ବାଣିଜ୍ୟ

ନୂଆ ପୁଞ୍ଜି ପ୍ରତ୍ୟାହାର ଧାରାକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୬-୧୦: ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ପୁଞ୍ଜି ପ୍ରତ୍ୟାହାରକୁ ତ୍ୱରାନ୍ବିତ କରିବା ଲାଗି କେନ୍ଦ୍ର କ୍ୟାବିନେଟ ନୂଆ ଷ୍ଟ୍ରାଟେଜିକ ଧାରାକୁ ମଞ୍ଜୁରୀ ପ୍ରଦାନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ସରକାରଙ୍କ ଜଣେ ବରିଷ୍ଠ...

ଡିଜିଟାଲ ପେମେଣ୍ଟ ଭିତ୍ତିଭୂମିକୁ ମିଳିବ ପ୍ରୋତ୍ସାହନ

ମୁମ୍ବାଇ,୬-୧୦: ଡିଜିଟାଲ ପେମେଣ୍ଟ ଭିତ୍ତିଭୂମିକୁ ପ୍ରୋତ୍ସାହିତ କରିବା ଲାଗି ରିଜର୍ଭ ବ୍ୟାଙ୍କ ଶନିବାର ଘୋଷଣା କରିଛି। କ୍ଷୁଦ୍ର ବ୍ୟବସାୟ ପ୍ରତିଷ୍ଠାନଗୁଡିକରେ ଭିତ୍ତିଭୂମି ନିର୍ମାଣକୁ ରିଜର୍ଭ ବ୍ୟାଙ୍କ ଆସେପଟାନ୍ସ ଡେଭଲପମେଣ୍ଟ ଫଣ୍ଡ ଦ୍ୱାରା ଉତ୍ସାହିତ କରିବ। ସାରା ଦେଶରେ ବର୍ତ୍ତମାନ ୪୨...

ଦାୟିତ୍ୱବାନ ବାଣିଜ୍ୟ ନେଇ ରାଷ୍ଟ୍ରପତିଙ୍କ ଆହ୍ବାନ

ମୁମ୍ବାଇ,୬-୧୦: ଘରୋଇ ବଜାରରେ ଦାୟିତ୍ୱବାନ ବାଣିଜ୍ୟ ନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଆହ୍ବାନ ଜଣାଇଛନ୍ତି। ଭାରତକୁ ନିବେଶର ଏକ ଗନ୍ତବ୍ୟସ୍ଥଳ ଭାବେ ଗଢି ତୋଳିବା ଲାଗି କମ୍ପାନୀ ଆଇନର କାର୍ଯ୍ୟାନ୍ବୟନ ଜରୁରୀ ବୋଲି ସେ କହିଛନ୍ତି। ଏହି ଦିଗକୁ...

ଏସ୍‌ଏଚ୍‌ଜିଙ୍କୁ ଅଧିକ ଋଣ ଦିଅନ୍ତୁ ବ୍ୟାଙ୍କ:ଧର୍ମେନ୍ଦ୍ର

ଭୁବନେଶ୍ୱର,୫-୧୦(ବ୍ୟୁରୋ): ସ୍ବଂୟ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଗୁଡିକ ବ୍ୟାଙ୍କରୁ ନେଉଥିବା ଋଣକୁ ଠିକ୍‌ ଭାବେ ପୈଠ କରୁଥିବା ବେଳେ ସେମାନଙ୍କ ଉପରେ ଅନାଦାୟ ଋଣ (ଏନ୍‌ପିଏ) ରହୁନାହିଁ। ବ୍ୟାଙ୍କଗୁଡ଼ିକ ରାଜ୍ୟରେ ମୋଟ୍‌ ୨ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି। ଏସ୍‌ଏଚ୍‌ଜିଗୁଡିକୁ...

ବ୍ୟାଙ୍କିଙ୍ଗ ସିଷ୍ଟମକୁ ନେଇ ଶକ୍ତିକାନ୍ତଙ୍କ ପରାମର୍ଶ; ଭୟଭୀତ ହେବାର ଆବଶ୍ୟକତା ନାହିଁ

ମୁମ୍ବାଇ,୫-୧୦: ଦେଶର ବ୍ୟାଙ୍କିଙ୍ଗ ବ୍ୟବସ୍ଥାକୁ ନେଇ ଲୋକଙ୍କ ମନରେ ବିଭିନ୍ନ ଆଶଙ୍କା ଉପୁଜୁଥିବା ବେଳେ ଏହାକୁ ନେଇ ରିଜର୍ଭ ବ୍ୟାଙ୍କଗଭର୍ନର ନିଜର ପ୍ରତିକ୍ରିୟା ରଖିଛନ୍ତି। ବ୍ୟାଙ୍କିଙ୍ଗ ସିଷ୍ଟମକୁ ନେଇ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି ସେ ଶୁକ୍ରବାର...

ଅଭିବୃଦ୍ଧି ତ୍ୱରାନ୍ବିତ ଲାଗି ପଦକ୍ଷେପ; ରେପୋ ରେଟ୍‌ ୦.୨୫% ହ୍ରାସ କଲା ଆର୍‌ବିଆଇ

  ମୁମ୍ବାଇ,୫-୧୦: ଦେଶର ଜିଡିପି ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି ରିଜର୍ଭ ବ୍ୟାଙ୍କ ଏହାର ସୁଧହାରରେ ଶୁକ୍ରବାର ହ୍ରାସ ଘୋଷଣା କରିଛି। ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ବସିଥିବା ୬ ସଦସ୍ୟ ବିଶିଷ୍ଟ ମୁଦ୍ରାନୀତି କମିଟି ବୈଠକରେ ଏହି ନିଷ୍ପତ୍ତି...

