ପୁଞ୍ଜି ପ୍ରତ୍ୟାହାରରୁ ୧.୦୫ ଲକ୍ଷ କୋଟି ସଂଗ୍ରହ ଲକ୍ଷ୍ୟ
ନୂଆଦିଲ୍ଲୀ,୨-୧୦: ସରକାର ଚଳିତ ବର୍ଷ ବିଭିନ୍ନ ରାଷ୍ଟ୍ରାୟତ୍ତ ସଂସ୍ଥାଗୁଡିକରୁ ପୁଞ୍ଜି ପ୍ରତ୍ୟାହାର କରିବାକୁ ଯୋଜନା ରଖିଛନ୍ତି। ଚଳିତ ଆର୍ଥତ୍କବର୍ଷ ଏହି ଉଦ୍ୟୋଗଗୁଡିକର ଅଂଶଧନ ବିକ୍ରିରୁ ପ୍ରାୟ ୧.୦୫ ଲକ୍ଷ କୋଟି ଟଙ୍କା ସଂଗ୍ରହ କରିବାକୁ ପ୍ରସ୍ତାବ ରହିଛି। ଏହାକୁ ଧ୍ୟାନରେ...
ସାଲୁ ଜିନ୍ଦଲଙ୍କୁ ମହାତ୍ମା ପୁରସ୍କାର
ନୂଆଦିଲ୍ଲୀ,୨-୧୦: ଜେଏସ୍ପିଏଲ୍ ଫାଉଣ୍ଡେଶନ ସହଅଧ୍ୟକ୍ଷା ସାଲୁ ଜିନ୍ଦଲଙ୍କୁ ମହାତ୍ମା ଆଓ୍ବାର୍ଡ ଫର ଲିଡରଶିପ ଇନ୍ କର୍ପୋରେଟ ସୋସିଆଲ ରେସପନ୍ସବିଲିଟି ସମ୍ମାନରେ ସମ୍ମାନୀତ କରାଯାଇଛି। ଗୁରୁଗ୍ରାମଠାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ପଦ୍ମଭୂଷଣ ରାଜଶ୍ରୀ ବିର୍ଲା ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରିଥିଲେ।...
ଜିଏସ୍ଟି ସଂଗ୍ରହ ୯୧,୯୧୬ କୋଟି ଟଙ୍କାକୁ ହ୍ରାସ
ନୂଆଦିଲ୍ଲୀ,୨-୧୦: ସେପ୍ଟେମ୍ବରରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍ଟି) ସଂଗ୍ରହ ପରିମାଣ ୯୧,୯୧୬ କୋଟି ଟଙ୍କାକୁ ହ୍ରାସ ଘଟିଛି। ଜିଏସ୍ଟି ସଂଗ୍ରହ ୧୯ ମାସର ସର୍ବନିମ୍ନ ସ୍ତରକୁ ଖସି ଆସିଛି। ଏହା ଅଗଷ୍ଟ ମାସରେ ୯୮,୨୦୨ କୋଟି ଟଙ୍କା ରହିଥିବା ସରକାର...
ଆଜିଠାରୁ ବଦଳିଯିବ ଏସବୁ ନିୟମ
ନୂଆଦିଲ୍ଲୀ,୧-୧୦: ଅକ୍ଟୋବର ୧ଠାରୁ ସରକାର କିଛି ପରିବର୍ତ୍ତିତ ଆର୍ଥତ୍କ ନିୟମ ଲାଗୁ କରିବେ। ଖାଉଟିଙ୍କ ଉପରେ ଏହାର କି ପ୍ରଭାବ ରହିବ ତାହା ବିଚାର କରିବାକୁ ହେବ। ଏସ୍ବିଆଇ ପକ୍ଷରୁ ଏହାର କେଉଁ ନିୟମ ବଦଳିବ, କର୍ପୋରେଟ ଟିକସ ପରିବର୍ତ୍ତନ...
ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୫୨%
ଭୁବନେଶ୍ୱର,୧-୧୦(ବ୍ୟୁରୋ) : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଜୁଲାଇରେ ୩୧୯ ପଏଣ୍ଟ ଥିଲା। ଏହା ଅଗଷ୍ଟରେ ୧ ପଏଣ୍ଟ ବଢି ୩୨୦ ପଏଣ୍ଟ ହୋଇଛି। ତାଳଚେର ଅନୁଗୋଳରେ ଏବଂ ରାଉରକେଲାର ଖାଉଟି ମୂଲ୍ୟସୂଚୀ...
ବିତ୍ତୀୟ ନିଅଣ୍ଟ ୭୮% ଟପିଲା
ନୂଆଦିଲ୍ଲୀ,୧-୧୦: ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ଦେଶର ବିତ୍ତୀୟ ନିଅଣ୍ଟ ପରିମାଣ ଅଗଷ୍ଟ ମାସ ଶେଷ ସୁଦ୍ଧା ବଜେଟ ଧାର୍ଯ୍ୟ ଲକ୍ଷ୍ୟର ୭୮.୭% ଟପି ୫.୫୪ ଲକ୍ଷ କୋଟି ଟଙ୍କା ଛୁଇଁଛି। ସୋମବାର କଣ୍ଟ୍ରୋଲର ଜେନେରାଲ ଅଫ୍ ଆକାଉଣ୍ଟସ ପ୍ରଦାନ...
ପାର୍ବଣରେ ଋଣ ଯୋଗାଣ ଲକ୍ଷ୍ୟ;୩ରୁ ବ୍ୟାଙ୍କଗୁଡିକର ଗ୍ରାହକ ସମ୍ପର୍କ ଅଭିଯାନ
ନୂଆଦିଲ୍ଲୀ,୧-୧୦:ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଏବଂ ଘରୋଇ କ୍ଷେତ୍ର ବିତ୍ତ ପ୍ରତିଷ୍ଠାନଗୁଡିକ ପକ୍ଷରୁ ଋଣ ଯୋଗାଣ ପାଇଁ ପ୍ରଥମ ପର୍ଯ୍ୟାୟ ଗ୍ରାହକ ସମ୍ପର୍କ ଅଭିଯାନ ଅକ୍ଟୋବର ୩ରୁ ଆରମ୍ଭ ହେଉଛି। ଏହା ଦେଶର ୨୫୦ ସହରରେ ଆୟୋଜନ କରାଯିବ। ପାର୍ବଣ ସମୟରେ...
ଇ-ସିଗାରେଟ ରପ୍ତାନି ଉପରେ କଟକଣା
ନୂଆଦିଲ୍ଲୀ,୧-୧୦: ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ଇ-ସିଗାରେଟ ସମେତ ଇ-ହୁକା ଏବଂ ଏଭଳି ଅନ୍ୟ ଡିଭାଇସଗୁଡିକର ରପ୍ତାନିକୁ ସୋମବାର ନିଷେଧ କରାଯାଇଛି। ଚଳିତ ମାସ ୧୮ରେ ସରକାର ଅଧ୍ୟାଦେଶ ଦ୍ୱାରା ଇ-ସିଗାରେଟର ଉତ୍ପାଦନ, ରପ୍ତାନି, ବିତରଣ ଏବଂ ବିକ୍ରିକୁ ନିଷେଧ କରିଥିବା...
ପିଏମ୍ସି ବ୍ୟାଙ୍କ ଠକେଇ ଆଖି ଖୋଲିଛି: ଅନୁରାଗ
ନୂଆଦିଲ୍ଲୀ,୧-୧୦: ପଞ୍ଜାବ ମହାରାଷ୍ଟ୍ର ସମବାୟ (ପିଏମ୍ସି) ବ୍ୟାଙ୍କରେ ହୋଇଥିବା ବଡ ଧରଣର ଠକେଇ ବ୍ୟାଙ୍କ ଶିଳ୍ପର ଆଖି ଖୋଲିଛି। ରିଜର୍ଭ ବ୍ୟାଙ୍କ ଏସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ଉପରେ ନଜର ରଖିଛି। ସେହିଭଳି ଅଡିଟରଙ୍କ ଦ୍ୱାରା ହୋଇଥିବା ଭୂଲକୁ ମଧ୍ୟ ବିଚାର...
ଜାନୁୟାରୀ ୮ରେ ଧର୍ମଘଟକୁ ଓହ୍ଲାଇବେ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ
ନୂଆଦିଲ୍ଲୀ,୧-୧୦: କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡିକ ଆସନ୍ତା ବର୍ଷ ଜାନୁୟାରୀ ୮ରେ ଦେଶବ୍ୟାପୀ ଧର୍ମଘଟକୁ ଓହ୍ଲାଇବେ ବୋଲି ସୋମବାର ଜଣାପଡିଛି। ଶ୍ରମିକଙ୍କ ବିଭିନ୍ନ ଦାବୀ ପୂରଣ ଲାଗି ସରକାର ବିଫଳ ହୋଇଥିବା ପ୍ରତିବାଦରେ ସଙ୍ଗଠନଗୁଡିକ ଧାରଣା ଦେବେ। ଏଥିରୁ ସାରା ଦେଶରୁ...
ପୁଞ୍ଜି ବଜାରରେ ସୂଚୀଭୁକ୍ତ ହେବାକୁ ଗଡକରୀଙ୍କ ଏମ୍ଏସ୍ଏମ୍ଇଙ୍କୁ ଆହ୍ବାନ
ନୂଆଦିଲ୍ଲୀ,୧-୧୦: ଦେଶର ଅଣୁ,କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍ଏସ୍ଏମ୍ଇ)ଗୁଡିକ ନିଜକୁ ପୁଞ୍ଜି ବଜାରରେ ସୂଚୀଭୁକ୍ତ କରାଇବା ଲାଗି କେନ୍ଦ୍ର ଏମ୍ଏସ୍ଏମ୍ଇମନ୍ତ୍ରୀ ନୀତିନ ଗଡକରୀ ସୋମବାର ପରାମର୍ଶ ଦେଇଛନ୍ତି। ଏପରିସ୍ଥଳେ ସଂସ୍ଥାଗୁଡିକରୁ ସରକାର ଇକ୍ୱିଟି କ୍ରୟ କରିବେ। ଏଥି ଲାଗି ୧୦,୦୦୦ କୋଟି ଟଙ୍କାର...
କୋର ସେକ୍ଟର ଉତ୍ପାଦନ କମିଲା
ନୂଆଦିଲ୍ଲୀ,୧-୧୦: ଦେଶର ୮ କୋର୍ ସେକ୍ଟର ଶିଳ୍ପଗୁଡିକର ଉତ୍ପାଦନ ଅଗଷ୍ଟ ମାସରେ ୦.୫%କୁ ହ୍ରାସ ଘଟିଛି। ଏହି ସମୟରେ କୋଇଲା, ଅଶୋଧିତ ତୈଳ, ପ୍ରାକୃତିକ ବାଷ୍ପ, ସିମେଣ୍ଟ ଏବଂ ବିଦ୍ୟୁତ ଭଳି କ୍ଷେତ୍ରର ଉତ୍ପାଦନ ପ୍ରଭାବିତ ହୋଇଥିବା ସରକାର ସୋମବାର...
Archives


