ବାଣିଜ୍ୟ

ଲକ୍‌ଡାଉନ ପାଇଁ ଦୈନିକ କ୍ଷତି ୪.୬୪ ବିଲିୟନ ଡଲାର

ନୂଆଦିଲ୍ଲୀ, ୩।୪: କୋଭିଡ-୧୯ ବ୍ୟାପିବାରୁ ରୋକିବା ଲାଗି ସାରା ଦେଶରେ ଏବେ ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହା ଦ୍ୱାରା ବାଣିଜ୍ୟ କାରବାର ଠପ୍‌ ହୋଇଥିବା ବେଳେ ବିମାନ, ଟ୍ରେନ ସମେତ ଅନ୍ୟ ପରିବହନ ବ୍ୟବସ୍ଥାକୁ ମଧ୍ୟ ବନ୍ଦ ରଖାଯାଇଛି।…

ନିମ୍ନ ସ୍ତରରେ ବିଜ୍‌ନେସ୍‌ ସେଣ୍ଟିମେଣ୍ଟ

କରୋନା ଯୋଗୁ ଦେଶର ମାନୁଫାକଚରିଂ କ୍ଷେତ୍ର କାର୍ଯ୍ୟକଳାପ ମାର୍ଚ୍ଚ ମାସରେ ହ୍ରାସ ଘଟିଛି। ଏହା ୪ ମାସର ସର୍ବନିମ୍ନ ସ୍ତର। କରୋନା ଏବଂ ଅନ୍ତର୍ଜାତୀୟ ବଜାରର ଚାହିଦା କମିବା ଯୋଗୁ ମାନୁଫାକଚରିଂ କମିଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ଆଇଏଚ୍‌ଏସ୍‌ ମାର୍କିଟ…

ରାମ୍‌କୋ ସିମେଣ୍ଟ ପକ୍ଷରୁ ସହାୟତା

ନୂଆଦିଲ୍ଲୀ, ୩।୪: କୋଭିଡ-୧୯ ବିରୋଧୀ ଲଢେଇରେ ରାମ୍‌କୋ ସିମେଣ୍ଟ ଯୋଗଦାନ ରଖିଥିବା ସୂଚନା ଦେଇଛି। କମ୍ପାନୀ ଓଡିଶା ସମେତ ତାମିଲନାଡୁ, କେରଳ, ଆନ୍ଧ୍ର ପ୍ରଦେଶ, ତେଲଙ୍ଗାନା, କର୍ନାଟକ ଏବଂ ପଶ୍ଚିମବଙ୍ଗ ସରକାରଙ୍କ ସହ ମିଳିତ ହୋଇ ଏ ଦିଗରେ ନିଜର ଯୋଗଦାନ…

ନାଲ୍‌କୋର ରେକର୍ଡ ଉତ୍ପାଦନ

ଭୁବନେଶ୍ୱର, ୩।୪: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ (ନାଲ୍‌କୋ) ୨୦୧୯-୨୦ ଆର୍ଥିକ ବର୍ଷରେ ବକ୍ସାଇଟି ଏବଂ ଆଲୁମିନା ଉତ୍ପାଦନ କ୍ଷେତ୍ରରେ ସର୍ବକାଳୀନ ରେକର୍ଡ ହାସଲ କରିଛି। କମ୍ପାନୀ ୧୦୦%ରୁ ଉର୍ଦ୍ଧ୍ୱ କ୍ଷମତା ଉପଯୋଗକରି ଏହାର ଦାମନଯୋଡି ସ୍ଥିତ ପଞ୍ଚପଟମାଳି ବକ୍ସାଇଟ ମାଇନ୍ସରେ ୭୩.୦୨…

ଏଏସ୍‌ବିଏମ୍‌ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ କ୍ଲାସ

ଭୁବନେଶ୍ୱର, ୩।୪: ବର୍ତ୍ତମାନର କରୋନା ଜନିତ ଲକ୍‌ଡାଉନ ସମୟରେ ଏଏସ୍‌ବିଏମ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ସତର୍କତା ପଦକ୍ଷେପ ଗ୍ରହଣ କରାଯାଇଛି। ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନ୍‌ଲାଇନ କ୍ଲାସ ଶୁଭାରମ୍ଭ ହୋଇଛି। ଫାକଲଟିମାନେ ଅନଲାଇନ ଲାଇଭ କ୍ଲାସ୍‌ରୁମ୍‌ ସେସନ କରୁଥିବା ବେଳେ କୋର୍ସ ଶେଷ କରିବାକୁ…

ବ୍ୟାଙ୍କଗୁଡିକ ପାଇଁ ଆଉଟଲୁକ୍‌ ନେଗେଟିଭ କଲା ମୁଡିସ୍‌

ମୁଡିସ୍‌ ଇନଭେଷ୍ଟର୍ସ ସର୍ଭିସ ଗୁରୁବାର ଭାରତୀୟ ବ୍ୟାଙ୍କଗୁଡିକ ଲାଗି ଆଉଟଲୁକ୍‌କୁ ନେଗେଟିଭ୍‌ କରିଛି। ଏହା ପୂର୍ବରୁ ଆଉଟଲୁକ୍‌ ଷ୍ଟେବଲ ବୋଲି ମୁଡିସ କହିଥିଲା। ବ୍ୟାଙ୍କଗୁଡିକର ଆସେଟ କ୍ୱାଲିଟି ବା ସମ୍ପତ୍ତି ଗୁଣବତ୍ତା ବର୍ତ୍ତମାନ ସମୟରେ ପ୍ରଭାବିତ ସ୍ଥିତିରେ ରହିବ ବୋଲି ଏହି…

୩୫% କମିପାରେ ଘର ବିକ୍ରି

ଦେଶର ଆବାସ ରିୟଲ ଇଷ୍ଟେଟ କରୋନା ଯୋଗୁ କ୍ଷତିଗ୍ରସ୍ତ ହୋଇଛି। ଲକ୍‌ଡାଉନ ଯୋଗୁ ଏହି ଶିଳ୍ପର କାର୍ଯ୍ୟ ଏବେ ବନ୍ଦ ରହିଛି। ଏଥିଯୋଗୁ ୨୦୨୦ କ୍ୟାଲେଣ୍ଡର ବର୍ଷରେ ପ୍ରମୁଖ ସହରଗୁଡିକରେ ଘର ବିକ୍ରି ୩୫% ଖସିପାରେ ବୋଲି କୁହାଯାଉଛି। ଅଫିସ ଏବଂ…

ଯାତ୍ରୀବାହୀ ଯାନ ବିକ୍ରିରେ ବୃହତ୍‌ ହ୍ରାସ

କରୋନା ପ୍ରଭାବରେ ଯାତ୍ରୀବାହୀ ଯାନ ବିକ୍ରି ବୃହିତ ପରିମାଣର ହ୍ରାସ ଘଟିଛି। ଏହାବାଦ ୨ ଚକିଆ ବିକ୍ରି ଉପରେ ଏହାର ପ୍ରଭାବ ମଧ୍ୟ ପରିଲକ୍ଷିତ ହୋଇଛି। ରିପୋର୍ଟ ମୁତାବକ ମାର୍ଚ୍ଚ ମାସରେ ହ୍ୟୁଣ୍ଡାଇର ଯାନ ବିକ୍ରିରେ ୪୭% ହ୍ରାସ ଘଟିଥିବା ସୂଚନା…

ଲକ୍‌ଡାଉନ ଉଠାଇ ଦେବାକୁ ପରାମର୍ଶ

ବଜାରରୁ ଲକ୍‌ଡାଉନ ଉଠାଇ ଦେବାକୁ ଏଭଳି ସ୍ଥିତିରେ କେତେଜଣ ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି। ବିଭିନ୍ନ ଆର୍ଥତ୍କ ସ୍ଥିତିକୁ ବିଚାର କରି ଲକ୍‌ଡାଉନ ଉଠାଇବା ନେଇ ସରକାର ବିଚାର କରିବାର ଆବଶ୍ୟକତା ରହିଛି ବୋଲି ସେମାନେ ମତବ୍ୟକ୍ତ କରିଛନ୍ତି। ଦେଶର ଦିନ ମଜୁରିଆ…

ଆଜିଠାରୁ ଜନଧନ ଖାତାରେ ମହିଳାଙ୍କୁ ସହାୟତା

ଭୁବନେଶ୍ୱର, ୩।୪: କୋଭିଡ୍‌-୧୯ ମୁକାବିଲା ଅଂଶସ୍ବରୂପ ଶୁକ୍ରବାରଠାରୁ ଜନଧନ ଖାତାରେ ମହିଳାଙ୍କୁ ଆର୍ଥତ୍କ ସହାୟତା ପ୍ରଦାନ କରାଯିବା ନେଇ ସରକାର ପଦକ୍ଷେପ ନେଇଛନ୍ତି। ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ଦେଶର ୨୦ କୋଟି ମହିଳାଙ୍କୁ ମାସିକ ୫୦୦ ଟଙ୍କାର ସହାୟତା ରାଶି ସରକାର…

୧୦୦ କୋଟି ଦାନ କରିବେ ଲକ୍ଷ୍ମୀ ମିତ୍ତଲ

ଲଣ୍ଡନ,୨ା୪(ପି.ଟି.): ପ୍ରବାସୀ ଭାରତୀୟ କୋଟିପତି ଲକ୍ଷ୍ମୀ ଏନ୍‌. ମିତ୍ତଲ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଗଠିତ ପିଏମ୍‌-କେୟାର୍ସ ପାଣ୍ଠିକୁ ୧୦୦ କୋଟି ଟଙ୍କା ଦାନ କରିବେ ବୋଲି ଘୋଷଣା କରିଛନ୍ତି। କୋଭିଡ-୧୯ ସଂକ୍ରମଣର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଗଠିତ ପାଣ୍ଠିକୁ…

ନିବେଶକଙ୍କ ୩.୨୦ ଲକ୍ଷ କୋଟି ଘାଟା

ନୂଆଦିଲ୍ଲୀ, ୨।୪: ୨୦୨୦-୨୧ ଆର୍ଥତ୍କ ବର୍ଷର ପ୍ରଥମ ଦିନରେ ଦେଶର ପୁଞ୍ଜି ବଜାର କାରବାର କ୍ଷତିଗ୍ରସ୍ତ ସ୍ଥିତିରେ ରହିଛି। ବୁଧବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ କାରବାର ନିମ୍ନରେ ରହିବା ଯୋଗୁ ନିବେଶକମାନେ ୩.୨୦ ଲକ୍ଷ କୋଟି ଟଙ୍କା କ୍ଷତି ସହିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?