ରେପୋ ରେଟ୍‌ ହ୍ରାସ ପ୍ରଭାବ;୪୩୪ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୫-୧୦: ଦେଶର ଜିଡ଼ିପି ଅଭିବୃଦ୍ଧି ହାର ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି କମିବ ବୋଲି ରିଜର୍ଭ ବ୍ୟାଙ୍କ ଏହାର ମୁଦ୍ରାନୀତି କମିଟି ବୈଠକରେ ପୂର୍ବାନୁମାନ କରିଛି। କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଜିଡ଼ିପି ଅଭିବୃଦ୍ଧି ଆକଳନକୁ ୬.୧କୁ ହ୍ରାସ କରାଯାଇଛି। ପୂର୍ବରୁ...

ସୋନିର ଅଲ୍‌ଫା ଆର୍‌ ଆଇଭି ମଡେଲ

ନୂଆଦିଲ୍ଲୀ,୯-୧୦: ସୋନି ପକ୍ଷରୁ ଆଲ୍‌ଫା ଆର୍‌ ଆଇଭି ମଡେଲ ଓଡିଶା ବଜାରରେ ପ୍ରବେଶ କରିଛି। ଏଥିରେ ୧୬ ମେଗାପିକ୍ସେଲ ସିଏମ୍‌ଓଏସ୍‌ ଇମେଜ୍‌ ସେନ୍‌ସର ରହିଛି। ସେହିଭଳି ୪କେ ଏଚ୍‌ଡିଆର୍‌, ରିୟଲ ଟାଇମ୍‌ ଆଇ ଏଏଫ୍‌, ରିୟଲ ଟାଇମ୍‌ ଟ୍ରାକିଂ ଏବଂ...

ପ୍ରଫେସର ବିଶ୍ୱଜିତ ପଟ୍ଟନାୟକ ଏଏସ୍‌ବିଏମ୍‌ର କୁଳାଧ୍ୟକ୍ଷ

ଭୁବନେଶ୍ୱର,୫-୧୦: ଏସିଆନ୍‌ ସ୍କୁଲ ଅଫ ବିଜନେସ୍‌ ମ୍ୟାନେଜମେଣ୍ଟ (ଏଏସ୍‌ବିଏମ୍‌) ରାଜ୍ୟ ସରକାରଙ୍କ ଦ୍ୱାରା ବିଶ୍ୱବିଦ୍ୟାଳୟ ମାନ୍ୟତା ହାସଲ କରି ସେପ୍ଟେମ୍ବର ୨୬ରୁ କାର୍ଯ୍ୟକ୍ଷମ ହୋଇଛି। ଏହାର ପ୍ରତିଷ୍ଠାତା ପ୍ରଫେସର ବିଶ୍ୱଜିତ ପଟ୍ଟନାୟକ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳାଧ୍ୟକ୍ଷ ଭାବେ କାର୍ଯ୍ୟଭାର ଗ୍ରହଣ...

୧୧ରୁ ଭୁବନେଶ୍ୱର ଇଣ୍ଟରନ୍ୟାଶନାଲ ଟ୍ରେଡ୍‌ ଫେୟାର

ଭୁବନେଶ୍ୱର,୫-୧୦: ଭୁବନେଶ୍ୱର ଇଣ୍ଟରନ୍ୟାଶନାଲ ଟ୍ରେଡ୍‌ ଫେୟାର ଚଳିତ ମାସ ୧୧ରୁ ୨୧ ଯାଏ ସ୍ଥାନୀୟ ଜନତା ମଇଦାନଠାରେ ଅନୁଷ୍ଠିତ ହେବ। ୨୫ ରାଜ୍ୟ ଏବଂ ୧୦ ଦେଶର ବ୍ୟବସାୟୀମାନେ ଏଠାରେ ସେମାନଙ୍କ ସାମଗ୍ରୀ ପ୍ରଦର୍ଶନ ଏବଂ ବିକ୍ରି କରିବେ। ଗୁପ୍ତା...

ସୁଧହାର କମାଇଲା ଆରବିଆଇ

ନୂଆଦିଲ୍ଲୀ,୪।୧୦: ମୁଦ୍ରାନୀତି ସମୀକ୍ଷା ପରେ ଶୁକ୍ରବାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ୦.୨୫ ବେସିସ୍‌ ପଏଣ୍ଟ ହ୍ରାସ କରିଛି। ଫଳରେ ୫.୧୫ ପ୍ରତିଶତକୁ ରେପୋ ରେଟ ହ୍ରାସ ପାଇଛି। ମୁଦ୍ରାନୀତି ସମୀକ୍ଷା ପରେ ଆରବିଆଇର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏହି...

ଅଭିବୃଦ୍ଧି ଲାଗି ଜାରି ରହିବ ସଂସ୍କାର ଧାରା

ନୂଆଦିଲ୍ଲୀ,୪-୧୦: ବର୍ତ୍ତମାନ ଅର୍ଥନୈତିକ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଦେଶର ଜିଡ଼ିପି ଅଭିବୃଦ୍ଧି ଧାରା ତ୍ୱରାନ୍ବିତ କରିବାକୁ ସରକାର ସଂସ୍କାର ପ୍ରକ୍ରିୟା ଜାରି ରଖିବେ। ଅର୍ଥ ବ୍ୟବସ୍ଥାକୁ ସୁଧାରିବା ଲାଗି ଆଗାମୀ ଦିନରେ ବିଭିନ୍ନ ଘୋଷଣା କରାଯିବ ବୋଲି ସରକାରଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri