ବାଣିଜ୍ୟ

ଇଏମ୍‌ଆଇ ମୋରାଟୋରିୟମ୍‌ ଆଳରେ ହୋଇପାରେ ଠକେଇ

ନୂଆଦିଲ୍ଲୀ,୧୦।୪: ଇଏମ୍‌ଆଇ ମୋରାଟୋରିୟମ ସ୍କିମରେ ବ୍ୟାଙ୍କ ଗ୍ରାହକଙ୍କୁ ଠକେଇ ହେବା ନେଇ ଆଶଙ୍କା କରାଯାଇଛି। ଏଭଳି ସ୍ଥିତିରେ ମୋରାଟୋୟମ ଦ୍ୱାରା ଇଏମ୍‌ଆଇ ସ୍ଥଗିତ କରିବା ଲାଗି କେହି ଅଜଣା ବ୍ୟକ୍ତି କଲ୍‌ କରି ଓଟିପି ନମ୍ବର ଗ୍ରାହକଙ୍କୁ ମାଗୁଥିବା ଘଟଣା ସାମ୍ନାକୁ…

ଫେବୃୟାରୀରେ ଶିଳ୍ପ ଉତ୍ପାଦନ ବୃଦ୍ଧି

ନୂଆଦିଲ୍ଲୀ,୧୦।୪: ଚଳିତ ବର୍ଷ ଫେବୃୟାରୀ ମାସରେ ଦେଶର ଶିଳ୍ପ ଉତ୍ପାଦନ ୪.୫% ବୃଦ୍ଧି ଘଟିଛି। ଖଣି ,ମାନୁଫାକଚରିଂ ଏବଂ ବିଦ୍ୟୁତ୍‌ ଉତ୍ପାଦନ କ୍ଷେତ୍ରରେ ଉନ୍ନତି ଆସିବା ଯୋଗୁ ଏଭଳି ସ୍ଥିତି ଦେଖାଯାଇଥିବା ସରକାର ଗୁରୁବାର ଜାରି କରିଥିବା ଡାଟାରୁ ଏହା ସାମ୍ନାକୁ…

୧୮% କମିଲା ଇନ୍ଧନ ବ୍ୟବହାର

ନୂଆଦିଲ୍ଲୀ,୧୦।୪: କୋଭିଡ-୧୯ ଲାଗି ସାରା ଦେଶରେ ଇନ୍ଧନ ଚାହିଦା ମାର୍ଚ୍ଚ ମାସରେ ୧୮% ଖସିଛି। ଏହା ଗୋଟିଏ ଦଶନ୍ଧି ମଧ୍ୟରେ ସବୁଠାରୁ ବଡ ଧରଣର ହ୍ରାସ ବୋଲି କୁହାଯାଇଛି। ଏବେ ଲକ୍‌ଡାଉନ ପାଇଁ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇଥିବାରୁ ଏଭଳି ସ୍ଥିତି…

ଜନଧନ ଖାତାରେ ମହିଳାଙ୍କୁ ମିଳିବ ୧୦୦୦ ଟଙ୍କା

ନୂଆଦିଲ୍ଲୀ,୧୦।୪: ପ୍ରଧାନମନ୍ତ୍ରୀ ଜନଧନ ଯୋଜନାରେ ଖାତା ଖୋଲିଥିବା ମହିଳାଙ୍କୁ କେନ୍ଦ୍ର ସରକାର ଏପ୍ରିଲରେ ବ୍ୟାଙ୍କ ଖାତାରେ ସିଧାସଳଖ ୫୦୦ ଟଙ୍କା ପ୍ରଦାନ କରିଛନ୍ତି। ଆଉ ୨ କିସ୍ତିରେ ଏହି ଆକାଉଣ୍ଟଧାରୀଙ୍କୁ ସରକାର ୧୦୦୦ ଟଙ୍କା ପ୍ରଦାନ କରିବେ। ଯଦି ଟଙ୍କା ଉଠାଣ…

ରିଲିଫ ପାଣ୍ଠିକୁ ଡାଲମିଆ ସିମେଣ୍ଟର ଦାନ

ଭୁବନେଶ୍ୱର,୯ା୪: ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ ପକ୍ଷରୁ କୋଭିଡ-୧୯ ବିରୋଧୀ ଲଢେଇ ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ସୁନ୍ଦରଗଡ ଜିଲାର ରାଜଗାଙ୍ଗପୁର ଏବଂ କଟକ ଜିଲାର ବିଶ୍ୱାଳୀଠାରେ ଥିବା ମାନୁଫାକଚରିଂ ୟୁନିଟ ଆଖପାଖର…

ନାଲ୍‌କୋ ପକ୍ଷରୁ ୧୦.୨ କୋଟି ପ୍ରଦାନ

ଭୁବନେଶ୍ୱର,୯ା୪: ରାଷ୍ଟ୍ରାୟତ୍ତ ଆଲୁମିନିୟମ କମ୍ପାନୀ ଲିମିଟେଡ ନାଲ୍‌କୋ ପକ୍ଷରୁ କୋଭିଡ-୧୯ ଲଢେଇ ଲାଗି ୧୦.୨ କୋଟି ଟଙ୍କା ସରକାରଙ୍କୁ ପ୍ରଦାନ କରାଯାଇଛି। କମ୍ପାନୀ ପକ୍ଷରୁ ପିଏମ୍‌ କେୟାର୍ସ ପାଣ୍ଠିକୁ ୫ କୋଟି ଟଙ୍କା ପ୍ରଦାନ କରାଯାଇଛି। କମ୍ପାନୀର କର୍ମଚାରୀମାନେ ସେମାନଙ୍କ ଗୋଟିଏ…

