ବାଣିଜ୍ୟ

ପର୍ଯ୍ୟାପ୍ତ ଖାଦ୍ୟଶସ୍ୟ ଉପଲବ୍ଧ ରହିଛି:ପାଶ୍ୱାନ

ନୂଆଦିଲ୍ଲୀ,୧୩।୪: ସାଧାରଣ ବଣ୍ଟନ ବ୍ୟବସ୍ଥା ଦ୍ୱାରା ସରକାର ୮୧ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କୁ ପ୍ରଦାନ କରୁଥିବା ଖାଦ୍ୟଶସ୍ୟର ଅଭାବ ଏବେ ନାହିଁ। ପିଡିଏସ୍‌ରେ ପ୍ରଦାନ କରାଯାଉଥିବା ହିତାଧିକାରୀଙ୍କ ଲାଗି ଖାଦ୍ୟଶସ୍ୟ ଭଣ୍ଡାରରେ ପର୍ଯ୍ୟାପ୍ତ ପରିମାଣରେ ରହିଛି ବୋଲି କେନ୍ଦ୍ର ଖାଉଟି ବ୍ୟାପାର…

ଏଚ୍‌ଡିଏଫ୍‌ସିର ୧.୭୫ କୋଟି ଶେୟାର କିଣିଲା ଚାଇନା ବ୍ୟାଙ୍କ

ନୂଆଦିଲ୍ଲୀ,୧୩।୪: କୋଭିଡ୍‌-୧୯ ଭାଇରସ୍‌ ଯୋଗୁ ସାରା ବିଶ୍ୱରେ ଉପୁଜିଥିବା ସ୍ଥିତିର ଫାଇଦା ଏବେ ଚାଇନା ଉଠାଉଛି। ଏସିଆର ସବୁଠାରୁ ବଡ଼ ଅର୍ଥ ବ୍ୟବସ୍ଥା ଭାବେ ବିବେଚିତ ଏହି ଦେଶ ସାରା ବିଶ୍ୱର ଶେୟାର ବଜାରଗୁଡ଼ିକରେ ଉପୁଜିଥିବା ନକାରାତ୍ମକ ସ୍ଥିତିର ଲାଭ ଉଠାଉଥିବା…

ଆଇଟି କ୍ଷେତ୍ର ନିଯୁକ୍ତି ଉପରେ ସଙ୍କଟ ବଢ଼ିପାରେ

ନୂଆଦିଲ୍ଲୀ,୧୩।୪: ଲକ୍‌ଡାଉନ ଅବଧି ବଢ଼ିଲେ ଏହା ଆଇଟି କ୍ଷେତ୍ର ନିଯୁକ୍ତି ଉପରେ ନକାରାତ୍ମକ ପ୍ରଭାବ ପକାଇବା ସମ୍ଭାବନା ରହିଛି। ଏହି ପରିପ୍ରେକ୍ଷୀରେ ନାସ୍‌କମ୍‌ର ପୂର୍ବତନ ଅଧ୍ୟକ୍ଷ ଆର୍‌.ଚନ୍ଦ୍ରଶେଖର କହିଛନ୍ତି ଯେ, ଲକ୍‌ଡାଉନ ଅବଧି କ୍ଷତିରେ ଆଇଟି କ୍ଷେତ୍ରରେ ଛଟେଇ ବଢ଼ିବାର ଆଶଙ୍କା…

ଦୁର୍ଦ୍ଦଶାଗ୍ରସ୍ତଙ୍କୁ ଯୁବ ଉଦ୍ୟୋଗୀଙ୍କ ସହାୟତା

କଟକ,୧୩।୪: କରୋନା ପାଇଁ ବର୍ତ୍ତମାନ ଲକ୍‌ଡାଉନ ଘୋଷଣା ହୋଇଥିବା ବେଳେ ସାଧାରଣ ଲୋକଙ୍କ ସମସ୍ୟା ଏବେ ବଢ଼ିଯାଇଛି। ସମାଜର ଦୁର୍ବଳ ଲୋକଙ୍କୁ ସହାୟତା କରିବା ଲାଗି ସହରର ଯୁବ ଉଦ୍ୟୋଗୀମାନେ ବାହାରି ଆସିଛନ୍ତି। ‘ଆପ୍‌ ହର୍‌ ହମ୍‌’ ଅନୁଷ୍ଠାନ ଆନୁକୂଲ୍ୟରେ ସହରରେ…

