ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସିଇଓଙ୍କୁ ଭେଟିବେ ସୀତାରାମନ
ନୂଆଦିଲ୍ଲୀ,୧୦-୧୦:ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଚଳିତ ମାସ ୧୪ରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସିଇଓଙ୍କୁ ଭେଟିବେ। ବ୍ୟାଙ୍କଗୁଡିକରେ ସ୍ଥିତିକୁ ତଥା ଅନ୍ୟ ପ୍ରସଙ୍ଗଗୁଡିକୁ ସେ ସମୀକ୍ଷା କରିବା କାର୍ଯ୍ୟକ୍ରମ ରହିଛି। ଏହାବାଦ ବ୍ୟାଙ୍କଗୁଡିକର ଋଣ ପ୍ରଦାନ ଧାରାରେ ଉନ୍ନତି ସଂକ୍ରାନ୍ତ ବିଭିନ୍ନ ପ୍ରସଙ୍ଗ...
ଭାରତ ଉପରେ ବିଶ୍ୱ ମାନ୍ଦାବସ୍ଥାର ପ୍ରଭାବ
ନୂଆଦିଲ୍ଲୀ,୧୦-୧୦: ମାନ୍ଦାବସ୍ଥାର ପ୍ରଭାବ ସାରା ବିଶ୍ୱର ଦେଶଗୁଡିକ ଉପରେ ଏବେ ପରିଲକ୍ଷିତ ହେଉଛି। ଏହାର ପ୍ରଭାବରେ ବିଶ୍ୱ ଅର୍ଥ ବ୍ୟବସ୍ଥାର ଅଭିବୃଦ୍ଧି ହାର ଏକ ଦଶନ୍ଧିର ସବୁଠାରୁ ନିମ୍ନ ସ୍ତରକୁ ଚାଲିଯିବା ସମ୍ଭାବନା ରହିଛି। ମାନ୍ଦାବସ୍ଥା ପ୍ରଭାବ ଭାରତ ସମେତ...
ଦିଲ୍ଲୀରେ ଟମାଟୋ କିଲୋ ୮୦
ନୂଆଦିଲ୍ଲୀ,୧୦-୧୦: ପିଆଜ ପରେ ଏବେ ଟମୋଟୋ ଦର ଆକାଶ ଛୁଆଁ ହୋଇଛି। ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ଟମାଟୋର କିଲୋ ପ୍ରତି ଦର ବୁଧବାର ୮୦ ଟଙ୍କା ଛୁଇଁଛି। କର୍ନାଟକ ସମେତ ଅନ୍ୟାନ୍ୟ ଉତ୍ପାଦନକାରୀ ରାଜ୍ୟଗୁଡିକରେ ବର୍ଷା ଯୋଗୁ ଯୋଗାଣ ବାଧାପ୍ରାପ୍ତ...
ଏମ୍ସିଏଲ୍ଆର୍ କମାଇଲା ଏସ୍ବିଆଇ
ମୁମ୍ବାଇ,୧୦-୧୦: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଏସ୍ବିଆଇ) ପକ୍ଷରୁ ବୁଧବାର ଏହାର ମାର୍ଜିନାଲ କଷ୍ଟ ଫଣ୍ଡ୍ସ ବେସ୍ଡ ଲେଣ୍ଡିଂ(ଏମ୍ସିଏଲ୍ଆର୍) ହାରକୁ ୧୦ ବେସିସ୍ ପଏଣ୍ଟ ହ୍ରାସ କରାଯାଇଛି। ସବୁ ବର୍ଗର ଋଣ ଉପରେ ଏହା ଲାଗୁ ହେବ। ଅପରପକ୍ଷରେ ବ୍ୟାଙ୍କ ଏହାର...
କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫% ବଢିଲା
ନୂଆଦିଲ୍ଲୀ,୧୦-୧୦: କେନ୍ଦ୍ର ସରକାରଙ୍କ ୫୦ ଲକ୍ଷ କର୍ମଚାରୀ ଏବଂ ୬୫ ଲକ୍ଷ ପେନସନଭୋଗୀଙ୍କ ଲାଗି ଖୁସି ଖବର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ବସିଥିବା କ୍ୟାବିନେଟ ବୈଠକରେ କେନ୍ଦ୍ର କର୍ମଚାରୀ ଏବଂ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା(ଡିଏ)ରେ ୫% ବୃଦ୍ଧି...
ଅନ୍ୟ ନେଟଓ୍ବର୍କ କଲ୍ ଉପରେ ଚାର୍ଜ ନେବ ଜିଓ
ନୂଆଦିଲ୍ଲୀ,୧୦-୧୦: ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଜିଓ ପ୍ରଥମଥର ଲାଗି ଏୟାରଟେଲ ଏବଂ ଭୋଡାଫୋନ ଭଳି ଅନ୍ୟ ନେଟଓ୍ବର୍କକୁ କଲ୍ ଉପରେ ଚାର୍ଜ ନେବ। ଅନ୍ୟ କମ୍ପାନୀର ନମ୍ବରକୁ ଭଏସ୍ କଲ ଉପରେ କମ୍ପାନୀ ମିନିଟ ପିଛା ୬ ପଇସା...
