ଜିଏସ୍ଟି ରାଜସ୍ବ ବୃଦ୍ଧି ପାଇଁ ସରକାରଙ୍କ ଯୋଜନା
ନୂଆଦିଲ୍ଲୀ,୧୧-୧୦: କିଛି ମାସ ହେବ ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ବାବଦକୁ ଆଦାୟ ହେଉଥିବା ଟିକସ ଧାର୍ଯ୍ୟ ଲକ୍ଷ୍ୟଠାରୁ କମ୍ ରହୁଛି। ଏହା ସରକାରଙ୍କ ଲାଗି ଚିନ୍ତାର କାରଣ ପାଲଟିଛି। ପରୋକ୍ଷ ଟିକସ ସଂଗ୍ରହ କିଭଳି ବଢିବ ସେ...
ଅଭିବୃଦ୍ଧି ଅନୁମାନ କମାଇଲା ମୁଡିସ୍
ନୂଆଦିଲ୍ଲୀ,୧୧-୧୦: ଚଳିତ ଆର୍ଥତ୍କ ବର୍ଷ ଲାଗି ଦେଶର ଅଭିବୃଦ୍ଧି ଆକଳନକୁ ମୁଡିସ ଇନଭେଷ୍ଟର୍ସ ସର୍ଭିସ ୬.୨%ରୁ ୫.୮%କୁ ହ୍ରାସ କରିଛି। ଅଭିବୃଦ୍ଧି ପୂର୍ବାନୁମାନରେ ହ୍ରାସ ବିତ୍ତିୟ ଧାରା ଉପରେ ପ୍ରଭାବ ପକାଇବ ବୋଲି ମୁଡିସ୍ ଗୁରୁବାର କହିଛି। ପୂର୍ବରୁ ଅଗଷ୍ଟ...
ବିଏସ୍ଏନ୍ଏଲ୍-ଏମ୍ଟିଏନ୍ଏଲ୍ କର୍ମଚାରୀଙ୍କ ଧର୍ମଘଟ ଚେତାବନୀ
ନୂଆଦିଲ୍ଲୀ,୧୧-୧୦: ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍ଏନ୍ଏଲ୍) ଏବଂ ମହାନଗର ଟେଲିକମ୍ ନିଗମ(ଏମ୍ଟିଏନ୍ଏଲ୍)ର କର୍ମଚାରୀ ସଂଘ ପକ୍ଷରୁ ଦିପାବଳୀ ପରେ ଦେଶବ୍ୟାପି ଧର୍ମଘଟ ନେଇ ଚେତାବନୀ ଦିଆଯାଇଛି। କର୍ମଚାରୀଙ୍କୁ ଅଗଷ୍ଟ ଏବଂ ସେପ୍ଟେମ୍ବର ମାସ ଦରମା ମିଳି ନ ଥିବାରୁ ସେମାନେ...
ଫର୍ଟିସର ପୂର୍ବ ପ୍ରମୋଟର ଶିବିନ୍ଦର ସିଂ ଗିରଫ
ନୂଆଦିଲ୍ଲୀ,୧୧-୧୦: ଫର୍ଟିସ ହେଲ୍ଥ୍ କେୟାରର ପୂର୍ବତନ ପ୍ରମୋଟର ଶିବିନ୍ଦର ସିଂଙ୍କୁ ଦିଲ୍ଲୀ ପୋଲିସର ଅର୍ଥନୈତିକ ଅପରାଧ ଶାଖା ଗୁରୁବାର ଗିରଫ କରିଛି। ଠକେଇ ଏବଂ ଅର୍ଥ ହେରଫେର ମାମଲାରେ ଶିବିନ୍ଦରଙ୍କ ସମେତ ଅନ୍ୟ ତିନି ଜଣ ଗିରଫ ହୋଇଥିବା ପୋଲିସ...
ସୁଧହାର କମାଇଲେ ୬ ବ୍ୟାଙ୍କ
ନୂଆଦିଲ୍ଲୀ,୧୧-୧୦: ଦେଶର ୬ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସେମାନଙ୍କ ସୁଧହାରକୁ ୦.୨୫% ହ୍ରାସ କରିଛନ୍ତି। ଏହା ମଧ୍ୟରେ ବ୍ୟାଙ୍କ ଅଫ୍ ଇଣ୍ଡିଆ ସମେତ ଓରିଏଣ୍ଟାଲ ବ୍ୟାଙ୍କ ଅଫ୍ କମର୍ସ, ବ୍ୟାଙ୍କ ଅଫ ମହରାଷ୍ଟ୍ର ଭଳି ବ୍ୟାଙ୍କ ରହିଛନ୍ତି। ନିକଟରେ ରିଜର୍ଭ ବ୍ୟାଙ୍କ...
୧୫୦ ଟ୍ରେନର ଘରୋଇକରଣ ପ୍ରକ୍ରିୟା ଆରମ୍ଭ
ନୂଆଦିଲ୍ଲୀ,୧୧-୧୦: ରେଲଓ୍ବେ ପକ୍ଷରୁ ୧୫୦ ଟ୍ରେନର ଘରୋଇକରଣ ନେଇ ଯୋଜନା ରଖାଯାଇଛି। ଏହାବାଦ ଦେଶର ୫୦ ରେଳ ଷ୍ଟେଶନକୁ ବିଶ୍ୱ ସ୍ତରୀୟ କରି ଗଢି ତୋଳିବା ଲାଗି ରେଳ ମନ୍ତ୍ରଣାଳୟ ଲକ୍ଷ୍ୟ ରଖିଛି। ଏହି ଧାରାକୁ ଆଗେଇ ନେବା ପାଇଁ...