ହେଲିକପ୍ଟର ମନିକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୪: କୋଭିଡ୍‌-୧୯ ପ୍ରଭାବକୁ ଶେଷ କରିବା ଲାଗି ଏବେ ଲକ୍‌ଡାଉନ ଲାଗି ରହିଛି। ମଙ୍ଗଳବାର ଯାଏ ଲକ୍‌ଡାଉନ ଅବଧି ରହିଥିବା ବେଳେ ଏହାକୁ ବଢ଼ାଇବା ଲାଗି କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ଦାବି ରଖିଛନ୍ତି। ଓଡ଼ିଶା ସମେତ ତେଲଙ୍ଗାନା ଏବଂ ପଞ୍ଜାବ ଭଳି…

‘ଊର୍ଜା ଚାହିଦାର କେନ୍ଦ୍ରବିନ୍ଦୁ ହୋଇ ରହିବ ଭାରତ’

ନୂଆଦିଲ୍ଲୀ,୧୨।୪: ଭାରତ ପୂର୍ବଭଳି ବିଶ୍ୱ ଊର୍ଜା ଚାହିଦାର କେନ୍ଦ୍ରବିନ୍ଦୁ ହୋଇ ରହିବ। କରୋନା ପରବର୍ତ୍ତୀ ସମୟରେ ମଧ୍ୟ ଊର୍ଜା ଚାହିଦା କ୍ଷେତ୍ରରେ ଭାରତ ଏହାର ପ୍ରମୁଖ ସ୍ଥାନ ବଜାୟ ରଖିବ ବୋଲି ଜି-୨୦ ଶକ୍ତିମନ୍ତ୍ରୀ ସମ୍ମିଳନୀରେ ଭିଡିଓ କନଫରେନ୍ସିଂ ଜରିଆରେ ଯୋଗଦେଇ…

ନିରନ୍ତର ଏଲ୍‌ପିଜି ଯୋଗାଣ ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୧୨।୪: ବର୍ତ୍ତମାନର ଲକ୍‌ଡାଉନ ସମୟରେ ଲୋକଙ୍କ ନିକଟରେ ନିରନ୍ତର ଏଲ୍‌ପିଜି ଯୋଗାଣ ଦିଗରେ ଦେଶର ତୈଳ ବିପଣନ କମ୍ପାନୀଗୁଡ଼ିକ ଫୋକସ ରଖିଛନ୍ତି। ରାଜ୍ୟ ସରକାର ଓ ସ୍ଥାନୀୟ ପ୍ରତିନିଧିଙ୍କ ନିର୍ଦ୍ଦେଶ ଅନୁଯାୟୀ ଏଲ୍‌ପିଜି ଯୋଗାଣ ସାଧାରଣ ଭାବେ ଚାଲିଛି। ଏଲ୍‌ପିଜି ଅତ୍ୟାବଶ୍ୟକ…

ନାଲ୍‌କୋ ସହାୟତାରେ ସ୍ବତନ୍ତ୍ର କୋଭିଡ୍‌-୧୯ ହସ୍ପିଟାଲ

ଭୁବନେଶ୍ୱର,୧୨।୪: ନାଲ୍‌କୋ ପକ୍ଷରୁ ନବରଙ୍ଗପୁରଠାରେ ୨୦୦ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର କୋଭିଡ୍‌-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ଏହି ପରିପ୍ରେକ୍ଷୀରେ ଜିଲା ପ୍ରଶାସନ, ଖ୍ରୀଷ୍ଟିଆନ ହସ୍ପିଟାଲ ଏବଂ ନାଲ୍‌କୋ ମଧ୍ୟରେ ଏକ ତ୍ରିପାକ୍ଷିକ ଚୁକ୍ତି ସ୍ବାକ୍ଷରିତ ହୋଇଛି। କୋଭିଡ୍‌-୧୯ ସଂକ୍ରମଣଜନିତ ଚିକିତ୍ସା ପାଇଁ…

