନ୍ଦାବସ୍ଥା ଦେଖାଦେଇଛି। ତେବେ ଜଣେ ବ୍ୟକ୍ତି ୨୭୦ ଲକ୍ଷ ଡଲାର ନିବେଶ କରି ୨୬୦ କୋଟି ଡଲାର ପାଇଛନ୍ତି। ଏହା ବିଶ୍ୱାସ ନ ହେଲେ ବି ସତ। ଏପରି ଅଭିଜ୍ଞତା ହାସଲ…

ଦୁର୍ବଳ ହେବ ଅଭିବୃଦ୍ଧି ହାର

ନୂଆଦିଲ୍ଲୀ,୧୩।୪ : ସାରା ବିଶ୍ୱରେ ମହାମାରୀ କରୋନା ଆତଙ୍କ ଖେଳାଇଛି। ଏହି ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇ ଲକ୍ଷାଧିକ ଲୋକଙ୍କ ଜୀବନ ଗଲାଣି। ଏହାର ପ୍ରଭାବ ସବୁ ରାଷ୍ଟ୍ରର ଅର୍ଥନୀତିକୁ ଦୋହଲାଇ ଦେଇଛି। ବିଶେଷକରି ଭାରତ ସମେତ ଦକ୍ଷିଣ ଏସିଆର ୮…

ପର୍ଯ୍ୟାୟ ଭିତ୍ତିରେ ଉଠିପାରେ କଟକଣା

ନୂଆଦିଲ୍ଲୀ,୧୩।୪: ଅର୍ଥ ମନ୍ତ୍ରଣାଳୟର ଜଣେ ଅଧିକାରୀଙ୍କ ସୂଚନା ମୁତାବକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଦେଶବାସୀଙ୍କୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ଦେଶରେ ଅର୍ଥନୈତିକ କାର୍ଯ୍ୟକଳାପ ପୁଣି ଥରେ ଚାଲୁ କରିବା ନେଇ ଆଗାମୀ ଦିନରେ ପ୍ରଧାନମନ୍ତ୍ରୀ ପରବର୍ତ୍ତୀ କାର୍ଯ୍ୟପନ୍ଥା…

ଏଫ୍‌ପିଆଇ ଉଠାଇ ନେଲେ ୯,୧୦୩ କୋଟି

ନୂଆଦିଲ୍ଲୀ,୧୩।୪: ବର୍ତ୍ତମାନ କୋଭିଡ୍‌-୧୯ ଲାଗି ଶେୟାର ବଜାର କାରବାର ଗଭୀର ଭାବେ ପ୍ରଭାବିତ ହୋଇଛି। ଫରେନ ପୋର୍ଟଫୋଲିଓ ଇନ୍‌ଭେଷ୍ଟର(ଏଫ୍‌ପିଆଇ) ବା ବିଦେଶୀ ନିବେଶକମାନେ ଚଳିତ ମାସ ବର୍ତ୍ତମାନ ସମୟ ପର୍ଯ୍ୟନ୍ତ ୯,୧୦୩ କୋଟି ଟଙ୍କା ଉଠାଇ ନେଇଛନ୍ତି। ନିବେଶକମାନେ ଏବେ ସୁନା…

ସାରା ବିଶ୍ୱରେ ବଢ଼ିପାରେ ଋଣ ସଙ୍କଟ

ନୂଆଦିଲ୍ଲୀ,୧୪।୪: କରୋନା ପାଇଁ ସାରା ବିଶ୍ୱରେ ଋଣ ସଙ୍କଟ ଆହୁରି ଉତ୍କଟ ହେବ ବୋଲି ପୂର୍ବାନୁମାନ କରାଯାଇଛି। ବିଶ୍ୱର ବିଭିନ୍ନ ଅର୍ଥ ବ୍ୟବସ୍ଥା ପାଇଁ ଏଭଳି ସମସ୍ୟା ଆସିବା ନେଇ ଏକ ରିପୋର୍ଟରେ ଉଲ୍ଲେଖ ରହିଛି। ସୁଇଜରଲାଣ୍ଡର କେନ୍ଦ୍ରୀୟ ବ୍ୟାଙ୍କ ବ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?