ତୈଳ ଯୋଗାଣ ନ କରିବାକୁ ଏୟାର ଇଣ୍ଡିଆକୁ ଓଏମ୍ସିର ଚେତାବନୀ
ନୂଆଦିଲ୍ଲୀ,୧୧-୧୦: କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆକୁ ତେଲ ଯୋଗାଣ ବନ୍ଦ କରିବା ନେଇ ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀ(ଓଏମ୍ସି)ଗୁଡିକ ପୁଣି ଚେତାବନୀ ଦେଇଛନ୍ତି। ମାସିକ ଭିତ୍ତିରେ ଦେୟ ପ୍ରଦାନ କରିବାକୁ ଏୟାର ଇଣ୍ଡିଆକୁ କମ୍ପାନୀଗୁଡିକ କହିଛନ୍ତି। ଏହା ନ ହେଲେ...
ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି
ନୂଆଦିଲ୍ଲୀ,୧୧-୧୦: ସେପ୍ଟେମ୍ବରରେ ଦେଶରେ ଖୁଚୁରା ମୁଦ୍ରାସ୍ଫୀତି ୧୨ ମାସର ସର୍ବୋଚ୍ଚ ସ୍ତରରେ ରହିଥିବା ଏକ ସର୍ଭେରୁ ଜଣାପଡିଛି। ମାତ୍ର ଏହା ସତ୍ତ୍ୱେ ରିଜର୍ଭ ବ୍ୟାଙ୍କ ପୁଣି ଥରେ ସୁଧହାର ହ୍ରାସ କରିବାର ସମ୍ଭାବନା ରହିଛି। ରିଜର୍ଭ ବ୍ୟାଙ୍କର ଧାର୍ଯ୍ୟ ଲକ୍ଷ୍ୟ...
ଆର୍ବିଆଇ ଗଭର୍ନରଙ୍କୁ ସମନ କରିବ ସଂସଦୀୟ କମିଟି
ନୂଆଦିଲ୍ଲୀ,୧୧-୧୦: ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ଏବଂ ଅର୍ଥ ମନ୍ତ୍ରଣାଳୟ ବରିଷ୍ଠ ଅଧିକାରୀଙ୍କୁ ସଂସଦୀୟ କମିଟି ସମନ କରିବ। ଦେଶର ଅର୍ଥନୈତିକ ମାନ୍ଦାବସ୍ଥା ସମ୍ପର୍କରେ ପକ୍ଷ ରଖିବାକୁ ଏଭଳି ସମନ ଜାରି ହେବ ବୋଲି ସୂଚନା ରହିଛି। ନୂଆ...
ମାନ୍ଦାବସ୍ଥା ଦୂର ପାଇଁ ବିଭିନ୍ନ କ୍ଷେତ୍ରକୁ ଫୋକସ୍: ସୀତାରାମନ୍
ନୂଆଦିଲ୍ଲୀ,୧୧-୧୦: ଦେଶରେ ଲାଗି ରହିଥିବା ମାନ୍ଦାବସ୍ଥା ବିରୋଧରେ ଲଢିବା ଲାଗି ସରକାର ବର୍ତ୍ତମାନ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଭିନ୍ନ କ୍ଷେତ୍ରକୁ ନଜରରେ ରଖି ସମାଧାନ ପ୍ରଦାନ ବ୍ୟବସ୍ଥା କରାଯାଉଥିବା ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଅର୍ଥନୈତିକ ମାନ୍ଦାବସ୍ଥାରେ ଦେଶ...
ପିଏମ୍-କିଷାନରେ ଆଧାର ସଂଯୋଗ ଅବଧି ବଢିଲା
ନୂଆଦିଲ୍ଲୀ,୧୦-୧୦: ପ୍ରଧାନ ମନ୍ତ୍ରୀ କିଷାନ ସମ୍ମାନନିଧି ଯୋଜନା (ପିଏମ୍-କିଷାନ) ଲାଗି ଆଧାର ସଂଯୋଗୀକରଣର ସମୟ ଅବଧିକୁ କେନ୍ଦ୍ର ସରକାର ବୁଧବାର ଆସନ୍ତା ମାସ ୩୦ ଯାଏ ବଢାଇ ଦେଇଛନ୍ତି। ଅର୍ଥାତ ଲୋକମାନେ ଏହି ଯୋଜନା ଲାଗି ନଭେମ୍ବର ମାସ ୩୦...
ବିଶ୍ୱ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ସୂଚୀ;୧୦ ସ୍ଥାନ ତଳକୁ ଖସିଲା ଭାରତ
ନୂଆଦିଲ୍ଲୀ,୧୦-୧୦: ଗ୍ଲୋବାଲ କମ୍ପିଟିଟିଭ୍ ଇଣ୍ଡେକ୍ସ ବା ବିଶ୍ୱ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ସୂଚୀରେ ଭାରତ ୧୦ଟି ସ୍ଥାନ ତଳକୁ ଖସି ୬୮ତମ ସ୍ଥାନରେ ରହିଛି। ବିଶ୍ୱର ଅନ୍ୟ ଦେଶଗୁଡିକରେ ଉନ୍ନତି ହେବା କାରଣରୁ ଘରୋଇ ବଜାର ତଳକୁ ଖସିଛି। ଅପରପକ୍ଷରେ ଯୁକ୍ତରାଷ୍ଟ୍ର ଆମେରିକାକୁ...
Archives