ପ୍ରିମିୟମ ଦେୟ ସମୟସୀମା କୋହଳକଲା ଏଲ୍‌ଆଇସି

ଭୁବନେଶ୍ୱର,୧୨।୪: କରୋନା ପାଇଁ ଲୋକମାନେ ଏବେ ବିଭିନ୍ନ ସମସ୍ୟାର ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି ଲାଇଫ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ(ଏଲ୍‌ଆଇସି) ପକ୍ଷରୁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଇଛି। ଚଳିତ ବର୍ଷ ମାର୍ଚ୍ଚ ଏବଂ ଏପ୍ରିଲ ଲାଗି ଦେୟ ସମୟସୀମା…

ଆବଶ୍ୟକ ସାମଗ୍ରୀ ପରିବହନରେ ରେଲଓ୍ବେ

ଭୁବନେଶ୍ୱର,୧୨।୪: ଲକ୍‌ଡାଉନ ସ୍ଥିତିରେ ଆବଶ୍ୟକ ସାମଗ୍ରୀ ପରିବହନ ଲାଗି ରେଲଓ୍ବେ ପକ୍ଷରୁ ନିରନ୍ତର ସେବା ଯୋଗାଣ ହେଉଛି। ଶନିବାର ସକାଳୁ ବିଶାଖାପାଟଣା ରେଳଷ୍ଟେଶନରୁ ସ୍ବତନ୍ତ୍ର ପାର୍ସଲ ଏକ୍ସପ୍ରେସ ଦ୍ୱାରା ଔଷଧ ସାମଗ୍ରୀ ବୋଝେଇ କରି ପଲାସା, ବ୍ରହ୍ମପୁର, ବଲାଙ୍ଗୀର, ବରଗଡ଼, ସମ୍ବଲପୁର…

ଗରିବଙ୍କୁ ୨୮ ହଜାର କୋଟିର ସହାୟତା

ନୂଆଦିଲ୍ଲୀ,୧୨।୪: କୋଭିଡ୍‌-୧୯ ଯୋଗୁ ସାରା ଦେଶରେ ଉପୁଜିଥିବା ଲକ୍‌ଡାଉନ ସ୍ଥିତିରେ ଏବେ ଲୋକମାନେ ହଇରାଣ ହେଉଛନ୍ତି। ବିଶେଷକରି ଅଣସଙ୍ଗଠିତ କ୍ଷେତ୍ରରେ କାମ କରୁଥିବା ଶ୍ରମିକ ଏବଂ ଗରିବ ଲୋକମାନେ ଲକ୍‌ଡାଉନ ସମୟରେ ସମସ୍ୟା ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି ସରକାର…

ଭାଙ୍ଗିଲା ଆସ୍‌ ଡ୍ୟାମ୍‌: ୨ ମୃତ; ୪ ନିଖୋଜ

ଭୋପାଳ,୧୧।୪: ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଥିବାବେଳେ ମଧ୍ୟପ୍ରଦେଶରେ ରିଲାଏନ୍ସ୍‌ର ଆସ୍‌ ଡ୍ୟାମ ଭାଙ୍ଗିବା ଯୋଗୁ ୨ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ସିଙ୍ଗାଉଲିଠାରେ ଘଟିଥିବା ଏହି ଦୁର୍ଘଟଣାରେ ୪ ଲୋକ ନିଖୋଜ ରହିଛନ୍ତି। ସେମାନଙ୍କ ଖୋଜ ଖବର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?