ଅଣସଙ୍ଗଠିତ କ୍ଷେତ୍ର ଶ୍ରମିକଙ୍କ ସ୍ଥିତି ବିଗିଡିବା ଆଶଙ୍କା

ନୂଆଦିଲ୍ଲୀ,୯।୪: କରୋନା ଯୋଗୁ ଦେଶର ଅଣ ସଙ୍ଗଠିତ କ୍ଷେତ୍ରରେ କାର୍ଯ୍ୟରତ ପ୍ରାୟ ୪୦ କୋଟି ଶ୍ରମିକଙ୍କ ସ୍ଥିତି ବିଗିଡିବାର ଆଶଙ୍କା କରାଯାଉଛି। ଜାତିସଂଘ ପକ୍ଷରୁ ଏକ ରିପୋର୍ଟରେ କୁହାଯାଇଛି ଯେ, ଏହି କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକଙ୍କ ମଧ୍ୟରୁ ଗରିବୀ ହାର ବଢିଯିବାର…

ବଜାରରୁ ୩.୨ ଲକ୍ଷ କୋଟି ଉଠାଇବେ ରାଜ୍ୟ

ନୂଆଦିଲ୍ଲୀ,୯।୪: ଚଳିତ ବର୍ଷ ଏପ୍ରିଲରୁ ଡିସେମ୍ବର ମଧ୍ୟରେ ରାଜ୍ୟଗୁଡିକ ବଜାରରୁ ୩.୨ ଲକ୍ଷ କୋଟି ଟଙ୍କା ଉଠାଇବେ। ଏ ନେଇ ଅର୍ଥ ମନ୍ତ୍ରଣାଳୟ ସବୁ ରାଜ୍ୟକୁ ଅନୁମତି ପ୍ରଦାନ କରିଛି। ଏବେ କରୋନା ଭାଇରସ ପାଇଁ ରାଜ୍ୟଗୁଡିକ ବିଭିନ୍ନ ଚ୍ୟାଲେଞ୍ଜ ସାମ୍ନା…

୧.୬%କୁ ଖସିପାରେ ବିକାଶ ହାର

ନୂଆଦିଲ୍ଲୀ,୯।୪: ୨୦୨୦-୨୧ରେ ଭାରତର ଆର୍ଥତ୍କ ଅଭିବୃଦ୍ଧି ହାର ୧.୬%କୁ ଖସିପାରେ। ଗୋଲ୍ଡ ମ୍ୟାନ୍‌ ସ୍ୟାଚ୍‌ ପକ୍ଷରୁ ଏଭଳି ଅନୁମାନ କରାଯାଇଛି। ୨୦୧୯-୨୦ ଲାଗି ଘରୋଇ ବଜାରର ବିକାଶ ହାର ୫% ରହିବା ନେଇ ଏହା ପୂର୍ବରୁ ଅନୁମାନ କରିଛି। କରୋନା ଆସିବା…

୫ ବର୍ଷ ତଳକୁ ଚାଲିଯିବ ବିମାନ ଶିଳ୍ପ କାରବାର

ନୂଆଦିଲ୍ଲୀ,୯।୪: କରୋନା ଭାରତୀୟ ବିମାନ ଚଳାଚଳ ଶିଳ୍ପକୁ କ୍ଷତିଗ୍ରସ୍ତ କରିଛି। ଏଥି ଲାଗି ବଜାରର କାରବାର ୫ ବର୍ଷ ତଳକୁ ଖସିଯିବ ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି। ଗତବର୍ଷ ଦେଶର ବିମାନ ଚଳାଚଳ କ୍ଷେତ୍ରରେ ୧୪ କୋଟି ଯାତ୍ରୀ ରହିଥିଲେ।…

ମହଙ୍ଗା ହେଉଛି ବିଭିନ୍ନ ସାମଗ୍ରୀ

ନୂଆଦିଲ୍ଲୀ,୯।୪ : କରୋନା ଯୋଗୁ ଟିଭି, ଫ୍ରିଜ, ଔଷଧ ସମେତ ଘରୋଇ ବଜାରରେ ବିଭିନ୍ନ ସାମଗ୍ରୀ ମହଙ୍ଗା ଦେଉଥିବା ଦେଖାଯାଇଛି। ଇଲେକଟ୍ରୋନିକ୍ସ ଶିଳ୍ପରେ କାର୍ଯ୍ୟରତ କମ୍ପାନୀଗୁଡିକ ପ୍ରାୟ ୭୦% କଞ୍ଚାମାଲ ଚାଇନାରୁ କିଣୁଥିବାରୁ ଏବେ ଚାପରେ ରହିଛନ୍ତି। ଟିଭି ପ୍ୟାନେଲର ଦର…

ଲକ୍‌ଡାଉନ ଅବଧି ଏପ୍ରିଲ ୩୦କୁ ବଢୁ: ସିଏଆଇଟି

ନୂଆଦିଲ୍ଲୀ,୯।୪: କରୋନାର ବର୍ତ୍ତମାନ ସ୍ଥିତିକୁ ନଜରରେ ରଖି ଲକ୍‌ଡାଉନ ଅବଧି ଚଳିତ ମାସ ଶେଷ ଯାଏ ବଢାଇବାକୁ କନ୍‌ଫେଡେରେଶନ ଅଫ୍‌ ଅଲ୍‌ ଇଣ୍ଡିଆ ଟ୍ରେଡର୍ସ ପକ୍ଷରୁ ସରକାରଙ୍କ ନିକଟରେ ଦାବି ରଖାଯାଇଛି। ଏ ନେଇ ସବୁ ରାଜ୍ୟର ବ୍ୟବସାୟୀଙ୍କ ସହ ସିଏଆଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?