ବାଣିଜ୍ୟ

ଏବେ ଆରମ୍ଭ ହେବନି ଟ୍ରେନ୍‌ ସେବା

ନୂଆଦିଲ୍ଲୀ,୧୧।୪: ଟ୍ରେନ ଯାତ୍ରୀଙ୍କ ଲାଗି ଯାତ୍ରା କାର୍ଯ୍ୟସୂଚୀ ଓ ପୁନର୍ବାର ଟ୍ରେନ ସେବା ଆରମ୍ଭ ନେଇ ଗତ ୨ ଦିନ ହେବ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଏକ ନିର୍ଦ୍ଦିଷ୍ଟ ତାରିଖରୁ କେତେ ସଂଖ୍ୟକ ଟ୍ରେନ ଚଳାଚଳ କରିବ ବୋଲି ରିପୋର୍ଟରେ…

୧.୩୭ ଲକ୍ଷ ଇପିଏଫ୍‌ ଉଠାଣ ଆବେଦନର ଫଇସଲା

ନୂଆଦିଲ୍ଲୀ,୧୧।୪: କୋଭିଡ୍‌-୧୯ର ମୁକାବିଲା ଲାଗି ୧୦ ଦିନରୁ କମ୍‌ ସମୟ ମଧ୍ୟରେ ୧.୩୭ ଲକ୍ଷ ଇପିଏଫ୍‌ ଉଠାଣ ଆବେଦନର ଫଇସଲା କରାଯାଇଛି। କଓ୍ବୋଇସି ଜରିଆରେ ୭୨ ଘଣ୍ଟାରେ ଆବେଦନ ପତ୍ରର ଫଇସଲ କରାଯାଉଥିବା ଜଣାପଡିଛି। କୋଭିଡ୍‌-୧୯ ମୁକାବିଲାକୁ ଧ୍ୟାନରେ ରଖି ଇପିଏଫ୍‌…

୧.୫ କୋଟି ନିଯୁକ୍ତି ଉପରେ କଳାବାଦଲ

ନୂଆଦିଲ୍ଲୀ,୧୧।୪: କରୋନା ଯୋଗୁ ନିଯୁକ୍ତି କ୍ଷେତ୍ର ଉପରେ ଏବେ ନକାରାତ୍ମକ ପ୍ରଭାବ ରହିଛି। ବର୍ତ୍ତମାନ ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇ ରହିଥିବାରୁ ରପ୍ତାନି କ୍ଷେତ୍ରରେ କାର୍ଯ୍ୟ କରୁଥିବା ପ୍ରାୟ ୧.୫ କୋଟି ନିଯୁକ୍ତି ଉପରେ ଏବେ କଳାବାଦଲ ଛାଇ…

ରିଲିଫ ପାଣ୍ଠିକୁ ଫ୍ରିଡମ ଅଏଲର ୨୫ ଲକ୍ଷ

ଭୁବନେଶ୍ୱର,୧୧।୪: ଫ୍ରିଡମ ବ୍ରାଣ୍ଡର ମୂଳ କମ୍ପାନୀ ଜେମିନି ଏଡିବଲସ୍‌ ଆଣ୍ଡ ଫ୍ୟାଟ୍‌ସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। କୋଭିଡ୍‌-୧୯ ଲଢ଼େଇରେ ସରକାରଙ୍କ ସହ ଯୋଗଦାନ ଅନ୍ତର୍ଗତ କମ୍ପାନୀ ଏଭଳି ସହାୟତା…

୨.୨ ବିଲିୟନ ସହାୟତା ଦେବ ଏଡିବି

ନୂଆଦିଲ୍ଲୀ,୧୧।୪: ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ(ଏଡିବି) ଭାରତକୁ ୨.୨ (ପ୍ରାୟ ୧୬ ହଜାର କୋଟି) ବିଲିୟନ ଡଲାରର ଋଣ ସହାୟତା ପ୍ରଦାନ କରିବ। କୋଭିଡ୍‌-୧୯ ବିରୋଧୀ ଲଢ଼େଇ ଲାଗି ଏହି ଋଣ ପ୍ରଦାନ କରାଯାଉଥିବା ଜଣାପଡ଼ିଛି। ଏଡିବି ସଭାପତି ମାସାତସୁଗୁ ଆସାକାଓ୍ବା ଶୁକ୍ରବାର…

୫ ଲକ୍ଷ କୋଟି ଡଲାର କ୍ଷତି ସହିବ ବିଶ୍ୱ

ନୂଆଦିଲ୍ଲୀ,୧୧।୪: କରୋନା ଭୂତାଣୁ ବ୍ୟାପିବା ଯୋଗୁ ଏବେ ସାରା ବିଶ୍ୱର ସ୍ଥିତି ବେହାଲ ହୋଇଯାଇଛି। ଏଥିରେ ଅନେକ ସଂଖ୍ୟାରେ ଲୋକ ମୃତ୍ୟୁବରଣ କରିଥିବା ବେଳେ ଲକ୍ଷ ଲକ୍ଷ ସଂଖ୍ୟାରେ ଆକ୍ରାନ୍ତ ହୋଇଛନ୍ତି। ସାରା ବିଶ୍ୱରେ ବିଭିନ୍ନ ଦେଶ ଏହି ଭୂତାଣୁକୁ ନିୟନ୍ତ୍ରଣ…