୧୪ରୁ ଆରମ୍ଭ ହେବ ବଜେଟ ପ୍ରକ୍ରିୟା
ନୂଆଦିଲ୍ଲୀ,୭-୧୦:ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ୨୦୨୦-୨୧ ବର୍ଷ ଲାଗି ବଜେଟ ପ୍ରକ୍ରିୟା ଚଳିତ ମାସ ୧୪ରୁ ଆରମ୍ଭ ହେବ। ସରକାରଙ୍କ ରାଜସ୍ବରେ ହ୍ରାସ, ୬ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଥିବା ଅଭିବୃଦ୍ଧି ଏବଂ ମାନ୍ଦାବସ୍ଥା ଭଳି ଜଟିଳ ପ୍ରସଙ୍ଗ ଚଳିତ ବର୍ଷ...
ସୋମବାର ନ୍ୟାଶନାଲ ଟାକ୍ସ ଇ-ଆସେସମେଣ୍ଟ ସେଣ୍ଟର ଶୁଭାରମ୍ଭ
ନୂଆଦିଲ୍ଲୀ,୭-୧୦: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସୋମବାର ଆୟକର ବିଭାଗର ନ୍ୟାଶନାଲ ଟାକ୍ସ ଇ-ଆସେସମେଣ୍ଟ ସେଣ୍ଟର(ଏନ୍ଇଏସି)ର ଶୁଭାରମ୍ଭ କରିବେ। ଏହା ଦ୍ୱାରା ଟିକସଦାତା ଏବଂ ଟିକସ ଅଧିକାରୀଙ୍କ ମଧ୍ୟରେ ଆଉ ସାମ୍ନା ସାମ୍ନି ହେବାକୁ ପଡିବ ନାହିଁ। ଉକ୍ତ ସେଣ୍ଟର ଦ୍ୱାରା...
ସବୁଠାରୁ ଖରାପ ସ୍ଥିତିରେ ବାଣିଜି୍ୟକ ପରିବେଶ
ମୁମ୍ବାଇ,୬-୧୦: ସେପ୍ଟେମ୍ବର ତ୍ରୈମାସରରେ ଦେଶର ବାଣିଜି୍ୟକ ପରିବେଶ ସବୁଠାରୁ ଖରାପ ସ୍ଥିତିରେ ପହଞ୍ଚିଛି। ୨୦୦୮ ଆର୍ଥତ୍କ ଦୁଃସ୍ଥିତି ପରେ ଏଭଳି ସ୍ଥିତି ଗତ ତ୍ରୈମାସରେ ଘରୋଇ ବଜାର ସାମ୍ନା କରିିଛି। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏହାର ତ୍ରୈମାସିକ ସର୍ଭେରେ...
ରିଲାଏନ୍ସ ଡିଜିଟାଲର ଫେଷ୍ଟିଭାଲ ଅଫ୍ ଇଲେକ୍ଟ୍ରୋନିକ୍ସ
ଭୁବନେଶ୍ୱର,୬-୧୦: ରିଲାଏନ୍ସ ଡିଜିଟାଲ ପକ୍ଷରୁ ପାର୍ବଣ ଉପଲକ୍ଷେ ଫେଷ୍ଟିଭାଲ ଅଫ୍ ଇଲେକଟ୍ରୋନିକ୍ସ ଶୁଭାରମ୍ଭ ହୋଇଛି। ଏହି ସମୟରେ ରିଲାଏନ୍ସ ଡିଜିଟାଲରୁ କ୍ରୟ ଉପରେ ଗ୍ରାହକମାନେ ଆକର୍ଷଣୀୟ ଡିଲ ଏବଂ ଅଫର ଲାଭ କରିପାରିବେ। ରିଲାଏନ୍ସ ଡିଜିଟାଲ ଏବଂ ମାଇଁ ଜିଓ...
ପାନାସୋନିକର ଡ୍ରିମ୍ ମୋର ସେଲିବ୍ରେଟ ମୋର୍
ଭୁବନେଶ୍ୱର,୬-୧୦: ପାର୍ବଣ ଉପଲକ୍ଷେ ପାନାସୋନିକ ପକ୍ଷରୁ ଡ୍ରିମ ମୋର ସେଲିବ୍ରେଟ ମୋର ଅଫର ଘୋଷଣା କରାଯାଇଛି। ଏହି ସମୟରେ ଗ୍ରାହକ ପାନାସୋନିକ ପ୍ରଡକ୍ଟ କ୍ରୟରେ ଆବର୍ଷଣୀୟ ଅଫର ଲାଭ କରିପାରିବେ। ଗ୍ରାହକ ସୁଲଭରେ କଞ୍ଜ୍ୟୁମର ଡ୍ୟୁରେବୁଲ୍ସ ଘରକୁ ନେଇ ପାରିବେ...
୧୭ ଯାଏ ରିମାଣ୍ଡରେ ରହିବେ ପିଏମ୍ସି ପୂର୍ବତନ ଏମ୍ଡି
ମୁମ୍ବାଇ,୬-୧୦: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ (ପିଏମ୍ସି) ବ୍ୟାଙ୍କର ପୂର୍ବତନ ଏମ୍ଡି ଜୟ ଥୋମାସଙ୍କୁ ଚଳିତ ମାସ ୧୭ ଯାଏ ପୋଲିସ ହାଜତରେ ରଖିବ। ୪,୩୫୫ କୋଟି ଟଙ୍କା ବ୍ୟାଙ୍କ ଠକେଇ ମାମଲାରେ ଥୋମାସଙ୍କୁ ଶନିବାର ରିମାଣ୍ଡରେ ରଖିବ ବୋଲି...
Archives