ସଙ୍କଟ ସ୍ଥିତିରେ ଅଣ ସଙ୍ଗଠିତ କ୍ଷେତ୍ର ଶ୍ରମିକ

ନୂଆଦିଲ୍ଲୀ,୧୧।୪: ଲକ୍‌ଡାଉନ ଯୋଗୁ ସାରା ଦେଶରେ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇଛି। ଏଭଳି ସ୍ଥିତିରେ ଅଣ ସଙ୍ଗଠିତ କ୍ଷେତ୍ର ଶ୍ରମକ ଏବଂ ସାଧାରଣ ଲୋକମାନେ ଏବେ ଅନେକ ସାମ୍ନା କରୁଛନ୍ତି। ଏଭଳି ସ୍ଥିତିରେ ଲୋକମାନେ କ୍ଷୁଧା, ବେକାରି ଏବଂ ଘରୋଇ କ୍ଷେତ୍ରଗୁଡିକର…

କିପରି ଉଠାଇବେ ଇପିଏଫ୍‌ ଟଙ୍କା

ନୂଆଦିଲ୍ଲୀ,୧୦।୪: କରୋନା ଜନିତ ଲକ୍‌ଡାଉନ ବେଳେ ଯଦି ଆପଣ ଆର୍ଥତ୍କ ସମସ୍ୟାର ସମ୍ମୁଖୀନ ହେଉଥାନ୍ତି, ତେବେ ଆପଣଙ୍କର କର୍ମଚାରୀ ଭବିଷ୍ୟନିଧି (ଇପିଏଫ୍‌)ରୁ ଟଙ୍କା ଉଠାଇପାରିବେ। ଏଥିପାଇଁ ସରକାର ଗତମାସ ୨୬ ତାରିଖରେ ଘୋଷଣା କରିଥିଲେ। ଏ ନେଇ ଇପିଏଫ୍‌ ଆକାଉଣ୍ଟରୁ ଟଙ୍କା…

ଛିଡା ହୋଇଛି ୩.୫ ଲକ୍ଷ ଟ୍ରକ

ନୂଆଦିଲ୍ଲୀ,୧୦।୪: ଆନ୍ତଃରାଜ୍ୟ ପରିବହନ ସେବାରେ ରହିଥିବା ପ୍ରାୟ ୩.୫ ଲକ୍ଷ ଟ୍ରକ ଏବେ ଲକ୍‌ଡାଉନ କଟକଣା ଲାଗି ଛିଡା ହୋଇ ରହିଛି। ପ୍ରାୟ ୩୫ ହଜାର କୋଟି ଟଙ୍କାର ସାମଗ୍ରୀ ଟ୍ରକରେ ଲୋଡିଂ ହୋଇ ରହିଥିବା ବେଳେ କଟକଣା ଯୋଗୁ ସେଗୁଡିକ…

ବିକାଶ ହାର ନେଇ ଆର୍‌ବିଆଇ ଚିନ୍ତିତ

ନୂଆଦିଲ୍ଲୀ,୧୦।୪: କୋଭିଡ-୧୯ ବ୍ୟାପିବା ଯୋଗୁ ସାରା ବିଶ୍ୱର ସ୍ଥିତି ଏବେ ଅସମ୍ଭାଳ ହୋଇଛି। ଭାରତକୁ ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରାଯାଇଛି। ସ୍ଥିତି ଏବେ ଅଣାୟତ୍ତ ହୋଇଥିବାରୁ କିଛି ରାଜ୍ୟ ଲକ୍‌ଡାଉନକୁ ବଢାଇବା ଲାଗି କେନ୍ଦ୍ରକୁ ପରାମର୍ଶ ଦେଇଛନ୍ତି। ଆଉ କିଛି…

ଆସିପାରେ ଲକ୍ଷେ କୋଟିର ଆଉ ଏକ ପ୍ୟାକେଜ

ନୂଆଦିଲ୍ଲୀ,୧୦।୪: ସରକାର ଆଗାମୀ ଦିନରେ ଦ୍ୱିତୀୟ ପ୍ରୋତ୍ସାହନ ପ୍ୟାକେଜ ଆଣିବା ନେଇ ସମ୍ଭାବନା ରହିଛି। ଏହି ପ୍ୟାଜେକ ୧ ଲକ୍ଷ କୋଟି ଟଙ୍କାର ହେବା ନେଇ ଅନୁମାନ କରାଯାଇଛି। କରୋନା ଯୋଗୁ ଏବେ ଦେଶର ଶିଳ୍ପ ଜଗତ ସହ କ୍ଷୁଦ୍ର ଶିଳ୍ପ…

ନିବେଶକଙ୍କ ସମ୍ପତ୍ତି ୩.୯୮ ଲକ୍ଷ କୋଟି ବଢିଲା

ନୂଆଦିଲ୍ଲୀ,୧୦।୪: ଗୁରୁବାର ଭାରତୀୟ ଶେୟାର ବଜାରରେ କାରବାର ଉନ୍ନତ ରହିବା ଯୋଗୁ ନିବେଶକଙ୍କ ସମ୍ପତ୍ତି ୩.୯୮ ଲକ୍ଷ କୋଟି ଟଙ୍କା ବୃଦ୍ଧି ଘଟିଥିବା ଜଣାପଡିଛି। ସରକାର ଦ୍ୱିତୀୟ ପ୍ରୋତ୍ସାହନ ପ୍ୟାକେଜ ପ୍ରଦାନ କରିବା ନେଇ ନିବେଶକଙ୍କ ମନରେ ଆଶା ଦୃଢୀଭୂତ ହୋଇଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?